ପୁଣି ଚେତାବନୀ ଦେଲା ରୁଷିଆ

ମସ୍କୋ,୧୭।୪: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଥମିବାର ନାଁ ନେଉନାହିଁ। ମାରିଉପୋଲରେ ୟୁକ୍ରେନ ସୈନିକମାନେ ଆତ୍ମସମର୍ପଣ ନ କଲେ ଧ୍ୱଂସ କରିଦେବୁ ବୋଲି ରୁଷିଆ ସେନା ଚେତାବନୀ ଦେଇଛି। ରୁଷିଆର ପ୍ରତିରକ୍ଷା ମନ୍ତ୍ରଣାଳୟ ୟୁକ୍ରେନ ସୈନ୍ୟମାନଙ୍କୁ ରବିବାର ସ୍ଥାନୀୟ ସମୟ ରାତି ୧ଟା ସୁଦ୍ଧା ମାରିଉପୋଲର ଆଜୋଭଷ୍ଟାଲ ଷ୍ଟିଲ ମିଲରେ ଆତ୍ମସମର୍ପଣ କରିବାକୁ କହିଛି। ଯେଉଁମାନେ ଅସ୍ତ୍ରଶସ୍ତ୍ର ଛାଡି ଆତ୍ମସମର୍ପଣ କରିବେ ସେମାନଙ୍କୁ ଜୀବନ ବଞ୍ଚାଇବା ପାଇଁ ଗ୍ୟାରେଣ୍ଟି ଦିଆଯିବ ବୋଲି ରୁଷିଆ ସେନା କହିଛି।
ରୁଷିଆ ପ୍ରତିରକ୍ଷା ମନ୍ତ୍ରଣାଳୟର ମୁଖପାତ୍ର ମେଜର ଜେନେରାଲ ଇଗୋର କୋନାଶେନକୋଭ କହିଛନ୍ତି, ୟୁକ୍ରେନ ସାମରିକ କମାଣ୍ଡ ଏହାର ସୈନ୍ୟ ଆତ୍ମସମର୍ପଣ ଉପରେ ପ୍ରତିବନ୍ଧକ ଲଗାଇଛି। ଗୁପ୍ତଚର ଯୋଗେ ରୁଷିଆ ସେନା ଏହି ସୂଚନା ପାଇଛି। କୋନାଶେନକୋଭ ଚେତାବନୀ ଦେଇଛନ୍ତି ଯେ, ଯେଉଁମାନେ ପ୍ରତିରୋଧ ଜାରି ରଖନ୍ତି ସେମାନେ ବିନାଶ ହେବେ।


Enter your email to get our daily news in your inbox.

All Right Reserved By Dharitri.Com

ଭରସା କଲେ ନବୀନ ୩ ଜଣଙ୍କୁ ମିଳିଲା ଗୁରୁ ଦାୟିତ୍ୱ

ବ୍ରଜରଜନଗର ୨୯ା୧୨( ବିଜୟ ବରାଡ଼): ଝାରସୁଗୁଡା ଜିଲା ବିଜୁ ଜନତା ଦଳକୁ ସକ୍ରିୟ କରିବା ପାଇଁ ବିଜେଡିର ସଭାପତି ନବୀନ ପଟନାୟକ ବ୍ରଜରଜନଗର ପୌରାଞ୍ଚଳରୁ ୩...

ନୁଆବର୍ଷ ପାଇଁ ହେଉଥିଲା କଫ ସିରପ୍‌ ଚାଲାଣ: ମାଡ଼ି ବସିଲା ପୋଲିସ

ପାଟଣାଗଡ଼ ୨୯ା୧୨ (ସଚ୍ଚିଦାନନ୍ଦ ମହାକୁର)- ବେଆଇନ ଭାବେ କଫ ସିରପ୍‌ ଚାଲାଣ ଘଟଣାରେ ବଲାଙ୍ଗୀର ଜିଲା ପାଟଣାଗଡ଼ ପୋଲିସ ୩ ଜଣଙ୍କୁ ଗିରଫ କରି ସୋମବାର...

ମୁଖ୍ୟ ପ୍ରଶିକ୍ଷକ ପଦରୁ ବିଦା ହେବେ ଗମ୍ଭୀର! BCCI ଉପାଧ୍ୟକ୍ଷ ରାଜୀବ ଶୁକ୍ଲା ଦେଲେ ଚାଞ୍ଚଲ୍ୟକର ବୟାନ

ନୂଆଦିଲ୍ଲୀ,୨୯।୧୨: ନିକଟରେ ଟିମ ଇଣ୍ଡିଆର ମୁଖ୍ୟ ପ୍ରଶିକ୍ଷକ ପଦରୁ ଗୌତମ ଗମ୍ଭୀରଙ୍କୁ ହଟାଇବା ନେଇ ଗୁଜବ ଜୋର ଧରିଛି। ନ୍ୟୁଜିଲାଣ୍ଡ ବିପକ୍ଷରେ ଘରୋଇ ଟେଷ୍ଟ ସିରିଜ...

ନ୍ୟାଶନାଲ କବାଡ଼ି ପ୍ରତିଯୋଗିତା, ଶିବପ୍ରସାଦଙ୍କ ରାଇପୁର ଗସ୍ତ

ଗଞ୍ଜାମ,୨୯ା୧୨(ବିଦ୍ୟାଧର ସାହୁ): ଜାନୁଆରୀ ୬ରେ ରାଇପୁର ଭିଲାଇର ରାଜକୁମାର କଲେଜରେ ନ୍ୟାଶନାଲ ଇଭେଣ୍ଟ କବାଡ଼ି ଅନୁଷ୍ଠିତ ହେବ। ଏହି ପ୍ରତିଯୋଗିତାରେ ଗଞ୍ଜାମର ପାଳିବନ୍ଧ ପଞ୍ଚାୟତ ଗୋଖର...

ସଫେଇ ନାରେ ସୁନାଚେନ୍ ଲୁଟ ଘଟଣା, ଗିରଫ ହେଲେ ଦୁଇ ଆନ୍ତଃ ରାଜ୍ୟ ଲୁଟେରା

ବଲାଙ୍ଗୀର, ୨୯|୧୨ – (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତେଲିଗୋଠପଡା ଠାରେ ଗତ ୨୨ ତାରିଖ ଦିନ ସଫେଇ ନାଁରେ ସୁନା ଚେନ୍ ଲୁଟି...

ନୂତନ ଇନ୍ସପେକ୍ଟରଙ୍କୁ ଶୁଭେଚ୍ଛା ଜଣାଇଲା ଭାଜପା: ଦାରିଙ୍ଗବାଡିରେ ଆଇନଶୃଙ୍ଖଳା ଉପରେ କଡା ନଜର…

ଦାରିଙ୍ଗବାଡି, ୨୯।୧୨ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନାରେ ନୂତନ ଇନ୍ସପେକ୍ଟର ଭାବେ ସଂଗ୍ରାମ କେଶରୀ ଜେନା ନିଯୁକ୍ତି ପାଇଛନ୍ତି। ତାଙ୍କ ନିଯୁକ୍ତି...

Silver Prices Crash: ରୂପା ଦରରେ ବଡ଼ ହ୍ରାସ, ୧ ଘଣ୍ଟାରେ ହ୍ରାସ ପାଇଲା ୨୧ହଜାର ୫୦୦ ଟଙ୍କା

ନୂଆଦିଲ୍ଲୀ,୨୯।୧୨: ସୋମବାର ରୂପା ମୂଲ୍ୟରେ ଏପରି ନାଟକ ଦେଖାଗଲା ଯାହା ପୂର୍ବରୁ କେବେ ଦେଖାଯାଇ ନଥିଲା। ସକାଳେ ଇତିହାସ ସୃଷ୍ଟି କରିଥିବା ରୂପା କିଲୋଗ୍ରାମ ପିଛା...

ଦୁଇ ବର୍ଷ ମଧ୍ୟରେ ପ୍ରଥମଥର ଭାରତ ପାଇଁ ଆସିଲା ବଡ଼ ଖବର: ଶୁଣିଲେ ଆମେରିକା ସହ ଚାଇନା, ପାକିସ୍ତାନର ନିଜ ହଜିବ…

ନୂଆଦିଲ୍ଲୀ,୨୯।୧୨: ଏହି ଖବର ଶିଳ୍ପ କ୍ଷେତ୍ରରେ ଏକ ସ୍ବାଗତଯୋଗ୍ୟ ଆଶ୍ୱସ୍ତି। ଆମେରିକାର ଉଚ୍ଚ ଟାରିଫ୍‌ ସତ୍ତ୍ୱେ, ଗତ ଦୁଇ ବର୍ଷ ମଧ୍ୟରେ ଭାରତୀୟ ଶିଳ୍ପ କ୍ଷେତ୍ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri