ବଡ଼ ରେକର୍ଡ କଲେ ପାଣ୍ଡ୍ୟା

ମୁମ୍ବାଇ,୧୨।୪: ଆଇପିଏଲ୍‌ ୨୦୨୨ରେ ପ୍ରତିଦିନ ରୋମାଞ୍ଚକର ମ୍ୟାଚ ଦେଖିବାକୁ ମିଳୁଛି। ଚଳି ଆଇପିଏଲ୍‌ର ୨୧ତମ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦ ୮ ଉଇକେଟ୍‌ରେ ଗୁଜରାଟ ଟାଇଟାନ୍ସକୁ ଦଳକୁ ପରାସ୍ତ କରିଛି। ଏହି ମ୍ୟାଚରେ ହାର୍ଦ୍ଦିକ ପାଣ୍ଡ୍ୟା ଏକ ବଡ଼ ରେକର୍ଡ କରିଛନ୍ତି।
ହାର୍ଦ୍ଦିକ ପାଣ୍ଡ୍ୟା ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ୪୨ଟି ବଲରେ ୫୦ ରନ ସଂଗ୍ରହ କରିଥିଲେ। ଏଥିରେ ୪ଟି ଚୌକା ଓ ଗୋଟିଏ ଛକା ଥିଲା। ୧୦୦ଟି ଛକା ମାରିବାରେ ହାର୍ଦ୍ଦିକ ପାଣ୍ଡ୍ୟା ଦ୍ରୁତତମ ବ୍ୟାଟ୍ସମ୍ୟାନ ହୋଇଛନ୍ତି। ୯୬ତମ ଆଇପିଏଲ ମ୍ୟାଚର ୮୯ତମ ଇନିଂସରେ ହାର୍ଦ୍ଦିକ ପାଣ୍ଡ୍ୟା ଛକା ଶତକ ପୂରଣ କରିଥିଲେ। ସେ ଆଇପିଏଲରେ ୧୦୦ କିମ୍ବା ଅଧିକ ଛକା ମାରିବାରେ ୨୬ତମ ଖେଳାଳି ହୋଇଥିଲେ। କିନ୍ତୁ ସବୁଠୁ କମ୍‌ ବଲରେ ୧୦୦ଟି ଛକା ମାରି ଭାରତର ପ୍ରଥମ ଖେଳାଳି ହୋଇଥିଲେ। ସେ ମାତ୍ର ୧୦୪୬ ବଲରେ ଏହି କୀର୍ତ୍ତିମାନ କରିଛନ୍ତି।
ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଟି -୨୦ ବିଶ୍ୱକପ ୨୦୨୧ ପରଠାରୁ ଭାରତୀୟ ଦଳରୁ ବାଦ୍‌ ପଡିଚନ୍ତି। ଏଭଳି ପରିସ୍ଥିତିରେ ସେ ଆଇପିଏଲରେ ଭଲ ପ୍ରଦର୍ଶନ କରି ଟିମ ଇଣ୍ଡିଆକୁ ଫେରିବାକୁ ଚାହୁଁଛନ୍ତି। ସେ ଆଇପିଏଲ ୨୦୨୨ର ଚାରୋଟି ମ୍ୟାଚ ରେ ୧୪୧ ରନ ସଂଗ୍ରହ କରିଥିଲେ ଏବଂ ୩ଟି ଉଇକେଟ ମଧ୍ୟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌ରେ ପିଟି ହୋଇ ଦୁଇ ବାଇକ୍‌ ଆରୋହୀ ଗୁରୁତର, ଜଣେ ବୁର୍ଲା ସ୍ଥାନାନ୍ତର

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ମଠଖାଇ ମନ୍ଦିର ଓ ସିନଖମନ ରାସ୍ତା ମଝିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ...

ଏସବୁ ରାଜ୍ୟରେ ବଢିବ SIR ସମୟସୀମା: ରିପୋର୍ଟ

ନୂଆଦିଲ୍ଲୀ,,୧୦।୧୨: ସ୍ୱତନ୍ତ୍ର ପରିଚୟପତ୍ର ସଂଶୋଧନ (SIR) ପାଇଁ ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ ସମେତ ଅନେକ ରାଜ୍ୟରେ ସମୟସୀମା ବଢ଼ାଇବାକୁ ନିର୍ବାଚନ କମିଶନ (EC) ଯୋଜନା କରୁଥିବା ଶୀର୍ଷ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଜାପାନରରେ ପୁଣି ୬.୫ ତୀବ୍ରତାର ଭୂକମ୍ପ; ଦୁଇ ଦିନରେ ଦ୍ୱିତୀୟ ଶକ୍ତିଶାଳୀ ଝଟକା

ମୁମ୍ବାଇ,୧୦।୧୨: ଗତ ସୋମବାର ୭.୫ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ସୁନାମୀ ଚେତାବନୀ ଜାରି ହେବାର ୪୮ ଘଣ୍ଟା ମଧ୍ୟରେ ବୁଧବାର ପୁଣିଥରେ ଜାପାନର ଉତ୍ତରାଞ୍ଚଳ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri