ରାଜ୍ୟ ସଭା ନିର୍ବାଚନ ପାଇଁ ନିଯୁକ୍ତ ହେଲେ ରିଟର୍ନିଂ ଅଫିସର

ଭୁବନେଶ୍ୱର,୨୮।୨(ବ୍ୟୁରୋ): ରାଜ୍ୟ ସଭା ନିର୍ବାଚନ ପାଇଁ ନିର୍ବାଚନ କମିଶନ ରିଟର୍ନିଂ ଅଫିସରଙ୍କୁ ନିଯୁକ୍ତି ଦେଲେ। ବିଷ୍ଣୁ ପ୍ରସାଦ ମିଶ୍ରଙ୍କୁ ରିଟର୍ନିଂ ଅଫିସର ଓ ଗଙ୍ଗାଧର ମଲ୍ଲିକଙ୍କୁ ଆସିଷ୍ଟାଣ୍ଟ ରିଟର୍ନିଂ ଅଫିସର ଭାବେ ନିଯୁକ୍ତି କମିଶନ ଦେଇଛନ୍ତି।
ତେବେ ଜୁଲାଇ ସୁଦ୍ଧା ରାଜ୍ୟ ସଭା ନିର୍ବାଚନ ଶେଷ ହେବ। ଏମ୍‌ପି ଏନ୍‌. ଭାସ୍କର ରାଓ, ପ୍ରସନ୍ନ ଆଚାର୍ଯ୍ୟ ଓ ସସ୍ମିତ ପାତ୍ରଙ୍କର କାର୍ଯ୍ୟକାଳ ଶେଷ ହେଉଛି। ଭାସ୍କର ରାଓ ଓ ପ୍ରସନ୍ନ ଆଚାର୍ଯ୍ୟ ୨୦୧୬ ଜୁନ ୩ରେ ରାଜ୍ୟ ସଭାକୁ ନିର୍ବାଚିତ ହୋଇଥିଲେ । ସେମାନଙ୍କ କାର୍ଯ୍ୟକାଳ ୨୦୨୨ ଜୁନ ୨ରେ ଶେଷ ହେବ ।

ସେହିପରି ସସ୍ମିତ ପାତ୍ର ୨୦୧୯ ଜୁନ ୨୮ରେ ରାଜ୍ୟ ସଭା ଯାଇଥିଲେ । ପ୍ରଥମେ ଏହି ଆସନରେ ବିଷ୍ଣୁ ଚରଣ ଦାସ ୨୦୧୬ ଜୁନ ୩ରେ ନିର୍ବାଚିତ ହୋଇଥିଲେ। ଏହାପରେ ୨୦୧୭ ମେ ୧୮ରେ ତାଙ୍କ ସ୍ଥାନରେ ଯାଇଥିଲେ ପ୍ରତାପ କେଶରୀ ଦେବ । ତାଙ୍କ ପରେ ୨୮ ଜୁନ ୨୦୧୯ରେ ସସ୍ମିତ ପାତ୍ର ସେହି ଆସନକୁ ପୁନଃ ନିର୍ବାଚିତ ହୋଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଟିକେଟ୍ କଟିବା ପରେ ବିଧାୟକ ବିଜୟ ଶଙ୍କରଙ୍କୁ ନୂଆ ଦାୟିତ୍ୱ ଦେଲା ବିଜେଡି

ଭୁବନେଶ୍ୱର,୪ା୫(ଅନିଲଦାସ): ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ବିଜୁ ଜନତା ଦଳର ବିଭିନ୍ନ କର୍ମକର୍ତ୍ତାଙ୍କୁ ନିଯୁକ୍ତି ଦିଆଯାଇଛି। କୁଳମଣି ସାମଲଙ୍କୁ ବିଜୁ ଜନତା ଜଳର...

ରାଜ୍ୟ ସରକାରଙ୍କ ସଫଳତା ବିରୋଧୀ ଗ୍ରହଣ କରିପାରୁନାହାନ୍ତି: ନବୀନ

କୋରାପୁଟ,୪ା୫(ଅମିତାଭ ବେହେରା)-କୋରାପୁଟରେ ଶନିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମାରାଥାନ ନିର୍ବାଚନ ପ୍ରଚାର କରିଛନ୍ତି। ରାଜ୍ୟ ସରକାରଙ୍କ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ବିରୋଧୀମାନେ ଗ୍ରହଣ କରି ନପାରି...

ଧର୍ମେନ୍ଦ୍ର ପ୍ରଧାନଙ୍କୁ ପାଣ୍ଡିଆନଙ୍କ ଖୋଲା ଚ୍ୟାଲେଞ୍ଜ, ଦମ ଅଛି ତ…

ପାରଳାଖେମୁଣ୍ଡି,୪ା୫: ପାରାଳାଖେମୁଣ୍ଡିରେ ନବୀନଙ୍କ ପ୍ରଚାର ସଭାରେ ଧର୍ମେନ୍ଦ୍ରଙ୍କ ନାଁ ନନେଇ ଖୋଲା ଚ୍ୟାଲେଞ୍ଜ ଦେଲେ କାର୍ତ୍ତିକ ପାଣ୍ଡିଆନ। ଦମ ଅଛି ତ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ରଙ୍କୁ ମୁଖ୍ଯମନ୍ତ୍ରୀ...

ସମୀର ଦାଶଙ୍କୁ ପ୍ରାର୍ଥୀ କରିବା ପାଇଁ ସମର୍ଥକଙ୍କ ଶେଷ ପ୍ରୟାସ, ସମୂହ ଇସ୍ତଫା ଦେଲେ ସମର୍ଥକ!

ପୁରୀ,୪ା୫: ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଧାନସଭା ନିର୍ବାଚନ ପାଇଁ ପ୍ରାର୍ଥୀମାନଙ୍କ ଶେଷ ପର୍ଯ୍ୟାୟ ତାଲିକା ଘୋଷଣା କରି ସାରିଥିଲେ ମଧ୍ୟ ଆଶା...

ଓଡିଶାର ସବୁଠାରୁ ଗରିବ ଏମପି ପ୍ରାର୍ଥୀ , ପାଖରେ ମାତ୍ର ଏତିକି ଟଙ୍କା

ଭୁବନେଶ୍ୱର,୪।୫: କୁହାଯାଏ ପାଖରେ ଟଙ୍କା ନ ଥିଲେ ରାଜନୀତି କରି ହୁଏନି। ପ୍ରଚାର ଠାରୁ ଆରମ୍ଭ କରି ପୋଷ୍ଟର ଛାପିବା ଯାଏଁ ବିଡା ବିଡା ଟଙ୍କା...

ସ୍କୁଲ ମାଟି ମାଡି ନ ଥିବା ଓଡିଶାର ବିଧାୟକ ପ୍ରାର୍ଥୀ, ଜାଣନ୍ତୁ ରୋଚକ ତଥ୍ୟ

ଭୁବନେଶ୍ୱର,୪।୫: ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରାର୍ଥିପତ୍ର ଦାଖଲ ସରିଛି। ୪ ଲୋକ ସଭା ଆସନ ବ୍ରହ୍ମପୁର, କଳାହାଣ୍ଡି, କୋରାପୁଟ ଓ ନବରଙ୍ଗପୁରର ନାମାଙ୍କନ...

ତର୍କରା ଡ୍ୟାମ୍‌ରେ ଗାଧୋଇଲା ବେଳେ ଅଘଟଣ: ୨ ନିଖୋଜ ଯୁବକଙ୍କ ମୃତଦେହ ଉଦ୍ଧାର

ରାଉରକେଲା,୪ା୫(ସଙ୍ଗୀତା ଜେନା): ରଘୁନାଥପାଲୀ ଥାନା ଜଲଦା ଫାଣ୍ଡି ଅନ୍ତର୍ଗତ ତର୍କରା ଡ୍ୟାମ୍‌ ଶନିବାର ଅପରାହ୍ନରେ ଗାଧୋଇବାକୁ ଯାଇ ୨ ଜଣ ଯୁବକଙ୍କ ସଲୀଲ ସମାଧୀ ଘଟିଥିବା...

ବିଜୟ ପଟ୍ଟନାୟକ ଅସୁସ୍ଥ, ଭୁବନେଶ୍ୱର ଫେରିଲେ

ଭୁବନେଶ୍ୱର,୪।୫: କଂଗ୍ରେସର ବରିଷ୍ଠ ନେତା ତଥା ପାରଳାଖେମୁଣ୍ଡି ବିଧାନସଭା ପ୍ରାର୍ଥୀ ବିଜୟ ପଟ୍ଟନାୟକ ଅସୁସ୍ଥ। ପ୍ରଚଣ୍ଡ ଖରାରେ ପ୍ରଚାର କରିବା ଯୋଗୁ ତାଙ୍କୁ ଅଂଶୁଘାତ ହୋଇଯାଇଥିଲା।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri