ଛତ୍ରପୁର,୨୬।୪(ଡି.ଏନ୍.ଏ.): ଗଞ୍ଜାମ ଜିଲାରେ ନୂତନ ଆର୍ଟିଓ ଭାବେ ମାନସ ସାହୁ କାର୍ଯ୍ୟରେ ଯୋଗଦେଇଛନ୍ତି। ପୂର୍ବରୁ ସେ ବରଗଡ଼ ଜିଲାରେ ଆର୍ଟିଓ ଭାବେ ଦାୟିତ୍ୱ ସମ୍ଭାଳିଥିଲେ। ଏବେ ଗଞ୍ଜାମରେ ସେ ଯୋଗଦେବା ପରେ ତାଙ୍କୁ କର୍ମଚାରୀମାନେ ପୁଷ୍ପଗୁଚ୍ଛ ଦେଇ ସ୍ବାଗତ କରିଥିବା ଜଣାପଡ଼ିଛି।
ଛତ୍ରପୁର,୨୬।୪(ଡି.ଏନ୍.ଏ.): ଗଞ୍ଜାମ ଜିଲାରେ ନୂତନ ଆର୍ଟିଓ ଭାବେ ମାନସ ସାହୁ କାର୍ଯ୍ୟରେ ଯୋଗଦେଇଛନ୍ତି। ପୂର୍ବରୁ ସେ ବରଗଡ଼ ଜିଲାରେ ଆର୍ଟିଓ ଭାବେ ଦାୟିତ୍ୱ ସମ୍ଭାଳିଥିଲେ। ଏବେ ଗଞ୍ଜାମରେ ସେ ଯୋଗଦେବା ପରେ ତାଙ୍କୁ କର୍ମଚାରୀମାନେ ପୁଷ୍ପଗୁଚ୍ଛ ଦେଇ ସ୍ବାଗତ କରିଥିବା ଜଣାପଡ଼ିଛି।
ବାରିପଦାରେ,୧୭।୧୨: ମୟୂରଭଞ୍ଜ ଜିଲା ବାରିପଦା ସହରରେ ଏକ ଅମାନବୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରାଯାଇଥିବା ନେଇ ସାଂଘାତିକ...
ଗଞ୍ଜାମ,୧୭।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ଲକ୍ଷ୍ମୀପୁର ଗାଁରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା। ଗାଁ ମଝିରେ ରାସ୍ତା...
ଭବାନୀପାଟଣା,୧୭।୧୨(ଉତ୍ତମ କୁମାର ଦାଶ): ରାଜ୍ୟ ଭାଜପା ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ମଙ୍ଗଳବାର କଳାହାଣ୍ଡି ଜିଲା ଭାଜପା ସଭାପତି ଯୁଗଳ କିଶୋର ପୋଢ଼ ଜିଲାର...
ଅମରପାଲି,୧୭/୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବହଲପଦର ପଞ୍ଚାୟତର ହୋତାପାଲି ( ସୁରଧାପାଲି) ଠାରେ ନିର୍ମାଣ ହେବାକୁ ଥିବା ଏକ କମ୍ୟୁନିଟି ସେଣ୍ଟର...
ଦେବଗଡ,୧୭।୧୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୁରୁଣା ଡାକ୍ତରଖାନାରେ ୨୪ ଘଣ୍ଟିଆ ସ୍ବାସ୍ଥ୍ୟସେବା ଦାବିରେ ବନ୍ଦ ଡାକରା ଦେଇଛି ଜିଲା ମହିଳା ଏକତା ମଞ୍ଚ। ସକାଳ ୬ରୁ...
ଅମରପାଲି,୧୭ା୧୨(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲଶ ବୀରମହାରାଜପୁର ବ୍ଲକର ଉପାନ୍ତ ଅଞ୍ଚଳରେ କିଡ଼ନୀ ରୋଗରେ ୮ ଦିନ ମଧ୍ୟରେ ୩ ଜଣଙ୍କ ମୃତ୍ୟୁ ଘଟିଥିଲା। ଏନେଇ ଧରିତ୍ରୀରେ ଖବର...
ଦାରିଙ୍ଗବାଡି,୧୭।୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଶୀତ ମହୋତ୍ସବ ନେଇ ତୃତୀୟଥର ପାଇଁ ପ୍ରସ୍ତୁତି ବୈଠକ ବ୍ଲକ ସଭାଗୃହ ଠାରେ ହୋଇଯାଇଛି। ବିଡ଼ିଓ ତଥା...
ଭଞ୍ଜନଗର,୧୭।୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଗ୍ରାମ୍ୟ ପାଇପ ଜଳ ଯୋଗାଣ ବିଭାଗ ଅଧୀନରେ ରାଜ୍ୟର ସବୁଠୁ ବଡ ମେଗା ପାନୀୟ ଜଳ ଯୋଗାଣ ପ୍ରକଳ୍ପ କାର୍ଯ୍ୟ...
