ମାନସ ସ୍ବାଇଁ ହତ୍ୟା ମାମଲା: ଅଭିଯୁକ୍ତଙ୍କ ହେବ ଟିଆଇ ପରେଡ୍‌

ଭଦ୍ରକ ଅଫିସ,୧୫।୪: ବହୁ ଚର୍ଚ୍ଚିତ କ୍ୟାମେରାମ୍ୟାନ ମାନସ ସ୍ବାଇଁ ହତ୍ୟା ମାମଲାରେ ଅଭିଯୁକ୍ତଙ୍କ ଟିଆଇ ପରେଡ୍‌ କରାଯିବ । ଏନେଇ ଚାନ୍ଦବାଲି ଜେଏମ୍‌ଏଫ୍‌ସି କୋର୍ଟ ପକ୍ଷରୁ ଅନୁମତି ଦିଆଯାଇଛି । ଅଭିଯୁକ୍ତଙ୍କୁ ଟିଆଇ ପରେଡ୍‌ ଅନୁମତି ପାଇଁ କ୍ରାଇମବ୍ରାଞ୍ଚ ପକ୍ଷରୁ ଗତ ୧୩ରେ ଆବେଦନ କରାଯାଇଥିଲା । ଆବେଦନର ବିଚାର କରି ଚାନ୍ଦବାଲି ଜେଏମ୍‌ଏଫ୍‌ସି କୋର୍ଟ ଏହି ଅନୁମତି ଦେଇଛନ୍ତି।
ଅନ୍ୟପକ୍ଷେ, ଶନିବାର ମାନସଙ୍କୁ ଅପହରଣ କରିଥିବା ଭାଗ୍ୟଧର ନାୟକ ଏବଂ ଶର୍ମିଷ୍ଠାର ଭାଇ ପରମେଶ୍ୱର ରାଉତଙ୍କୁ ଜେରା ପାଇଁ କ୍ରାଇମବ୍ରାଞ୍ଚକୁ ଅନୁମତି ମିଳିଛି। ସେହିପରି ଆସନ୍ତା ୨୨ରେ ସମସ୍ତ ଅଭିଯୁକ୍ତ ଚାନ୍ଦବାଲି ଜେଏମ୍‌ଏଫ୍‌ସି କୋର୍ଟରେ ହାଜର ହେବାକୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ହଜାରେ ଟ୍ରଫି ଖେଳିବେ ବିରାଟ କୋହଲି, ରୋହିତ ଶର୍ମା: ପ୍ରତି ମ୍ୟାଚ୍ ପାଇଁ କେତେ ଟଙ୍କା ପାଇବେ ?

ମୁମ୍ବାଇ,୨୩।୧୨: ଭାରତୀୟ କ୍ରିକେଟର ଦୁଇ ମହାରଥୀ ବିରାଟ କୋହଲି ଏବଂ ରୋହିତ ଶର୍ମା ଚଳିତ ବିଜୟ ହଜାରେ ଟ୍ରଫିରେ ନିଜ ନିଜର ଘରୋଇ ଦଳ ପକ୍ଷରୁ...

ଭାରତକୁ ପାକ୍ ନେତାଙ୍କ କ୍ଷେପଣାସ୍ତ୍ର ମାଡ଼ ଧମକ: ବାଂଲାଦେଶ ସହ ସାମରିକ ମେଣ୍ଟ ପାଇଁ ଆହ୍ୱାନ

ଭୁବନେଶ୍ୱର,୨୩।୧୨: ପଡ଼ୋଶୀ ବାଂଲାଦେଶରେ ଜାରି ରହିଥିବା ଅଶାନ୍ତି ଏବଂ ଭାରତ ସହ ବଢୁଥିବା ତିକ୍ତତା ମଧ୍ୟରେ ପାକିସ୍ତାନର ଜଣେ ପ୍ରଭାବଶାଳୀ ନେତା ଭାରତ ବିରୋଧରେ ବିଷୋଦଗାର...

ଦିଗପହଣ୍ଡିରେ ଖୋଲିଲା ଧାନମଣ୍ଡି: ଜିଲାପାଳ କଲେ ଶୁଭାରମ୍ଭ, ବିଧାୟକ ଯୋଗଦେଇ…

ଦିଗପହଣ୍ଡି,୨୩।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି ଭାସନ ମଙ୍ଗଳବାର ଦିଗପହଣ୍ଡି ବ୍ଳକ ଫାସିଗୁଡା ଗ୍ରାମ ପ୍ରାଥମିକ ସେବା ସମବାୟ ସମିତି କାର୍ଯ୍ୟାଳୟ ପରିସରରେ ପହଞ୍ଚି...

ଦିନକ ପରେ ବଡ଼ଦିନ: ପୋଲିସର ଫ୍ଲାଗ ମାର୍ଚ୍ଚ, ପାଟ୍ରୋଲିଂ ବ୍ୟବସ୍ଥା କଡ଼ାକଡି

ବାଲିଗୁଡ଼ା,୨୩।୧୨:(ସଞ୍ଜୟ କୁମାର ପାଣିଗ୍ରାହୀ): ଆଉ ଦିନକ ପରେ ବଡଦିନ ପର୍ବ। ଏହାକୁ ଦୃଷ୍ଟିରେ ରଖି କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ...

ବାରିପଦାରେ ନିର୍ମାଣ ହେବ ବିମାନବନ୍ଦର ପରି ଅତ୍ୟାଧୁନିକ ‘ଅଟଳ ବସ୍ ଷ୍ଟାଣ୍ଡ’

ବାରିପଦା,୨୩।୧୨: ମୟୂରଭଞ୍ଜ ଜିଲାର ବାରିପଦା ସହରରେ ବିମାନବନ୍ଦର ଭଳି ସୁବିଧା ସମ୍ପନ୍ନ ଏକ ସୁସଜ୍ଜିତ ‘ଅଟଳ ବସ୍ ଷ୍ଟାଣ୍ଡ’ ନିର୍ମାଣ କରାଯିବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ...

ଥିଲେ ଦିଅନ୍ତୁ ନଥିଲେ ନିଅନ୍ତୁ

ଯାଜପୁର,୨୩।୧୨: ଓଡିଶାର ଅଗ୍ରଣୀ ସ୍ବେଚ୍ଛାସେବୀ ଅନୁଷ୍ଠାନ “ଜୟ ମହାକାଳ ଫାଉଣ୍ଡେସନ” ପକ୍ଷରୁ “ଥିଲେ ଦିଅନ୍ତୁ ନଥିଲେ ନିଅନ୍ତୁ” କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଯାଜପୁର ଜିଲ୍ଲା ଯାଜପୁର...

କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାସଭା ପ୍ରସ୍ତୁତି: ବିଧାୟକ କହିଲେ….

ଭଞ୍ଜନଗର,୨୩।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଆସନ୍ତା ୨୫ ତାରିଖରୁ ୨୮ ତାରିଖ ପର୍ଯ୍ୟନ୍ତ କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାସଭା ଅନୁଷ୍ଟିତ...

ଫସିଗଲେ କପିଲ ଶର୍ମା: ମାମଲା ରୁଜୁ

ଫସିଯାଇଛନ୍ତି କମେଡି କିଙ୍ଗ କପିଲ ଶର୍ମା। ତାଙ୍କ ଶୋ ‘ଦି ଗ୍ରେଟ ଇଣ୍ଡିଆନ କପିଲ ଶୋ’ ପୁଣିଥରେ ଚର୍ଚ୍ଚାରେ। ନୂତନ ସିଜିନର ପ୍ରଥମ ଏପିସୋଡରେ ପ୍ରିୟଙ୍କା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri