ନୂଆ ଶିକ୍ଷାବର୍ଷରେ ଶତପ୍ରତିଶତ ସିଲାବସ ପଢ଼ାଯିବ: ମନ୍ତ୍ରୀ

ଭୁବନେଶ୍ୱର,୧୬।୪(ବ୍ୟୁରୋ): ନୂଆ ଶିକ୍ଷା ବର୍ଷ ମେ’ ପହିଲାରୁ ଆରମ୍ଭ ହେବ । ଏଥିରେ ଶତ ପ୍ରତିଶତ କୋର୍ସ ପାଠପଢା ହେବା ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି।

ମନ୍ତ୍ରୀ କହିଛନ୍ତି, ଏବେ କରୋନା ମହାମାରୀର ପ୍ରଭାବ ନାହିଁ। ତେଣୁ ଆସନ୍ତା ଶିକ୍ଷା ବର୍ଷରୁ ପାଠପଢ଼ା ସ୍ବାଭାବିକ ହେବ। ବିନା କୌଣସି ବାଧାରେ ଛାତ୍ରଛାତ୍ରୀମାନେ ସ୍କୁଲ ଆସିବେ। ବର୍ଷ ତମାମ ପାଠ ପଢ଼ିବେ। ପରୀକ୍ଷା ବି ଦେବେ। ମହାମାରୀ ପୂର୍ବରୁ ଯେଉଁଭଳି ପରୀକ୍ଷା ହେଉଥିଲା ସେହିଭଳି ପରୀକ୍ଷା କରିବାକୁ ସିବିଏସ୍‌ଇ ନିଷ୍ପତ୍ତି ନେଇଛି। ଆମେ ମଧ୍ୟ ପୂର୍ବଭଳି ପରୀକ୍ଷା କରାଇବାକୁ ବିଚାର କରୁଛୁ। ନବମ ଓ ଦଶମ ଶ୍ରେଣୀ ପିଲାଙ୍କ ପ୍ରାକ୍ଟିକାଲ ପରୀକ୍ଷା କଥା ଚିନ୍ତା କରାଯାଉଛି ବୋଲି ସେ କହିଛନ୍ତି।

ପ୍ରକାଶ ଯେ, ଚଳିତ ବର୍ଷ ସ୍କୁଲ ଖରାଛୁଟି ଅବଧିକୁ କମାଇ ଦେବାକୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ନିଷ୍ପତ୍ତି ନେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଖୁସିଖବର ଦେଲେ ମୁଖ୍ୟମନ୍ତ୍ରୀ: ୫୬ହଜାର ଯୁବବର୍ଗଙ୍କୁ ମିଳିବ ନିଯୁକ୍ତି

ଭୁବନେଶ୍ୱର,୨୦।୧୨(ରବିନାରାୟଣ ଜେନା):ଓଡ଼ିଶା ଦେଶର ବିକାଶର ଇଞ୍ଜିନ୍‌ ହେବାକୁ ସମ୍ପୂର୍ଣ୍ଣ ପ୍ରସ୍ତୁତ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ହାଇଦ୍ରାବାଦ୍‌ସ୍ଥିତ ଇନଭେଷ୍ଟର୍ସ ମିଟ୍‌ସର ଉଦ୍‌ଯାପନୀ ଅବସରରେ...

ବଦଳିଗଲେ ନବୀନ, ପ୍ରଥମରୁ ଏମିତି ନ ଥିଲେ…

ଭୁବନେଶ୍ୱର, ୨୦।୧୨(ସୁନିତ୍‌ ମିଶ୍ର):ବିଧାୟକ ଓ ପୂର୍ବତନ ବିଧାୟକମାନଙ୍କ ଦରମା ଏବଂ ଭତ୍ତା ବୃଦ୍ଧି ସମ୍ପର୍କିତ ବିଲ୍‌ ଯାହା ବିଧାନସଭାରେ ପାରିତ ହୋଇଛି ସେଥିରେ ସଂଶୋଧନ ହେବା...

Operation Hawkeye: ଆମେରିକୀୟ ନାଗରିକଙ୍କ ମୃତ୍ୟୁ ପରେ କାର୍ଯ୍ୟାନୁଷ୍ଠାନ, ଏୟାରଷ୍ଟ୍ରାଇକରେ ISIS ଆଡ୍ଡା ଧ୍ବସଂ

ନୂଆଦିଲ୍ଲୀ,୨୦ା୧୨: ଆମେରିକା ପୁଣି ଥରେ ସିରିଆରେ ଇସଲାମିକ୍ ଷ୍ଟେଟ୍ ବିରୁଦ୍ଧରେ ଏକ ବଡ଼ ସାମରିକ ଅଭିଯାନ ଆରମ୍ଭ କରିଛି। ପାଲମିରା ଅଞ୍ଚଳରେ ଏକ ଆକ୍ରମଣରେ ଆମେରିକୀୟ...

ଆହୁରି ୭ଦିନ ପ୍ରବଳ ଶୀତ

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ):  ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଗତ ୨୪ ଘଣ୍ଟାରେ ୧୦ ସହରର ତାପମାତ୍ରା ୧୦ ଡିଗ୍ରୀ ତଳେ ରହିଥିବାବାବେଳେ...

ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା:  ଯାହାକୁ ସ୍ବାମୀ କହୁଥିଲେ ସେ ଥାନାରେ

ଧର୍ମଶାଳା,୧୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା। ଯାହାଙ୍କୁ ସ୍ବାମୀ  କହିଲେ ତାଙ୍କୁ ପୋଲିସ ନେଇ ପଚରାଉଚରା କରୁଛି। ଏଭଳି ଅଭାବନୀୟ ଘଟଣା...

‘ଜନସାଧାରଣଙ୍କ ସହଯୋଗ ବିନା ହାତୀ ସୁରକ୍ଷା ଅସମ୍ଭବ’

ଦିଗପହଣ୍ଡି, ୧୯ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ପଞ୍ଚାୟତ ଜନଜାତି ବହୁଳ ଢେପାଗୁଡ଼ା ଗ୍ରାମବାସୀ ଏବଂ ସ୍କୁଲ ଛାତ୍ରୀ ଛାତ୍ରଙ୍କୁ ନେଇ...

ଭାରତରେ Google ଲଞ୍ଚ କଲା ପ୍ରଥମ କ୍ରେଡିଟ୍‌ କାର୍ଡ, ଲାଇଫଟାଇମ୍‌ ଯାଏ Free

ନୂଆଦିଲ୍ଲୀ,୧୯।୧୨: ଭାରତୀୟମାନଙ୍କ ଜୀବନକୁ ଆହୁରି ସହଜ କରିବା ପାଇଁ ଗୁଗଲ ନୂଆ ଡିଜିଟାଲ କ୍ରେଡିଟ କାର୍ଡ ‘ଫ୍ଲେକ୍ସ ବାଇ ଗୁଗଲ ପେ’ ଲଞ୍ଚ କରିଛି। ଏହା...

ଆନ୍ଧ୍ର କୋଟିଆର ମାଉସୀ ହୋଇ ରହୁ, ମା’ ହେବାକୁ ଚେଷ୍ଟା ନ କରୁ: ରାଜସ୍ବମନ୍ତ୍ରୀ

ପଟ୍ଟାଙ୍ଗି,୧୯ା୧୨(ଶରତ କୁମାର ଧଳ)-ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ସୀମାନ୍ତ କୋଟିଆ ପଞ୍ଚାୟତକୁ ଶୁକ୍ରବାର ଗସ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri