ଏହି ଦିନଠୁ ଆରମ୍ଭ ଐତିହାସିକ ଚନ୍ଦନ ଯାତ୍ରା: ଉଠିଲା ଶୁଭଖୁଣ୍ଟ

ଗଞ୍ଜାମ,୨୮।୩(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ ୱାର୍ଡର କରଣ ସାହି ସ୍ଥିତ ଶ୍ରୀ ଶ୍ରୀ ମଦନ ମୋହନ ଗୋପାଳ ସ୍ବାମୀଙ୍କ ପୀଠରେ ଚଳିତ ମାସ ୨୦ରୁ ଐତିହାସିକ ଚନ୍ଦନ ଯାତ୍ରା ଆରମ୍ଭ ହେବାକୁ…

କାର ଉପରେ ପଡ଼ିଲା ଗଛ: ଆଉ ତା’ପରେ ଘଟିଲା…

ପାଟଣା,୨୮।୩(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ଼ ପାଟଣା ପଞ୍ଚାୟତ ଗୁଳୁଦିପଶି ଗ୍ରାମର କ୍ଷେତ୍ରବାସୀ ବାରିକଙ୍କ ଘର ବାହାରେ ଥିବା ଏକ କୋଳି ଗଛ କାର ଉପରେ ପଡ଼ି କାରଟି ଚୁରମାର ହୋଇ…

ଓକିଲ ସଂଘ ନିର୍ବାଚନ: ମଇଦାନରେ ୬ ପ୍ରାର୍ଥୀ, ସରଗରମ କୋର୍ଟ ପରିସର

ପୁରୁଷୋତ୍ତମପୁର,୨୮।୩ (ସବିତା ମିଶ୍ର): ସାରା ରାଜ୍ୟରେ ଓକିଲ ସଂଘ ନିର୍ବାଚନ ଚାଲିଛି। ଏହି ପରିପ୍ରେକ୍ଷୀରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର କୋର୍ଟ ପରିସରରେ ନିର୍ବାଚନ ଉଷ୍ମତା ସରଗରମ ହୋଇଉଠିଛି । ବିଭିନ୍ନ ପଦବୀ ଲାଗି ମଇଦାନରେ…

କେସିଙ୍ଗା ରେଳ ଷ୍ଟେଶନ ପରିଦର୍ଶନ କଲେ ସମ୍ବଲପୁର ରେଳ ପ୍ରବନ୍ଧକ: ସମସ୍ୟା ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

କେସିଙ୍ଗା,୨୮।୩(ତୁମେଶ୍ୱର ସାହୁ): ସମ୍ବଲପୁର ରେଳ ପ୍ରବନ୍ଧକ କେସିଙ୍ଗା ରେଳ ଷ୍ଟେଶନକୁ ଶନିବାର ପରିଦର୍ଶନ କରି ଷ୍ଟେଶନର ବିଭିନ୍ନ ସମସ୍ୟା ଉପରେ ତଦନ୍ତ କରିଥିଲେ। ଏହି ଷ୍ଟେଶନରେ ଯାତ୍ରୀଙ୍କ ପାଇଁ ବିଶେଷ ସୁବିଧା ନ ଥିବାରୁ…

ଘରକୁ ଫେରୁଥିଲେ ଶ୍ରମିକ, ଧକ୍କା ଦେଲା ଟ୍ରାଭେଲର: ଆଉ ତା’ପରେ…

ଲୋଇସିଂହା,୨୮।୩(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ବାଦିମୁଣ୍ଡା- ବଲାଙ୍ଗୀର ରାସ୍ତାର ସରଗାଡରେ ଏକ ଅଜଣା ଗାଡ଼ି ଧକ୍କାରେ ଶନିବାର ଭୋର ସକାଳୁ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ମୃତ ଶ୍ରମିକ ଜଣକ ହେଲେ ସରଗାଡ…

ଖେମୁଣ୍ଡି ଓକିଲ ସଂଘ ନିର୍ବାଚନ: ମଇଦାନରେ ଅଛନ୍ତି ଏମାନେ, ଆଜି ଫଳାଫଳ ଘୋଷଣା

ଦିଗପହଣ୍ଡି,୨୮।୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାର ଶାନ୍ତି ଶୃଙ୍ଖଳାର ସହ ମତଦାନ ଚାଲିଛି।…

ପ୍ରଖ୍ୟାତ ଗଲ୍ଫ ଖେଳାଳି ଟାଇଗର ଉଡ୍ସ ଗିରଫ: ମଦ ପିଇ କରୁଥିଲେ ଏହି କାମ

ଫ୍ଲୋରିଡା,୨୮।୩: ପ୍ରଖ୍ୟାତ ଆମେରିକୀୟ ଗଲ୍ଫ ଖେଳାଳି ଟାଇଗର ଉଡ୍ସ ପୁଣି ଥରେ ବିବାଦରେ ଫସିଛନ୍ତି। ମଦ୍ୟପାନ କରି ଗାଡ଼ି ଚଲାଇବା ସନ୍ଦେହରେ ତାଙ୍କୁ ଫ୍ଲୋରିଡାରେ ଗିରଫ କରାଯାଇଛି। ଉଡ୍ସଙ୍କ କାର ଅନ୍ୟ ଏକ ଗାଡ଼ି ସହିତ ଧକ୍କା ଦେଇଥିଲା, ଯାହା ଫଳରେ…

ଓଲିଙ୍କୁ ବାନ୍ଧିଲା ପୋଲିସ: ଆକ୍ସନ ମୋଡ୍‌ରେ ବାଲେନ୍ଦ୍ର ସରକାର

କାଠମାଣ୍ଡୁ,୨୮।୩: ନେପାଳରେ କ୍ଷମତା ପରିବର୍ତ୍ତନ ସହିତ ବର୍ତ୍ତମାନ ଏକ ରାଜନୈତିକ ଅସ୍ଥିରତା ଦେଖାଦେଇଛି। ବାଲେନ୍ଦ୍ର ଶାହା ସରକାର କ୍ଷମତାକୁ ଆସିବା ପରେ ଆକ୍ସନ ମୋଡ୍‌ରେ ନଜର ଆସିଛନ୍ତି। ନେପାଳ ପୋଲିସ ପୂର୍ବତନ ପ୍ରଧାନମନ୍ତ୍ରୀ କେପି ଶର୍ମା ଓଲିଙ୍କୁ ତାଙ୍କ ବାସଭବନରୁ ହେପାଜତକୁ…

ଆଜିଠୁ ଆଇପିଏଲ୍‌: ମୁହାଁମୁହିଁ ହେବେ ଏହି ୨ ଟିମ୍‌

ବେଙ୍ଗାଲୁରୁ, ୨୮।୩:ଅନ୍ତର୍ଜାତୀୟ ଟି୨୦ରେ ସବୁଠାରୁ ବ୍ୟୟବହୁଳ ଲିଗ୍‌ ଆଇପିଏଲ୍‌ (ଇଣ୍ଡିଆନ ପ୍ରିମିୟର ଲିଗ୍‌)ର ୧୯ଶ ସଂସ୍କରଣ ଶନିବାରଠାରୁ ଆରମ୍ଭ ହେବାକୁ ଯାଉଛି। ଏହା ମେ’ ୩୧ ପର୍ଯ୍ୟନ୍ତ ଚାଲିବ। ଅଂଶଗ୍ରହଣକାରୀ ୧୦ଟି ଦଳକୁ ନେଇ ମୋଟ ୭୪ଟି ମ୍ୟାଚ୍‌ ଅନୁଷ୍ଠିତ ହେବ।…

ଓଲଟିଲା ଟୁରିଷ୍ଟ ବସ୍‌: ଚାଲିଗଲା ୫ ଜୀବନ

ନୟାଗଡ଼,୨୮।୩(ଲୋକନାତ ମିଶ୍ର):ନୟାଗଡ଼ ଜିଲା ଦଶପଲା ବ୍ଲକ ବାଣୀଗୋଛା ଥାନା ବଲାଙ୍ଗୀର ଖୋର୍ଦ୍ଧା ୫୭ ନଂ ଜାତୀୟ ରାଜପଥର ଟାକେରାରେ ଟୁରିଷ୍ଟ ବସ ଓଲଟି ଡ୍ରାଇଭର ସମେତ ୫ ଜଣଙ୍କର ମୃତ୍ୟୁ ହୋଇଛି। ମୃତକ ହେଲେ ବ୍ରହ୍ମପୁର ଅଂଞ୍ଚଳର ଏଲ ହରିପାତ୍ର ଓ…

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର ପ୍ରାଥମିକ ଉଦ୍ଦେଶ୍ୟ ଥିଲା ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ପରେ ଦେଶ ମଧ୍ୟରେ ଉପୁଜିଥିବା…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ ୧୦,୫୯୯ କୋଟି ଟଙ୍କାର ରେକର୍ଡ ବ୍ୟୟବରାଦ କରାଯାଇଛି। ରାଜ୍ୟ ସଭାରେ ଏହି ଗୁରୁତ୍ୱପୂର୍ଣ୍ଣ…

ପଶ୍ଚିମ ଏସିଆ ସଂଘର୍ଷ: ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ; ସାମିଲ ହେଲେ ନାହିଁ ଏସବୁ ରାଜ୍ୟର CM

ନୂଆଦିଲ୍ଲୀ,୨୭।୩: ପଶ୍ଚିମ ଏସିଆରେ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ବିଶ୍ୱସ୍ତରୀୟ ପ୍ରଭାବକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ସହ ଆଲୋଚନା କରିଛନ୍ତି। ଇରାନ-ଇସ୍ରାଏଲ ମଧ୍ୟରେ ଜାରି ରହିଥିବା…

ଯୁଦ୍ଧ ଭିତରେ ମିସାଇଲ କିଣିଲା ଭାରତ, ଥରିଲା ପାକିସ୍ତାନ!

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଭାରତ ରୁଷିଆଠାରୁ ‘ଟୁଙ୍ଗୁସ୍କା’ ଆଣ୍ଟି-ଏୟାରକ୍ରାଫ୍ଟ ଏବଂ ମିସାଇଲ ସିଷ୍ଟମ ହାସଲ କରିବାକୁ ଯୋଜନା କରିଛି। ଏଥିପାଇଁ, ଭାରତ ରୁଷିଆର ରୋସୋବୋରୋନେକ୍ସପୋର୍ଟ ସହିତ 445 କୋଟି ମୂଲ୍ୟର ଏକ ଚୁକ୍ତି ଚୂଡ଼ାନ୍ତ କରିଛି। ଯୁଦ୍ଧକ୍ଷେତ୍ରରେ ଟ୍ୟାଙ୍କ…

ଟେନ୍‌ସନ୍‌ରେ ଆମେରିକା: ଇରାନ ବିକଶିତ କରୁଛି ଏମିତି ଜିନିଷ

ଓ୍ବାଶିଂଟନ୍‌,୨୭।୩: ଯୁଦ୍ଧ ମଧ୍ୟରେ ଇରାନ ଏକ ଜ୍ୟାକେଟ ଯୁକ୍ତ ପରମାଣୁ ବୋମା ବିକଶିତ କରିପାରେ। ଆମେରିକାର ଉପରାଷ୍ଟ୍ରପତି ଜେ.ଡି. ଭାନ୍ସ ଏହି ଚିନ୍ତା ପ୍ରକାଶ କରିଛନ୍ତି। ଭାନ୍ସ କହିଛନ୍ତି, ଇରାନ ବହୁତ ଚତୁରତାର ସହିତ ଆଗକୁ ବଢ଼ୁଛି। ଏହା ଏକ ଏପରି…

ରାପର-ସିଙ୍ଗରଙ୍କ ହାତରେ ଦେଶର ଶାସନ ଭାର

କାଠମାଣ୍ଡୁ,୨୭।୩: ଆଜି ନେପାଳୀ ରାଜନୀତିରେ ଏକ ଐତିହାସିକ ମୁହୂର୍ତ୍ତ ପ୍ରକାଶ ପାଇଛି। ବାଲେନ ଶାହ – ଜଣେ ରାପର୍‌ ଇଞ୍ଜିନିୟର – ଶୁକ୍ରବାର ନେପାଳର ପ୍ରଧାନମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି। ୩୫ ବର୍ଷ ବୟସରେ, ସେ ନେପାଳର ସବୁଠାରୁ କମ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୨୭ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୬ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୫ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୪ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୩ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୨ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୧ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୦ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୭ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୮ ମାର୍ଚ୍ଚ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri