ଶୁକ୍ରବାରଠାରୁ ସିଂହଦ୍ୱାର ଓ ପଶ୍ଚିମ ଦ୍ୱାର ଦେଇ ଦର୍ଶନ କରିବେ ଭକ୍ତ

ପୁରୀ ଅଫିସ, ୨୮।୪: ଶ୍ରୀମନ୍ଦିର ସିଂହଦାର ଓ ପଶ୍ଚିମ ଦ୍ୱାର ଦେଇ ଶୁକ୍ରବାରଠାରୁ ଦର୍ଶନ କରିପାରିବେ ଭକ୍ତ। ଏହାସହ ଉତ୍ତର ଓ ଦକ୍ଷିଣ ଦ୍ୱାର ଦେଇ ଭକ୍ତ ପ୍ରସ୍ଥାନ କରିବେ । ତେବେ ଆସନ୍ତା ମେ’୩ରେ ପବିତ୍ର ଅକ୍ଷୟ ତୃତୀୟା ଅବସରରେ ମହାପ୍ରଭୁଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ ହେବାକୁ ଥିବାରୁ ଶ୍ରୀକ୍ଷେତ୍ରରେ ଭକ୍ତଙ୍କ ଭିଡ ଜମିବ। ଏହାକୁ ଦୃଷ୍ଟିରେ ରଖି ଏଭଳି ନିିଷ୍ପତ୍ତି ନିଆଯାଇଛି। ସେହିପରି ମହାପ୍ରଭୁଙ୍କ ଚନ୍ଦନ ଯାତ୍ରା ଅବସରରେ ଭକ୍ତ କିଭଳି କୋଭିଡ଼ ନିୟମ ମାନିବା ସହ ଶୃଙ୍ଖଳିତ ଭାବେ ଦର୍ଶନ କରିବା ନେଇ ଜିଲା ଓ ପୋଲିସ ପ୍ରଶାସନ ବିଶେଷ ଧ୍ୟାନ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଦ୍ମଶ୍ରୀ ମାଗୁଣି କୁଅଁର ଗୁରୁତର: ହସ୍ପିଟାଲରେ ଭର୍ତ୍ତି

କେନ୍ଦୁଝର,୩୦।୪ (ନରେଶ ଚନ୍ଦ୍ର ପଟ୍ଟନାୟକ): ବିଶିଷ୍ଠ କାଠି କଣ୍ଢେଇ ନୃତ୍ୟ ଗୁରୁ ତଥା ପଦ୍ମଶ୍ରୀ ମାଗୁଣି ଚରଣ କୁଅଁର ମଙ୍ଗଳବାର ଅସୁସ୍ଥ ହୋଇ କେନ୍ଦୁଝର ଜିଲା...

ଟ୍ବିନ୍‌ ସିଟିକୁ ରେର୍ଡ ଆର୍ଲଟ୍‌ ଜାରି

ଭୁବନେଶ୍ୱର,୩୦।୪: ରାଜ୍ୟରେ ପ୍ରବଳ ଖରାତାତି ସହ ଗୁଳୁଗୁଳି ଜାରି ରହିଛି। ଏବେ ଆହୁରି ୪ଦିନ ଏପରିସ୍ଥିତି ଲାଗି ରହିବା ସମ୍ଭାବନା ଥିବାବେଳେ ଆସନ୍ତା ଦୁଇଦିନ ଭୀଷଣ...

ବିଜେଡି ବିଧାୟକଙ୍କ ରାଲିରେ ମାଡିଗଲା ଟ୍ରକ୍‌: ୩ ଆହତ

ଭୁବନେଶ୍ୱର,୩୦।୪: କଟକ ଜିଲା ବଡମ୍ବାରେ ବିଜେଡି ବିଧାୟକଙ୍କ ରାଲି ଉପରକୁ ମାଡିଗଲା ଟ୍ରକ୍‌। ଏହି ଦୁର୍ଘଟଣାରେ ୩ ଜଣ ଗୁରୁତର ଆହତ ହୋଇଥିବା ଜଣାପଡିଛି। ବଡମ୍ବା...

ଏନ୍‌କାଉଣ୍ଟରେ ୪ ମାଓବାଦୀ ନିପାତ

ରାୟପୁର/ମାଲକାନଗିରି,୩୦।୪: ଏନକାଉଣ୍ଟରେ ମଙ୍ଗଳବାର ୪ ମାଓବାଦୀ ଟଳିପଡିଛନ୍ତି। ଛତିଶଗଡର ନାରାୟଣପୁର ଆବୁଜମାଡ ଜଙ୍ଗଲରେ ସୁରକ୍ଷାକର୍ମୀ ଏବଂ ମାଓବାଦୀ ମଧ୍ୟରେ ହୋଇଥିବା ଗୁଳିବିନିମୟରେ ୪ ମାଓବାଦୀ ନିହତ...

ଭାଜପା କର୍ମୀ ସମ୍ମିଳନୀ, ମିଶ୍ରଣ ପର୍ବ

କାମାକ୍ଷାନଗର,୩୦।୪(ସୁଧୀର ପରିଡ଼ା): ଢେଙ୍କାନାଳ ଜିଲା କଙ୍କଡାହାଡ଼ ବ୍ଲକ ଦଶୀପୁର, କଣ୍ଟାପାଳ ଓ ବିରିବୋଲେଇ ପଞ୍ଚାୟତରେ ଭାଜପାର କର୍ମୀ ସମ୍ମିଳନୀ ଓ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି।...

ବିଜେଡିରେ ମିଶିଲେ ଜିଲା ଯୁବ କଂଗ୍ରେସ ପୂର୍ବତନ ସଭାପତି

ଢେଙ୍କାନାଳ,୩୦ା୪(ରତନ ନାୟାର): ଢେଙ୍କାନାଳ ସହର ଗଣେଶ ମଣ୍ଡପଠାରେ ରବିବାର ବିଜେଡି ପକ୍ଷରୁ ଏକ ମିଶ୍ରଣପର୍ବ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲା ଯୁବ କଂଗ୍ରେସର ପୂର୍ବତନ ସଭାପତି...

କଣ୍ଟେନରରେ ଲାଗିଲା ଭୟଙ୍କର ନିଆଁ: ଲକ୍ଷାଧିକ ଟଙ୍କା ସମ୍ପତ୍ତି ନଷ୍ଟ

କଟକ, ୩୦।୦୪ (କାର୍ତ୍ତିକ ସାହୁ): ଜଗତପୁର ଥାନା ଅନ୍ତର୍ଗତ ନଜରପୁରଠାରେ ଥିବା ଶ୍ରମିକ ମାନଙ୍କର ରହିବା ପାଇଁ ଛ’ଟି କଣ୍ଟେନରରେ ସୋମବାର ବିଳମ୍ବିତ ରାତି ପ୍ରାୟ...

ଚିନ୍ତା ବଢ଼ାଇଲାଣି ଜଙ୍ଗଲ ନିଆଁ

ନୟାଗଡ଼,୩୦।୪(ଲୋକନାଥ ମିଶ୍ର): ନୟାଗଡ଼ ବନଖଣ୍ଡ ଓ ମହାନଦୀ ବନ୍ୟପ୍ରାଣୀ ବନଖଣ୍ଡରେ ଜଙ୍ଗଲରେ ଲାଗୁଥିବା ନିଆଁ ଚିନ୍ତା ବଢାଇ ଦେଲାଣି। ଅଗ୍ନିବର୍ଷା ବେଳେ ଜଙ୍ଗଲର ନିଆଁର ତାତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri