Posted inଜାତୀୟ

ମୁଖ୍ୟମନ୍ତ୍ରୀ ଯୋଗୀଙ୍କୁ ଭେଟିବାକୁ ୩ ଦିନ ଦୌଡିବେ କୁନି ଧାବିକା

ଲକ୍ଷ୍ନୌ,୧୧ ।୪: ପ୍ରତିଯୋଗୀତାରେ ବିଜୟ ଅପେକ୍ଷା ଅଧିକ ଗୁରୁତ୍ୱପୂର୍ଣ୍ଣ ହୋଇଥାଏ ଏଥିରେ ଭାଗ ନେବା । ହେଲେ ଖେଳାଳୀଙ୍କୁ ଯେତେବେଳେ ସେମାନଙ୍କୁ ସେମାନଙ୍କର ଉଚିତ ସମ୍ମାନ ମିଳି ନଥାଏ ସେତେବେଳେ ସେମାନେ ନିରାଶ ହୋଇଯାଇଥାଆନ୍ତି । ଏମିତି କିଛି ଘଟଣା ଘଟିଛି କୁନି ଧାବିକା କାଜଲ ନିଷାଦଙ୍କ ସହ । ଗତ ବର୍ଷ ମାରାଥନରେ ଅଂଶ ଗ୍ରହଣ କରିବା ପରେ ବି ଯେତେବେଳେ ତାଙ୍କ ମେଧାକୁ ଉଚିତ ସମ୍ମାନ ମିଳିଲା ନାହିଁ ସେତେବେଳେ ସେ ଏହାକୁ ନେଇ ଗୁହାରି କରିବାକୁ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ଭେଟିବାକୁ ଦୌଡି ଦୌଡି ଲକ୍ଷ୍ନୌ ବାହାରିଥିଲେ ।

କାଜଲ କୁହନ୍ତି ରାତି ରହଣି ପରେ ସେ ୩ଦିନ ମଧ୍ୟରେ ଲକ୍ଷ୍ନୌ ପହଞ୍ଚିବେ ଓ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଓ କ୍ରିଡା ଅଧିକାରୀଙ୍କୁ ଏସମ୍ପର୍କରେ ଜଣାଇବେ । କାଜଲ ତାଙ୍କର ଏହି ଯାତ୍ରାକୁ ପ୍ରୟାଗରାଜ ଟୁ ଲକ୍ଷ୍ନୌ ଅଲଟ୍ରା ମାରାଥନ ନାମ ଦେଇଛନ୍ତି । ଇନ୍ଦିରା ମାରାଥନରେ ବଡ ବଡ ଧାବକଙ୍କୁ ପଛରେ ପକାଇ କାଜଲ ୪ ଘଣ୍ଟା ୨୨ ମିନିଟରେ ୪୨ କିଲୋମିଟର ଦୌଡିଥିବା ବେଳେ ସେତେବେଳେ ତାଙ୍କୁ ଖୁବ୍ ପ୍ରଶଂସା କରାଯାଇଥିଲା । ହେଲେ ଏହାକୁ ନେଇ ପ୍ରଶାସନ ପକ୍ଷରୁ କୌଣସି ପ୍ରୋତ୍ସାହନ ରାଶି ବା ସମ୍ମାନ ମିଳି ନ ଥିବରୁ ସେ ନିରାଶ ହୋଇଛନ୍ତି । ମାଣ୍ଡାରେ ରହୁଥିବା କାଜଲ ଏହା ପୂର୍ବରୁ ପ୍ରୟାଗରାଜର ସୁଭାଷ ଚୌକରୁ ୧୬ ଦିନରେ ଦିଲ୍ଲୀର ଇଣ୍ଡିଆ ଗେଟ ପହଞ୍ଚି ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରାଫିକ ବ୍ୟବସ୍ଥା ସମ୍ଭାଳିଲେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ଭିଡିଓ ଭାଇରାଲ

ଲକ୍ଷ୍ନୌ,୨୯।୪: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଉତ୍ତରପ୍ରଦେଶର ଲକ୍ଷ୍ନୌ ଆସନରୁ ଭାଜପା ପ୍ରାର୍ଥୀ ଭାବରେ ପୁନଃ ମନୋନୀତ ହୋଇଛନ୍ତି। ସୋମବାର ସେ ଏଠାରୁ ପ୍ରାର୍ଥିପତ୍ର ଦାଖଲ...

ଫସିଗଲେ କହ୍ନେୟା କୁମାର, ଉଦିତ ରାଜ

ନୂଆଦିଲ୍ଲୀ,୨୯।୪: କହ୍ନେୟା କୁମାର ଏବଂ ଉଦିତ ରାଜଙ୍କୁ ଲୋକ ସଭା ପ୍ରାର୍ଥୀ କରାଯିବା ପରେ ଦିଲ୍ଲୀ କଂଗ୍ରେସରେ ଯେଉଁ ଆଲୋଡ଼ନ ସୃଷ୍ଟି ହୋଇଛି, ତାହା ଏପର୍ଯ୍ୟନ୍ତ...

କଂଗ୍ରେସକୁ ବଡ ଝଟ୍‌କା, ନାମାଙ୍କନ ଫେରାଇ ନେଲେ ପ୍ରାର୍ଥୀ

ଇନ୍ଦୋର,୨୯।୪: ଲୋକ ସଭା ନିର୍ବାଚନ ପୂର୍ବରୁ ଇନ୍ଦୋରରେ କଂଗ୍ରେସକୁ ବଡ ଝଟ୍‌କା ଲାଗିଛି। କଂଗ୍ରେସ ପ୍ରାର୍ଥୀ ଅକ୍ଷୟ କାନ୍ତି ବାମ ଆଜି ଦଳକୁ ଚକିତ କରି...

ମମତା ସରକାରଙ୍କୁ ସୁପ୍ରିମକୋର୍ଟରୁ ଲାଗିଲା ବଡ ଝଟ୍‌କା

ନୂଆଦିଲ୍ଲୀ,୨୯।୪: ପଶ୍ଚିମବଙ୍ଗର ମମତା ବାନାର୍ଜୀ ସରକାର ସନ୍ଦେଶଖାଲି ମାମଲାରେ ସୁପ୍ରିମକୋର୍ଟଙ୍କଠାରୁ କୌଣସି ଆଶ୍ୱସ୍ତି ପାଇନାହାଁନ୍ତି। ଏହି ମାମଲାର ଶୁଣାଣି ବେଳେ ସୁପ୍ରିମକୋର୍ଟ କହିଛନ୍ତି ଯେ ସନ୍ଦେଶଖାଲି...

ଜମ୍ମୁ-କଶ୍ମୀରରେ ତୁଷାରପାତ

ଶ୍ରୀନଗର,୨୯ା୪: ଏପ୍ରିଲର ଶେଷ ଦିନରେ ଜମ୍ମୁ-କଶ୍ମୀରରେ ପାଣିପାଗ ଧାରା ବଦଳିଛି। ଗୁରେଜ, ମଛିଲ, ରାଜଦାନ ସମେତ ରାଜ୍ୟର ଅନେକ ପାହାଡ଼ିଆ ଅଞ୍ଚଳରେ ତୁଷାରପାତ ହୋଇଛି। ଏଥି...

ନିର୍ବାଚନ ପ୍ରଚାର ପାଇଁ ଜେଲରୁ ବାହାରକୁ ଆସି ପାରିବେନି ହେମନ୍ତ ସୋରେନ

ନୂଆଦିଲ୍ଲୀ,,୨୯।୪: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ଗିରଫଦାରୀ ଏବଂ ଇଡି କାର୍ଯ୍ୟାନୁଷ୍ଠାନ ବିରୋଧରେ ତାଙ୍କ ଆବେଦନ ଉପରେ ସୁପ୍ରିମକୋର୍ଟ କୌଣସି ବିଜ୍ଞପ୍ତି ପ୍ରକାଶ କରିନାହାଁନ୍ତି।...

ପ୍ରାର୍ଥିପତ୍ର ଦାଖଲ କଲେ ରାଜନାଥ ସିଂ

ଲକ୍ଷ୍ନୌ,୨୯ା୪: କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ସୋମବାର ତାଙ୍କର ପ୍ରାର୍ଥତ୍ପତ୍ର ଦାଖଲ କରିଛନ୍ତି। ବିଶାଳ ଶୋଭାଯାତ୍ରାରେ ଆସି ରାଜନାଥ ସିଂ ତାଙ୍କର ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ଆଜି...

ଉତ୍ତରାଖଣ୍ଡ ଜଙ୍ଗଲ ନିଆଁ ମାମଲା ପହଞ୍ଚିଲା ସୁପ୍ରିମକୋର୍ଟ, ସିଜେଆଇ କହିଲେ ଇମଲେ କର

ନୂଆଦିଲ୍ଲୀ,୨୯।୪: ଉତ୍ତରାଖଣ୍ଡର ଜଙ୍ଗଲରେ ନିଆଁ ଲିଭାଇବା ପାଇଁ ଅପରେସନ ଚାଲିଛି। ସେପଟେ ଉତ୍ତରାଖଣ୍ଡର ଜଙ୍ଗଲରେ ନିଆଁ ଲାଗିବା ମାମଲା ସୁପ୍ରିମକୋର୍ଟରେ ପହଞ୍ଚିଛି। ସୁପ୍ରିମକୋର୍ଟରେ ଏକ ପିଟିସନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri