Posted inଜାତୀୟ

‘ବିଜୟ ଜ୍ୟୋତି’ ଜଳାଇଲେ ରାଜନାଥ

ନୂଆଦିଲ୍ଲୀ,୧୫ା୭(ପି.ଟି.): ଅପରେଶନ୍‌ ବିଜୟର ୨୦ତମ ବାର୍ଷିକୀ ଅବସରରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ରବିବାର ଜାତୀୟ ଯୁଦ୍ଧ ସ୍ମାରକୀଠାରେ ‘ବିଜୟ ଜ୍ୟୋତି’ ଜଳାଇଛନ୍ତି। ଏହି ବିଜୟ ଜ୍ୟୋତିକୁ ସେନାର ଏକ ମୋଟରସାଇକ୍ଲିଷ୍ଟ ଟିମ୍‌ ୧୧ଟି ସହର ଓ ମହାନଗର ପରିକ୍ରମା କରାଇ ୨୬ ତାରିଖ ବିଜୟ ଦିବସରେ ଦ୍ରାସ୍‌ସ୍ଥିତ କାର୍ଗିଲ ଯୁଦ୍ଧ ସ୍ମାରକସ୍ଥଳୀରେ ପହଞ୍ଚାଇବେ। ଯୁଦ୍ଧରେ ଦେଶ ପାଇଁ ପ୍ରାଣବଳୀ ଦେଇଥିବା ଯବାନମାନଙ୍କୁ ସମ୍ମାନ ଜଣାଇ ପ୍ରତିବର୍ଷ ଜୁଲାଇ ୨୬ରେ କାର୍ଗିଲ ବିଜୟ ଦିବସ ପାଳନ କରାଯାଇଥାଏ। ଜାତୀୟ ଯୁଦ୍ଧ ସ୍ମାରକୀଠାରେ ଥିବା ଅମର ଯବାନ ଜ୍ୟୋତିଠାରେ ରାଜନାଥ ଓ ସେନାଧ୍ୟକ୍ଷ ଜେନେରାଲ ବିପିନ୍‌ ରାଓ୍ବତ ଶହୀଦମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟାଟା ପାୱାର କାର୍ଯ୍ୟାଳୟ ଘେରାଉ କଲା କଂଗ୍ରେସ: ଦେଲା ଚେତାବନୀ, ଦାବି ପୂରଣ ନ ହେଲେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): କଂଗ୍ରେସ ପକ୍ଷରୁ ବିଭିନ୍ନ ଦାବି ନେଇ ସୋମବାର ଭଞ୍ଜନଗର ଟାଟା ପାୱାର କାର୍ଯ୍ୟାଳୟ ଘେରାଉ କରାଯାଇଛି। ଦାବି ଗୁଡ଼ିକ ହେଲା ଅତିରିକ୍ତ ସୁରକ୍ଷା...

ଜାତୀୟସ୍ତରରେ ଓଡ଼ିଶୀ ନୃତ୍ୟ ପଦର୍ଶନ କରିବେ ଛତ୍ରପୁର ଜୟ ଗଣେଶ କଳା ବିକାଶ କେନ୍ଦ୍ରର ଛାତ୍ରୀ

ଛତ୍ରପୁର,୨୯।୧୨(ଦିଲ୍ଲୀପ ସାମଲ): ଭାରତ ସରକାର ଅଧୀନସ୍ଥ ସାଂସ୍କୃତିକ ବିକାଶ ପ୍ରତିଷ୍ଠାନ ଏବଂ ସ୍ମୃତି ସାଂସ୍କୃତିକ ସଂଘ ପକ୍ଷରୁ ପୁରୀଠାରେ ଅନ୍ତର୍ଜାତୟ ମେଗା ନୃତ୍ୟ ଏବଂ ସଙ୍ଗୀତ...

ଗୋଟିଏ ନମ୍ବରରେ ୨ ଗାଡ଼ି: ଜଣେ ଭୁଲ କଲେ ଅନ୍ୟ ଜଣଙ୍କୁ ଆସୁଛି ଚାଲାଣ

ଛତ୍ରପୁର,୨୯ା୧୨ (ଦିଲ୍ଲୀପ ସାମଲ) ଜଣେ ଗାଡ଼ି ଚାଳକ ପ୍ରଦୂଷଣ ପ୍ରମାଣପତ୍ର କରିବାକୁ କେନ୍ଦ୍ରକୁ ଆସିଥିବା ବେଳେ ତାଙ୍କ ଗାଡ଼ିରେ ଚାଲାଣ କଟିଥିବାରୁ ହୋଇପାରିଲା ନାହିଁ। ଏହା...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ: ଗୁମ୍ମା ଭଲିବଲ ଟିମ ବିଜୟୀ

ଦିଗପହଣ୍ଡି,୨୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ଦ୍ୱିତୀୟ ଦିବସରେ ସୋମବାର କ୍ୱାର୍ଟର ଫାଇନାଲ...

ମେଲବୋର୍ନ ପିଚ୍‌କୁ ନେଇ ବଢିଲା ଅସନ୍ତୋଷ: ମିଳିଲା ଡିମେରିଟ୍‌ ପଏଣ୍ଟ

ଦୁବାଇ, ୨୯ା୧୨: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ଚତୁର୍ଥ ଆଶେସ ଟେଷ୍ଟ ଖେଳାଯାଇଥିବା ମେଲବୋର୍ନ ପିଚ୍‌କୁ ନେଇ ଅସନ୍ତୋଷ ପ୍ରକାଶ କରିବା ସହ ଶୃଙ୍ଖଳାଗତ ପଦକ୍ଷେପ...

ଟି୨୦ ବୋଲିଂରେ ନୂଆ ବିଶ୍ୱ ରେକର୍ଡ, ଜାଣନ୍ତୁ…

ନୂଆଦିଲ୍ଲୀ,୨୯ା୧୨: ଭୂଟାନ ସ୍ପିନର ସୋନମ ୟେଶେ ଏକ ଅନ୍ତର୍ଜାତୀୟ ପୁରୁଷ ଟି୨୦ କ୍ରିକେଟ ମ୍ୟାଚରେ ୮ ଉଇକେଟ ହାସଲ କରିବାରେ ପ୍ରଥମ ବୋଲର ହେବାର ଗୌରବ...

ପାଉଁଶ ଗାଡ଼ିକୁ ଫେରାଇଲେ ପୂର୍ବତନ ସମିତି ସଭ୍ୟ

ବ୍ରଜରଜନଗର ୨୯ା୧୨(ବିଜୟ ବରାଡ଼): ଝାରସୁଗୁଡ଼ା ଜିଲାରେ ଥିବା ବିଭିନ୍ନ କାରଖାନାରୁ ନିର୍ଗତ ପାଉଁଶକୁ ଗାଡ଼ିରେ ଲୋଡ଼ କରି ଠିକା କମ୍ପାନୀମାନେ ଚାରିଆଡେ ପକାଉଛନ୍ତି। ଏ ନେଇ...

ମା’ଙ୍କ ଆଶିଷ ପାଇଁ ୪୫ ବର୍ଷର ପ୍ରତୀକ୍ଷା ଅନ୍ତ: ଜମିଲା ଆଦିବାସୀଙ୍କ ‘ଟୋକିମରା’ ପର୍ବ, ଦେଖିବାକୁ ହଜାର ହଜାର ଭକ୍ତଙ୍କ ସମାଗମ

ଥୁଆମୂଳ ରାମପୁର, ୨୯।୧୨ (ଦୁର୍ଗା କୀର୍ତ୍ତି): ବଣ ପାହାଡ଼ ଘେରା କଳାହାଣ୍ଡିର ଶାନ୍ତ ପରିବେଶ ଏବେ ମାଦଳର ତାଳେ ତାଳେ ଉତ୍ସବମୁଖର। କଳାହାଣ୍ଡି ଜିଲା ଥୁଆମୂଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri