କାର୍ଯ୍ୟାନୁଷ୍ଠାନ: ଆଇଏଫ୍‌ଏସ୍‌ ଅଭୟ ପାଠକଙ୍କ ସମ୍ପତ୍ତି ଜବତ କଲା ଇଡି

ଭୁବନେଶ୍ୱର,୨୯।୪(ବ୍ୟୁରୋ): ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ପୂର୍ବତନ ଆଇଏଫ୍‌ଏସ ଅଧିକାରୀ ଅଭୟକାନ୍ତ ପାଠକଙ୍କ ୨୯.୮୩ ଲକ୍ଷ ଟଙ୍କାର ସମ୍ପତ୍ତିକୁ ଜବତ କରିଛି। ପ୍ରିଭେନସନ ଅଫ ମନି ଲଣ୍ଡ୍ରିଂ ଆକ୍ଟ(ପିଏମଏଲଏ) ଅନ୍ତର୍ଗତ ପାଠକଙ୍କ ଆୟ ବହିର୍ଭୂତ ସମ୍ପତ୍ତି ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଇଡି ଏହି ସମ୍ପତ୍ତିକୁ ଜବତ କରିବା ପରେ ପାଠକ ଏସବୁର ଉପଯୋଗ କରିପାରିବେ କିନ୍ତୁ ଏହାକୁ ବିକ୍ରି କିମ୍ବା କାହାରିକୁ ହସ୍ତାନ୍ତର କରିପାରିବେ ନାହିଁ ବୋଲି ଜଣାପଡ଼ିଛି।

ପ୍ରକାଶ ଯେ, ପାଠକଙ୍କ ବିରୋଧ ଦୁର୍ନୀତି ଅଭିଯୋଗ ଆଣି ରାଜ୍ୟ ଭିଜିଲାନ୍ସ ୨୦୨୦ ନଭେମ୍ବର ୨୭ତାରିଖରେ ତାଙ୍କୁ ଗିରଫ କରିଥିଲା । ରାଜ୍ୟ ସରକାରଙ୍କ ସୁପାରିଶ ଆଧାରରେ କେନ୍ଦ୍ର ସରକାର ୨୦୨୧ ମେ’ ମାସରେ ତାଙ୍କୁ ବାଧ୍ୟତାମୂଳକ ଅବସର ଦେଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

ତୃତୀୟ ଥର ପାଇଁ ସଭାପତି ହେଲେ ସୁନେଶ

କେନ୍ଦୁଝର,୧୨।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ପୂର୍ବତନ ଜିଲା ଛାତ୍ର କଂଗ୍ରେସ କମିଟି ସଭାପତି ତଥା ଜିଲା ଯୁବ କଂଗ୍ରେସ ସଭାପତି ସୁନେଶ ଧୀର ପୁଣି କେନ୍ଦୁଝର ଜିଲା...

ବାରବାଟୀରେ ଏକାକୀ ପ୍ରାକ୍ଟିସ କଲେ ହାର୍ଦ୍ଦିକ ପାଣ୍ଡ୍ୟା

କଟକ,୭ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମ୍‌ରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବାକୁ ଥିବା ପ୍ରଥମ ଟି-୨୦ ମ୍ୟାଚ ପାଇଁ କ୍ରିକେଟ୍‌...

ପୁତ୍ର ବିଚ୍ଛେଦରୁ ମୁକୁଳି ପାରୁନାହାନ୍ତି ହ୍ୟୁମାନଙ୍କ ମାଆ, ସ୍ତ୍ରୀ କହିଲେ ”ମୁଁ ୩୦ ବର୍ଷରେ ସ୍ବାମୀ ହରାଇଲି”

ବଲାଙ୍ଗୀର,୭ା୧୨: ଲୋକପ୍ରିୟ ଗାୟକ ହ୍ୟୁମାନ ସାଗରଙ୍କ ଶ୍ରଦ୍ଧାଞ୍ଜଳି ସଭାରେ ପୁଣି ଥରେ ପୁଅର ମୃତ୍ୟୁ ପାଇଁ ପୂର୍ବରୁ କରିଥିବା ଅଭିଯୋଗକୁ ଦୋହରାଇଛନ୍ତି ତାଙ୍କ ମାଆ ।...

ଜାନୁୟାରୀ ୮ରୁ ଶ୍ରୀରାମଚରିତ ମାନସ ପାରାୟଣ: ଯୋଗଦେବେ ସୁନାମଧନ୍ୟ ପ୍ରବକ୍ତା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବଡ଼ ବ୍ରାହ୍ମଣସାହି ସ୍ଥିତ ଶ୍ରୀ ଗୋପାଳଜୀ ମଠ ପରିସରରେ ରବିବାର ଶ୍ରୀ ରାମଦୟା ପରିଷଦ ଦିଗପହଣ୍ଡି ଶାଖା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri