ଆରସିବି ୪ ୱିକେଟରେ ବିଜୟୀ…

ମୁମ୍ବାଇ, ୫।୪ :  ଆଇପିଏଲ୍‌ ସିଜିନ୍‌ର ୧୫ତମ ସଂସ୍କରଣରେ ମଙ୍ଗଳବାର  ରୟାଲ ଚ୍ୟାଲେଞ୍ଜର ବାଙ୍ଗାଲୋର୍‌(ଆର୍‌ସିବି) ରାଜସ୍ଥାନ ରୟାଲର୍‌ସ(ଆର୍‌ଆର୍‌) ଠାରୁ ୪ ୱିକେଟରେ ବିଜୟ ହାସଲ କରିଛି ।  ଧାର୍ଯ୍ୟ ଲକ୍ଷ୍ୟର ପିଛା କରି ଆରସିବି ୧୯.୧ ଓଭରରେ  ୬ ୱିକେଟ ହରାଇ  ୧୭୩ ରନ୍ କରିବାକୁ ସକ୍ଷମ ହୋଇଛି ।

ଆରସିବି ପକ୍ଷରୁ ଅଧିନାୟକ ଫପ୍ ଡୁ ପ୍ଲେସିସ୍  ୨୯ ବଲରେ ୨୦ ରନ ସଂଗ୍ରହ କରିଥିବାବେଳେ ଅନୁଜ ରାୱତ ୨୫ ବଲରେ ୨୬ ରନ କରିଥିଲେ । ସେହିପରି ଶାହାବାଜ୍ ଅହମ୍ମଦ ୨୬ ବଲରେ ୪୫ ରନ ସଂଗ୍ରହ କରିଥିଲେ । ଦିନେଶ ୨୩ ବଲରେ ୪୪ ରନ୍ କରି ଅପରାଜିତ ରହିଥିଲେ ।

ଆର୍‌ଆର୍‌ ଅଧିନାୟକ ସଞ୍ଜୁ ସାମସନଙ୍କ ନେତୃତ୍ୱରେ ତାଙ୍କ ଦଳ ବ୍ୟାଟିଂ ଆରମ୍ଭ କରି ନିର୍ଦ୍ଧାରିତ ୨୦ ଓଭରରେ ୩ ଓ୍ବିକେଟ ହରାଇ ୧୬୯ ରନ୍‌ ସଂଗ୍ରହ କରିଥିଲେ। ଆର୍‌ସିବି ପାଇଁ ବିଜୟ ଲକ୍ଷ୍ୟ ୧୭୦ ରନ୍‌ ରହିଥିଲ। ।

ଆର୍‌ଆର୍‌ ପକ୍ଷରୁ ଜୋସ୍‌ ବଟଲର ୪୭ ବଲ୍‌ରେ ଅପରାଜିତ ୭୦ ରନ୍‌ କରିଥିଲେ। ସେହିପରି ସିମରନ୍‌ ହେଟମେୟର ୩୧ ବଲ୍‌ରେ ୪୨ ରନ୍‌ ଏବଂ ଦେବଦତ୍ତ ପାଦିକ୍କଲ ୨୯ ବଲ୍‌ରେ ୩୭ ରନ୍‌ ସଂଗ୍ରହ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୁଦାନରୁ ଫେରିଲେ ଆଦର୍ଶ; ‘ବଞ୍ଚିବି ବୋଲି ଭାବି ନଥିଲି, ଦିନେ ଖାଇଲେ ଦିନେ ଖାଉନଥିଲି’

ଭୁବନେଶ୍ୱର,୧୭।୧୨: ସୁଦାନରୁ ସୁରକ୍ଷିତ ଭାବେ ଫେରିବା ପରେ ନିଜ ଉପରେ ହୋଇଥିବା ଯନ୍ତ୍ରଣା ବଖାଣିଛନ୍ତି ଆଦର୍ଶ ବେହେରା। ସେ ସୁରକ୍ଷିତ ଫେରିଥିବାରୁ ଭାରତ ସରକାରଙ୍କୁ ଧନ୍ୟବାଦ...

ଓଡ଼ିଶାରେ ୨ ଦିନ ପାଇଁ ୟେଲୋ ଓ୍ବାର୍ନିଂ: ହୋଇଯାନ୍ତୁ ସତର୍କ

ଭୁବନେଶ୍ୱର,୧୭।୧୨(ଅନୁରାଧା ମହାରଣା):ରାଜ୍ୟରେ ଗତ କିଛିଦିନ ଧରି ଶୀତ ଲହରୀ ଜାରି ରହିଛି। ଆଭ୍ୟନ୍ତରୀଣ ଓଡ଼ିଶାର ସୁନ୍ଦରଗଡ଼, କୋରାପୁଟ ଏବଂ କନ୍ଧମାଳର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ...

ଆଜି ଦେଶବ୍ୟାପୀ ବିକ୍ଷୋଭ: ମହାତ୍ମା ଗାନ୍ଧୀଙ୍କ ଫଟୋ ଧରି…

ନୂଆଦିଲ୍ଲୀ,୧୭ା୧୨(ପି.ଟି.):ଏମ୍‌ଜିଏନ୍‌ଆର୍‌ଇଜିଏ ନାଁ ବଦଳାଇବା ପାଇଁ କେନ୍ଦ୍ର ସରକାର ଆଣିଥିବା ଭିବି-ଜି ରାମ ଜି ବିଲ୍‌ ବିରୋଧରେ କଂଗ୍ରେସ ବୁଧବାର ଦେଶବ୍ୟାପୀ ବିକ୍ଷୋଭ କରିବାକୁ ଘୋଷଣା କରିଛି।...

ସ୍ବିଫ୍ଟ କାର୍‌ରେ ପାର୍ଟନର୍‌ଙ୍କୁ ବସାଇ ଜଙ୍ଗଲକୁ ନେଲେ ବୟଫ୍ରେଣ୍ଡ: ଆଉ ତା’ପରେ କଲେ ଏମିତି କାଣ୍ଡ

ଲକ୍ଷ୍ନୌ,୧୭ା୧୨:ଉତ୍ତରପ୍ରଦେଶରେ ଏକ ବୀଭତ୍ସ ହତ୍ୟା ଘଟଣା ଘଟିଛି। ଜଣେ ଟ୍ୟାକ୍ସି ଡ୍ରାଇଭର ତାଙ୍କ ସ୍ତ୍ରୀ ଉମା(୩୦)ଙ୍କୁ ହତ୍ୟା କରିବା ପରେ ମୃତଦେହକୁ ଜଙ୍ଗଲ ମଧ୍ୟରେ ଫିଙ୍ଗିଦେଇଥିଲେ।...

କମ୍ୟୁନିଟି ସେଣ୍ଟର ସ୍ଥାନାନ୍ତର ଉଦ୍ୟମକୁ ବିରୋଧ: ବିରୋଧ କଲା ଜିଲା ଆଦିବାସୀ କଲ୍ୟାଣ ସଂଘ

ଅମରପାଲି,୧୭/୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବହଲପଦର ପଞ୍ଚାୟତର ହୋତାପାଲି ( ସୁରଧାପାଲି) ଠାରେ ନିର୍ମାଣ ହେବାକୁ ଥିବା ଏକ କମ୍ୟୁନିଟି ସେଣ୍ଟର...

୮ ଦିନ ମଧ୍ୟରେ କିଡନୀ ରୋଗରେ ୩ ଜଣଙ୍କ ମୃତ୍ୟୁ ଘଟଣା: ରକ୍ତ, ପାନୀୟ ଜଳ ନମୁନା ସଂଗ୍ରହ

ଅମରପାଲି,୧୭ା୧୨(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲଶ ବୀରମହାରାଜପୁର ବ୍ଲକର ଉପାନ୍ତ ଅଞ୍ଚଳରେ କିଡ଼ନୀ ରୋଗରେ ୮ ଦିନ ମଧ୍ୟରେ ୩ ଜଣଙ୍କ ମୃତ୍ୟୁ ଘଟିଥିଲା। ଏନେଇ ଧରିତ୍ରୀରେ ଖବର...

ଶୀତ ମହୋତ୍ସବ ହେବ ଉତ୍ସବମୁଖର: ସାଂସ୍କୃତିକ କାର୍ଯ୍ୟକ୍ରମକୁ ଆକୃଷ୍ଟ ପାଇଁ ଲକ୍ଷ୍ୟ

ଦାରିଙ୍ଗବାଡି,୧୭।୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଶୀତ ମହୋତ୍ସବ ନେଇ ତୃତୀୟଥର ପାଇଁ ପ୍ରସ୍ତୁତି ବୈଠକ ବ୍ଲକ ସଭାଗୃହ ଠାରେ ହୋଇଯାଇଛି। ବିଡ଼ିଓ ତଥା...

୬ ମାସରେ ମାତ୍ର ୨ ପ୍ରତିଶତ ଅଗ୍ରଗତି: ଅନିଶ୍ଚିତତା ଘେରରେ ମେଗା ପାନୀୟ ଜଳ ପ୍ରକଳ୍ପର ଭବିଷ୍ୟତ

ଭଞ୍ଜନଗର,୧୭।୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଗ୍ରାମ୍ୟ ପାଇପ ଜଳ ଯୋଗାଣ ବିଭାଗ ଅଧୀନରେ ରାଜ୍ୟର ସବୁଠୁ ବଡ ମେଗା ପାନୀୟ ଜଳ ଯୋଗାଣ ପ୍ରକଳ୍ପ କାର୍ଯ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri