ବିଦ୍ୟାଳୟ ଯିବା ରାସ୍ତା କଦୁଅ ଭରପୂର: ପ୍ରତିବାଦରେ ରାସ୍ତାରେ ଧାନଗଛ ଲଗାଇଲେ ଛାତ୍ରୀଛାତ୍ର

ମାଲକାନଗିରି,୧୪।୭(ଡି.ଏନ୍‌.ଏ.): ମାଲକାନଗିରି ଜିଲା ରାସ୍ତାରେ କାଦୁଅ ଯୋଗୁ ଛାତ୍ରୀଛାତ୍ରମାନେ ବିଦ୍ୟାଳୟକୁ ଯିବା କଷ୍ଟକର ହୋଇପଡୁଛି। ଏହାର ପ୍ରତିବାଦରେ ବିଦ୍ୟାଳୟକୁ ଯାଉଥିବା ରାସ୍ତାରେ ଛାତ୍ରୀଛାତ୍ରମାନେ ଧାନଗଛ ଲଗାଇଛନ୍ତି। ଏଭଳି ଘଟଣା ଦେଖିବାକୁ ମିଳିଛି ଖଇରପୁଟ ବ୍ଲକ ମାଡ଼କାପଦର ବିଦ୍ୟାଳୟକୁ ଯାଉଥିବା ବନ୍ଧଗୁଡ଼ା, ଧଉଡାଗଡ଼ା, ବାଘଖଦରା ଗ୍ରାମରେ। ଏହିସବୁ ଗ୍ରାମର ଛାତ୍ରୀଛାତ୍ର ଶିକ୍ଷା ଗ୍ରହଣ କରିବା ପାଇଁ ଦୈନିକ ମାଡକାପଦର ବିଦ୍ୟାଳୟକୁ ଯାଇଥାନ୍ତି। ମାତ୍ର ଉକ୍ତ ରାସ୍ତାରେ ଅଳ୍ପ କିଛିଦିନ ପୂର୍ବରୁ ମୋରମ ପକାଯାଇ କାର୍ଯ୍ୟ ଆରମ୍ଭ ହୋଇଥିଲା। ତେବେ କାର୍ଯ୍ୟ ଶେଷ ହୋଇ ନ ଥିବା ବେଳେ ବର୍ଷା ଯୋଗୁ ଉକ୍ତ ରାସ୍ତାଟି ସମ୍ପୂର୍ଣ୍ଣ କାଦୁଅରେ ଭରପୂର ହୋଇଛିା ନିୟମିତ କାଦୁଅରେ ଅଧ୍ୟୟନ କରିବା ପାଇଁ ଯାଉଥିବା ଛାତ୍ରୀଛାତ୍ର ଅସୁବିଧାର ସମ୍ମୁଖୀନ ହେଉଛନ୍ତିା ଏହାର ପ୍ରତିବାଦରେ ଶନିବାର ୫୦ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ରାସ୍ତା ମଝିରେ ଧାନ ଗଛ ଲଗାଇ ଜିଲା ପ୍ରଶାସନ ଏ ଦିଗରେ ପଦକ୍ଷେପ ନେବାପାଇଁ ଦାବି କରିଛନ୍ତିା


Enter your email to get our daily news in your inbox.

All Right Reserved By Dharitri.Com

ଶୁକ୍ରବାର ରାହୁଲ, ଶନିବାର ନବୀନଙ୍କ ପ୍ରଚାର

ରାୟଗଡ଼ା,୩।୫(ଆଶିଷ ରଞ୍ଜନ ପଣ୍ଡା):କଂଗ୍ରେସ ନିଜ ଗଡ଼କୁ ଫେରିପାଇବା ପାଇଁ ଲାଗିଥିବାବେଳେ ବିଜେଡି ଗଡ଼ ବଞ୍ଚାଇ ରଖିବାକୁ ପ୍ରୟାସ ଜାରି ରଖିଛି। ତେବେ ୨୦୧୯ ସାଧାରଣ ନିର୍ବାଚନରେ...

ଟ୍ରେନ୍‌ ଉପରେ ଚଢ଼ି ପାରା ମାରୁଥିଲେ: ଲାଗିଲା ବିଦ୍ୟୁତ୍‌ ଆଘାତ

ରାୟଗଡ଼ା,୨।୫(ଆଶିଷ ରଞ୍ଜନ ପଣ୍ଡା)- ଟ୍ରେନ୍‌ ଉପରେ ଚଢ଼ି ପାରା ମାରିବାକୁ ଯାଇ ବିଦ୍ୟୁତ ଆଘାତରେ ୩ ଜଣ ଆହତ ହୋଇଥିବା ସୂଚନା ମିଳିଛି। ରାୟଗଡ଼ା ସହରସ୍ଥିତ...

ଗାଁ ସମସ୍ୟା ନ ସୁଧୁରିଲେ ଭୋଟ ଦେବୁନି

ରାୟଗଡ଼ା,୧।୫(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍‌ ଧାମୁଣିପଙ୍ଗା ପଞ୍ଚାୟତ ଅନ୍ତର୍ଗତ ରାବୁଗୁଡ଼ା ଗ୍ରାମରେ ଆଜି ବି ମୌଳିକ ସୁବିଧା ଅପହଞ୍ଚ ହୋଇଛି। ଗାଁରେ...

୫ ବର୍ଷର ରିପୋର୍ଟ କାର୍ଡ ଦେଲେ ସପ୍ତଗିରି

ରାୟଗଡ଼ା,୨୮ା୪(ଆଶିଷ ରଞ୍ଜନ ପଣ୍ଡା)କୋରାପୁଟ ଏମ୍‌ପି ସପ୍ତଗିରି ଉଲାକାଙ୍କ ରାୟଗଡ଼ାସ୍ଥିତ ବାସଭବନରେ ଶନିବାର ଏକ ଖବରଦାତା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି ା ଉକ୍ତ ସମ୍ମିଳନୀରେ ଏମ୍‌ପି ସପ୍ତଗିରି...

ବାସନ ମାଜୁଥିବା ବେଳେ ଟଳିପଡ଼ିଲେ ବୃଦ୍ଧା, ଅଂଶୁଘାତ ଆଶଙ୍କା

ରାୟଗଡ଼ା/ଟିକିରି,୨୭ା୪(ଆଶିଷ ରଞ୍ଜନ ପଣ୍ଡା/ପ୍ରଫୁଲ୍ଲ କୁମାର ବେହେରା): ରାୟଗଡ଼ା ଜିଲା କାଶୀପୁର ବ୍ଲକ ଟିକିରି ପଞ୍ଚାୟତର ଜଣେ ବୃଦ୍ଧା ବାସନ ମାଜୁଥିବା ସମୟରେ ଟଳି ପଡ଼ିଥିଲେ। ମୃତ...

ନାବାଳିକା ଛାତ୍ରୀ ଅପହରଣ ମାମଲାରେ ଓଡ଼ିଆ ଅଧ୍ୟାପକ ଗିରଫ

ରାୟଗଡ଼ା,୨୪/୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସ୍ୱୟଂଶାସିତ ମହାବିଦ୍ୟାଳୟର ଜଣେ ଓଡ଼ିଆ ଅଧ୍ୟାପକଙ୍କୁ ନାବାଳିକା ଅପହରଣ ଓ ପ୍ରଲୋଭନ ପୋଲିସ ଗିରଫ କରିଥିବା ଜଣାପଡ଼ିଛି । ମିଳିଥିବା...

ନିୟମଗିରିରେ ଡଙ୍ଗରିଆଙ୍କ ମେଳି,ଦାବି ପୂରଣ ନ ହେଲେ ଭୋଟ ବର୍ଜନ

ରାୟଗଡ଼ା,୨୧।୩(ଆଶିଷ ରଞ୍ଜନ ପଣ୍ଡା): ନିୟମଗିରି ଅଞ୍ଚଳର ପ୍ରାୟ ୩୮ଖଣ୍ଡ ଗାଁର ଶତାଧିକ ଡଙ୍ଗରିଆ ମହିଳାପୁରୁଷ ନିୟମଗିରି ଅଞ୍ଚଳର ପାରସାଲି ପଞ୍ଚାୟତ ନିକଟରେ ଏକତ୍ରିତ ହୋଇଥିଲେ। ଉକ୍ତ...

ରାୟଗଡ଼ାରେ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ

ରାୟଗଡ଼ା,୨୧।୪(ଆଶିଷ ରଞ୍ଜନ ପଣ୍ଡା)ଆଗାମୀ ସାଧାରଣ ନିର୍ବାଚନରେ ୩ ପ୍ରମୁଖ ଦଳ ନିଜ ନିଜର ହେଭିୱେଟ୍‌ ନେତାଙ୍କୁ ନେଇ ଅଞ୍ଚଳରେ ପ୍ରଚାର ପାଇଁ ଯୋଜନା ଚଳାଇଛନ୍ତି। ତେବେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri