ପୁଣି ବଢ଼ିଲା ଦୈନିକ ସଂକ୍ରମଣ-ମୃତ୍ୟୁ ସଂଖ୍ୟା…

ନୂଆଦିଲ୍ଲୀ, ୨୦।୪ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୨ ହଜାର ୬୭ ରେ ପହଞ୍ଚିଛି। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୪୦ ରହିଛି। ଅପରପକ୍ଷରେ ସକ୍ରିୟ ମାମଲା କମିବାରେ ଲାଗିଛି। ଏହି ସମୟରେ ସକ୍ରିୟ ମାମଲା ୧୨ ହଜାର ଟପିଛି। ଏହା ୧୨ ହଜାର ୩୪୦ ରହିଛି। ସେହିପରି ୨୪ ଘଣ୍ଟାରେ ୧ ହଜାର ୫୪୭ ଜଣ ସୁସ୍ଥ ହୋଇଛନ୍ତି।

ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୨୨ ହଜାର ୬ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୩୦ ଲକ୍ଷ ୪୭ ହଜାର ୫୯୪ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୨୫ ଲକ୍ଷ ୧୩ ହଜାର ୨୪୮ଜଣ ସୁସ୍ଥ ହୋଇ ସାରିଛନ୍ତି। ଗତ ୨୪ ଘଣ୍ଟାରେ ଦିଲ୍ଲୀରେ ସର୍ବାଧିକ ୬୩୨ ଜଣ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି, କେରଳରେ ୪୮୮ ଜଣ, ହରିୟାଣାରେ ୨୪୯ ଜଣ, ଉତ୍ତରପ୍ରଦେଶରେ ୧୫୯ ଜଣ ଏବଂ ମହାରାଷ୍ଟ୍ରରେ ୧୩୭ ମିଜୋରାମରେ ୧୨୫ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ସୂଚନାଯୋଗ୍ୟ, ସମ୍ପ୍ରତି ଦେଶରେ ଟିକାକରଣ ସଂଖ୍ୟା ୧୮୬ କୋଟି ୯୦ ଲକ୍ଷରୁ ଅଧିକ ଟପିଛି। ସେଥିମଧ୍ୟରେ ୯୧ କୋଟି ୪୦ ଲକ୍ଷରୁ ଅଧିକ ପ୍ରଥମ ଡୋଜ୍‌ ଥିବାବେଳେ ୮୦ କୋଟି ୯୦ ଲକ୍ଷରୁ ଅଧିକ ଦ୍ୱିତୀୟ ଡୋଜ୍‌ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡ଼ି ଇକୋ ରିଟ୍ରିଟ୍‌ରେ ବଢୁଛି ଭିଡ଼, ଜୈବିକ ହଳଦୀ-କଫିଚାଷକୁ ପ୍ରଶଂସା କରି ପର୍ଯ୍ୟଟକ କହିଲେ…

ଦାରିଙ୍ଗବାଡ଼ି,୧୯ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ି ଇକୋ ରିଟ୍ରିଟ୍‌ ସମେତ ବିଭିନ୍ନ ପର୍ଯ୍ୟଟନକ୍ଷେତ୍ରରେ ପ୍ରବଳ ଭିଡ଼ ଦେଖିବାକୁ ମିଳିଛି। ଶନିବାର ଠାରୁ ଆସନ୍ତା ନୂତନ...

ରେଳଯାତ୍ରୀଙ୍କ ପାଇଁ ଖୁସି ଖବର, ଏଣିକି େଓ଼୍ବଟିଂ ଟିକେଟ୍‌ ବିନା କରିପାରିବେ ଯାତ୍ରା!

ନୂଆଦିଲ୍‌ଲୀ,୧୯।୧୨: ଯଦି ଆପଣ ପ୍ରାୟତଃ ଟ୍ରେନରେ ଯାତ୍ରା କରୁଛନ୍ତି ଏବଂ ଶେଷ ମୁହୂର୍ତ୍ତ ପର୍ଯ୍ୟନ୍ତ େଓ଼୍ବଟିଂ ତାଲିକା କିମ୍ୱା RAC ଟିକେଟ ବିଷୟରେ ଚିନ୍ତିତ ଅଛନ୍ତି,...

ମୋଦିଙ୍କୁ ଏମ୍‌ପି ପଚାରିଲେ ଏମିତି କଥା: ହସି ହସି ପ୍ରଧାନମନ୍ତ୍ରୀ ଖୋଲିଦେଲେ…

ନୂଆଦିଲ୍ଲୀ,୧୯।୧୨: ସଂସଦର ଶୀତକାଳୀନ ଅଧିବେଶନ ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ ରହିବା ପରେ ଲୋକ ସଭା ବାଚସ୍ପତି ଓମ ବିର୍ଲା ସଂସଦ ଭବନରେ ଥିବା ତାଙ୍କ...

ଧାନ ଚୋରି ରୋକିବାକୁ ସୀମା ସିଲ୍‌, ଏସ୍‌ପିଙ୍କୁ ଚିଠି ଲେଖି ଜିଲାପାଳ କହିଲେ…

ବାରିପଦା,୧୯ା୧୨: ଧାନ ଚୋରି ରୋକିବାକୁ ମୟୂରଭଞ୍ଜ ସୀମାରେ ଚେକ ପୋଷ୍ଟ କରାଯିବ। ଏଠାରେ ଚେକ୍‌ ପୋଷ୍ଟ ଲଗାଇବାକୁ ଏସ୍‌ପିଙ୍କୁ ଚିଠି ଲେଖିଛନ୍ତି ଜିଲାପାଳ। ଉକ୍ତ ଚିଠିରେ...

ଭାରତର ନିଦ ହଜାଇଲା ଚାଇନା: ଶେଷରେ ବନ୍ଧୁତା ପଡ଼ିଲା ଭାରୀ

ଓ୍ବାଶିଂଟନ୍‌,୧୯।୧୨: ଆମେରିକା ଦ୍ୱାରା ଭାରତ ଉପରେ ଉଚ୍ଚ ଶୁଳ୍କ ଲାଗୁ କରାଯିବା ପରେ ସରକାର ରପ୍ତାନିକାରୀଙ୍କ ପାଇଁ ବିକଳ୍ପ ବଜାର ଖୋଜିବାର ରଣନୀତି ଗ୍ରହଣ କରିଥିଲେ।...

କେଦାରନାଥ ଧାମରେ ଏ କଣ, ଡିସେମ୍ବର ମାସରେ ଦେଖାଯାଉନି….

ନୂଆଦିଲ୍ଲୀ,୧୯ା୧୨: ଡିସେମ୍ବର ମାସର ଅଧା ବିତିଯାଇଥିଲେ ମଧ୍ୟ ବାବା କେଦାରନାଥ ଧାମରେ ଏବେ ବି ତୁଷାରମୁକ୍ତ ଅଛି। ଏହି ସମୟ ମଧ୍ୟରେ କେଦାରନାଥ ଧାମ ସାଧାରଣତଃ...

ତହସିଲଦାରଙ୍କୁ ମିଳିଲା ପୁରୁଣା ଜମି କାଗଜପତ୍ର ମ୍ୟୁଟେସନ୍ କ୍ଷମତା; SOP ଜାରି କଲା ରାଜସ୍ୱ ବିଭାଗ

ଭୁବନେଶ୍ୱର,୧୯ା୧୨: ଜମିଜମା ସମ୍ବନ୍ଧୀୟ ଦୀର୍ଘ ଦିନର ମାମଲାକୁ ହ୍ରାସ କରିବା ପାଇଁ ଓଡ଼ିଶା ରାଜସ୍ୱ ବିଭାଗ ଏକ ବଡ଼ ପ୍ରଶାସନିକ ସଂସ୍କାର ଆଣିଛି। ପୁରୁଣା ପଞ୍ଜୀକୃତ...

ଓମାନରେ ମୋଦିଙ୍କୁ ଭବ୍ୟ ସ୍ବାଗତରେ ଥରି ଉଠିଲା ମୁସଲମାନ ଦେଶ, ପାକିସ୍ତାନୀ ବିଶେଷଜ୍ଞ କହିଲେ…

ମସ୍କାଟ୍‌/ନୂଆଦିଲ୍ଲୀ,୧୯ା୧୨: ଜୋର୍ଡାନ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଓମାନରେ ମିଳିଥିବା ଭବ୍ୟ ସ୍ବାଗତରେ ପାକିସ୍ତାନ ରାଗରେ ଖପ୍ପା ହୋଇଉଠିଛି। ମୁସଲମାନ ଦେଶଗୁଡ଼ିକରେ ତାଙ୍କୁ ମିଳିଥିବା ସ୍ବାଗତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri