Posted inଜାତୀୟ

ହରିୟାଣା ସରକାରଙ୍କ ବଡ ନିଷ୍ପତ୍ତି: ଘରୋଇ ସ୍କୁଲରେ ନର୍ସରୀ, ପ୍ରଥମ ଶ୍ରେଣୀ ପାଇଁ ୨୫ ପ୍ରତିଶତ ଗରିବ ପିଲାଙ୍କ ପାଇଁ ରହିବ ସଂରକ୍ଷିତ

ଚଣ୍ଡିଗଡ଼,୫ ।୪: ହରିୟାଣା ସରକାର ଶିକ୍ଷା ଅଧିକାର (ଆରଟିଇ) ଅଧିନିୟମ ଅନୁଯାୟୀ, ଗିରିବ ଶିଶୁଙ୍କ ପାଇଁ ଘରୋଇ ସ୍କୁଲରେ ପାଠ ପଢିବା ଲାଗି ଅଣ୍ଟା ଭିଡିଛନ୍ତି । ଅନୁସୁଚିତ ଜାତି, ଜନଜାତି, ଗରିବ ଶିଶୁ ଓ ୧.୮୦ଲକ୍ଷରୁ କମ୍ ଆୟ କରୁଥିବା ପରିବାରର ପିଲାମାନେ ରାଜ୍ୟରେ ଥିବା ଅନୁଦାନ ପ୍ରାପ୍ତ ସ୍କୁଲରେ ଶିକ୍ଷାବର୍ଷ ୨୦୨୨-୨୩ରେ ପ୍ରଥମ ଶ୍ରେଣୀ ଓ ଏହାର ପୂର୍ବ ଶ୍ରେଣୀ ଅର୍ଥାତ୍ ନର୍ସରୀରେ ପାଠ ପଢିବା ପାଇଁ ୨୫ ପ୍ରତିଶତ ସିଟ୍ ସଂରକ୍ଷିତ ରହିବ ।
ଶିକ୍ଷାମନ୍ତ୍ରୀ କୱର ପାଲ ଗୁର୍ଜର କହିଛନ୍ତି ସରକାର ଏହି ନିଷ୍ପତ୍ତି ଶିକ୍ଷା ଅଧିକାର ଅଧିନିୟମ ୨୦୦୯ ଅନୁସାରେ ୧୨(୧)ପ୍ରାବଧାନ ଅନୁପାଳନ ସୁନିଶ୍ଚିତ କରିବା ଉପରେ ଗୁରୁତ୍ୱ ଦେଇଛନ୍ତି । ମୁଖ୍ୟମନ୍ତ୍ରୀ ମନୋହରଲାଲ ଖଟ୍ଟର ଏହାକୁ ସ୍ୱିକୃତି ପ୍ରଦାନ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସକୁ ଧରି ସ୍ବାମୀଙ୍କୁ ହଇରାଣ କରିପାରିବେନି ମହିଳା

ନୂଆଦିଲ୍ଲୀ,୮ା୫: ସ୍ବାମୀ ଓ ଶାଶୁଘର ଲୋକଙ୍କୁ ହଇରାଣ କରିବା ପାଇଁ ବିବାହିତ ମହିଳା ପୋଲିସ କଳର ଉପଯୋଗ କରିପାରିବେ ନାହିଁ ବୋଲି ସୁପ୍ରିମକୋର୍ଟ ରାୟ ଦେଇଛନ୍ତି।...

୮୦୦ କୋଟିର ଦୁର୍ନୀତିରେ ଖାର୍ଗେଙ୍କ ଜ୍ୱାଇଁ

ବେଙ୍ଗାଲୁରୁ, ୮।୫: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କ ଜ୍ୱାଇଁ ତଥା ଗୁଲବର୍ଗା ଆସନରୁ ଦଳୀୟ ପ୍ରାର୍ଥୀ ରାଧାକୃଷ୍ଣ ଡୋଡ୍ଡାମଣିଙ୍କ ସମେତ ୫ ଜଣଙ୍କ ବିରୋଧରେ ଏକ...

୯୩ ଆସନରେ ୬୨% ମତଦାନ

ନୂଆଦିଲ୍ଲୀ,୮ା୫: ତୃତୀୟ ପର୍ଯ୍ୟାୟରେ ମଙ୍ଗଳବାର ୧୦ ରାଜ୍ୟ ଓ ଗୋଟିଏ କେନ୍ଦ୍ରଶାସିତ ଅଞ୍ଚଳର ୯୩ଟି ଲୋକ ସଭା ଆସନରେ ମତଦାନ ଅନୁଷ୍ଠିତ ହୋଇଯାଇଛି। ମତଦାନ ହାର...

‘ସ୍ବାମୀ, ଶାଶୂଘର ଲୋକଙ୍କୁ ହଇରାଣ କରିବାକୁ ପୋଲିସର ଉପଯୋଗ କରିପାରିବେ ନାହିଁ ମହିଳା’

ନୂଆଦିଲ୍ଲୀ,୭ା୫: ସ୍ବାମୀ ଓ ଶାଶୂଘର ଲୋକଙ୍କୁ ହଇରାଣ କରିବା ପାଇଁ ବିବାହିତ ମହିଳା ପୋଲିସ କଳର ଉପଯୋଗ କରିପାରିବେ ନାହିଁ ବୋଲି ସୁପ୍ରିମକୋର୍ଟ ରାୟ ଦେଇଛନ୍ତି।...

ଭାଜପାକୁ ଝଟ୍‌କା, ଦଳର ପୋଷ୍ଟ ହଟାଇବାକୁ ଏକ୍ସକୁ ନିର୍ଦ୍ଦେଶ ଦେଲେ ନିର୍ବାଚନ କମିଶନର

ନୂଆଦିଲ୍ଲୀ,୭।୫: ନିର୍ବାଚନ ସମୟରେ ଆପତ୍ତିଜନକ ପୋଷ୍ଟ କରିଥିବା ଭାଜପାକୁ ଲାଗିଛି ଶକ୍ତ ଝଟକା। କଂଗ୍ରେସ ସମ୍ପର୍କରେ ଆପତ୍ତିଜନକ ଭିଡିଓ କରି ନିର୍ବାଚନ କମିଶନରଙ୍କ ରୋଷର ଶିକାର...

‘ଭାଜପା-ମୋଦିଙ୍କ ନୀତି ଭେଦଭାବପୂର୍ଣ୍ଣ, ଶକ୍ତିଶାଳୀ ଭାରତ ଗଠନ ଲାଗି କଂଗ୍ରେସକୁ ଭୋଟ ଦିଅନ୍ତୁ’

ନୂଆଦିଲ୍ଲୀ,୭।୫: ଲୋକ ସଭା ନିର୍ବାଚନ ପାଇଁ ତୃତୀୟ ପର୍ଯ୍ୟାୟ ଭୋଟ୍‌ଗ୍ରହଣ ମଧ୍ୟରେ ପୂର୍ବତନ କଂଗ୍ରେସ ସଭାପତି ସୋନିଆ ଗାନ୍ଧୀ ଦେଶବାସୀଙ୍କ ପାଇଁ ଏକ ଭିଡିଓ ବାର୍ତ୍ତା...

ବିପଦରେ ହରିୟାଣାର ଭାଜପା ସରକାର, ସମର୍ଥନ ପ୍ରତ୍ୟାହାର କରିନେଲେ… 

ଚଣ୍ଡିଗଡ଼,୭।୫: ହରିୟାଣାରେ ଭାଜପା ସରକାର ଉପରେ ସଙ୍କଟ ଦେଖାଦେଇଛି। ଭାଜପା ସରକାରକୁ ସମର୍ଥନ କରୁଥିବା ତିନି ଜଣ ସ୍ବାଧୀନ ବିଧାୟକ ବାହାରିଛନ୍ତି। ସେମାନେ ସମର୍ଥନ ଫେରାଇ...

ଭାଜପାରେ ସାମିଲ ହେଲେ ଶେଖର ସୁମନ, କହିଲେ ସାଧାରଣ ନାଗରିକ, ହିରାମଣ୍ଡିର ନବାବ ନୁହେଁ

ମୁମ୍ବାଇ,୭।୫: ବଲିଉଡ ଅଭିନେତା ଶେଖର ସୁମନ ଭାରତୀୟ ଜନତା ପାର୍ଟି(ଭାଜପା)ରେ ଯୋଗ ଦେଇଛନ୍ତି। ଦୀର୍ଘ ସମୟ ଧରି ଲାଇମଲାଇଟ ଠାରୁ ଦୂରରେ ରହିବା ପରେ ଶେଖର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri