ବାର୍ଦ୍ଧକ୍ୟ ଭତ୍ତା ବୃଦ୍ଧି ଦାବିରେ ଧାରଣା

ଭୁବନେଶ୍ୱର, ୩୦।୪(ବ୍ୟୁରୋ): ୫ଦଫା ଦାବି ନେଇ ଭତ୍ତା ହିତାଧିକାରୀମାନେ ଶୁକ୍ରବାର ବିଏମ୍‌ସି ଅଫିସ୍‌ ଆଗରେ ଧାରଣା ଦେଇଥିଲେ। ବାର୍ଦ୍ଧକ୍ୟ ଭତ୍ତା ପରିମାଣକୁ ୨ହଜାର ଟଙ୍କାକୁ ବୃଦ୍ଧି, ହରିଜନ ଓ ଆଦିବାସୀଙ୍କ ପାଇଁ ବାର୍ଦ୍ଧକ୍ୟ ଭତ୍ତାର ବୟସରେ ୫ ବର୍ଷ କୋହଳ କରିବା, ଗତ ୩ ବର୍ଷ ଧରି ବାର୍ଦ୍ଧକ୍ୟ ଭତ୍ତା ପାଇଁ ଆବେଦନ କରିଥିବା ହିତାଧିକାରୀଙ୍କୁ ତୁରନ୍ତ ଭତ୍ତା ପ୍ରଦାନ ବ୍ୟବସ୍ଥା କରିବା, ସ୍ବାମୀ ପରିତ୍ୟକ୍ତାଙ୍କୁ ଭତ୍ତା ଏବଂ ବ୍ୟାଙ୍କ ଜରିଆରେ ଭତ୍ତା ପାଇବାରେ ଅସୁବିଧା ଭୋଗ କରୁଥିବା ହିତାଧିକାରୀଙ୍କ ପାଇଁ ବିକଳ୍ପ ବ୍ୟବସ୍ଥା ଆଦି ଦାବିରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ବିଏମ୍‌ସି ଅତିରିକ୍ତ କମିଶନର ଲକ୍ଷ୍ମୀକାନ୍ତ ସେଠୀଙ୍କୁ ସ୍ମାରକପତ୍ର ପ୍ରଦାନ କରାଯାଇଛି। ସେବା ପ୍ରତିନିଧି ପକ୍ଷରୁ ନୀଳମଣି ମିଶ୍ର, ସହଯୋଗୀ ସଞ୍ଜୟ ପରିଡ଼ା, ସୌଦାମିନୀ ସାମଲ, ସାମାଜିକ କର୍ମୀ ହୃଷୀକେଶ ଭୋଇ, ଭାଷା ଆନ୍ଦୋଳନ ଆବାହକ ପବିତ୍ର ମହାରଥା ପ୍ରମୁଖ ସ୍ମାରକପତ୍ର ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନ ଖେଳାଳିଙ୍କ ସହ ହାତ ମିଳାଇବେ ବୈଭବ ସୂର୍ଯ୍ୟବଂଶୀ! ଏସିଆ କପ ପୂର୍ବରୁ ICC ରଖିଲା ଏମିତି ଦାବି

ନୂଆଦିଲ୍ଲୀ,୧୧।୧୨: ୧୯ ବର୍ଷରୁ କମ ଏସିଆ କପ ୨୦୨୫ ଡିସେମ୍ବର ୧୨ ତାରିଖରେ ଆରମ୍ଭ ହେବ। ଭାରତର ୧୯ ବର୍ଷରୁ କମ ଦଳର ନେତୃତ୍ୱ ଆୟୁଷ...

ଅର୍ଶଦୀପଙ୍କ ପାଇଁ ଭୟଙ୍କର ଦିନ: ଗୋଟିଏ ଓଭରରେ ପକାଇଲେ ୭ ୱାଇଡ୍

ମୁଲାନପୁର,୧୧ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଗୁରୁବାର ମୁଲାନପୁରରେ ଖେଳାଯାଉଥିବା ଦ୍ୱିତୀୟ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ରେ ଭାରତୀୟ ପେସ୍ ବୋଲର ଅର୍ଶଦୀପ ସିଂହ ଏକ...

‘ମୁଣ୍ଡରେ କଫନ୍ ବାନ୍ଧି କଂଗ୍ରେସର ସଂସ୍କାର ପାଇଁ ବାହାରିଛି’: ମହମ୍ମଦ ମୋକିମ୍

କଟକ,୧୧ା୧୨: ଓଡ଼ିଶା କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ମହମ୍ମଦ ମୋକିମ୍‌ ଦଳର ସଂସ୍କାର ଆଣିବା ଉଦ୍ଦେଶ୍ୟରେ ବାହାରିଥିବା କହିଛନ୍ତି। ପୂର୍ବରୁ ପିସିସି ସଭାପତି...

Bahraich Violence: ବହରାଇଚ ହିଂସା ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ, ଅନ୍ୟ ନଅ ଜଣଙ୍କୁ ଆଜୀବନ କାରାଦଣ୍ଡ

ନୂଆଦିଲ୍ଲୀ,୧୧।୧୨: ବହରାଇଚ ହିଂସାର ମୁଖ୍ୟ ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ ଦିଆଯାଇଛି। ଅନ୍ୟ ନଅ ଜଣ ଅଭିଯୁକ୍ତଙ୍କୁ ମଧ୍ୟ ଆଜୀବନ କାରାଦଣ୍ଡ ଦିଆଯାଇଛି। ଗୁରୁବାର କୋର୍ଟ ରାମଗୋପାଳ...

ଦୁର୍ଘଟଣାରେ ଚାଲିଗଲା ଜୀବନ: ବାଇକ୍‌ ଚାଳକ ଗିରଫ

କୋକସରା,୧୧ା୧୨ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଗତ ୩ ତାରିଖ ରାତିରେ ନିଆଁ ପୁଇଁବା ସମୟରେ ବାଇକ୍‌ ଧକ୍କାରେ କୋକସରା ଥାନା ଡାଲଗୁମା ଗ୍ରାମର ଅଶୋକ କୁମାର...

ଫୁଟବଲ ମ୍ୟାଚ୍‌ ପରେ ପାକିସ୍ତାନ ଖେଳାଳିଙ୍କ ମଧ୍ୟରେ ମାରପିଟ୍‌: ଭିଡିଓ ଭାଇରାଲ

କରାଚୀ,୧୧ା୧୨: ପାକିସ୍ତାନ ଆର୍ମି ଏବଂ ଓ୍ବାପଡା ଦଳ ମଧ୍ୟରେ ଖେଳାଯାଇଥିବା ନ୍ୟାଶନାଲ ଗେମ୍ସ ଫୁଟବଲ ସେମିଫାଇନାଲ ପରେ ଦୁଇ ଦଳର ଖେଳାଳି ଓ ଅଫିସିଆଲ୍ସ ପରସ୍ପରକୁ...

ପତ୍ନୀଙ୍କୁ ହତ୍ୟାକରି ମୃତ ଶରୀରକୁ ବ୍ଲେଣ୍ଡରରେ ପୁରାଇ ପ୍ୟୁରି ବନାଇଦେଲେ ସ୍ବାମୀ…, ପୂର୍ବତନ ମିସ୍‌ ସ୍ବିଜରଲ୍ୟାଣ୍ଡଙ୍କ ସ୍ବାମୀ ଅଭିଯୁକ୍ତ

ବେର୍ନ,୧୧।୧୨: ପୂର୍ବତନ ମିସ ସ୍ବିଜରଲ୍ୟାଣ୍ଡ ଫାଇନାଲିଷ୍ଟ କ୍ରିଷ୍ଟିନା ଜୋକ୍ସିମୋଭିକଙ୍କ ସ୍ବାମୀଙ୍କ ବିରୋଧରେ ହତ୍ୟା ଅଭିଯୋଗ ଆସିଛି। ସ୍ବିସ କର୍ତ୍ତୃପକ୍ଷ କହିଛନ୍ତି ଯେ ସନ୍ଦିଗ୍ଧ ବ୍ୟକ୍ତି କ୍ରୋଧରେ...

ଟସ୍‌ ଜିତିଲା ଭାରତ: ସୂର୍ଯ୍ୟକୁମାରଙ୍କୁ ମିଳିଲା ବଡ଼…

ଚଣ୍ଡିଗଡ,୧୧।୧୨: ଦକ୍ଷିଣ ଆଫ୍ରିକା ବିପକ୍ଷରେ ଦ୍ୱିତୀୟ ଟି-୨୦ରେ ଭାରତୀୟ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହି ମ୍ୟାଚ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri