ୟୁକ୍ରେନକୁ ୮୦ କୋଟି ଡଲାର ସେନା ସହାୟତା ଯୋଗଇଦେବ ଆମେରିକା

ୱାଶିଂଟନ,୨୨ ।୪: ରୁଷିଆ-ୟୁକ୍ରେନ୍ ଯୁଦ୍ଧ ମଧ୍ୟରେ ୟୁକ୍ରେନକୁ ଆମେରିକା ଓ ଅନ୍ୟ ପାଶ୍ଚ୍ୟାତ ଦେଶର ସମର୍ଥନ ଲଗାତାର ମିଳି ଚାଲିଛି । ଏବେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ୟୁକ୍ରେନକୁ ୮୦ କୋଟି ଡଲାରର ନୂଆ ସେନା ସହୟତା ଯୋଗଇ ଦେବାକୁ ଘୋଷଣା କରିଛନ୍ତି । ବାଇଡେନ କହିଛନ୍ତି ସେ କଂଗ୍ରେସକୁ ସେନା ସହାୟତାର ବିସ୍ତାର କରିବାକୁ କହିବେ । ଏପଟେ ସ୍ପେନର ପ୍ରଧାନମନ୍ତ୍ରୀ ପ୍ରେଡୋ ସାଂଚେଜ ଭାରି ପରିବହନ ବାହନ ସହିତ ୨୦୦ ଟନ ସେନା ସାମଗ୍ରୀ ୟୁକ୍ରେନକୁ ପଠାଇଥିବା ଘୋଷଣା କରିଛନ୍ତି ।
ନୂଆ ସେନା ସହାୟତା ପ୍ୟାକେଜରେ ୟୁକ୍ରେନ୍ ପାଇଁ ରହିଛି ଅତ୍ୟଧିକ ଆବଶ୍ୟକ ଭାରି ଅସ୍ତ୍ର, ୧,୪୪,୦୦୦ ଗୁଳି ଓ ଡ୍ରୋନ । ଏହାଦ୍ୱାରା ୟୁକ୍ରେନର ଡୋନବାସ ଉପରେ ହେଉଥିବା ଆକ୍ରମଣରେ ଏହା ସେନାଙ୍କୁ ସହାୟକ ହେବ । ପ୍ରଥମଥର ଲାଗି ୟୁକ୍ରେନକୁ ସ୍ୱୀକୃତ କରାଯାଇଥିବା ପାଖାପାଖି ୨.୬ ଅରବ ଡଲାରର ସେନା ସହାୟତା ।


Enter your email to get our daily news in your inbox.

All Right Reserved By Dharitri.Com

ଶୋଇଥିଲେ ବି ବିକାଶ କଥା ଚିନ୍ତା କରେ: ଭାବବିହ୍ବଳ କଲେ ନରସିଂହ

ଲୋଇସିଂହା,୨।୧(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ଜନକଲ୍ୟାଣ ଯୁବ ସାମ୍ମୁଖ୍ୟ କ୍ଲବ ପକ୍ଷରୁ ଅଭିନନ୍ଦନ-୨୦୨୬ ଉତ୍ସବ ପାଳିତ ହୋଇଯାଇଛି। ଉତ୍ସବକୁ ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର...

ପ୍ରିୟଙ୍କା ଗାନ୍ଧୀଙ୍କ ଜିପ୍‌ ସାମ୍ନାକୁ ଚାଲିଆସିଲା ବାଘ, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨।୧: କଂଗ୍ରେସ ମହାସଚିବ ଏବଂ ଏମପି ପ୍ରିୟଙ୍କା ଗାନ୍ଧୀ ତାଙ୍କ ପୁଅର ନିର୍ବନ୍ଧ ପାଳନ କରିବା ଏବଂ ଏକ ବ୍ୟକ୍ତିଗତ ଯାତ୍ରାରେ ନୂତନ ବର୍ଷ ଛୁଟି...

ଗଜପତି ଜିଲାର ନୂଆ ଜିଲାପାଳ ହେଲେ ଅକ୍ଷୟ ସୁନିଲ ଅଗ୍ରୱାଲ

ଗଜପତି(ଗିରିଧାରୀ ପରିଛା):୦୨/୦୧- ଗଜପତି ଜିଲ୍ଲାର ନୂଆ ଜିଲ୍ଲାପାଳ ହେଲେ ଅକ୍ଷୟ ସୁନିଲ ଅଗ୍ରୱାଲ । ନୂଆବର୍ଷରେ ନିଯୁକ୍ତି ଦେଇଛନ୍ତି ସରକାର । ଗତ କିଛି ଦିନ...

ବଡ଼ ଧରଣର ATM ଲୁଟ୍, ଟଙ୍କା ସହ ମେସିନ ତାଡ଼ି ନେଇଗଲେ ଦୁର୍ବୃତ୍ତ

ବିଞ୍ଝାରପୁର,୨।୧ (ରାମକୃଷ୍ଣ ଦାସ ): ବିଞ୍ଝାରପୁର ବ୍ଲକ ଅନ୍ତର୍ଗତ ମଇଁନ୍ଦା ଛକରେ ଅଭାବନୀୟ ଘଟଣା । ଏଚଡିଏଫସି ବ୍ୟାଙ୍କର ଏଟିଏମ ମେସିନକୁ ଗୁରୁବାର ବିଳମ୍ବିତ ରାତିରେ...

ରାଜେଶ ହତ୍ୟାକୁ ଦେଢ଼ମାସ ବିତିଲା, ପୋଲିସ ହାତ ଖାଲି: ୧୧ରେ କଂଗ୍ରେସର ରାଜପଥ ଅବରୋଧ

ପରଜଙ୍ଗ,୨।୧ (ନିଗମାନନ୍ଦ ଦଳବେହେରା):ବହୁ ଚର୍ଚ୍ଚିତ ଫଟୋଗ୍ରାଫର୍‌ ରାଜେଶ ପାଣି ହତ୍ୟାକାଣ୍ଡକୁ ଇତିମଧ୍ୟରେ ଦେଢ଼ମାସ ବିତିଯାଇଥିଲେ ସୁଦ୍ଧା ହତ୍ୟାକାରୀଙ୍କୁ ଧରିବାରେ ପୋଲିସ ବିଫଳ ହୋଇଛି। ଏଣୁ ଗୁରୁବାର...

ଗରମ ଚା’ କଫି ପିଉଥିଲେ ସାବଧାନ! ଖାଦ୍ୟନଳୀରେ ହୋଇପାରେ…

ଶୀତଦିନ ଆସିବା ସହିତ, ଲୋକମାନେ ଗରମ ଜିନିଷ ଖାଇବା ଏବଂ ପିଇବାକୁ ପସନ୍ଦ କରନ୍ତି । ବିଶେଷ କରି ଗରମ ଚା ହେଉ କିମ୍ବା କଫି...

ନୂଆବର୍ଷରେ ପାକିସ୍ତାନରୁ ଆସିଲା ଖୋଲା ଚିଠି: ଲୋଡ଼ିଲା ଭାରତର ସହାୟତା

ଇସଲାମାବାଦ୍‌,୨।୨: ବାଲୁଚ ନେତା ମୀର ୟାର ବାଲୁଚ ଭାରତୀୟ ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କରଙ୍କୁ ଏକ ଖୋଲା ଚିଠି ଲେଖିଛନ୍ତି। ଏଥିରେ ସେ ଭାରତ ସରକାର...

ପ୍ରଥମଥର ସାର୍ବଜନୀନ ସ୍ଥାନରେ ନଜର ଆସିଲେ କିମ୍ ଜଙ୍ଗ ଉନଙ୍କ ଝିଅ

ସିଓଲ୍,୨।୧: ଉତ୍ତର କୋରିଆର ଶାସକ କିମ୍ ଜୋଙ୍ଗ୍ ଉନ୍‌ଙ୍କ ଝିଅ ଜୁ ଏ (Ju Ae) ପ୍ରଥମ ଥର ସାର୍ବଜନୀନ ସ୍ଥାନରେ ନଜର ଆସିଛନ୍ତି। ତାଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri