ମାନସିକ ଯନ୍ତ୍ରଣା ଦେଉଛି ବିଦ୍ୟୁତ୍‌ ବିଲ୍‌

ପିପିଲି,୭।୪(ସ୍ବ.ପ୍ର.): ବିଦ୍ୟୁତ୍‌ ବିଲ୍‌କୁ ନେଇ ମାନସିକ ଯନ୍ତ୍ରଣା ଭୋଗୁଛନ୍ତି ପରିବାର। ୫ଟି ଏଲଡି ବଲବ୍‌, ୨ଟି ଫ୍ୟାନ ଏବଂ ୧ଟି ଫ୍ରିଜ ପାଇଁ ମାସକୁ ୫ହଜାରରୁ ୧୦ହଜାର ଟଙ୍କା ପର୍ଯ୍ୟନ୍ତ ବିଲ୍‌ ଉଠୁଛି ବୋଲି ଅଭିଯୋଗ ହୋଇଛି। ଏ ନେଇ ପ୍ରଶ୍ନ କଲେ ଉପଭୋକ୍ତାଙ୍କ ଲଇନ କାଟି ଦିଆଯାଉଛି । ଫଳରେ ଉପଭୋକ୍ତା ଅନ୍ଧାରରେ ଜୀବନ ବିତାଉଛନ୍ତି। ଏଭଳି ଘଟଣା ପିପିଲି ପୌରଞ୍ଚଳରେ ଘଟିଥିବା ବେଳେ ଏନେଇ ପଣ୍ଡାବଜାରସ୍ଥିତ ରାମ ଦୟାଲ ଗୁପ୍ତା ପିପିଲି ଥାନାଠାରୁ ଆରମ୍ଭ କରି ଏସ୍‌ପି ଓ ଡିଜିପିଙ୍କୁ ଲିଖିତ ଅଭିଯୋଗ କରିଛନ୍ତି। ତାଙ୍କ ଅଭିଯୋଗରେ ଅନୁଯାୟୀ, ଗତ କିଛି ମାସ ହେବ ଆଶାଠାରୁ ଅତ୍ୟାଧିକ ବିଲ୍‌ ଆସୁଛି। ଏନେଇ ସେ ବାରମ୍ବାର ବିଦ୍ୟୁତ୍‌ ବିଭାଗକୁ ଜଣାଇଥିଲେ ମଧ୍ୟ କୌଣସି ସମାଧାନ ହେଉନାହିଁ। ଏପରିକି ସମାଧାନ କରିବା ବଦଳରେ ବିଦ୍ୟୁତ ସଂଯୋଗ କାଟି ଦିଆଯାଇଛି । ଏ ସମ୍ପର୍କରେ ସେ ପିପିଲି ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ପରିବାର ଏବେ ଅନ୍ଧାରରେ ଥିବାବେଳେ ୩ଟି ସନ୍ତାନ ପାଠପଢାରୁ ବଞ୍ଚତ୍ତ ହେଉଛନ୍ତି ବୋଲି ରାମ ଦୟାଲ କହିଛନ୍ତି। ଏ ନେଇ ପିପିଲି ବିଦ୍ୟୁତ୍‌ ବିଭାଗ ଏସ୍‌ଡିଓ ବିପିନ କୁମାର ସାହୁଙ୍କୁ ପଚାରିବାରେ ତାଙ୍କ ମିଟର ରିଡିଂ ଅନୁସାରେ ମାର୍ଚ୍ଚ ସୁଦ୍ଧା ବିଦ୍ୟୁତ୍‌ ବିଲ୍‌ ୩୧ହଜାର ଟଙ୍କା ହୋଇଛି। କିସ୍ତି ଅନୁଯାୟୀ ତାଙ୍କୁ ୧୦ହଜାର ଟଙ୍କା ମଗା ଯାଇଥିଲା କିନ୍ତୁ ରାମ ଦୟାଲ ନ ଦେବାରୁ ତାଙ୍କ ଲାଇନ୍‌ କଟାଯାଇଥିବା ଏସଡିଓ ସାହୁ କହିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଆଶେସ୍‌ ଖରାପ ପ୍ରଦର୍ଶନ ପରେ ମଦ ପିଇ ମାତାଲ ହେଲେ ଇଂଲଣ୍ଡ କ୍ରିକେଟର, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୩।୧୨: ଅଷ୍ଟ୍ରେଲିଆ ବିପକ୍ଷ ଆଶେସ୍ ସିରିଜ୍ ମଧ୍ୟରେ ଇଂଲଣ୍ଡ କ୍ରିକେଟ୍ ଦଳ ପାଇଁ ଏକ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଦଳର ଷ୍ଟାର୍ ବ୍ୟାଟର ବେନ୍...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

୭ ସରକାରୀ ମେଡିକାଲ କଲେଜରେ ନିର୍ମାଣ ହେବ ରୋଗୀ ସମ୍ପର୍କୀୟଙ୍କ ପାଇଁ ବିଶ୍ରାମାଗାର: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଏକ ବଡ଼ ପଦକ୍ଷେପ ସ୍ୱରୂପ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର...

Gotra Matching for Marriage: ସମାନ ଗୋତ୍ରରେ ବିବାହ କରିବା ଶୁଭ ନା ଅଶୁଭ? ଜାଣନ୍ତୁ କ’ଣ କୁହେ…

ହିନ୍ଦୁ ଧର୍ମରେ ବିବାହ ପୂର୍ବରୁ କୁଣ୍ଡଳୀ ମିଳନ ସହିତ ଗୋତ୍ରର ପରୀକ୍ଷା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ। ଏକ ଗୋତ୍ରରେ ବିବାହକୁ ସାଧାରଣତଃ ଅଶୁଭ...

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

SCBରେ ନିର୍ମାଣ ହେବ ୧୭ ମହଲା ବିଶିଷ୍ଟ ମଲ୍‌ଟି ଲେଭଲ୍ ପାର୍କିଂ

ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଲୋକସେବା ଭବନଠାରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର...

୨୦୨୬ ତାମିଲନାଡୁ ନିର୍ବାଚନ: ୩୦%ରୁ ଅଧିକ ଭୋଟ୍ ପାଇବା ନେଇ ବିଜୟଙ୍କ ଦାବି

ଚେନ୍ନାଇ,୨୩।୧୨: ୨୦୨୬ ତାମିଲନାଡୁ ବିଧାନସଭା ନିର୍ବାଚନକୁ ନେଇ ଏବେଠାରୁ ରାଜନୀତି ସରଗରମ ହେବାରେ ଲାଗିଛି। ସୁପରଷ୍ଟାର ବିଜୟଙ୍କ ନୂତନ ରାଜନୈତିକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri