Posted inଜାତୀୟ

ଦେଶର ନ୍ୟାୟିକ ବ୍ୟବସ୍ଥାକୁ ସୁଦୃଢ କରିବାକୁ ପ୍ରଧାନମନ୍ତ୍ରୀଙ୍କ ଅପିଲ

ନୂଆଦିଲ୍ଲୀ, ୩୦।୪: ନୂଆଦିଲ୍ଲୀର ବିଜ୍ଞାନ ଭବନରେ ଶନିବାର ଅନୁଷ୍ଠିତ ହେଇଥିବା ମୁଖ୍ୟମନ୍ତ୍ରୀ ଓ ହାଇକୋର୍ଟ ମୁଖ୍ୟ ବିଚାରପତିମାନଙ୍କ ମିଳିତ ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଦ୍‌ବୋଧନ ଦେଇଛନ୍ତି। ଦେଶର ନ୍ୟାୟିକ ବ୍ୟବସ୍ଥାକୁ ସୁଦୃଢ କରିବାକୁ ପ୍ରଧାନମନ୍ତ୍ରୀ ଅପିଲ କରିଛନ୍ତି। ସେ କହିଛନ୍ତି, ନ୍ୟାୟ ସୁଲଭ ଏବଂ ସମସ୍ତଙ୍କ ପାଇଁ ହେବା ଆବଶ୍ୟକ। ନ୍ୟାୟ ପ୍ରକ୍ରିୟାରେ ବିଳମ୍ବ ନ ହେବ ସେଥିପ୍ରତି ଧ୍ୟାନ ହେବା ଉଚିତ୍‌। ଆହୁରି ମଧ୍ୟ କହିଛନ୍ତି ଯେ, ନ୍ୟାୟପାଳିକାରେ ବି ବୈଷୟିକ ଜ୍ଞାନକୈଶଳକୁ ଗୁରୁତ୍ୱ ଦିଆଯାଉଛି। କୋର୍ଟରେ ଖାଲି ଥିବା ପଦବୀ ପୂରଣ ପାଇଁ ପ୍ରକ୍ରିୟା ଜାରି ରହିଛି। ସେହିପରି ସ୍ଥାନୀୟ ଭାଷାକୁ ମଧ୍ୟ ପ୍ରୋତ୍ସାହନ ଦେବାର ଆବଶ୍ୟକତା ରହିଛି ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହାଇଦ୍ରାବାଦରେ ‘ଓଡ଼ିଶା ନିବେଶକ ସମ୍ମିଳନୀ’: ପ୍ରଥମ ଦିନରେ ମିଳିଲା ୧୯,୫୦୦ କୋଟି ଟଙ୍କାର ନିବେଶ ପ୍ରସ୍ତାବ

ଭୁବନେଶ୍ୱର,୧୮ା୧୨: ହାଇଦ୍ରାବାଦରେ ଆୟୋଜିତ ଦୁଇ ଦିନିଆ ‘ଓଡ଼ିଶା ଇନଭେଷ୍ଟର ମିଟ୍’ର ପ୍ରଥମ ଦିନରେ ରାଜ୍ୟ ପାଇଁ ପୁଞ୍ଜିନିବେଶର ସୁଅ ଛୁଟିଛି। ଏହି ଅବସରରେ ଓଡ଼ିଶା ପ୍ରାୟ...

ରେଳଯାତ୍ରୀଙ୍କୁ ବଡ଼ ଝଟ୍‌କା: ପ୍ଲେନ୍‌ ଭଳି ଏବେ…

ନୂଆଦିଲ୍ଲୀ, ୧୮।୧୨: ଟ୍ରେନ୍‌ ଯାତ୍ରା କରୁଥିବା ଯାତ୍ରୀମାନେ ନିର୍ଦ୍ଧାରିତ ସୀମାରୁ ଅଧିକ  ସାମଗ୍ରୀ ନେଲେ ଶୁଳ୍କ ଦେବାକୁ ପଡ଼ିବ। ଏନେଇ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ...

ଓଡ଼ିଶାରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ: ମା’ ସହ ମିଶି ଶାଶୁଙ୍କୁ ହତ୍ୟା କଲେ ବୋହୂ, ୮ ମାସ ତଳେ…

ଅନୁଗୋଳ,୧୮ା୧୨(ଜ୍ୟୋତିରଞ୍ଜନ ସାହୁ): ମାତ୍ର ୮ ମାସ ତଳେ ଘରକୁ ଆସିଥିବା ବୋହୂ ନେଇଛନ୍ତି ଶାଶୁଙ୍କ ଜୀବନ। ପାରିବାରିକ କଳହରୁ ମା’ ସହ ମିଶି ଶାଶୁ କୁନି...

ଈଶାନ କିସାନଙ୍କ ଧୂଆଁଧାର ଶତକ: ସୟଦ ମୁସ୍ତାକ ଅଲି ଟ୍ରଫି ଜିତିଲା ଝାଡ଼ଖଣ୍ଡ

ପୁନେ,୧୮ା୧୨: ଅଧିନାୟକ ଇଶାନ କିଶନଙ୍କ ଧୂଆଁଧାର ଶତକ ବଳରେ ଝାଡ଼ଖଣ୍ଡ କ୍ରିକେଟ ଦଳ ଏକ ନୂଆ ଇତିହାସ ରଚିଛି। ଗୁରୁବାର ପୁଣେର MCA ଷ୍ଟାଡିୟମଠାରେ ଅନୁଷ୍ଠିତ...

ଭୁବନେଶ୍ୱର ଏମ୍‌ସକୁ ଯିବ ସ୍ୱତନ୍ତ୍ର ‘ଆମ୍ବୁଲାନ୍ସ କରିଡର’: ଆଉ ଟ୍ରାଫିକ୍‌ରେ ଫସିବେନି ରୋଗୀ

ଭୁବନେଶ୍ୱର,୧୮ା୧୨: ଜରୁରୀକାଳୀନ ସ୍ଥିତିରେ ରୋଗୀଙ୍କୁ ସୁରକ୍ଷିତ ଓ ଶୀଘ୍ର ହସ୍ପିଟାଲରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାର ଏକ ବଡ଼ ମାଷ୍ଟରପ୍ଲାନ୍ ପ୍ରସ୍ତୁତ କରିଛନ୍ତି। ଭୁବନେଶ୍ୱର ଖଣ୍ଡଗିରି...

୫୬,୦୦୦ ପାକିସ୍ତାନୀ ଭିକାରିଙ୍କୁ ତଢ଼ିଲା ସାଉଦି ଆରବ

ନୂଆଦିଲ୍ଲୀ,୧୮ା୧୨: ପାକିସ୍ତାନର ପେଶାଦାର ଭିକାରୀମାନେ ଏବେ ବିଶ୍ୱ ସ୍ତରରେ ଦେଶ ପାଇଁ ଏକ ବଡ଼ ଅପମାନର କାରଣ ସାଜିଛନ୍ତି। ନିକଟରେ ସାଉଦି ଆରବ ପ୍ରାୟ ୫୬,୦୦୦...

୧୪ ଲକ୍ଷର ଗାଡ଼ିରେ ୧୦ ଲକ୍ଷ ଟଙ୍କା ମୋଡିଫିକେସନ ଖର୍ଚ୍ଚ, ବ୍ୟାକଫୁଟରେ ସରକାର

ଭୁବନେଶ୍ୱର,୧୮ା୧୨: ଓଡ଼ିଶା ବନ ବିଭାଗ ପକ୍ଷରୁ କିଣାଯାଇଥିବା ମହିନ୍ଦ୍ରା ‘ଥର୍’ ଗାଡ଼ିର ମୋଡିଫିକେସନ ଖର୍ଚ୍ଚକୁ ନେଇ ଏବେ ବଡ଼ ବିବାଦ ମୁଣ୍ଡ ଟେକିଛି। ୫୧ଟି ଥର୍...

ନିତିନ ଗଡ଼କରୀଙ୍କୁ ଭେଟିଲେ ପ୍ରିୟଙ୍କା ଗାନ୍ଧୀ: ଆଲୋଚନାରେ ଉଠିଲା ‘ଭାଇ-ଭଉଣୀ’ କଥା

ନୂଆଦିଲ୍ଲୀ,୧୮ା୧୨: କେରଳର ବିକାଶମୂଳକ କାର୍ଯ୍ୟକୁ ନେଇ କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନିତିନ ଗଡ଼କରୀଙ୍କୁ ଭେଟିଛନ୍ତି ୱାୟାନାଡ୍ ସାଂସଦ ପ୍ରିୟଙ୍କା ଗାନ୍ଧୀ ଭାଦ୍ରା।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri