Posted inଫୁରସତ

ବୁଡିବେନି ଏଇ ହ୍ରଦରେ; ପହଁରା ନ ଶିଖିଥିବା ଲୋକ ବି…

ପାଣିକୁ ଅନେକେ ଡରନ୍ତି। ସମୁଦ୍ର, ହ୍ରଦ ଦେଖିଲେ ତ ବୁଡିଯିବା ଭୟରେ ସେମାନଙ୍କ ଦେହ ଥରିଯାଏ। କିନ୍ତୁ ଆମେ ଏମିତି ଏକ ହ୍ରଦ ବିଷୟରେ କହିବୁ ଯାହା ମଧ୍ୟକୁ ଗଲେ ପାଣିକୁ ଭୟ କରୁଥିବା ମଣିଷଙ୍କ ଭୟ ଦୂର ହୋଇଯିବ। କାରଣ ଏହି ହ୍ରଦରେ କେହି କେବେ ବୁଡିବେ ନାହିଁ। ଏକଥା ଶୁଣି ଆଶ୍ଚର୍ଯ୍ୟ ଲାଗୁଥିବ। କିନ୍ତୁ ଏମିତି ଏକ ହ୍ରଦ ଇଜିପ୍ଟସ୍ଥ ମିଶରର ପଶ୍ଚିମ ଭାଗରେ ଥିବା ମରୁଭୂମିରେ ଅଛି। ଅନେକେ ଏହାକୁ ଜାଦୁ ହ୍ରଦ ବି କହନ୍ତି। କାରଣ ଏହାର ପାଣିରେ ଜଣେ ଚାହିଁଲେ ବି ବୁଡିପାରିବ ନାହିଁ ବରଂ ଭାସିବେ। ‘ସିଓ୍ବା ଓଏସିସ୍‌’ ନାମକ ଏହି ହ୍ରଦ ମିଶରରେ ‘ସଲ୍ଟ ଲେକ୍‌’ ନାମରେ ବି ପରିଚିତ। ଏଠାରେ ସବୁବେଳେ ପର୍ଯ୍ୟଟକଙ୍କ ଭିଡ ଜମେ। କାରଣ ପହଁରା ନ ଶିଖିଥିବା ଲୋକ ବି ପାଣିରେ ଭାସିବାର ମଜା ଏଠାରେ ଉଠାଇପାରନ୍ତି। ତେବେ ଏଭଳି ହେବା ପଛର କାରଣ ହେଉଛି, ଏହି ଜଳରେ ୯୫%ରୁ ଉର୍ଦ୍ଧ୍ୱ ଲବଣର ମାତ୍ରା ରହିଛି। ଉକ୍ତ ହ୍ରଦ ଜଳର ରଙ୍ଗ ସମ୍ପୂର୍ଣ୍ଣଭାବେ ନୀଳ ଓ ଗଭିରତା ୪ ମିଟର।


Enter your email to get our daily news in your inbox.

All Right Reserved By Dharitri.Com

ଏମିତି ସହର, ଯେଉଁଠି ସବୁକିଛି ଧଳା, କୋଠାରୁ ଆରମ୍ଭ କରି…

ସମସ୍ତେ ରଙ୍ଗକୁ ଭଲ ପାଆନ୍ତି। ରଙ୍ଗୀନ ଘର, ରଙ୍ଗଜୀନ କୋଠା ସମସ୍ତଙ୍କୁ ଆକର୍ଷିତ କରେ। ଆପଣ ଜାଣନ୍ତି କି, ବିଶ୍ୱରେ ଏପରି ଏକ ସହର ଅଛି...

ଆଜି ଜାତୀୟ ଗଣିତ ଦିବସ: ଅଧିକ ଗବେଷଣା ପ୍ରତି ଆଗ୍ରହ ଆବଶ୍ୟକ

ଗଣିତର ବିକାଶ ବିନା କୌଣସି ସଭ୍ୟତାର ବିକାଶ ସମ୍ଭବ ନୁହେଁ। ଆଜକୁ ୪୦୦୦ ବର୍ଷ ପୂର୍ବେ ଭାରତର ଉତ୍ତର-ପଶ୍ଚିମାଞ୍ଚଳରେ ଗଢ଼ିଉଠିଥିବା ସିନ୍ଧୁ ସଭ୍ୟତାର ଭଗ୍ନାବଶେଷରୁ ସେମାନଙ୍କର...

ଭାରତରେ କାହା ପାଖରେ ଅଛି ପରମାଣୁ ବୋମାର ରିମୋଟ କଣ୍ଟ୍ରୋଲ, ଆକ୍ରମଣ ପାଇଁ କିଏ ନିର୍ଦ୍ଦେଶ ଦେଇପାରିବ ଜାଣନ୍ତୁ

ନୂଆଦିଲ୍ଲୀ,୨୨।୧୨: ସାଧାରଣ ଜନତା ପ୍ରାୟତଃ ପରମାଣୁ ଅସ୍ତ୍ର ବିଷୟରେ ଅନେକ ପ୍ରଶ୍ନ କରନ୍ତି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପ୍ରଶ୍ନ ହେଉଛି ଭାରତରେ ଏହି ଅସ୍ତ୍ରଗୁଡ଼ିକ ଉପରେ ପ୍ରକୃତ...

ଏହି ମୁସଲମାନ ଦେଶରୁ ମିଳିଲା ୪୫୦୦ ବର୍ଷର ପୁରୁଣା ସୂର୍ଯ୍ୟମନ୍ଦିର

କାଇରୋ,୨୧ା୧୨: ମିଶରର ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥା ମିଶରର ରାଜଧାନୀ କାଇରୋରେ ଏକ ଆବିଷ୍କାର କରିଛି, ଯାହା ବିଶ୍ୱକୁ ଆଶ୍ଚର୍ଯ୍ୟ କରିଛି। ଏଠାରେ ପ୍ରାୟ ୪,୫୦୦ ବର୍ଷ...

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ, ବୁଲିବା ପାଇଁ ବେଷ୍ଟ ଯାଗା

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ...

Top 5 Beaches of Odisha: ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ସମୁଦ୍ର କୂଳ, ପିକନିକ୍‌ ପ୍ଲାନିଂ କରୁଥିଲେ ଜାଣି ନିଅନ୍ତୁ

ପୁରୀ ଓଡ଼ିଶାର ପୂର୍ବ ଉପକୂଳରେ ଅବସ୍ଥିତ ପୁରୀ ବେଳାଭୂମି। ଜଗନ୍ନାଥ ଧାମ ନିକଟରେ ଥିବା ଏହି ବେଳାଭୂମିର ସୌନ୍ଦର୍ଯ୍ୟ ଅବଲୋକନ କରିବାକୁ ଦୈନିକ ଲକ୍ଷଲକ୍ଷ ପର୍ଯ୍ୟଟକଙ୍କ...

ଜାଣିଛନ୍ତି କି ପେଟ୍ରୋଲ-ଡିଜେଲ ବି ହୁଏ ଏକ୍ସପାରୀ, ଏତିକି ଦିନ ଯାଏ ରଖିପାରିବେ…

ଅଧିକାଂଶ ଲୋକ ବିଶ୍ୱାସ କରନ୍ତି ଯେ ଥରେ ଟ୍ୟାଙ୍କରେ ଭର୍ତ୍ତି କରି କିମ୍ୱା କ୍ୟାନରେ ସଂରକ୍ଷଣ କରିଦେଲେ, ଇନ୍ଧନ ସବୁଦିନ ପାଇଁ ରହିଥାଏ। କିନ୍ତୁ ଏହା...

ଶାଢି ନଥିବାବେଳେ କ’ଣ ପିନ୍ଧୁଥିଲେ ମହିଳା? ୯୯% ଜାଣି ନ ଥିବେ ସତ

ପ୍ରତିବର୍ଷ ଡିସେମ୍ୱର 21 ତାରିଖରେ ବିଶ୍ୱ ଶାଢ଼ି ଦିବସ ପାଳନ କରାଯାଏ। ଶାଢ଼ି ହେଉଛି ଏକ ପାରମ୍ପରିକ ଭାରତୀୟ ମହିଳା ପୋଷାକ, ଯାହା ଶରୀରରେ ପୋଷାକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri