ଯୁଦ୍ଧ ମଧ୍ୟରେ କାହିଁକି ଭାଇରାଲ ହେଲା ଟ୍ରମ୍ପଙ୍କ ପୁରୁଣା ବୟାନ? ଜାଣନ୍ତୁ କ’ଣ କହିଛନ୍ତି ସବୁଠାରୁ ଶକ୍ତିଶାଳୀ ଦେଶର ରାଷ୍ଟ୍ରପତି

ଓ୍ବାଶିଂଟନ,୩୧।୩: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ୧୯୮୭ ମସିହାର ଏକ ପୁରୁଣା ସାକ୍ଷାତକାର ଶେୟାର କରିଛନ୍ତି, ଯେଉଁଥିରେ ସେ ଇରାନ ସମ୍ପର୍କରେ ଅତ୍ୟନ୍ତ ଆକ୍ରମଣାତ୍ମକ ମନୋଭାବ ଗ୍ରହଣ କରିଥିଲେ। ଭିଡିଓରେ, ଟ୍ରମ୍ପ…

୪ ବର୍ଷ ହେଲା ସରୁନାହିଁ ପାନୀୟଜଳ ପ୍ରକଳ୍ପ କାମ: ପାଣି ପାଇଁ ଡହଳବିକଳ ଗ୍ରାମବାସୀ

ଲୋଇସିଂହା,୩୧।୩(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ଭରସୁଜା ପଞ୍ଚାୟତ ପିପିଲିପାଲିରେ ପୋଖରୀ, ନାଲା ଶୁଖିଲା ପଡିଛି। ଏପରି ଗ୍ରାମର ନଳକୂପରୁ ପାଣି ବାହାରୁ ନାହିଁ। ଏଭଳି ପରିସ୍ଥିତିରେ ପାଣି ପାଇଁ ଗ୍ରାମବାସୀ ଡହଳବିକଳ ହେଉଥିବା…

ସରକାରୀ ବସ୍‌ଷ୍ଟାଣ୍ଡ୍‌, ମିଳୁନି ମୌଳିକ ସେବା: ଯାତ୍ରୀ ହଟହଟା

ବରଗଡ଼,୩୧।୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହର ବିକଶିତ ହେଉଛି। ରାସ୍ତାଘାଟ ପ୍ରଶସ୍ତୀକରଣ ସହିତ ରାସ୍ତାପାର୍ଶ୍ୱରେ ନୂତନ ଡ୍ରେନ୍‌ ନିର୍ମାଣ କରାଯାଉଛି। ଏଥିପାଇଁ ଅନେକ ଗରିବ ଖଟିଖିଆ ଲୋକଙ୍କୁ ସେମାନଙ୍କ ଉଠା ଦୋକାନ, ଘର ହରାଇବାକୁ ପଡୁଛି। ଅନ୍ୟପଟେ…

ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଧାରଣା: ପ୍ରଶାସନର ଏଭଳି ପ୍ରତିଶ୍ରୁତି ପରେ ହଟିଲା…

ଦେବଗଡ଼, ୩୦।୩ (ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଅଙ୍ଗନୱାଡି କର୍ମୀ ବ୍ଲକ ସମ୍ମୁଖରେ ଦେଉଥିବା ଧାରଣାସ୍ଥଳରେ ସୋମବାର ଜିଲା ପ୍ରଶାସନ ପକ୍ଷରୁ ଅତିରିକ୍ତ ଜିଲାପାଳ…

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ କୋରାପୁଟ ଅଞ୍ଚଳକୁ ଚାଲାଣ ହେଉଥିଲା। ଯୁବକ…

ହଠାତ୍‌ ଭାରସାମ୍ୟ ହରାଇ ଷ୍ଟ୍ରିଟଲାଇଟ ଖୁଣ୍ଟକୁ ଧକ୍କା ଦେଲା କାର୍‌: ଘଟଣାସ୍ଥଳରେ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ସୋମବାର ଅପରାହ୍ନରେ ଦେବଗଡ ପୌରାଞ୍ଚଳ ମୋହିନୀପୁର ଛକ ନିକଟସ୍ଥ ୫୩ ନମ୍ବର ଜାତୀୟ ରାଜପଥରେ ଏକ କାର୍‌ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜଣାପଡିଛି । ସୋମବାର ଅପରାହ୍ନ ପ୍ରାୟ ୩ଟା ସମୟରେ…

କେବେ ସରିବ ଇରାନ-ଇସ୍ରାଏଲ ଯୁଦ୍ଧ? ଇରାନ ପ୍ରଧାନମନ୍ତ୍ରୀ ଦେଲେ ବଡ଼ ଅପଡ଼େଟ୍

ତେହରାନ,୩୧।୩: ଇରାନ-ଇସ୍ରାଏଲ ବିବାଦ ଆରମ୍ଭ ହେବାର ଗୋଟିଏ ମାସ ବିତିଗଲାଣି, ତଥାପି ମିଶାଇଲ୍ ଏବଂ ଡ୍ରୋନର ଆକ୍ରମଣ କମିବାର କୌଣସି ସଙ୍କେତ ଦେଖାଯାଉନାହିଁ । ଆମେରିକା କିମ୍ବା ଇସ୍ରାଏଲ ପଛକୁ ହଟିବାକୁ ପ୍ରସ୍ତୁତ ନାହାଁନ୍ତି, ଏବଂ ଇରାନ ମଧ୍ୟ ପ୍ରତିଶୋଧ ନେବାକୁ…

ଇଣ୍ଡୋନେସିଆରେ ବୁଡ଼ିଲା ଡଙ୍ଗା, ୨୭ ନିଖୋଜ

ଜାକର୍ତ୍ତା,୩୧।୩: ଇଣ୍ଡୋନେସିଆର ଏକ ଦୁର୍ଗମ ଗ୍ରାମକୁ ଯାଉଥିବା ଏକ ଡଙ୍ଗା ଖରାପ ପାଗରେ ଫସିଯିବା ପରେ ବୁଡ଼ି ଯାଇଥିବା ଖବର ମିଳିଛିା। ଏହି ଘଟଣାରେ ୨୭ ଜଣ ଲୋକ ନିଖୋଜ ଅଛନ୍ତି, ଏବଂ ସେମାନଙ୍କୁ ଖୋଜିବା ପାଇଁ ଉଦ୍ଧାରକାରୀ ଦଳ ନିୟୋଜିତ…

ଭାରତ ଆସୁଥିବା ଇରାନୀ ବିମାନକୁ ଟାର୍ଗେଟ କଲା ଆମେରିକା, ବିଶ୍ବରେ ଚହଳ

ତେହରାନ,୩୧।୩: ଇରାନର ମଶାଦ ଅନ୍ତର୍ଜାତୀୟ ବିମାନବନ୍ଦରରେ ପାର୍କିଂ ହୋଇଥିବା ଏକ ମହାନ ଏୟାରର ଏକ ବିମାନ ଆମେରିକା ଏୟାରଷ୍ଟ୍ରାଇକର ଶିକାର ହୋଇଛି । ରିପୋର୍ଟ ଅନୁସାରେ, ମଶାଦ ବିମାନବନ୍ଦରରେ ଆମେରିକା ଆକ୍ରମଣ ସମୟରେ ଭାରତ ଅଭିମୁଖେ ଯାଉଥିବା ଏକ ଇରାନୀ ବେସାମରିକ…

ବିମାନର ଏମର୍ଜେନ୍ସି ଗେଟ୍‌ ଖୋଲୁଥିଲେ ଯାତ୍ରୀ, ପଚାରିବାରୁ ଏମିତି କହିଲେ, ସମସ୍ତେ ଆଶ୍ଚର୍ଯ୍ୟ

ବାରାଣସୀ, ୩୧ା୩:ବେଙ୍ଗାଲୁରୁରୁ ବାରାଣସୀ ଅଭିମୁଖେ ଶନିବାର ରାତିରେ ଆସୁଥିବା ଇଣ୍ଡିଗୋ ବିମାନ (୬ଇ-୧୮୫) ଭିତରେ ଘଟିଛି ହାଇଡ୍ରାମା। ଜଣେ ୨୬ ବର୍ଷୀୟ ଯାତ୍ରୀଙ୍କ ଉନ୍ମତ୍ତକାଣ୍ଡ ଯୋଗୁ ୧୦୦ରୁ ଊର୍ଦ୍ଧ୍ୱ ଯାତ୍ରୀଙ୍କ ଜୀବନ ସଙ୍କଟରେ ପଡ଼ିଥିଲା। ବାରାଣସୀର ଲାଲ ବାହାଦୁର ଶାସ୍ତ୍ରୀ ଅନ୍ତର୍ଜାତୀୟ…

ଦମଦାର ବିଜୟ ସହ ସିଜିନ୍‌ ଆରମ୍ଭ କଲା ରାଜସ୍ଥାନ ରୟାଲ

ଗୁଆହାଟୀ,୩୦।୩: ରାଜସ୍ଥାନ ରୟାଲ୍ସ ଏକ ଦମଦାର ବିଜୟ ସହିତ IPL 2026 ସିଜିନ ଆରମ୍ଭ କରିଛି। ଗୁଆହାଟୀରେ ଖେଳାଯାଇଥିବା ସେମାନଙ୍କର ପ୍ରଥମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ସମ୍ପୂର୍ଣ୍ଣ ଏକପାଖିଆ ପ୍ରତିଯୋଗିତାରେ ଚେନ୍ନାଇ ସୁପର କିଙ୍ଗସ୍‌କୁ ୮ ଉଇକେଟରେ ପରାସ୍ତ କରିଥିଲା। ନୂତନ…

ଡାକ୍ତରଙ୍କ ପାଖକୁ ଯାଆନ୍ତୁ ନିଶିକାନ୍ତ ଦୁବେ: ବର୍ଷିଲେ ନବୀନ

ଭୁବନେଶ୍ୱର, ୩୦।୩: ଏମ୍‌ପି ନିଶିକାନ୍ତ ଦୁବେଙ୍କ ଦ୍ୱାରା ବିଜୁ ବାବୁଙ୍କ ବାବଦରେ ରବିବାର ରଖାଯାଇଥିବା ବିବୃତ୍ତି ଶୁଣି ଆଶ୍ଚର୍ଯ୍ୟ ହେଲି। ତାଙ୍କର ଏଭଳି ମନ୍ତବ୍ୟକୁ ନିନ୍ଦା କରୁଛି। ଜବାହାରଲାଲ ନେହେରୁ ଦେଶର ପ୍ରଧାନମନ୍ତ୍ରୀ ଥିବାବେଳେ ବିଜୁ ବାବୁଙ୍କୁ ନିଜ କାର୍ଯ୍ୟାଳୟକୁ ଡକାଇଥିଲେ।…

ମୋଦିଙ୍କୁ ନେଇ ଏମିତି କହିଦେଲେ ଓମାର ଅବଦୁଲ୍ଲା: ରାଜନୀତିରେ ହଲଚଲ

ଶ୍ରୀନଗର,୩୦।୩: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଯୁଦ୍ଧକୁ ନେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ଆମେ ନିଶ୍ଚିତ ଭାବରେ ଆଶା କରୁଛୁ ଯେ ଯୁଦ୍ଧ ଶୀଘ୍ର ଶେଷ ହେବ। ଏହି କ୍ଷେତ୍ରରେ ପ୍ରଧାନମନ୍ତ୍ରୀ ମୋଦି ଯେଉଁ ଭୂମିକା…

ଏଣିକି ଗୁଳିର ଜବାବ ଗୁଳିରେ ଦେବୁ: ଲୋକ ସଭାରେ କାହିଁକି ଏମିତି କହିଲେ ଅମିତ ଶାହା

ନୂଆଦିଲ୍ଲୀ,୩୦।୩: ଲୋକ ସଭାରେ ‘ନକ୍ସଲମୁକ୍ତ ଭାରତ’ ସମ୍ପର୍କରେ ଆଲୋଚନାରେ ଭାଗ ନେଇ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ କଂଗ୍ରେସକୁ ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି ଯେ, ଦେଶ ଦୀର୍ଘ ଦିନ ଧରି ନକ୍ସଲବାଦ ଦ୍ୱାରା ଜର୍ଜରିତ। ଆମେ ଏକ ନକ୍ସଲମୁକ୍ତ…

ତହସିଲଦାରଙ୍କୁ ବିଧାୟିକା ସ୍ବାମୀଙ୍କ ହତ୍ୟା ଧମକ ମାମଲା: ୱାରେଣ୍ଟ ପାଇଁ କୋର୍ଟରେ ଆବେଦନ କଲା ପୋଲିସ

ଭବାନୀପାଟଣା,୩୦।୩(ଉତ୍ତମ କୁମାର ଦାଶ): ସରକାରୀ କାର୍ଯ୍ୟରେ ବାଧା ସୃଷ୍ଟି କରିବା ଏବଂ ତହସିଲଦାରଙ୍କୁ ହତ୍ୟା ଧମକ ଦେବା ଅଭିଯୋଗରେ କଳାହାଣ୍ଡି ଜିଲା ନର୍ଲା ବିଜେଡି ବିଧାୟିକା ମନୋରମା ମହାନ୍ତିଙ୍କ ସ୍ଵାମୀ ତଥା ସ୍ଥାନୀୟ ବ୍ଲକ୍ ଅଧ୍ୟକ୍ଷ ଦୁର୍ଗା ପ୍ରସାଦ ମହାନ୍ତି ନାମରେ…

ଇରାନକୁ ଭୟଙ୍କର ଧମକ ଦେଲେ ଟ୍ରମ୍ପ, ଶୁଣିକି ଥରହର ହେଲା…..

ତେହରାନ,୩୦ା୩: ଇରାନ ସହିତ ଚାଲିଥିବା ସାମରିକ ଉତ୍ତେଜନା ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଏକ ଧମକ ଦେଇଛନ୍ତି। ଡୋନାଲ୍ଡ ଟ୍ରମ୍ପ ସ୍ପଷ୍ଟ ଭାବରେ କହିଛନ୍ତି ଯେ ଯଦି ଇରାନ ଆଲୋଚନା ପଥରେ ଫେରି ନଯାଏ ଏବଂ ବାଣିଜ୍ୟ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୨୯ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୮ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୭ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୬ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୫ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୪ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୩ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୨ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୧ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୦ ମାର୍ଚ୍ଚ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri