୨୯ରେ କ୍ରିୟାନୁଷ୍ଠାନ କମିଟିର ଗଣଧାରଣା

ତାଳଚେର, ୧୦ା୪(ନି.ପ୍ର.) – ତାଳଚେର ମେଡିକାଲ କଲେଜକୁ ସରକାରୀ ପରିଚାଳନାରେ କାର୍ଯ୍ୟକାରୀ କରିବା ଦାବି ଜୋର୍‌ଧରିଛି। ଏହାର ପ୍ରତିବାଦରେ ଆସନ୍ତା ଏପ୍ରିଲ୍‌ ୨୯ରେ ଉପଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗଣଧାରଣା ଡାକରା ଦେଇଛି ତାଳଚେର ସରକାରୀ ମେଡିକାଲ କଲେଜ କ୍ରିୟାନୁଷ୍ଠାନ କମିଟି। ଏହାକୁ ସଫଳ କରିବା ପାଇଁ ଶନିବାର ପୂର୍ବାହ୍ନରେ ହାଟତୋଟାସ୍ଥିତ ତାଳଚେର ପ୍ରେସ କ୍ଲବ୍‌ ପରିସରରେ ବରିଷ୍ଠ ଆବାହକ ଦିଗାମ୍ବର ଗଡ଼ନାୟକଙ୍କ ସଭାପତିତ୍ୱରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। କମିଟିର ଦାବି ସମ୍ପର୍କରେ ଜନଜାଗରଣ ସୃଷ୍ଟି କରିବା ଉଦ୍ଦେଶ୍ୟରେ ଏପ୍ରିଲ ୧୫ରେ ହେବାକୁ ଥିବା ପ୍ରସିଦ୍ଧ ହିଙ୍ଗୁଳା ଯାତ୍ରାରେ ବ୍ୟାପକ ପ୍ରଚାର କରାଯିବ। ଏପ୍ରିଲ୍‌ ୧୮ରେ ତାଳଚେର ହାଟତୋଟାଠାରେ ସର୍ବସାଧାରଣଙ୍କୁ ନେଇ ଆଲୋଚନା ସଭା ଅନୁଷ୍ଠିତ ହେବ। ଏହି ଦୁଇ କାର୍ଯ୍ୟକ୍ରମକୁ ସଫଳ କରିବାକୁ କମିଟି ପକ୍ଷରୁ ନିବେଦନ କରାଯାଇଛି। ବୈଠକରେ ପଦ୍ମଚରଣ ସାମଲ, ଓକିଲ ସଂଘ ସଭାପତି ସନ୍ତୋଷ ସାହୁ, ପୂର୍ବତନ ନଗରପାଳ କେଶବ ଭୂତିଆ, ଗଣମାଧ୍ୟମ ପ୍ରତିନିଧି ଡ. ରଶ୍ମିରଞ୍ଜନ ମିଶ୍ର, ବାଉରୀବନ୍ଧୁ ବେଜ, ଭଗବାନ ପ୍ରଧାନ, ବିନୋଦ ଲାଲ୍‌, ଚନ୍ଦ୍ରସେନ ସାହୁ, ବାରିକ ପ୍ରଧାନ, ସୁନୀଲ ସିଂ, କୈଳାସ ସାହୁ, ପ୍ରହ୍ଲାଦ ସାହୁ, ଜୟସେନ ମେହେର, ମାନସୀ ସ୍ବାଇଁ, ପ୍ରେମାନନ୍ଦ ମହାନ୍ତି, କୁମର ସାହୁ, ଅଭୟ ପାଣି, ସୁରେଶ କଅଁର ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରବଳ କୁହୁଡି ଯୋଗୁ ଦେଖାଗଲାନି ରାସ୍ତା: ଗଛରେ ପିଟିହେଲା ପରିବା ବୋଝେଇ ମିନିଟ୍ରକ, ଘଟଣାସ୍ଥଳରେ…

ଦାରିଙ୍ଗବାଡି, ୨୩।୧୨ (ଅରୁଣ ସାହୁ): ଏକ ପନିପରିବା ବୋଝେଇ ମିନିଟ୍ରକ ଦୁର୍ଘଟଣା ଘଟି ଚାଳକଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବା ବେଳେ ହେଲପର ଆହତ ହୋଇଛନ୍ତି। ପ୍ରକାଶଯେ,...

ଠକ ସଂସ୍ଥାର ୩ ଅଧିକାରୀ ଅଟକ: ଚାକିରି, ଋଣ କରାଇଦେବେ କହି ନେଉଥିଲେ ଟଙ୍କା

ପାରଳାଖେମୁଣ୍ଡି,୨୩ା୧୨(ଗିରିଧାରୀ ପରିଚ୍ଛା): ଗଜପତି ଜିଲାର ବେକାର ଯୁବତୀ ଯୁବକଙ୍କୁ ବିଭିନ୍ନ ଚାକିରି ଆଉ ସେମାନଙ୍କ ପାଇଁ ଋଣ କରାଇଦେବା ଏବଂ ଘରେ ବସି ଡିଜିଟାଲରେ ଟଙ୍କା...

ରଙ୍ଗୋଲିରେ ବରଗଡ଼ ଧନୁଯାତ୍ରା ମହୋତ୍ସବ

ବରଗଡ଼,୨୩।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଏଥର ଅଧିକ ଆକର୍ଷଣୀୟ କରିବା ପାଇଁ ବିଭିନ୍ନ ପରିକଳ୍ପନା କରାଯାଇଛି। ଏହି କ୍ରମରେ ବିଗତ ବର୍ଷଭଳି ଏଥର ମଧ୍ୟ...

ଛାତ ଉପରକୁ ଯାଇଥିବାବେଳେ ମାଙ୍କଡ କଲା ଆକ୍ରମଣ, ଉପରୁ ତଳକୁ ଖସି ପଡି ମହିଳା ଗୁରୁତର

ଦେବଗଡ,୨୩।୧୨(ଶଶାଙ୍କ ଶେଖର ଝାଙ୍କର): ମାଙ୍କଡ ଆକ୍ରମଣରେ ଦେବଗଡ ପୌରାଞ୍ଚଳର ଜଣେ ମହିଲା ଗୁରୁତର ଆହତ ହୋଇଥିବା ଜଣାପଡିଛି । ସୂଚନା ଅନୁସାରେ, ଦେବଗଡ଼ ପୌରାଞ୍ଚଳ ଖପର...

୨୪ ନୂଆ ଏନଏସି, ୫ ମ୍ୟୁନିସିପାଲଟି ପାଇଁ ବିଜ୍ଞପ୍ତି ପ୍ରକାଶ: ଗଞ୍ଜାମ ଜିଲାର ଏହି ସବୁ ଅଞ୍ଚଳ…

ଛତ୍ରପୁର, ୨୩।୧୨ (ଦିଲ୍ଲୀପ ସାମଲ): ରାଜ୍ୟର ୨୪ ନୂଆ ଏନଏସି ଓ ୫ ମ୍ୟୁନିସିପାଲଟି ପାଇଁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ କରିଛନ୍ତି ରାଜ୍ୟ ସରକାର। ପାଲଲହଡା,...

ଦିଗପହଣ୍ଡି ଶିଶୁ ବିଦ୍ୟାମନ୍ଦିରର ରଜତ ଜୟନ୍ତୀ ସମାରୋହ: କଳସ ଶୋଭାଯାତ୍ରା, ସାଧୁସନ୍ଥ ସମ୍ମିଳନୀ ଅନୁଷ୍ଠିତ

ଦିଗପହଣ୍ଡି,୨୨ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ତିନି ଦିନିଆ ରଜତ ଜୟନ୍ତୀ...

କେସିଙ୍ଗାରେ ‘ସୁଭଦ୍ରା ଶକ୍ତି କାଫେ’ ଉଦଘାଟିତ

କେସିଙ୍ଗା,୨୨ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତି କାର୍ଯ୍ୟାଳୟ ନିକଟରେ ନବନିର୍ମିତ ‘ସୁଭଦ୍ରା ଶକ୍ତି କାଫେ’ ସୋମବାର ସନ୍ଧ୍ୟାରେ ଆନୁଷ୍ଠାନିକ ଭାବେ ଉଦ୍ଘାଟିତ ହୋଇଯାଇଛି।...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri