ବିଧାୟକଙ୍କ ପିଏସଓ, ଡ୍ରାଇଭର ଆକ୍ରମଣ ପ୍ରତିବାଦରେ ଭଜପାର ରାସ୍ତାରୋକୋ

ଲୋଇସିଂହା,୧୩।୪(ଡିି.ଏନ୍‌.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ବିଧାୟକ ମୁକେଶ ମହାଲିଙ୍ଗଙ୍କ ପିଏସ୍‌ଓ ଏବଂ ଡ୍ରାଇଭରଙ୍କୁ ମଙ୍ଗଳବାର ଆକ୍ରମଣ କରାଯାଇଥିଲା। ଏ ନେଇ ଲୋଇସିଂହା ଅଞ୍ଚଳରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ପ୍ରତିବାଦରେ ବସଷ୍ଟାଣ୍ଡ ଠାରେ ବଲାଙ୍ଗୀର-ବରଗଡ଼ ୨୬ ନଂ. ଜାତୀୟ ରାଜପଥକୁ ସକାଳୁ ଅବରୋଧ କରାଯାଇଛି । ଲୋଇସିଂହା, ଆଗଲପୁର ଓ ପୁଇଁତଳା ବ୍ଲକର ଭାଜପା ଦଳୀୟ କର୍ମୀ ଏଥିରେ ସାମିଲ ହୋଇ ଘଟଣାର ପୁଙ୍ଖାନୁପୁଙ୍ଖ ତଦନ୍ତ କରିଥିଲେ । ମଦ କରବାର ବୃଦ୍ଧି ଯୋଗୁ ରାଜ୍ୟରେ ଆଇନଶୃଙ୍ଖଳା ବିଗିଡି ଥିବା ବେଳେ ମଦ ବନ୍ଦ କରିବାକୁ ଦାବି କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ନାମାଙ୍କନ ପତ୍ର ଦାଖଲ କଲେ କଂଗ୍ରେସ ସାଂସଦ ପ୍ରାର୍ଥୀ ଇଂ ବିନୋଦ ନାୟକ

କେନ୍ଦୁଝର, ୪।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଲୋକ ସଭା ପ୍ରାର୍ଥି ଭାବେ କଂଗ୍ରେସ ଦଳରୁ ଇଂ ବିନୋଦ ନାୟକ ପ୍ରାର୍ଥୀ ପତ୍ର ଦାଖଲ କରିଛନ୍ତି। ଶନିବାର...

ନବରଙ୍ଗପୁରରେ ନବୀନଙ୍କ ହାଇଭୋଲଟେଜ ପ୍ରଚାର

ନବରଙ୍ଗପୁର,୪।୫: ନବରଙ୍ଗପୁର ମାଝୀଗୁଡ଼ାରେ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ହାଇଭୋଲଟେଜ ପ୍ରଚାର। ଦକ୍ଷିଣ ଓଡ଼ିଶାରେ ମୁଖ୍ୟମନ୍ତ୍ରୀ ଦଳୀୟ ପ୍ରାର୍ଥୀଙ୍କ ଲାଗି ବ୍ୟାକ୍‌ ଟୁ...

ନବରଙ୍ଗପୁରରେ ମାରାଥନ ପ୍ରଚାର: ସଭାରେ ଲୋକଙ୍କୁ ପ୍ରଶ୍ନ ପଚାରିଲେ ପାଣ୍ଡିଆନ

ନବରଙ୍ଗପୁର,୪।୫: ଜୟପୁର ପରେ ନବରଙ୍ଗପୁରରେ ଜୋରଦାର ପ୍ରଚାର କରିଛନ୍ତି ଉଭୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ଭିକେ ପାଣ୍ଡିଆନ । ଏଠାରେ ଆୟୋଜିତ ବିଶାଳ ଜନସଭାକୁ...

ନିର୍ବାଚନ ତଦାରଖ ପାଇଁ ବରଗଡ଼ରେ ପହଞ୍ଚିଲେ ପର୍ଯ୍ୟବେକ୍ଷକ

ବରଗଡ଼,୪।୫(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ଆସନ୍ତା ୨୦ତାରିଖରେ ବରଗଡ଼ ସଂସଦୀୟ କ୍ଷେତ୍ରରେ ମତଦାନ ଗ୍ରହଣ ହେବ। ମତଦାନକୁ ଅବାଧ ଓ ନିରପେକ୍ଷ ତଥା ସ୍ବଚ୍ଛ,...

ସରପଞ୍ଚଙ୍କ ପରିବାରରେ ୩ ଶ୍ରମିକ

ନାଉଗାଁ,୪ା୫(ସୁଧା ବେହୁରା) ଶ୍ରମିକମାନଙ୍କୁ ଦାଦନ ଖଟିବାରେ ରୋକ ଲଗାଇବା ସହ ନିଜ ଅଞ୍ଚଳରେ କାର୍ଯ୍ୟ ଯୋଗାଇ ଦେବାର ଲକ୍ଷ୍ୟ ନେଇ କେନ୍ଦ୍ର ସରକାରଙ୍କ ତରଫରୁ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌...

କୋରାପୁଟରେ ନିର୍ବାଚନ ପ୍ରଚାର କଲେ ମୁଖ୍ୟମନ୍ତ୍ରୀ: ବିରୋଧୀଙ୍କୁ ଟାର୍ଗେଟ୍‌

କୋରାପୁଟ,୪।୫(ଅମିତାଭ ବେହେରା)-ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର କୋରାପୁଟରେ ପହଞ୍ଚି ନିର୍ବାଚନ ପ୍ରଚାର କରିଛନ୍ତି। କୋରାପୁଟ ଓଏମ୍‌ପି ପଡ଼ିଆରେ ଆୟୋଜିତ ନିର୍ବାଚନୀ ସଭାରେ ମୁଖ୍ୟମନ୍ତ୍ରୀ ଯୋଗଦେଇ ଓଡ଼ିଶାର...

୬ରେ ବ୍ରହ୍ମପୁର ଆସିବେ ପ୍ରଧାନମନ୍ତ୍ରୀ: ସଭାକୁ ଆସୁଥିବା ଲୋକଙ୍କ ଉପରେ ରହିବ କଡା ନଜର

ବ୍ରହ୍ମପୁର,୪ା୫(ସ୍ମୃତି ରଞ୍ଜନ ମହାଲିକ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୬ ତାରିଖରେ ବ୍ରହ୍ମପୁର ଆସି ଜାତୀୟ ରାଜପଥ ପାର୍ଶ୍ୱସ୍ଥ କନିିଷିଠାରେ ସାଧାରଣ ସଭାରେ ଯୋଗ ଦେବେ।...

ତାତି ସାଙ୍ଗକୁ ବଢୁଛି ପାଣି ସମସ୍ୟା: ଡହଳବିକଳ ୩୦ ପରିବାର

ବାଲିଆପାଳ, ୩।୫(ଗୋପାଳ ଚନ୍ଦ୍ର ସାହୁ): ଦିନକୁ ଦିନ ତାତି ବଢ଼ିବାରେ ଲାଗିଛି। ତାତି ସାଙ୍ଗକୁ ବଢିଚାଲିଛି ପିଇବା ପାଣି ସମସ୍ୟା। ଜଳକଷ୍ଟ ଏପରି ହେଲାଣି, ଟୋପାଏ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri