ଗୁଲଜାର ଅହମ୍ମଦ ହେବେ ପାକିସ୍ତାନର କାର୍ଯ୍ୟନିର୍ବାହୀ ପ୍ରଧାନମନ୍ତ୍ରୀ

ଇସ୍‌ଲାମାବାଦ,୪।୪: ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ ପାକିସ୍ତାନର ପୂର୍ବତନ ମୁଖ୍ୟ ବିଚାରପତି ଗୁଲଜାର ଅହମ୍ମଦଙ୍କୁ କାର୍ଯ୍ୟନର୍ବାହୀ ପ୍ରଧାନମନ୍ତ୍ରୀ ଭାବେ ମନୋନୀତ କରିଛନ୍ତି। ପାକିସ୍ତାନ ତେହେରିକ-ଇ-ଇନ୍‌ସାଫ(ପିଟିଆଇ)ର କୋର କମିଟିର ପରାମର୍ଶ ଏବଂ ଅନୁମୋଦନ ପରେ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ ପାକିସ୍ତାନର ପୂର୍ବତନ ମୁଖ୍ୟ ବିଚାରପତି ଗୁଲଜାର ଅହମ୍ମଦଙ୍କୁ କାର୍ଯ୍ୟନିର୍ବାହୀ ପ୍ରଧାନମନ୍ତ୍ରୀ ଭାବେ ମନୋନୀତ କରିଛନ୍ତି। ସୋମବାର ପିଟିଆଇ ନେତା ଫୱାର ଚୌଧୁରୀ ଟୁଇଟ କରି ଏନେଇ ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, ସୋମବାର ପାକିସ୍ତାନର ରାଷ୍ଟ୍ରପତି ଆରିଫ ଅଲଭି ଧାରା ୨୨୪ ଅନୁଯାୟୀ କାର୍ଯ୍ୟକାରୀ ପ୍ରଧାନମନ୍ତ୍ରୀଙ୍କ ନିଯୁକ୍ତି ପାଇଁ ଜଣେ ଉପଯୁକ୍ତ ବ୍ୟକ୍ତିଙ୍କ ନାମକରଣ ପାଇଁ ପ୍ରଧାନମନ୍ତ୍ରୀ ତଥା ବିରୋଧୀ ଦଳର ନେତାଙ୍କୁ ଏକ ପ୍ରସ୍ତାବ ପଠାଇବାକୁ ବିଜ୍ଞପ୍ତି ଜାରି କରିଥିଲେ। ଏଥିସହ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟନିର୍ବାହୀ ନିଯୁକ୍ତ ହେବା ପର୍ଯ୍ୟନ୍ତ ଇମ୍ରାନ ଖାନ୍‌ ପ୍ରଧାନମନ୍ତ୍ରୀଙ୍କ ଦାୟିତ୍ୱ ପୂରଣ କରିବେ ବୋଲି ଉକ୍ତ ଚିଠିରେ ରାଷ୍ଟ୍ରପତି ଉଲ୍ଲେଖ କରିଥିଲେ। ସୂଚନା ମୁତାବକ ୨୦୧୯ ଡିସେମ୍ବର ୨୧ରୁ ୨୦୨୨ ଫେବୃଆରୀ ୧ ପର୍ଯ୍ୟନ୍ତ ଗୁଲଜାର ଅହମ୍ମଦ ପାକିସ୍ତାନର ୨୭ତମ ମୁଖ୍ୟ ବିଚାରପତି ଭାବେ କାର୍ଯ୍ୟ ତୁଲାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୧୫ ଘଣ୍ଟା କାମ ପରେ ମିଳିଲା ୭୬୩ ଟଙ୍କା, ଡେଲିଭରି ବୟଙ୍କୁ ଘରକୁ ଡାକି ଏମିତି କଲେ ରାଘବ ଚଢା, ସମସ୍ତେ କରୁଛନ୍ତି ପ୍ରଶଂସା

ନୂଆଦିଲ୍ଲୀ,୨୭।୧୨: ନିକଟରେ, ଜଣେ ଡେଲିଭରି ବୟର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଏକ ଛୋଟ ଭିଡିଓରେ, ଯୁବକ ଜଣକ ତାଙ୍କର ଦୈନନ୍ଦିନ କାର୍ଯ୍ୟସୂଚୀ...

Vijay Hazare Trophy: ଯାହାଙ୍କ ବଲରେ ଆଉଟ ହେଲେ କୋହଲି ତାଙ୍କୁ ଦେଲେ ବଡ଼ ଉପହାର, ଜିତିଲେ ପ୍ରଶଂସକଙ୍କ ମନ

ନୂଆଦିଲ୍ଲୀ,୨୭।୧୨: ବିରାଟ କୋହଲିଙ୍କୁ ଆଉଟ କରିଥିବା ଗୁଜରାଟର ସ୍ପିନର ବିଶାଲ ଜୟସୱାଲଙ୍କୁ ମଧ୍ୟ ବହୁତ ପ୍ରଶଂସା କରାଯାଉଛି। ବିରାଟଙ୍କ ଗୋଟିଏ ବଲ ଉପରେ କୋହଲି ଏକ...

ଗୁଲୁଆ-ବର୍ଷା: ଶ୍ୱଶୁରଙ୍କୁ କାନ୍ଦି କାନ୍ଦି ନେହୁରା ହେଉଛନ୍ତି ବର୍ଷା, ଭାଇରାଲ ହେଉଛି ଅଡିଓ…

ଭୁବନେଶ୍ୱର,୨୭।୧୨:ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି। ଅଲଗା...

ଅଲ୍ଲୁ-ଅର୍ଜୁନଙ୍କ ବିରୋଧରେ ଚାର୍ଜଶିଟ୍‌ ଦାଖଲ କଲା ପୋଲିସ, କାରଣ ଜାଣିଲେ…

ମୁମ୍ବାଇ,୨୭ା୧୨: ଅଭିନେତା ଅଲ୍ଲୁ-ଅର୍ଜୁନଙ୍କ ନାମରେ ଚାର୍ଜଶିଟ୍‌ ଦାଖଲ କରିଛି ପୋଲିସ। ଉକ୍ତ ଚାର୍ଜଶିଟ୍‌ରେ ଅଲ୍ଲୁ-ଅର୍ଜୁନଙ୍କ ସମେତ ୨୩ ଅଭିଯୁକ୍ତଙ୍କ ନାଁ ରହିଛି। ହାଇଦ୍ରାବାଦ ସନ୍ଧ୍ୟା ଥିଏଟର...

ଗତ ୨ ବର୍ଷରେ ୧୧ ହଜାର ଇଞ୍ଜିନିୟର ୫ ହଜାର ଡାକ୍ତର ଦେଶ ଛାଡିଛନ୍ତି, କାହିଁକି ପାକିସ୍ତାନର ହେଉଛି ଏମିତି ଅବସ୍ଥା?ଜାଣନ୍ତୁ…

ଇସଲମାବାଦ,୨୭।୧୨: ପାକିସ୍ତାନ ବର୍ତ୍ତମାନ ଇତିହାସରେ ସବୁଠାରୁ ଗୁରୁତର ପ୍ରତିଭା ପ୍ରସ୍ଥାନର ସମ୍ମୁଖୀନ ହେଉଛି। ଆର୍ଥିକ ଦୁର୍ଦ୍ଦଶା, ରାଜନୈତିକ ଅନିଶ୍ଚିତତା ଏବଂ ବୃତ୍ତିଗତ ସୁଯୋଗର ଅଭାବ ଏପରି...

ଓମ୍‌ସାର ଆନ୍ଦୋଳନ ଆଜି ବି ଜାରି: ଆଉଟ୍‌ଡୋରରେ ଘଣ୍ଟାଏ ରୋଗୀସେବା ବନ୍ଦ

ଛତ୍ରପୁର,୨୭ା୧୨(ଦିଲ୍ଲୀପ ସାମଲ): ସାରା ରାଜ୍ୟରେ ମଞ୍ଜୁରୀପ୍ରାପ୍ତ ପଦ ଅପେକ୍ଷା ପାଖାପାଖି ଅଧାରୁ ଅଧିକ ଡାକ୍ତର ପଦବୀ ଖାଲି ରହିଛି। ଏହି ପଦବୀ ସବୁ ପୂରଣ କରିବା...

ବର୍ଷା-ଗୁଲୁଆଙ୍କୁ ନେଇ ମୁହଁ ଖୋଲିଲେ ସାଙ୍ଗ, କହୁକହୁ କହିଦେଲେ ଭିତିରି କଥା…

ଭୁବନେଶ୍ୱର,୨୭ା୧୨: ଥମୁନି ୟୁଟ୍ୟୁବର ଦମ୍ପତି ତଥା କମେଡିଆନ ଗୁଲୁଆ-ବର୍ଷାଙ୍କ ବିବାଦ। ତାଙ୍କ ସହ ଅତି ନିକଟତର ଥିବା ଜଣଙ୍କ ପରେ ଜଣେ ବ୍ୟକ୍ତି ମିଡିଆ ସାମ୍ନାକୁ...

ଅଷ୍ଟ୍ରେଲିଆର ପରାଜୟ ଭାରତ ପାଇଁ ଲାଭ, ଜାଣନ୍ତୁ ଇଂଲଣ୍ଡର ବିଜୟ ପରେ କେତେ ବଦଳିଲା ପଏଣ୍ଟ ଟେବୁଲ

ନୂଆଦିଲ୍ଲୀ,୨୭।୧୨: ଅଷ୍ଟ୍ରେଲିଆ ବନାମ ଇଂଲଣ୍ଡ ବକ୍ସିଂ ଡେ ଟେଷ୍ଟ ମାତ୍ର ଦୁଇ ଦିନ ମଧ୍ୟରେ ଶେଷ ହୋଇଥିଲା। ପ୍ରଥମ ଦିନରେ ଅଷ୍ଟ୍ରେଲିଆର ପ୍ରଥମ ଇନିଂସ ୧୫୨...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri