Posted inଜାତୀୟ

ଜୁଲାଇରୁ ୧ରୁ ୩୦୦ୟୁନିଟ୍‌ ଯାଏ ମାଗଣା ବିଦ୍ୟୁତ୍‌ ସେବା

ଚଣ୍ଡିଗଡ଼,୧୬।୪: ପଞ୍ଜାବରେ ଭଗଓ୍ବନ୍ତ ମାନ ସରକାର କ୍ଷମତାକୁ ଆସିବାର ମାସେ ପୁରିଯାଇଛି। ୩୦ଦିନର ରିପୋର୍ଟ କାର୍ଡ ପ୍ରସ୍ତୁତ କରାଯାଇଥିବା ବେଳେ ଏଏପି ସରକାର ନିଜର ନିର୍ବାଚନ ପ୍ରତିଶ୍ରୁତି ପୂରଣ କରିଛନ୍ତି। ଏହି ଅବସରରେ ସୁବେର ସରକାର ସାଧାରଣ ଜନତାଙ୍କୁ ଆଶ୍ୱସ୍ତି ପ୍ରଦାନେ କରି ଏକ ବଡ଼ ଘୋଷଣା କରିଛନ୍ତି। ଜୁଲାଇ ୧ରୁ ରାଜ୍ୟର ପ୍ରତ୍ୟେକ ଘରକୁ ୩୦୦ ୟୁନିଟ ପର୍ଯ୍ୟନ୍ତ ମାଗଣା ବିଦ୍ୟୁତ୍‌ ଯୋଗାଇଦିଆଯିବ। ଶନିବାର ଖବରକାଗଜର ବିଜ୍ଞାପନ ମାଧ୍ୟମରେ ଏନେଇ ଘୋଷଣା କରିଛନ୍ତି ପଞ୍ଜାବ ସରକାର। ଏଥିସହ ମୁଖ୍ୟମନ୍ତ୍ରୀ ଭଗଓ୍ବନ୍ତ ମାନ ପ୍ରାୟ ୮୦୦ପ୍ରାର୍ଥୀଙ୍କୁ ନିଯୁକ୍ତି ପତ୍ର ମଧ୍ୟ ପ୍ରଦାନ କରିବେ। ନିର୍ବାଚନ ପୂର୍ବରୁ ପଞ୍ଜାବ ଷ୍ଟେଟ ଟ୍ରାନ୍ସମିସନ କର୍ପୋରେସନ ଲିମିଟେଡ(ପିଏସ୍‌ଟିସିଏଲ୍‌) ଦ୍ୱାରା ଚୟନ ପ୍ରକ୍ରିୟା ଶେଷ ହୋଇଥିଲା। ବର୍ତ୍ତମାନ ଆସିଷ୍ଟାଣ୍ଟ ଲାଇନ୍‌ମ୍ୟାନ, ଆକାଉଣ୍ଟସ ଅଫିସର, ୟୁଡିସି, ଏଲ୍‌ଡିସି, ଏସ୍‌ଡିଓ, ଓ ଜେଇଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରାଯିବ ବୋଲି ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri