ପ୍ରଥମଥର ମନାଲିରେ ଶୁଟିଂ ନେଇ ଖୁସିରେ ପାଗଳ ହେଲେ ଏହି ଅଭିନେତ୍ରୀ

ବଲିଉଡ୍‌ ଅଭିନେତ୍ରୀ ଭୂମି ପେଡ୍‌ନେକର ତାଙ୍କ କ୍ୟାରିୟରରେ ପ୍ରଥମ ଥର ମନାଲିରେ ଫିଲ୍ମ ଶୁଟିଂ କରିବାକୁ ଯାଉଛନ୍ତି। ଏ ନେଇ ସେ ବେଶ ଖୁସି ଅଛନ୍ତି। ଅଜୟ ବହଲଙ୍କ ଥ୍ରିଲର୍‌ ଫିଲ୍ମ ‘ଦ ଲେଡି କିଲର୍‌’ର ଶୁଟିଂ ସେ ମନାଲିରେ ଆରମ୍ଭ କରିବେ । ଏଥିରେ ସେ ଅଭିନେତା ଅର୍ଜୁନ କପୁରଙ୍କ ସହ ସ୍କ୍ରିନ ଶେୟାର କରିଛନ୍ତି । ଫିଲ୍ମଟି ଛୋଟ ସହରର ଜଣେ ପ୍ଲେବଏର କାହାଣୀ ବର୍ଣ୍ଣନା କରିବ । ପରେ ସେ ଜଣେ ସୁନ୍ଦରୀ ପ୍ରେମରେ ପଡ଼ିଯାଇଛନ୍ତି ।
ଏ ନେଇ ଭୂମି ସୋସିଆଲ ମିଡିଆରେ କହିଛନ୍ତି, ‘ମୁଁ ବହୁତ ଖୁସି ଯେ,ମୋ ପେସା ମୋତେ ଅନେକ ସ୍ଥାନକୁ ନେଉଛି ଏବଂ ସୁନ୍ଦର ଓ ଚମତ୍କାର ସ୍ଥାନର ସୌନ୍ଦର୍ଯ୍ୟ ଓ ସଂସ୍କୃତିରେ ବୁଡ଼ିବାରେ ସୁଯୋଗ ଦେଉଛି । କ୍ୟାରିୟରରେ ପ୍ରଥମ ଥର ମନାଲିରେ ଶୁୁଟିଂ ପାଇଁ ମୁଁ ଉତ୍ସାହର ସହ ଅପେକ୍ଷା କରିଛି । ଜଣେ ସୃଜନଶୀଳ ବ୍ୟକ୍ତି ଭାବେ ମୋର ଭ୍ରମଣ ମୋତେ ଗଭୀର ଭାବେ ପ୍ରେରିତ କରେ ।


Enter your email to get our daily news in your inbox.

All Right Reserved By Dharitri.Com

ଡିସେମ୍ବର ୩୧ ପୂର୍ବରୁ ଯଦି ନ କରନ୍ତି ଏହି କାମ, ତେବେ ବନ୍ଦ ହୋଇଯିବ ଆପଣଙ୍କର…

ନୂଆଦିଲ୍ଲୀ,୨୭।୧୨: ଯଦି ଆପଣ ଜଣେ କରଦାତା, ତେବେ ଏହି ଖବର ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। PAN ଏବଂ ଆଧାରକୁ ଲିଙ୍କ କରିବା ଆଉ କେବଳ...

ସଜେଇ ହେଉଛି ଦାରିଙ୍ଗବାଡି: ଶୀତ ମହୋତ୍ସବ ପାଇଁ ବଢୁଛି ଉତ୍କଣ୍ଠା

ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ): ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଆସନ୍ତା ୮ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି।ଏଥିପାଇଁ ଦାରିଙ୍ଗବାଡି ଚଳ ଚଞ୍ଚଳ ହୋଇପଡିଛି।...

ଜିରୋ ନାଇଟ ସେଲିବ୍ରେଶନ ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି: ନିୟୋଜିତ ରହିବେ…

ଭୁବନେଶ୍ୱର,୨୭।୧୨: ଜିରୋ ନାଇଟ ସେଲିବ୍ରେଶନ ପାଇଁ କମିସନରେଟ ପୋଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଏନେଇ ପୋଲିସ କମିସନର ସୁରେଶ ଦେବଦତ୍ତ ସିଂ ସୂଚନା...

ହାତୀ ପାଇଁ ବନ୍ଦ ହେଲା ଶିଖରଚଣ୍ଡୀ, ପୁଣି ଏହି ଦିନ ଖୋଲିବ

ଭୁବନେଶ୍ବର, ୨୭।୧୨: ବନ୍ଦ ରହିଲା ଶିଖରଚଣ୍ଡୀ ପୀଠ । ଶିଖରଚଣ୍ଡୀ ମନ୍ଦିର ପ୍ରବେଶ ଗେଟ୍‌ରେ ତାଲା ପକାଇଲା ବନ ବିଭାଗ । ହାତୀ ପାଇଁ ଏଭଳି...

ଆହୁରି ବଢିଲା ଶୀତ, ଜନଜୀବନ ଅସ୍ତବ୍ୟସ୍ତ: ପର୍ଯ୍ୟଟକଙ୍କ ଅସମ୍ଭାଳ ଭିଡ଼

ଦାରିଙ୍ଗବାଡି, ୨୭।୧୨ (ଅରୁଣ ସାହୁ ):ଗତ କିଛିଦିନ ହେଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ କୁହୁଡିର ପ୍ରଭାବରେ ଗାଡି ଚଳାଚକ ବାଧାପ୍ରାପ୍ତ ହୋଇଛି। ଶୀତ କମିବାରେ ନାମ...

Salman Khan Birthday: ସଲମାନଙ୍କୁ 60 ବର୍ଷ…କ୍ୟାମେରା ସାମ୍ନାରେ କାଟିଲେ କେକ୍, ଜାଣନ୍ତୁ ଗେଷ୍ଟ ଲିଷ୍ଟ

ନୂଆଦିଲ୍ଲୀ,୨୭ା୧୨ : ବଲିଉଡ ସୁପରଷ୍ଟାର ସଲମାନ ଖାନଙ୍କ ଆଜି ଜନ୍ମଦିନ ।  ୬୦ତମ ଜନ୍ମଦିନକୁ ବହୁତ ଉତ୍ସାହ ଏବଂ ହୃଦୟସ୍ପର୍ଶୀ ଶୈଳୀରେ ପାଳନ କରିଥିଲେ। ଅଭିନେତା...

ବାଲ ଧନୁଯାତ୍ରାରେ ରଙ୍ଗସଭା: କମାଲ କଲେ ସତ୍ୟଜିତ

ମଥୁରା ନଗରୀ,୨୭।୧୨:ବରଗଡ଼ ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟଠାରେ ଚାଲିଥିବା ବାଲ ଧନୁଯାତ୍ରାର ଦ୍ବିତୀୟ ଦିବସରେ ମହାରାଜ କଂସଙ୍କ ଦରବାରରେ ରଙ୍ଗସଭା ଅନୁଷ୍ଠିତ ହୋଇଥିଲା। ଏହି...

ଭୁବନେଶ୍ବରରେ ପହଞ୍ଚିଲେ ମୁଖ୍ୟ ନିର୍ବାଚନ କମିଶନର, ପୁରୀରେ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରି କୋଣାର୍କ ଯିବେ

ଭୁବନେଶ୍ବର,୨୭/୧୨: ଭାରତର ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ୩ ଦିନିଆ ଓଡ଼ିଶା ଗସ୍ତ ରହିଥିବା ବେଳେ ସେ ଭୁବନେଶ୍ବରରେ ଆସି ପହଞ୍ଚିଛନ୍ତି । ଆଜି ପୁରୀରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri