ବଢିବ ଓମ୍‌ଫେଡ ଦର

ଭୁବନେଶ୍ୱର,୧୯।୪(ବ୍ୟୁରୋ): ରାଜ୍ୟରେ ଓମ୍‌ଫେଡ କ୍ଷୀର ଦର ବୃଦ୍ଧି ପାଇବ । ଲିଟର ପିଛା ୨ ଟଙ୍କା ବୃଦ୍ଧି ପାଇବ ବୋଲି ସଂସ୍ଥା ପକ୍ଷରୁ କୁହାଯାଇଛି। ଚାଷୀଙ୍କ ଦାବି ଓ ଦୁଗ୍ଧ ଉତ୍ପାଦନ ଖର୍ଚ୍ଚ ବୃଦ୍ଧିକୁ ଦୃଷ୍ଟିରେ ରଖି ସଂସ୍ଥା ପକ୍ଷରୁ ଦାମ ବଢାଯାଇଛି । ଓମ୍‌ଫେଡ ଗୋଲ୍ଡ ଓ ପ୍ରିମିୟମ କ୍ଷୀରର ଦର ୫ଶହ ମିଲିଲିଟରକୁ ୨୪ ଟଙ୍କା ରଖାଯାଇଥିବା ବେଳେ ଟୋନଡ କ୍ଷୀରର ମୂଲ୍ୟ ୨୧ଟଙ୍କା ରଖାଯାଇଛି । ତେବେ ଆସନ୍ତା ୨୧ରୁ ନୂଆ ଦର ଲାଗୁ ହେବା ନେଇ ସଂସ୍ଥା ପକ୍ଷରୁ କୁହାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ମିଶନ ଶକ୍ତି ସଚିବ ସୁଜାତା ପାଣ୍ଡିଆନଙ୍କ ବଦଳି ନିର୍ଦ୍ଦେଶ!

ଭୁବନେଶ୍ୱର,୨।୫: ମିଶନ ଶକ୍ତି ସଚିବ ସୁଜାତା ପାଣ୍ଡିଆନଙ୍କ ବଦଳି ନିର୍ଦ୍ଦେଶ ଦେଲେ ଇସିଆଇ। ଭାଜପାର ଅଭିଯୋଗ ପରେ ବଦଳି ନିର୍ଦ୍ଦେଶ ଦିଆଯାଇଥିବା ଜଣାପଡିଛି। ବଦଳି ନିର୍ଦ୍ଦେଶ...

ବୀରମିତ୍ରପୁରରେ ପହଞ୍ଚିଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତଙ୍କ ଭଉଣୀ

କୁଆଁରମୁଣ୍ଡା,୨।୫(ମହେନ୍ଦ୍ର କୁମାର ସାହୁ): ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ଭଉଣୀ ତଥା ଜେଏମ୍‌ଏମ ନେତ୍ରୀ ଅଞ୍ଜନୀ ସୋରେନ ଗୁରୁବାର ରାତିରେ ଓଡ଼ିଶାର ବୀରମିତ୍ରପୁରରେ ପହଞ୍ଚିଛନ୍ତି। ଏହି...

ଟ୍ରେନ୍‌ ଉପରେ ଚଢ଼ି ପାରା ମାରୁଥିଲେ: ଲାଗିଲା ବିଦ୍ୟୁତ୍‌ ଆଘାତ

ରାୟଗଡ଼ା,୨।୫(ଆଶିଷ ରଞ୍ଜନ ପଣ୍ଡା)- ଟ୍ରେନ୍‌ ଉପରେ ଚଢ଼ି ପାରା ମାରିବାକୁ ଯାଇ ବିଦ୍ୟୁତ ଆଘାତରେ ୩ ଜଣ ଆହତ ହୋଇଥିବା ସୂଚନା ମିଳିଛି। ରାୟଗଡ଼ା ସହରସ୍ଥିତ...

ବିଜେଡିକୁ ଭୋଟ ଦେବାକୁ ମିଶନ ଶକ୍ତି ମହିଳାଙ୍କୁ ଧମକାଉଛନ୍ତି ପାଣ୍ତିଆନଙ୍କ ସ୍ତ୍ରୀ ସୁଜାତା: ଭାଜପା

ଭୁବନେଶ୍ୱର,୨।୫: ମିଶନ ଶକ୍ତି ସଚିବ ସୁଜାତା ପାଣ୍ଡିଆନଙ୍କ ବିରୋଧରେ ମୁଖ୍ୟ ନିର୍ବାଚନ କମିଶନରଙ୍କ ନିକଟରେ ଫେରାଦ ଦେଲା ଭାଜପା। ସରକାରୀ ଅଧିକାରୀ ହୋଇ ବିଜେଡି ଏଜେଣ୍ଟ...

ଆଗ ରକ୍ତଦାନ, ପରେ ନାମାଙ୍କନ

ବରଗଡ଼,୨।୫(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନ ନେଇ ପ୍ରାର୍ଥୀମାନେ ଚିରାଚରିତ ଢଙ୍ଗରେ ପ୍ରାର୍ଥିପତ୍ର ତଥା ନାମାଙ୍କନ ଦାଖଲ କରୁଛନ୍ତି । କିଏ ବିଶାଳ ଶୋଭାଯାତ୍ରା ତ’ ଆଉ...

ଟିକେଟ୍‌ ନ ମିଳିବାରୁ ବିଜେଡିରୁ ଇସ୍ତଫା ଦେଲେ ସନ୍ତୋଷ ଖଟୁଆ

ଭୁବନେଶ୍ୱର,୨।୫: ଆଜି ବିଜେଡି ନୀଳଗିରି ବିଧାୟକ ପାର୍ଥୀ ଘୋଷଣା କରିଛି। ହେଲେ ନୀଳଗିରି ନିର୍ବାଚନମଣ୍ଡଳୀ ପାଇଁ ଆଶାୟୀ ଥିବା ବାଲେଶ୍ୱର ଜିଲା ବିଜେଡି ଉପ-ସଭାପତି ସନ୍ତୋଷ...

ଷ୍ଟିଲ ପ୍ଲାଣ୍ଟରେ ବିସ୍ଫୋରଣ: ୯ ଜଣ ଶ୍ରମିକ ଆହତ

ଭୁବନେଶ୍ୱର,୨।୫: କେନ୍ଦୁଝର ସ୍ଥିତ ଏକ ଷ୍ଟିଲ ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ ହୋଇଛି। ଏଥିରେ ୯ ଜଣ ଶ୍ରମିକ ଆହତ ହୋଇଛନ୍ତି। ରୁଗୁଡ଼ି ସ୍ଥିତ KJS ଆଲୁୱାଲିଆ...

ଏମ୍‌ପି, ବିଧାୟକ ପ୍ରାର୍ଥୀଙ୍କ ପାଇଁ ନିର୍ବାଚନ ପ୍ରଚାର କଲେ ପାଣ୍ଡିଆନ

ଜି.ଉଦୟଗିରି,୨।୫(ଶିଶିର ପଟ୍ଟନାୟକ): ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ଗୁରୁବାର ଅପରାହ୍ନରେ ହେଲିକପ୍ଟର ଯୋଗେ ଜି.ଉଦୟଗିରି ଷ୍ଟାଡିୟମ ପଡ଼ିିଆରେ ଅବତରଣ କରି ସେଠାରେ ଅନୁଷ୍ଠିତ ନିର୍ବାଚନୀ ସଭାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri