ଅପରାଜିତାଙ୍କ ଶୋଭାଯାତ୍ରା ଉପରକୁ ଟମାଟୋ ମାଡ଼

ପୁରୀ ଅଫିସ,୨୭।୪: ଏମ୍‌ପି ଅପରାଜିତା ଷଡଙ୍ଗୀଙ୍କ ପୁରୀ ଗସ୍ତକୁ ନେଇ ରାଜନୈତିକ ମହଲରେ ବିତର୍କ ଆରମ୍ଭ ହୋଇଛି। ସେ ଐତିହ୍ୟ କରିଡର ପ୍ରକଳ୍ପକୁ ବିରୋଧ କରି ଶ୍ରୀମନ୍ଦିର ବଞ୍ଚାଅ ଅଭିଯାନ ପଦଯାତ୍ରାରେ ସାମିଲ ହେବା କାର୍ଯ୍ୟକ୍ରମ ରହିଥିଲା। ହେଲେ ପୁରୀ ପ୍ରଶାସନ ପକ୍ଷରୁ ଅନୁମତି ନ ମିଳିବାରୁ ସେ କେବଳ ମହାପ୍ରଭୁଙ୍କ ଦର୍ଶନ ପାଇଁ ପୁରୀ ଯିବେ ବୋଲି କୁହାଯାଇଥିଲା। ବୁଧବାର କିନ୍ତୁ ସେ ପୁରୀରେ ପହଞ୍ଚିବା ପରେ ପୁଣି ପଦଯାତ୍ରାରେ ବାହାରିଥିଲେ। ଏହି ସମୟରେ ଅପରାଜିତାଙ୍କ ଶୋଭାଯାତ୍ରା ଉପରକୁ ଟମାଟୋ ମାଡ଼ କରାଯାଇଛି ।

ଡାକ୍ତରଖାନା ଛକରୁ ପଦଯାତ୍ରାରେ ବାହାରିଥିବା ଅପରାଜିତା ଶ୍ରୀମନ୍ଦିର କାର୍ଯ୍ୟାଳୟ ସମ୍ମୁଖରେ ହୋଇଥିବା ବେଳେ ତାଙ୍କ ଶୋଭାଯାତ୍ରା ଉପରକୁ ଟମାଟୋ ମାଡ କରାଯାଇଥିଲା। ଟମାଟୋ ଫିଙ୍ଗିଥିବା ଯୁବକଙ୍କୁ ଚିହ୍ନଟ କରାଯାଇଛି। ଟମାଟୋ ଫିଙ୍ଗିଥିବା ସଂପୃକ୍ତ ବ୍ୟକ୍ତି ଯୁବ କଂଗ୍ରେସ କର୍ମୀ ବୋଲି କୁହାଯାଉଛି। ଅପରପକ୍ଷେ ଯୋଜନାବଦ୍ଧ ଭାବେ କରାଯାଇଛି ବୋଲି ପୂର୍ବରୁ ଯୋଜନା ହୋଇଥିବା ଭାଜପା କର୍ମୀ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଖଡ଼ି ମହାନଦୀ ଅବବାହିକାରେ ୧୬୫ ପାଣିଚିରି, ୮୨ ଅଣ୍ଡା ଦେଲେ, ୩୫ ଛୁଆ ଫୁଟି ବାହାରିଲେ

ଖୁଣ୍ଟୁଣୀ, ୫।୫(ସଚ୍ଚିଦାନନ୍ଦ ପଣ୍ଡା): ପୃଥିବୀରେ ଇଣ୍ଡିଆନ୍‌ ସ୍କିମର ବା ପାଣିଚିରି ଏକ ବିରଳ ପ୍ରଜାତିର ପକ୍ଷୀ। ବିଶ୍ୱରେ ପକ୍ଷୀ ଗଣନା ଅନୁସାରେ ଏହି ପକ୍ଷୀର ସଂଖ୍ୟା...

ବିଜେଡି ଛାଡିବେ ସମୀର ଦାଶ! ଟ୍ବିଟ କରି ଧନ୍ୟବାଦ ଦେଲେ…

ଭୁବନେଶ୍ୱର,୫।୫: ବିଜେଡି ଛାଡିବେ କି ନିମାପଡା ବିଧାୟକ ସମୀର ଦାଶ! ଏନେଇ କଳ୍ପନାଜଳ୍ପନାର ଅନ୍ତ ଘଟୁ ନ ଥିବାବେଳେ ତାଙ୍କ ଟ୍ବିଟ ରାଜ୍ୟ ରାଜନୀତିକୁ ସରଗରମ...

ଏକତରଫା ପ୍ରେମର ଭୟଙ୍କର ପରିଣତି, ସ୍ତ୍ରୀଙ୍କୁ ଗାଡ଼ି ଚଢାଇ ହତ୍ୟା ଉଦ୍ୟମ କଲେ ସ୍ୱାମୀ

ଭୁବନେଶ୍ୱର,୫।୫: ରାଜଧାନୀ ଭୁବନେଶ୍ୱରରେ ଅଭାବନୀୟ ଘଟଣା। ପ୍ରେମରେ ବିଫଳ ହେବାରୁ, ଗାଡ଼ି ଚଢାଇ ହତ୍ୟା ଯୋଜନା କଲା ଅଭିଯୁକ୍ତ। ସ୍ତ୍ରୀକୁ ଗାଡ଼ି ଚଢାଇ ହତ୍ୟା ଉଦ୍ୟମ...

ଘରେ ମରାମତି କରୁଥିବା ବେଳେ ଅଘଟଣ: ପୁଅଙ୍କୁ ବିଦ୍ୟୁତ୍‌ ଆଘାତରୁ ବଞ୍ଚାଇବାକୁ ଯାଇ ବାପା ମୃତ, ମା’ ଗୁରୁତର

ଯାଜପୁର,୫।୫(ହର୍ଷବର୍ଦ୍ଧନ ବେହେରା): ଯାଜପୁର ରୋଡ଼ ଥାନା ବେଙ୍ଗପାଟିଆ ଗ୍ରାମରେ ରବିବାର ଅଘଟଣ ଘଟିଛି। ବିଦ୍ୟୁତ୍‌ ଆଘାତରେ ବାପ ଓ ପୁଅଙ୍କ ମୃତ୍ୟୁ ହୋଇଥିବା ବେଳେ ମା’...

ପାଣ୍ଡିଆନଙ୍କ ବ୍ରହ୍ମପୁର ସମ୍ପର୍କ, କହିଲେ ଝିଅ ପାଇଛି ଏହିଠୁ…

ଭୁବନେଶ୍ୱର,୫।୫: ଶନିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ବିଜେଡି ନେତା ଭିକେ ପାଣ୍ଡିଆନ ୪ଟି ଜିଲାର ୩ ଲୋକ ସଭା ଆସନରେ ମାରାଥନ ପ୍ରଚାର କରିଛନ୍ତି।...

ଘରୁ ମତଦାନ କରିବେ ବରିଷ୍ଠ ମତଦାତା

ଭୁବନେଶ୍ୱର,୫ା୫(ଅନିଲ ଦାସ): ପ୍ରତିଟି ଭୋଟ ମୂଲ୍ୟବାନ। ଭାରତୀୟ ଗଣତନ୍ତ୍ରକୁ ପରିପୁଷ୍ଟ କରିବାରେ ପ୍ରତି ଭୋଟରଙ୍କ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ତେଣୁ ଯେଉଁ ମତଦାତାମାନେ ମତଦାନ କେନ୍ଦ୍ରକୁ...

‘ସର୍ଭେ ନାମରେ ହିତାଧିକାରୀ ଆଧାରିତ ଯୋଜନା ବନ୍ଦ କର’

ଭୁବନେଶ୍ୱର,୫ା୫(ଅନିଲ ଦାସ): ଚଳିତ ଏକକାଳୀନ ସାଧାରଣ ନିର୍ବାଚନ-୨୦୨୪କୁ ମୁକ୍ତ, ଅବାଧ, ନିରପେକ୍ଷ ଓ ସ୍ବଚ୍ଛ କରିବା ପାଇଁ ଭାରତ ନିର୍ବାଚନ କମିଶନ ଆଦର୍ଶ ଆଚରଣ ବିଧିର...

ହାତ ମିଶାଇଲେ ସୌମ୍ୟ-ଅନୁଭବ, ଖଣ୍ଡପଡ଼ାରେ ହେବ ବଡ଼ ଲଢେଇ

ବ୍ରହ୍ମପୁର,୫।୫: ଖଣ୍ଡପଡ଼ାରେ ରୋଚକ ହେଉଛି ବିଧାନସଭା ଲଢେଇ। ହାତ ମିଶାଇଛନ୍ତି ବିଜେଡିରୁ ନିଲମ୍ବିତ ଖଣ୍ଡପଡା ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକ ଏବଂ ପୂର୍ବତନ ବିଧାୟକ ଅନୁଭବ ପଟ୍ଟନାୟକ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri