Odisha Elections 2024

ଜଙ୍ଗଲ ସୁରକ୍ଷା ପାଇଁ ଖୋଳାଗଲା ଟ୍ରେଞ୍ଚ

ନବରଙ୍ଗପୁର,୧୭।୪(ବି.ପ୍ର.): ନବରଙ୍ଗପୁର ବ୍ଲକ ବଡ଼ମସିଗାଁ ପଞ୍ଚାୟତ ଅଧୀନ ଭାଟିଗାଁ ଗ୍ରାମ୍ୟ ଜଙ୍ଗଲ ଓ କାଜୁ ବଗିଚାର ସୁରକ୍ଷା ଦୃଷ୍ଟିକୁ ନେଇ ଟ୍ରେଞ୍ଚ ଖନନ କାର୍ଯ୍ୟ ଆରମ୍ଭ ହୋଇଛି। ଏବେ କାଜୁ ଅମଳ ସମୟ। ଦୁର୍ବୃତ୍ତମାନେ ଜଙ୍ଗଲରେ ନିଆଁ ଲଗାଇ ଦେଉଛନ୍ତି। ଅନ୍ୟପକ୍ଷେ ଅବାଧରେ ଗୋରୁ ପ୍ରବେଶ ସହ କାଠମାଫିଆଙ୍କ ଲାଲୁପଦୃଷ୍ଟି ମଧ୍ୟ ଜଙ୍ଗଲ ଉପରେ ପଡ଼ିଥାଏ। ଏସବୁରୁ ଜଙ୍ଗଲକୁ ସୁରକ୍ଷା ଦେବାକୁ ୫ ଫୁଟ ଓସାରର ଜଙ୍ଗଲର ଚାରିପାଖ ଟ୍ରେଞ୍ଚ ଖୋଳାଯାଇଛି। ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ ଟ୍ରେଞ୍ଚ ଖନନ କାର୍ଯ୍ୟ ଚାଲିଛି। ଜିଆର୍‌ଏସ୍‌, ବିଡିଓ ସୁକାନ୍ତ ପଟ୍ଟନାୟକ ଏହି କାର୍ଯ୍ୟର ଅନୁଧ୍ୟାନ କରିଛନ୍ତି। ସୂଚନାନୁଯାୟୀ, ଟ୍ରେଞ୍ଚ ଖନନ ପାଇଁ ପୂର୍ବରୁ ଦାବି ହୋଇ ଆସୁଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଚକା ଖସି ଦମ୍ପତିଙ୍କ ଉପରେ ଚଢ଼ିଗଲା ଟ୍ରାକ୍ଟର

ନବରଙ୍ଗପୁର,୨୨ା୫(ସଦାଶିବ ପ୍ରହରାଜ): ବାଇକ୍‌ରେ ଯାଉଥିବା ଦମ୍ପତିଙ୍କ ଉପରେ ଏକ ଟ୍ରାକ୍ଟର ଚଢ଼ିଯିବାରୁ ସ୍ବାମୀ ଗୁରୁତର ହୋଇଥିବା ବେଳେ ସ୍ତ୍ରୀ ଆହତ ହୋଇଛନ୍ତି। ତେବେ ସ୍ବାମୀଙ୍କୁ ବିଶାଖାପାଟଣା...

୨୫ ପରିବାରକୁ ଗୋଟିଏ ନଳକୂପ

ଝରିଗାଁ,୧୯।୫(କିଶୋର ଚନ୍ଦ୍ର ମଣ୍ତଳ)ଗ୍ରୀଷ୍ମ ଋତୁ ଆସିବା ମାତ୍ରେ ପାନୀୟ ଜଳ ସଙ୍କଟ ଦେଖା ଦେଉଛି। ସରପଞ୍ଚଙ୍କଠାରୁ ଆରମ୍ଭ କରି ବ୍ଲକ ପ୍ରଶାସନକୁ ଦାବି ଜଣାଇଲେ ମଧ୍ୟ...

୧୦୦ ପିଲାଙ୍କୁ ୨ ଶିକ୍ଷକ

ଉମରକୋଟ, ୧୯।୫(ସନ୍ତୋଷ ଶତପଥୀ)ରାଜ୍ୟ ସରକାର ଅନୁସୂଚିତ ଜାତି ଜନଜାତିଙ୍କ ଉନ୍ନତି ପାଇଁ ଯୋଜନା କରୁଛନ୍ତି। କିନ୍ତୁ ପିଲାଙ୍କ ପାଠପଢ଼ା ଚୁଲିକୁ ଯିବାକୁ ବସିଲାଣି। ପିଲାଙ୍କୁ ଉନ୍ନତ...

ସହରରୁ ଉଜୁଡ଼ିଗଲା ସବୁଜିମା

ନବରଙ୍ଗପୁର,୧୭।୫(ସଦାଶିବ ପ୍ରହରାଜ): ଜାତୀୟ ରାଜପଥ କଡ଼ରୁ କଟିଲା ଅତି ପୁରୁଣା ବିରାଟକାୟ ଗଛ। ନବରଙ୍ଗପୁର ସହର ଅସ୍ଥାୟୀ ବାଇପାସ୍‌ ରାସ୍ତା ନିର୍ମାଣ ପାଇଁ ମଧ୍ୟ ଗଛ...

ବନ୍ଧୁକ ମୁନରେ ଲୁଟିନେଲେ ସର୍ବସ୍ବ, ଶିକ୍ଷୟିତ୍ରୀ ଆଣିଲେ ଅଭିଯୋଗ

ନବରଙ୍ଗପୁର,୧୫।୫(ସଦାଶିବ ପ୍ରହରାଜ): ବନ୍ଧୁକ ମୁନରେ ଡକାୟତି ଅଭିଯୋଗ। ଲୁଟିନେଲେ ଲକ୍ଷାଧିକ ଟଙ୍କା ଏବଂ ସୁନା ଗହଣା। ନବରଙ୍ଗପୁର ଜିଲା ସଦର ଥାନା ଅନ୍ତର୍ଗତ ଡଙ୍ଗରଭେଜା ଗ୍ରାମର...

ବୁଥ୍‌ ବାହାରେ ଭାଜପା ବିଧାୟକ ପ୍ରାର୍ଥୀଙ୍କୁ ମାଡ଼: ଧସ୍ତାଧସ୍ତି ବେଳର ଭିଡିଓ ଭାଇରାଲ

ଝରିଗାଁ,୧୩।୫(ସଦାଶିବ ପ୍ରହରାଜ/କିଶୋର ଚନ୍ଦ୍ର ମଣ୍ଡଳ): ଅବାଧ, ମୁକ୍ତ, ନିରପେକ୍ଷ ଏବଂ ସୁରକ୍ଷାର ସହ ମତଦାନ ସବ୍ୟସ୍ତ କରିବା ପାଇଁ ସମସ୍ତ ବ୍ୟବସ୍ଥା ଚାଲିଛି। ଝରିଗାଁ ବ୍ଲକ...

ଘାଟିରେ ଓଲଟିଲା ଅଟୋ, ୧୮ ଆହତ

ଝରିଗାଁ,୧୨ା୫(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ଘାଟିରେ ରବିବାର ଏକ ଅଟୋ ଭାରସାମ୍ୟ ହରାଇ ଓଲଟି ପଡ଼ିବାରୁ ୧୮ ଜଣ ଆହତ ହୋଇଛନ୍ତି। ସମସ୍ତଙ୍କୁ...

ବିଜେଡିର ଟଙ୍କାବଣ୍ଟା ଫଟୋ ଭାଇରାଲ

ନବରଙ୍ଗପୁର, ୧୨।୫(ସଦାଶିବ ପ୍ରହରାଜ)ନବରଙ୍ଗପୁର ନିର୍ବାଚନମଣ୍ଡଳୀରେ ବିଜେଡିର ପ୍ରଚାର ସମୟରେ ନେତାଙ୍କ ଉପସ୍ଥିତିରେ ଟଙ୍କା ବଣ୍ଟାଯାଉଥିବାର ଫଟୋ ଭାଇରାଲ ହୋଇଛି। ଏହି ଫଟୋଟି ଗତ ୯ ତାରିଖ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri