ଜାଣନ୍ତୁ ଆଶୀର୍ବାଦ ଦେବାପାଇଁ ପହଞ୍ଚି ଥିବା କିନ୍ନରଙ୍କୁ କେତେ ଟଙ୍କା ଦେଲେ ରଣବୀର-ଆଲିଆ

ବଲିଉଡ୍‌ ଅଭିନେତା ରଣବୀର କପୁର ଏବଂ ଆଲିଆ ଭଟ୍ଟ ନିକଟରେ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ତାଙ୍କ ବିବାହକୁ ନେଇ ପ୍ରାୟ ସମସ୍ତେ ବେସ ଖୁସି ଅଛନ୍ତି। ଏହି ନବଦମ୍ପତିଙ୍କୁ ସମସ୍ତେ ଶୁଭେଚ୍ଛା ଆର୍ଶୀବାଦ ଦେଉଛନ୍ତି । ରଣବୀର ଏବଂ ଆଲିଆଙ୍କ ଖୁସିରେ ସାମିଲ ହେବା ସହ ତାଙ୍କୁ ଶୁଭେଚ୍ଛା ଜଣାଇବା ପାଇଁ କିଛି କିନ୍ନରତାଙ୍କ ଘରେ ପହଞ୍ଚିଥିଲେ । ରଣବୀର ଏବଂ ଆଲିଆଙ୍କ ଆପାର୍ଟମେଣ୍ଟରୁ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି । ଭାଇରାଲ ଭିଡିଓରେ ଦେଖିବାକୁ ମିଳୁଛି, କିନ୍ନରମାନେ ଆପାର୍ଟମେଣ୍ଟ ବାହାରେ ଛିଡାହୋଇ ରଣବୀର ଏବଂ ଆଲିଆଙ୍କ ବିବାହ ପାଇଁ ଖୁସିରେ ନାଚୁଛନ୍ତି । ଏ ନେଇ ସେ କେତେ ଟଙ୍କ ମଧ୍ୟ ଡିମାଣ୍ଡ କରୁଛନ୍ତି।
କିନ୍ନରମାନେ ଆଲିଆ ଏବଂ ରଣବୀରଙ୍କୁ ୧ ଲକ୍ଷ ଟଙ୍କା ଡିମାଣ୍ଡ କରୁଥିଲା ବେଳେ ସେମାନେ ୨୧ ହଜାର ଟଙ୍କା ନେବା ପାଇଁ ରାଜି ହୋଇ ଯାଇଥିଲେ। ପରେ ସେମାନେ ଖୁସିରେ ଉଭୟଙ୍କୁ ଆଶୀର୍ବାଦ ଦେଇ ଚାଲିଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ଟାଇଟାନିକ’ର ପ୍ରସିଦ୍ଧ ଅଭିନେତା ବର୍ନାର୍ଡ ହିଲଙ୍କ ପରଲୋକ

ଲସ ଆଞ୍ଜେଲସ,୫।୫: ହଲିଉଡରୁ ଏକ ଦୁଃଖଦ ଖବର ଆସିଛି। ସୁପରହିଟ ଫିଲ୍ମ ‘ଟାଇଟାନିକ’ର ପ୍ରସିଦ୍ଧ ଅଭିନେତା ବର୍ନାର୍ଡ ହିଲଙ୍କ ଦେହାନ୍ତ ହୋଇଛି। ବର୍ନାର୍ଡଙ୍କ ମୃତ୍ୟୁ ଖବର...

ଭୁଲ ଭାଲ କଥା କହି ଟ୍ରୋଲ ହେଲେ କଙ୍ଗନା

ମୁମ୍ବାଇ,୫।୫: ହିମାଚଳର ମଣ୍ଡି ଆସନରୁ ଭାଜପା ପ୍ରାର୍ଥୀ ତଥା ବଲିଉଡ ଅଭିନେତ୍ରୀ-ରାଜନେତା କଙ୍ଗନା ରାନାୱତ ତାଙ୍କ ବୟାନ ପାଇଁ ଅନେକ ସମୟରେ ଚର୍ଚ୍ଚାରେ ଥାଆନ୍ତି। ଏବେ...

୨ ବର୍ଷ ଡେଟିଂ ପରେ ଅନନ୍ୟାଙ୍କ ସହ ବ୍ରେକ୍‌ଅପ୍‌ କଲେ ଆଦିତ୍ୟ!

ବମ୍ବେ: ଅଲଗା ହୋଇଛନ୍ତି ବଲିଉଡ୍‌ର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ଅନନ୍ୟା ପାଣ୍ଡେ- ଆଦିତ୍ୟ ରୟ କପୁର। ଦୀର୍ଘ ୨ ବର୍ଷ ଧରି ଡେଟ୍‌ କରିଆସୁଥିଲେ ଦୁହେଁ।...

ମୁଁ ବ୍ରେକଅପ କରି ନେଇଛି, ସୁହାନା ଖାଁଙ୍କ ପୋଷ୍ଟ ହେଲା ଭାଇରାଲ!

ମୁମ୍ବାଇ: ଶାହାରୁଖ ଖାଁ ଏବଂ ଗୌରୀ ଖାଁଙ୍କ ଝିଅ ସୁହାନା ଖାଁ ସବୁଠାରୁ ଲୋକପ୍ରିୟ ଷ୍ଟାର କିଡସଙ୍କ ମଧ୍ୟରୁ ଅନ୍ୟତମ । ସେ ଜୋୟା ଅଖତରଙ୍କ...

ବ୍ରେକ ନେଲେ ଶାହାରୁଖ

ମୁମ୍ବାଇ: ବଲିଉଡ ବାଦଶାହା ଶାହାରୁଖ ଖାନ ଗତ ବର୍ଷ ଅର୍ଥାତ୍‌ ୨୦୨୩ ରେ ଏକ ଚମତ୍କାର ପ୍ରତ୍ୟାବର୍ତ୍ତନ କରିଥିଲେ। ପାଞ୍ଚ ବର୍ଷ ପରେ ଶାହାରୁଖ ଫିଲ୍ମ...

‘ଲାହୋର ୧୯୪୭’ରେ ସନ୍ନି ଦେଓଲ

ମୁମ୍ବାଇ: ‘ଗଦର ୨’ର ସଫଳତା ପରେ ସନ୍ନି ଦେଓଲ ଆଉ ଏକ ଦମଦାର ଚଳଚ୍ଚିତ୍ର ‘ଲାହୋର ୧୯୪୭’ସହିତ ପୁଣି ଥରେ ପରଦାକୁ ଆସୁଛନ୍ତି। ଏହା ସଂପୂର୍ଣ୍ଣ...

କଙ୍ଗନାଙ୍କୁ ରାଖୀଙ୍କ ଖୋଲା ଚ୍ୟାଲେଞ୍ଜ

ବମ୍ବେ: ଅଭିନେତ୍ରୀ କଙ୍ଗନା ରାଣାଓ୍ବତଙ୍କୁ ବଡ଼ ଚ୍ୟାଲେଞ୍ଜ ଦେଇଛନ୍ତି ଡ୍ରାମା କୁଇନ୍‌ ରାଖୀ ସାଓ୍ବନ୍ତ। ସର୍ବଦା କିଛି ନା କିଛି କାରଣକୁ ନେଇ ବିବାଦରେ ରହୁଥିବା...

ବାପା ହେଲେ ଏହି ବଲିଉଡ୍‌ ଅଭିନେତା

ବମ୍ବେ: ପୁଣିଥରେ ବାପା ହୋଇଛନ୍ତି ବଲିଉଡ୍‌ ଅଭିନେତା ହରମନ ବାବେଜା। ତାଙ୍କ ଘରକୁ ଏକ କୁନି ରାଜକୁମାରୀ ଆସିଛନ୍ତି। ମାର୍ଚ୍ଚରେ ଅଭିନେତା ବାପା ହୋଇଥିଲେ ହେଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri