ଅକ୍ଷୟ ତୃତୀୟା,ଚନ୍ଦନ ଯାତ୍ରାରେ ସାମିଲ ହେବେ ଭକ୍ତ

ପୁରୀ ଅଫିସ,୧୩।୪: ଆସନ୍ତା ମେ’ ୩ରେ ଅନୁଷ୍ଠିତ ହେବାକୁ ଥିବା ଅକ୍ଷୟ ତୃତୀୟା ଓ ଚନ୍ଦନ ଯାତ୍ରାରେ ସାମିଲ ହେବେ ଭକ୍ତ। ଏବେ ସଂକ୍ରମଣ କମୁଥିବାରୁ ମହାପ୍ରଭୁଙ୍କ ସମସ୍ତ ଯାତ୍ରାରେ ଭକ୍ତଙ୍କୁ ସାମିଲ କରିବା ପାଇଁ ଛତିଶା ନିଯୋଗ ବୈଠକରେ ନିଷ୍ପତ୍ତି ନିଆଯାଇଥିବା ସେବାୟତ ପ୍ରତିନିଧି କହିଛନ୍ତି। ଗତ ଦୁଇବର୍ଷ ଧରି କୋଭିଡ୍‌ କଟକଣା ଯୋଗୁ ଭକ୍ତ ଏହି ଯାତ୍ରାରେ ସାମିଲ ହେବାରୁ ବଞ୍ଚିତ ହୋଉଥିଲେ।
ପୁରୀ ବଡ଼ଦାଣ୍ଡ ସ୍ଥିତ ନିଳାଦ୍ରୀ ଭକ୍ତ ନିବାସଠାରେ ମୁଖ୍ୟ ପ୍ରଶାସକ ବୀର ବିକ୍ରମ ଯାଦବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା ଛତିଶା ନିଯୋଗ ବୈଠକରେ ଜିଲାପାଳ, ଏସପି, ଶ୍ରୀମନ୍ଦିର ପ୍ରଶାସନିକ ଅଧିକାରୀ ଙ୍କ ସହ ସେବାୟତ ପ୍ରତିନିଧିମାନେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀରେ ବସିଥିବା ପ୍ରଭୁ ଜଗନ୍ନାଥଙ୍କ ପୁଅ ହିଁ ଏହି କାମ କରିବେ: ମୋଦି

ନୂଆଦିଲ୍ଲୀ/ବ୍ରହ୍ମପୁର,୬ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଓଡ଼ିଶାର ବ୍ରହ୍ମପୁରରେ ଏକ ସାଧାରଣ ସଭାରେ ସମ୍ବୋଧିତ କରି ବିରୋଧୀଙ୍କୁ କଡ଼ା ଆକ୍ଷେପ କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ଖୁବ୍‌ଶୀଘ୍ର...

କର୍ମୀଙ୍କ ମନ ଜିଣୁଛି ପ୍ରାର୍ଥୀଙ୍କ ଭାଇରାଲ୍‌ ଭାଷଣ

ଖଇରା,୬ା୫(ଉତ୍କଳବନ୍ଧୁ ପଣ୍ଡା):ବାଲେଶ୍ୱର ଜିଲା ସିମୁଳିଆ ବିଧାନସଭା ନିର୍ବାଚନମଣ୍ଡଳୀରେ ୩ ପ୍ରମୁଖ ରାଜନୈତିକ ଦଳର ପ୍ରାର୍ଥୀ ଜୋରଦାର ପ୍ରଚାରରେ ଲାଗିପଡ଼ିଛନ୍ତି। ଏଥର ଏଠାରେ ତ୍ରିମୁଖି ପ୍ରତିଦ୍ୱନ୍ଦିତା ହେବ...

ଓଡ଼ିଶାରେ ଏଥର ଡବଲ ଇଞ୍ଜିନ ସରକାର: ମୋଦି

ବ୍ରହ୍ମପୁର,୬ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସିଥିବା ବେଳେ ସୋମବାର ଏକ ସ୍ବତନ୍ତ୍ର ବିମାନରେ ବ୍ରହ୍ମପୁରର କନିଷିଠାରେ ଆୟୋଜିତ ଏକ ନିର୍ବାଚନୀ ସଭାରେ ଉଦ୍‌ବୋଧନ...

‘ଜୁନ୍‌ ୪ରେ ବିଜେଡି ସରକାରର ଏକ୍ସପାଏରୀ ଡେଟ୍‌ ଲେଖାଯାଇଛି’: ପ୍ରଧାନମନ୍ତ୍ରୀ ମୋଦି

ବ୍ରହ୍ମପୁର,୬।୫: ଓଡ଼ିଶାରେ ପ୍ରଥମ ଥର ହେବ ଡବଲ ଇଂଜିନ ସରକାର। ଜୁନ୍‌ ୪ରେ ଏଠାରେ ବିଜେଡି ସରକାରର ଏକ୍ସପାଏରୀ ଡେଟ୍‌ ଲେଖାଯାଇଛି। ଜୁନ୍‌ ୬ରେ ଭାଜପାର...

ଜୟ ଜଗନ୍ନାଥରୁ ଅଭିଭାଷଣ ଆରମ୍ଭ କଲେ ମୋଦି

ବ୍ରହ୍ମପୁର,୬ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସିଥିବା ବେଳେ ସୋମବାର ଏକ ସ୍ବତନ୍ତ୍ର ବିମାନରେ ବ୍ରହ୍ମପୁରର କନିଷିଠାରେ ଆୟୋଜିତ ଏକ ନିର୍ବାଚନୀ ସଭାରେ ଉଦ୍‌ବୋଧନ...

ବ୍ରହ୍ମପୁରରେ ପହଞ୍ଚିଲେ ମୋଦି

ବ୍ରହ୍ମପୁର,୬ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସିଥିବା ବେଳେ ସୋମବାର ଏକ ସ୍ବତନ୍ତ୍ର ବିମାନରେ ବ୍ରହ୍ମପୁରରେ ପହଞ୍ଚିଛନ୍ତି। ଏଠାରେ କନିଷି ନିର୍ବାଚନୀ ସଭାରେ ଯୋଗ...

ପାଣି ସମସ୍ୟା ସମାଧାନ ନ କଲେ ଭୋଟ ବର୍ଜନ ଚେତାବନୀ

ଚିତ୍ରକୋଣ୍ଡା,୬।୫(କ୍ଷିରୋଦ ବେହେରା):ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକ ହେଡ୍‌କ୍ୱାର୍ଟର୍‌ ତଥା କଲୋନୀ ପାଖରେ ପାଣି ସମସ୍ୟାକୁ ନେଇ ଲୋକଙ୍କ ବିରୋଧ ପ୍ରଦର୍ଶନ ଚାଲିଛି। ଚିତ୍ରକୋଣ୍ଡାରେ ଥିବା ବାଲିମେଳା...

ଜଳଖିଆରେ ଛେନାପୋଡ଼ ଖାଇଲେ ମୋଦି, ପ୍ରସ୍ତୁତ ହେଲା ସ୍ପେଶାଲ ଖାଇବା

ଭୁବନେଶ୍ୱର,୬।୫: ସାଧାରଣ ନିର୍ବାଚନ ପ୍ରଚାର ପାଇଁ ପ୍ରଧାନମନ୍ତ୍ରୀ ରବିବାର ଆସି ଓଡ଼ିଶାରେ ପହଁଞ୍ଚିଛନ୍ତି। ରାତି ପ୍ରାୟ ୧୦ଟା ୪୫ ମିନିଟ୍‌ ସମୟରେ ଆସି ସେ ରାଜଭବନରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri