ବୁଦାମୂଳରୁ ମିଳିଲା ନରକଙ୍କାଳ, ପୋଲିସର ତନାଘନା ଜାରି

ରାୟଗଡ଼ା ଅଫିସ,୧।୫: ୩୨୬ ନମ୍ବର ଜାତୀୟ ରାଜପଥ ରାୟଗଡା ଜେକେପୁର ମୁଖ୍ୟ ରାସ୍ତାର ରିଲାଏନ୍ସ ମଲ୍‌ ନିକଟ ଇଣ୍ଡିଆନ ପେଟ୍ରୋଲ ପମ୍ପ ସମ୍ମୁଖ ଅନ୍ନପୂର୍ଣ୍ଣା ରାଇସ ମିଲ୍‌ ନିକଟ ଏକ ବୁଦାମୂଳରୁ ପୋଲିସ ଏକ ନରକଙ୍କାର ଜବତ କରିଛି। ଜବତ କଙ୍କାଳ ଜଣେ ପୁରୁଷ ବ୍ୟକ୍ତିଙ୍କର ବୋଲି ଜଣାପଡିଛି।
ଏପରି କି ବୁଦାମୂଳରୁ ଏକ ପ୍ଲାଷ୍ଟିକ ଦଉଡ଼ି ସହ ପ୍ୟାଣ୍ଟ, ଶାର୍ଟ ଜବତ କରାଯାଇଛି। ବ୍ୟକ୍ତି ଜଣକ ଆତ୍ମହତ୍ୟା କରିଥିବା ପୋଲିସ ଅନୁମାନ କରିଥିବା ବେଳେ ଘଟଣାର ଅଧିକ ତଦନ୍ତ ଚଳାଇଛି। ପୋଲିସ କଙ୍କାଳର ନମୁନା ସଂଗ୍ରହ କରି ପରୀକ୍ଷା ପାଇଁ ବ୍ରହ୍ମପୁର ପଠାଇଛି। ଘଟଣା ସ୍ଥଳରେ ରାୟଗଡା ଟାଉନ ଥାନା ଆଇଆଇସି ରଶ୍ମି ରଞ୍ଜନ ପ୍ରଧାନ ପହଞ୍ଚି ତଦନ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ପ୍ରାୟ ଏକ ଦଶନ୍ଧି ପୂର୍ୱରୁ ମହାରାଷ୍ଟ୍ର ପଶ୍ଚିମଘାଟ ପର୍ୱତମାଳା ଆଖପାଖ ଗାଁଗୁଡ଼ିକରେ ଜଳସଙ୍କଟ ଯୋଗୁ କୃଷିରେ ବାଧା ଉପୁଜୁଥିଲା। ସେଠାକାର ବୋର୍‌ଓ୍ୱେଲ କାମ କରୁ ନ...

ଖଜୁରି ଗଛର କି ଗୁଣ ଗାଇବି

ଦେଶର ସମ୍ୱିଧାନ କହେ ଆଇନ ଦୃଷ୍ଟିରେ ସମସ୍ତେ ସମାନ। ହେଲେ ବାସ୍ତବ କ୍ଷେତ୍ରରେ ତାହାର କାର୍ଯ୍ୟାନ୍ୱୟନ ବା ଅନୁପାଳନ ବେଳେ ହୁଏ କିନ୍ତୁ ଠିକ୍‌ ତା’ର...

ତହସିଲଦାରଙ୍କ ସରକାରୀ ଗାଡ଼ି ଜବତ: ସିଲ୍‌ କରିବାକୁ ଯିବାବେଳେ…

ଢେଙ୍କାନାଳ,୧୧।୧୨ (ରତନ ନାୟାର): ଜମି ଅଧିଗ୍ରହଣ ବାବଦ କ୍ଷତିପୂରଣ ପ୍ରଦାନ ନିମନ୍ତେ ଅଦାଲତଙ୍କ ନିର୍ଦ୍ଦେଶକୁ ଅବମାନନା କରି ଢେଙ୍କାନାଳ ସଦର ତହସିଲଦାର ସ୍ବାଧୀନ କୁମାର ବେହେରା...

ବିଲୁପ୍ତି ପଥେ ନୀଳରକ୍ତ କଙ୍କଡ଼ା

ମାନବ ଜାତି ପାଇଁ ପରମ ଉପକାରୀ ବନ୍ଧୁ ହେଉଛି ବିରଳ ନୀଳରକ୍ତ କଙ୍କଡ଼ା। ତା’ର ନୀଳରକ୍ତର କଣିକାରେ ଭରି ରହିଛି ଅମୂଲ୍ୟ ଔଷଧୀୟ ଗୁଣ। ବାଲେଶ୍ୱର...

ଚନ୍ଦାହାଣ୍ଡି ଧରିତ୍ରୀ ଖବରଦାତା ଦିଲୀପ ଦାସଙ୍କ ପରଲୋକ

ନବରଙ୍ଗପୁର,୧୧।୧୨(ସଦାଶିବ ପ୍ରହରାଜ):ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ବ୍ଲକ୍‌ ଧରିତ୍ରୀ ଖବରଦାତା ଦିଲୀପ ଦାସ (୫୪)ଙ୍କ ବୁଧବାର ସକାଳ ୯ଟାରେ ପରଲୋକ ଘଟିଛି। ସେ ୨୦୦୯ରୁ ଧରିତ୍ରୀ ଖବରଦାତାଭାବେ...

ସମୟ ଧାରାରେ ଚକ୍ରବୃଦ୍ଧି ସୁଧ

ଚକ୍ରବୃଦ୍ଧି ସୁଧ (କମ୍ପାଉଣ୍ଡ ଇଣ୍ଟରେଷ୍ଟ)ର ଧାରଣା ମାନବ ଇତିହାସରେ ସବୁଠୁ ଶକ୍ତିଶାଳୀ ତଥା ବିପଜ୍ଜନକ ଆବିଷ୍କାର। ଏହି ଶବ୍ଦ ସଂସ୍କୃତ ଶବ୍ଦକୋଷ ଓ ବୈଧ-ଅର୍ଥନୈତିକ ସାହିତ୍ୟରେ...

ଓଏଏସ୍‌ସ୍ତରରେ ବଡ଼ ଧରଣର ଅଦଳବଦଳ, ୨୩ ଓଏଏସ୍‌ଙ୍କୁ…

ଭୁବନେଶ୍ୱର,୧୧ା୧୨ (ରବିନାରାୟଣ ଜେନା): ରାଜସ୍ୱ ବିଭାଗ ପକ୍ଷରୁ ବୁଧବାର ୨୩ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌) ଅଧିକାରୀଙ୍କ ବଦଳି କରାଯାଇଛି। ବିଭାଗର ବିଜ୍ଞପ୍ତି ଅନୁଯାୟୀ, ମୋ-ସ୍କୁଲ ଅଭିଯାନର...

ଅନ୍ତର୍ଜାତୀୟ ପର୍ବତ ଦିବସ: ହିମବାହର ଆବଶ୍ୟକତାକୁ ଗୁରୁତ୍ୱ

ପ୍ରତିବର୍ଷ ଡିସେମ୍ବର ୧୧ରେ ପାଳିତ ହୋଇଥାଏ ‘ଅନ୍ତର୍ଜାତୀୟ ପର୍ବତ ଦିବସ’। ପର୍ବତର ଗୁରୁତ୍ୱ ବିଷୟରେ ସଚେତନତା ସୃଷ୍ଟି, ପର୍ବତ ବିକାଶରେ ସୁଯୋଗ ଓ ପ୍ରତିବନ୍ଧକକୁ ଉଜାଗର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri