ଓଡ଼ିଶା: ଆଜିର ଫଟୋ (ଏପ୍ରିଲ ୧୬, ୨୦୨୨)

ଭୁବନେଶ୍ୱର ଭଞ୍ଜ କଳା ମଣ୍ଡପରେ ଅଷ୍ଟମ ଅନ୍ତର୍ଜାତୀୟ ରେଡ଼ିଓ ମେଳା

  ଭୁବନେଶ୍ୱର ସୂଚନା ଭବନରେ ଚିନ୍ତା ଓ ଚେତନା ପକ୍ଷରୁ ଆୟୋଜିତ ୪୩ତମ ବୈଶାଖୀ କାର୍ଯ୍ୟକ୍ରମ

ତୃତୀୟ ବିଶ୍ୱଯୁଦ୍ଧ ବନ୍ଦ କରିବାକୁ ଭୁବନେଶ୍ୱର ମାଷ୍ଟର କ୍ୟାଣ୍ଟିନ ଛକରେ ନିବେଦନ କରୁଛନ୍ତି ଅହମଦୀୟା ମୁସଲିମ ଜମାତ କର୍ମକର୍ତ୍ତା

କଟକ ଶ୍ରୀରାମଚନ୍ଦ୍ର ଭବନରେ ଉତ୍କଳ ସାହିତ୍ୟ ସମାଜ ପକ୍ଷରୁ କବି ଦୀପକ ମିଶ୍ରଙ୍କ ତୈଳଚିତ୍ର ଉନ୍ମୋଚନ ଅବସରରେ ଉପସ୍ଥିତ ଅତିଥିମାନେ

 

କଟକ ଶତାବ୍ଦୀ ଭବନରେ ଆମ ସଂସ୍କୃତି ପକ୍ଷରୁ ଅନୁଷ୍ଠିତ ନବବର୍ଷ ଉତ୍ସବ ଓ ବୈଶାଖୀ ସମ୍ମାନ ପ୍ରଦାନ ସମାରୋହ

କଟକ ଶୈଳବାଳା ମହିଳା ମହାବିଦ୍ୟାଳୟରେ ଗାନ୍ଧିଜୀଙ୍କ ଓଡିଶା ଆଗମନର ୧୦୦ ବର୍ଷ ପୂର୍ତ୍ତି ଉପଲକ୍ଷେ ଆଲୋଚନା ଚକ୍ରରେ ମନ୍ତ୍ରୀ ଅରୁଣ ସାହୁଙ୍କ ଉଦବୋଧନ

 


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା: ଆଜିର ଫଟୋ ( ୧୬ ଡିସେମ୍ବର, ୨୦୨୫ )

ଆଜିଠାରୁ ଶ୍ରୀମନ୍ଦିରରେ ଆରମ୍ଭ ହୋଇଛି ପହିଲିଭୋଗ ନୀତି         ବାଣୀବିହାରରେ ଉତ୍ତେଜନା, ପୋଲିସ ମୁତୟନ, ପିଲାମାନେ ନ୍ୟାୟ ପାଇଁ ଗେଟ ଆଗରେ...

ଓଡ଼ିଶା: ଆଜିର ଫଟୋ (୧୪ ଡିସେମ୍ବର, ୨୦୨୫ )

ନାୟୀକା, ବାଲେଶ୍ୱରର କଳାକାର ରବିନ୍ଦ୍ର ମଣ୍ଡପରେ ‘ନାଟ୍ୟଧାରା’ ଆୟୋଜିତ ରବିବାର ଦିନ ‘ଭକ୍ତ ଝୋଲିଆ’ ନାଟକରେ ଅଭିନୟ ପ୍ରଦର୍ଶନ କରିଥିଲେ।

ଓଡ଼ିଶା: ଆଜିର ଫଟୋ ( ୧୩ ଡିସେମ୍ବର, ୨୦୨୫ )

ଭୁବନେଶ୍ୱର ରବୀନ୍ଦ୍ର ମଣ୍ଡପରେ ଶ୍ୱେତପଦ୍ମ ପକ୍ଷରୁ ନାଟକ ‘ନାଗ ବଂଶମ’ ପରିବେଷଣ       ଓଡ଼ିଶା ହାଇକୋର୍ଟରେ ଅନୁଷ୍ଠିତ ୪ର୍ଥ ଜାତୀୟ ଲୋକ ଅଦାଲତ

ଓଡ଼ିଶା: ଆଜିର ଫଟୋ ( ୧୨ ଡିସେମ୍ବର, ୨୦୨୫ )

୧୬ତମ ଭାରତ ମୁନି ମହୋତ୍ସବ କାଲିଙ୍ଗାୟନ ତୌର୍ୟତ୍ରିକମ୍ ଦ୍ୱାରା GKCMରେ ଶୁକ୍ରବାର ଆୟୋଜିତ ହୋଇଛି ପୁରୀ ବେଳାଭୂମିରେ ବେଲ୍ ଅନୁଷ୍ଠାନ ପକ୍ଷରୁ ମହୋଦଧି ଦିବସ ପାଳନ...

ଓଡ଼ିଶା: ଆଜିର ଫଟୋ (୧୨ ଡିସେମ୍ବର, ୨୦୨୫ )

ଜିକେସିଏମରେ ଆୟୋଜିତ ୧୬ତମ ଭାରତ ମୁନି ଉତ୍ସବରେ ଅଂଶଗ୍ରହଣକାରୀମାନେ ନୃତ୍ୟ ପ୍ରଦର୍ଶନ

ଓଡ଼ିଶା: ଆଜିର ଫଟୋ ( ୧୦ ଡିସେମ୍ବର, ୨୦୨୫ )

ବାରବାଟୀ ଷ୍ଟାଡିୟମରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ବିଜୟ ହାସଲ କରିବାର ଗୋଟିଏ ଦିନ ପରେ, ଟିମ୍ ଇଣ୍ଡିଆ ଆଜି ଭୁବନେଶ୍ୱର ଛାଡିଛି      ...

ଓଡ଼ିଶା: ଆଜିର ଫଟୋ ( ୯ ଡିସେମ୍ବର, ୨୦୨୫ )

ଭାରତୀୟ କ୍ରିକେଟ ଦଳ ମହାପ୍ରଭୁଙ୍କ ଦର୍ଶନ କରି ଫେରୁଛନ୍ତି       ଜେ.ଏନ୍‌. ଇନଡୋର୍‌ ଷ୍ଟାଡିୟମ୍‌ରେ ଆରମ୍ଭ ହୋଇଥିବା ‘ଓଡିଶା ମାଷ୍ଟର୍ସ୍‌ BWF ଟୁର୍...

ଓଡ଼ିଶା: ଆଜିର ଫଟୋ (୮ ଡିସେମ୍ବର, ୨୦୨୫ )

ବାରବାଟୀ ଷ୍ଟାଡିୟମରେ ଦକ୍ଷିଣ ଆଫ୍ରିକାର ଖେଳାଳି ମାନେ ଅଭ୍ୟାସ କରୁଛନ୍ତି

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri