ଅଟୋରେ ନେଉଥିଲେ ୨କୁଇଣ୍ଟାଲ ଗଞ୍ଜେଇ

ଚିତ୍ରକୋଣ୍ଡା,୧୦ା୪(ଡି.ଏନ.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ପୋଲିସ ୨୦୮ କେଜି ୮ଶହ ଗ୍ରାମ ଗଞ୍ଜେଇ ଜବତ କରି ୩ ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ଦିଲଶାଦ କୁରେଶି(୩୦), କସିମ ହୁସେନ(୩୩) ଓ ବିଜୟ କୁମାର ଶର୍ମା(୫୭)।

ଗଞ୍ଜେଇ ଚୋରା ଚାଲାଣ ହେଉଥିବା ନେଇ ପୋଲିସକୁ ଖବର ମିଳିଥିଲା। ଏନେଇ ଓଆଇସି ସୂର୍ଯ୍ୟପ୍ରକାଶ ନାୟକଙ୍କ ନେତୃତ୍ୱରେ ଚିତ୍ରକୋଣ୍ଡା ପୋଲିସର ଏକ ଟିମ୍‌ ଚିତ୍ରକୋଣ୍ଡା-ବାଲିମେଳା ମୁଖ୍ୟ ରାସ୍ତାର ମନ୍ତ୍ରୀପୁଟ ଛକ ନିକଟରେ ଜଗି ରହିଥିଲା। ସେତିକିବେଳେ ଏକ ନମ୍ବର ବିହୀନ ଅଟୋକୁ ଅଟକାଇ ପୋଲିସ କର୍ମଚାରୀ ଯାଞ୍ଚ କରିଥିଲେ। ଯାଞ୍ଚ ବେଳେ ଅଟୋରୁ ୮ଟି ବ୍ୟାଗରେ ୨୦୮ କେଜି ଗଞ୍ଜେଇ ମିଳିଥିଲା। ପୋଲିସ ଗଞ୍ଜେଇ ଜବତ କରି ଘଟଣାରେ ସମ୍ପୃକ୍ତ ୩ ଜଣଙ୍କୁ ଗିରଫ କରିଥିଲା। ପୋଲିସ ଅଟୋ ସହ ଯାଉଥିବା ଏକ ହିରୋମେଷ୍ଟ୍ରୋ (ସିଜି ୧୭ କେଏମ- ୨୦୯୯) ଜବତ କରିଛି। ଅଭିଯୁକ୍ତଙ୍କଠାରୁ ପୋଲିସ ନଗଦ ୪୫୦୦ ଟଙ୍କା, ଗୋଟିଏ ମୋବାଇଲ ଫୋନ, ଏଟିଏମ୍‌ କାର୍ଡ, ଭୋଟର ଆଇଡି କାର୍ଡ ଜବତ କରିଛି। ଗଞ୍ଜେଇ ଚିତ୍ରକୋଣ୍ଡାର ସିଡ଼ିପାକା ଅଞ୍ଚଳରୁ ଦାନ୍ତେୱାଡାକୁ ଯାଉଥିବା ଜଣାପଡିଛି। ଏନେଇ ଚିତ୍ରକୋଣ୍ଡା ଥାନା ପୋଲିସ ଏକ ମାମଲା (ନଂ.୪୯/୨୨) ରୁଜୁ କରି ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨ଦିନ ଯାଏ ଆସିବନି ଅନଲାଇନରେ ଅର୍ଡର! ଡେଲିଭରି ଏଜେଣ୍ଟ କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୬।୧୨: ୨୦୨୬ରେ ଦରମା ବୃଦ୍ଧିରେ କୌଣସି ବିରାମ ନାହିଁ, ହାରାହାରି ୯% ବୃଦ୍ଧି ପାଇଁ ପ୍ରସ୍ତୁତି ଯୁନିୟନଗୁଡ଼ିକ ଚାକିରି ସୁରକ୍ଷା, ଅଧିକ ମଜୁରୀ, ନିରାପଦ କାର୍ଯ୍ୟ...

ବିଜେଡ଼ି ପ୍ରତିଷ୍ଠା ଦିବସରେ ଆଗାମୀ ପଞ୍ଚାୟତ-ସାଧାରଣ ନିର୍ବାଚନ ପାଇଁ ଗୁରୁମନ୍ତ୍ର ଦେଲେ ନେତା

ପାଟଣା,୨୬।୧୨,(ବୀର କିଶୋର ଦାଶ): କେନ୍ଦୁଝର ଜିଲା ବିଜୁ ଜନତା ଦଳ (ବିଜେଡି)ର ପାଟଣା ନିର୍ବାଚନ ମଣ୍ଡଳୀ ସ୍ତରୀୟ ୨୯ତମ ପ୍ରତିଷ୍ଠା ଦିବସ ସାହାରପଡ଼ା ବ୍ଲକ ମୁଖ୍ୟାଳୟ...

ମାରଓ୍ବାଡି ମହିଳାଙ୍କ ସେବା କାର୍ଯ୍ୟକୁ ପ୍ରଶଂସା କଲେ ଏମ୍‌ପି

ବଲାଙ୍ଗୀର,୨୬।୧୨(ସୁନିଲ କୁମାର ମହାନ୍ତି):ଅଖିଳ ଭାରତୀୟ ମାରଓ୍ବାଡି ମହିଳା ସମ୍ମେଳନ ଓଡିଶା ପ୍ରଦେଶର ସପ୍ତଦଶ ପ୍ରାନ୍ତୀୟ ସମ୍ମେଳନ ସ୍ଥାନୀୟ ବିଦ୍ୟା ହେଭନ୍ସ ଠାରେ ଶୁକ୍ରବାର ଅନୁଷ୍ଠିତ ହୋଇଛି।...

ଅଜଣା ଗାଡ଼ି ଧକ୍କାରେ ଯୁବକଙ୍କ ମୃତ୍ୟୁ, କ୍ଷତିପୂରଣ ଦାବିରେ ରାସ୍ତା ରୋକ

ବୀରମହାରାଜପୁର,୨୬।୧୨, (ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ହିଲୁଙ୍ଗ ପଞ୍ଚାୟତ ଲୁଚାବନ୍ଦ ପାଖରେ ଗୁରୁବାର ସା ପ୍ରାୟ ୭ଟା୩୦ରେ ଏକ ଅଜଣା ଗାଡ଼ି...

ନୂଆବର୍ଷରେ ମହଙ୍ଗା ଯୋଇଯିବ ଏହିସବୁ ଔଷଧ, ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୨୬।୧୨:ସରକାର ଅତ୍ୟାବଶ୍ୟକ ଔଷଧ ପାଇଁ ସୁଲଭ ଏବଂ ନିରାପଦ କଞ୍ଚାମାଲ ସୁନିଶ୍ଚିତ କରିବା ପାଇଁ ନୂତନ ପଦକ୍ଷେପ ନେଉଛନ୍ତି, କିନ୍ତୁ ଔଷଧ ଶିଳ୍ପ ବିଶେଷଜ୍ଞମାନେ ଭୟ...

ଧାନମଣ୍ଡି ଖୋଲିବା ଦାବିରେ ବ୍ଳକ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ

ପୁରୁଷୋତ୍ତମପୁର,୨୬।୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଧାନମଣ୍ଡି ଖୋଲାଯାଇ ନ ଥିବାରୁ ଚାଷୀମାନେ ଶୋଷଣର ଶିକାର ହେଉଥିବା ଅଭିଯୋଗ ହୋଇଛି। ଏନେଇ ତୁରନ୍ତ ମଣ୍ଡି...

ବାପଘରକୁ ଯାଇଥିଲେ ଫୁଲମତି, ଘର ଭାଙ୍ଗି ଆକ୍ରମଣ କଲା ହାତୀ: ଆଉ ତା’ପରେ…

ବଲାଙ୍ଗୀର ୨୬/୧୨ (ସୁନୀଲ କୁମାର ମହାନ୍ତି):ଖପ୍ରାଖୋଲ ବ୍ଲକ ଲାଠୋର ରେଞ୍ଜ ଅନ୍ତର୍ଗତ ବେନ୍ଦେର ପଞ୍ଚାୟତର ଚହକପଡ଼ା ଗ୍ରାମରେ ଗୁରୁବାର ରାତି ପ୍ରାୟ ୩ଟା ସମୟରେ ୩୨...

ନ୍ୟୁଜିଲାଣ୍ଡ ସିରିଜ୍‌ ଖେଳିବା ଆଶାରେ ଶ୍ରେୟସ

ବେଙ୍ଗାଲୁରୁ,୨୬।୧୨:ଭାରତର ଦିନିକିଆ ଉପ ଅଧିନାୟକ ଶ୍ରେୟସ ଆୟାର ଅଷ୍ଟ୍ରେଲିଆ ବିପକ୍ଷ ଦିନିକିଆ ସିରିଜ୍‌ରେ ଆହତ ହେବା ପରେ ପ୍ରଥମ ଥର ପାଇଁ ବ୍ୟାଟିଂ ଅଭ୍ୟାସ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri