ଭଲ ନ ଲାଗିବାରୁ ରୋଷ ଘର ଚୁଲି ଭାଙ୍ଗିଥିଲେ: ଏସ୍‌ପି

ପୁରୀ ଅଫିସ,୬।୪: ଶ୍ରୀମନ୍ଦିରରେ ରୋଷ ଘର ଚୁଲି ଭାଙ୍ଗିବା ଘଟଣାରେ ଜଣେ ସନ୍ଦିଗ୍ଧଙ୍କୁ ଚିହ୍ନଟ କରାଯାଇଛି। ସେହି ସନ୍ଦିଗ୍ଧ ଜଣଙ୍କ ହେଉଛନ୍ତି ଖୋର୍ଦ୍ଧା ଜିଲା ବେଗୁନିଆ ଥାନା ଅଞ୍ଚଳର ଜେ.ମହାପାତ୍ର,ବୟସ(୩୦)। ତେବେ ସନ୍ଦିଗ୍ଧ ଜଣଙ୍କ ଶ୍ରୀମନ୍ଦିରରେ ରୋଷ ଘର ଚୁଲି ଭାଙ୍ଗିଥିବା ନେଇ ସ୍ବୀକାର କରିଛନ୍ତି ବୋଲି ଏସ୍‌ପି କନ୍‌ଓ୍ବର ବିଶାଲ ସିଂ ସୂଚନା ଦେଇଛନ୍ତି। ନିଜକୁ ଭଲ ନ ଲାଗିବାରୁ ରୋଷ ଘର ଚୁଲି ଭାଙ୍ଗିଥିବା କହିଛନ୍ତି ସେହି ସନ୍ଦିଗ୍ଧ ଜଣଙ୍କ। ଆଜି ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯିବ  ସହ ମାନସିକ ସ୍ଥିତି ଯାଞ୍ଚ ଲାଗି ବିଶେଷଜ୍ଞଙ୍କ ସହାୟତା ନିଆଯିବ ବୋଲି ଏସ୍‌ପି କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଝୁଲାଇ ରଖିଲା ବିଜେଡି, ବିରୋଧୀଙ୍କ ପ୍ରଚାର ଜୋରଦାର

ଯାଜପୁର,୨୯ା୪(ହର୍ଷବର୍ଦ୍ଧନ ବେହେରା):ଯାଜପୁର ଜିଲା କୋରେଇ ବିଧାନସଭା ନିର୍ବାଚନମଣ୍ଡଳୀରେ ଭାଜପା ଓ କଂଗ୍ରେସ ପ୍ରାର୍ଥୀ ଚୂଡାନ୍ତ ହୋଇଥିବାବେଳେ ବିଜେଡି ଏଯାଏ ଝୁଲାଇ ରଖିଛି। ତେଣୁ ଶାସକ ଦଳର...

ଆଜି ୩ୟ ପର୍ଯ୍ୟାୟ ଭୋଟ ଲାଗି ବିଜ୍ଞପ୍ତି

ଭୁବନେଶ୍ୱର, ୨୯ା୪(ସୁନିତ୍‌ ମିଶ୍ର):ଦେଶର ଷଷ୍ଠ ଏବଂ ଓଡ଼ିଶାର ୩ୟ ପର୍ଯ୍ୟାୟ ନିର୍ବାଚନ ଲାଗି ସୋମବାର ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇବ। ଅର୍ଥାତ୍‌ ୩ୟ ପର୍ଯ୍ୟାୟ ଲାଗି...

ବୁଲେଟ୍‌ ଡିକିରୁ ମିଳିଲା ୧.୯୫ ଲକ୍ଷ

ବିନିକା,୨୮।୪(ରାମଗୋପାଳ ବାଘ): ନିର୍ବାଚନରେ ବେଆଇନ ଟଙ୍କା କାରବାର ରୋକିବାକୁ ସୁବର୍ଣ୍ଣପୁର ଜିଲା ପ୍ରଶାସନ ପକ୍ଷରୁ ବିଭିନ୍ନ ସ୍ଥାନରେ ଯାନବାହନ ଯାଞ୍ଚକୁ କଡାକଡି କରାଯାଇଛି। ଏହି କ୍ରମରେ...

ଏହି ୩ ଆସନରେ ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର, ୨୮।୪: କଂଗ୍ରେସ ପକ୍ଷରୁ ରହିବାର ୨ଟି ଲୋକ ସଭା ଏବଂ ୮ ବିଧାନସଭା ଆସନ ଲାଗି ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି। ୮ ବିଧାନସଭା...

ବିଜେଡି ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ପ୍ରଧାନମନ୍ତ୍ରୀ ମୋଦି: କହିଦେଲେ ଏମିତି କଥା

ନୂଆଦିଲ୍ଲୀ,୨୮।୪: ଲୋକ ସଭା ନିର୍ବାଚନ ପାଇଁ ଏବେ ଦେଶରେ ରାଜନୀତି ସରଗରମ ରହିଛି। ପୁଣି ଥରେ ଭାଜପା ସରକାର ଗଢିବା ପାଇଁ ପ୍ରୟାସ କରୁଛି। ଏସବୁ...

ପ୍ରଚାର ଜୋରଦାର: ଘରଘର ବୁଲି ଆଶୀର୍ବାଦ ଭିକ୍ଷା କରୁଛନ୍ତି ପ୍ରାର୍ଥୀ

ଖଡ଼ିଆଳ,୨୮।୪(ସୁଜିତ କୁମାର ପ୍ରଧାନ)-ସାଧାରଣ ନିର୍ବାଚନ ଯେତେ ପାଖେଇ ଆସୁଛି ନିର୍ବାଚନୀ ଉଷ୍ମତା ସେତେ ବୃଦ୍ଧିପାଉଛି। ନୂଆପଡ଼ା ଜିଲାର ଖଡ଼ିଆଳ ନିର୍ବାଚନ ମଣ୍ଡଳୀରେ ତିନି ପ୍ରମୁଖ ରାଜନୈତିକ...

୮ ବିଧାନସଭା, ୨ ଲୋକ ସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ: ଜାଣନ୍ତୁ କାହାକୁ ମିଳିଲା କେଉଁଠୁ ଟିକେଟ୍‌

ଭୁବନେଶ୍ୱର,୨୮।୪: କଂଗ୍ରେସ ପକ୍ଷରୁ ରବିବାର ୨ ଲୋକ ସଭା ଏବଂ ୮ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରାଯାଇଛି। ୨ଟି ବିଧାସଭା ଆସନରେ ପ୍ରାର୍ଥୀ...

ବୀରମିତ୍ରପୁର ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଜେଏମ୍‌ଏମ୍‌

କୁଆଁରମୁଣ୍ଡା,୨୮।୪(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ନିର୍ବାଚନ ମଣ୍ଡଳୀ ବିଧାନସଭା ପାଇଁ ଇଣ୍ଡିଆମେଣ୍ଟ ପକ୍ଷରୁ ଜେଏମ୍‌ଏମ୍‌ ରବିବାର ପ୍ରାର୍ଥୀ ଘୋଷଣା କରିଛି। ପୂର୍ବତନ ବିଧାୟକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri