Nobel Peace Prize: ଟ୍ରମ୍ପଙ୍କୁ ମିଳିବ ନୋବେଲ ଶାନ୍ତି ପୁରସ୍କାର? ୨୮୭ ଜଣଙ୍କ ନାମ ସର୍ଟଲିଷ୍ଟ କରୁଛି କମିଟି

ଓସଲୋ,୧।୫: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସୁଛି। ପ୍ରକୃତରେ, ୨୦୨୬ ନୋବେଲ ଶାନ୍ତି ପୁରସ୍କାର ପାଇଁ ଟ୍ରମ୍ପ ମନୋନୀତ ହୋଇପାରନ୍ତି। ନରୱେଜିଆନ ନୋବେଲ କମିଟିର ସଚିବ କ୍ରିଶ୍ଚିଆନ…

୪ ଦୁର୍ଗମ ଗ୍ରାମର ୫୯ ଜଣଙ୍କୁ ମିଳିବ ଜନ୍ମ ପ୍ରମାଣପତ୍ର

ଗୁଡାରି , ୧।୫ (ପ୍ରମୋଦ କୁମାର ପତି ): ରାୟଗଡ଼ା ଜିଲା ଗୁଡାରି ତହସିଲଦାର ଏ. ସ୍ନେହଲତାଙ୍କ ନେତୃତ୍ୱରେ କାର୍ଯ୍ୟାଳୟର ଏକ ଟିମ୍‌ ବ୍ଲକର ଦୁର୍ଗମ ଅଞ୍ଚଳ ରେଙ୍ଗାପଦର ଗ୍ରାମରେ ଗୁରୁବାର କ୍ୟାମ୍ପ କରିଥିଲେ।…

୪ ସାଙ୍ଗ ମିଶି ଦୁଇ ବାଇକ୍‌ରେ ଯାଉଥିଲେ, ବାଟରେ ଛକିଥିଲା ଯମ, ଚାଲିଗଲା୨ ଜୀବନ

ଭଞ୍ଜନଗର,୧ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର-ସୋରଡ଼ା ମୁଖ୍ୟ ରାସ୍ତାର କାଳିଆଗୁଡ଼ା ନିକଟରେ ଗୁରୁବାର ରାତିରେ ଏକ ବାଇକ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ ବାଇକ୍‌ରେ ଯାଉଥିବା ଦୁଇଜଣ ଯୁବକଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ଭଞ୍ଜନଗର…

‘ମୋର ଗୋଟିଏ କଲ୍‌ରେ ୮ ମହିଳାଙ୍କ ମୃତ୍ୟୁଦଣ୍ଡ ବନ୍ଦ ହୋଇଥିଲା’ – ଇରାନକୁ ନେଇ କାହିଁକି ବଡ଼ ବଡ଼ ଦାକି କରୁଛନ୍ତି ଟ୍ରମ୍ପ? ଜାଣନ୍ତୁ…

ତେହରାନ,୧।୫: ଗୁରୁବାର, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ପରିସ୍ଥିତି ସମ୍ପର୍କରେ ଅନେକ ବଡ଼ ଦାବି କରିଥିଲେ। ସେ କହିଥିଲେ ଯେ ଆମେରିକାର ସାମରିକ କାର୍ଯ୍ୟାନୁଷ୍ଠାନ ଇରାନ ସେନାକୁ ଯଥେଷ୍ଟ ଦୁର୍ବଳ କରିଛି ଏବଂ…

ବୈଷ୍ଣୋଦେବୀଙ୍କ ମନ୍ଦିରରେ କଳାକନା ବୁଲାଇଲେ ଦୁର୍ବୃତ୍ତ: କାଳବୈଶାଖୀର ସୁଯୋଗ ନେଇ…

ନୟାଗଡ଼,୧ା୫(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଓଡ଼ଗାଁ ଆଦର୍ଶ ଥାନା ଜାମୁକଣସ୍ଥିତ ବୈଷ୍ଣୋଦେବୀଙ୍କ ମନ୍ଦିରରେ କଳାକନା ବୁଲାଇଛନ୍ତି ଦୁର୍ବୃତ୍ତ। ଗୁରୁବାର ରାତିରେ କାଳବୈଶାଖୀ ଯୋଗୁ ବିଦ୍ୟୁତ୍‌ ନ ଥିବାବେଳେ ଏହାର ସୁଯୋଗ ନେଇ ଦୁର୍ବୃତ୍ତମାନେ ସବୁ…

ଆଇସିଏସ୍‌ଇ ଦଶମ ପରୀକ୍ଷାଫଳ ପ୍ରକାଶ: ସତ୍ୟଜିତ ହୋତା ନ୍ୟୁଲାଇଫ୍‌ ଇଂଲିଶ ମିଡିୟମ ବିଦ୍ୟାଳୟ ଟପ୍ପର

ବିଷମ କଟକ, ୧।୫(ପ୍ରସନ୍ନ କୁମାର ପଣ୍ଡା): ଆଇସିଏସ୍‌ଇ ଦଶମ ଶ୍ରେଣୀ ପରୀକ୍ଷାଫଳ ଗୁରୁବାର ପ୍ରକାଶ ପାଇଛି। ଏଥିରେ ରାୟଗଡା ଜିଲା ବିଷମ କଟକ ବ୍ଲକ ସଦର ନ୍ୟୁଲାଇଫ୍‌ ଇଂଲିଶ ମାଧ୍ୟମ ବିଦ୍ୟାଳୟ ଛାତ୍ର ସତ୍ୟଜିତ…

ମେ’ ତୃତୀୟ ସପ୍ତାହରେ ପ୍ରକାଶ ପାଇବ ଯୁକ୍ତ ଦୁଇ ରେଜଲ୍ଟ

ଭୁବନେଶ୍ୱର,୧ା୫: ମେ’ ତୃତୀୟ ସପ୍ତାହରେ ପ୍ରକାଶ ପାଇବ +୨ ରେଜଲ୍ଟ। ଏନେଇ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି। ଏଥିସହିତ ମନ୍ତ୍ରୀ କହିଛନ୍ତି, ଆସନ୍ତାକାଲି ମାଟ୍ରିକ୍‌ ରେଜଲ୍ଟ ପ୍ରକାଶ ପାଇବ। ପ୍ରଥମଥର ଛାତ୍ରୀଛାତ୍ରଙ୍କୁ ଓଡ଼ିଆରେ  ମାଟ୍ରିକ୍‌ ସାର୍ଟିଫିକେଟ୍  ମିଳିବ। ଉଭୟ…

ମୋ ଜେଜେବାପା ଜଣେ ‘ଭଲ ବ୍ୟକ୍ତି’ ନୁହଁନ୍ତି..ଦୁଃଖ ବଖାଣିଲେ ଟ୍ରମ୍ପଙ୍କ ନାତୁଣୀ

ଓ୍ବାଶିଂଟନ୍‌,୧।୫: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାତୁଣୀ କାଇ ଟ୍ରମ୍ପ ଏକ ଚାଞ୍ଚଲ୍ୟକର ଖୁଲାସା କରିଛନ୍ତି। ଏକ ସାକ୍ଷାତକାରରେ ସେ କହିଛନ୍ତି, ଜଣେ ପ୍ରମୁଖ ଏବଂ ପ୍ରଭାବଶାଳୀ ରାଜନୈତିକ ନେତାଙ୍କ ପରିବାରର ଅଂଶ ହେବା ଫଳରେ ସେ ବାସ୍ତବ ଜୀବନରେ କେଉଁ…

ଆଜିଠାରୁ ପରିବର୍ତ୍ତନ ହେଲା ଦେଶରେ ଏହିସବୁ ନିୟମ: ଆପଣଙ୍କ ପକେଟ ଉପରେ କେତେ ପ୍ରଭାବ ପକାଇବ, ଜାଣନ୍ତୁ…

ନୂଆଦିଲ୍ଲୀ,୧।୫: ମେ ୧ ତାରିଖରୁ ଦେଶରେ ଅନେକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କାର୍ଯ୍ୟକାରୀ ହୋଇଛି। ଏଗୁଡ଼ିକ ଆପଣଙ୍କ ଘରର ରୋଷେଇ ଘର, ଯାତ୍ରା ଏବଂ ମୋବାଇଲ ଗେମିଂ ଉପରେ ସିଧାସଳଖ ପ୍ରଭାବ ପକାଇବ। ପ୍ରତି ମାସର ୧ ତାରିଖରେ, ତୈଳ ବିପଣନ କମ୍ପାନୀଗୁଡ଼ିକ…

୯୯୩ ଟଙ୍କା ବଢ଼ିଲା ଗ୍ୟାସ ସିଲିଣ୍ଡର ଦର: ଆଜିଠୁ ଲାଗୁ

ନୂଆଦିଲ୍ଲୀ,୧।୫: ମେ ୧ରୁ ସାରା ଦେଶରେ ନୂତନ ଗ୍ୟାସ ସିଲିଣ୍ଡର ମୂଲ୍ୟ ଲାଗୁ ହୋଇଛି। ମଧ୍ୟପ୍ରାଚ୍ୟରେ ଉତ୍ତେଜନା ମଧ୍ୟରେ ଦେଶର ସରକାରୀ କମ୍ପାନୀଗୁଡ଼ିକ ଗ୍ୟାସ ସିଲିଣ୍ଡରର ମୂଲ୍ୟ ବୃଦ୍ଧି କରିଛନ୍ତି। ମେ ୧, ୨୦୨୬ଠାରୁ ଏକ ସଂଶୋଧନରେ ବାଣିଜି୍ୟକ ଏଲପିଜି ସିଲିଣ୍ଡରର…

ବଡ଼ ସୂଚନା, ଏହିଦିନ ଅପରାହ୍ନ ୪ଟାରେ ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ

ଭୁବନେଶ୍ବର,୩୦।୪:  ଆସନ୍ତା ମେ ୨ ତାରିଖରେ ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ । ବିଏସଇ ପକ୍ଷରୁ ପ୍ରେସ ରିଲିଜ ଜରିଆରେ ସୂଚନା ଦିଆଯାଇଛି । ଅପରାହ୍ନ ୪ଟାରେ ବାହାରିବ ଫଳାଫଳ । ଷ୍ଟେଟ ଓପନ ସ୍କୁଲ ଏବଂ ମଧ୍ୟମା ଫଳ ମଧ୍ୟ…

‘ଝଡ଼ ଆସୁଛି’, ଟ୍ରମ୍ପଙ୍କ ଏମିତି ପୋଷ୍ଟକୁ ନେଇ ବିଶ୍ୱରେ ହଇଚଇ, ହେବ କି ବଡ଼ ଧରଣର…

ଓ୍ବାଶିଂଟନ,୩୦ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ତାଙ୍କ ସ୍ବତନ୍ତ୍ର ଶୈଳୀରେ ସୋସିଆଲ ମିଡିଆରେ ଏକ ପୋଷ୍ଟ କରିଛନ୍ତି। ଯାହା ସମଗ୍ର ବିଶ୍ୱରେ ହଇଚଇ ସୃଷ୍ଟି କରିଛି। ସେ ସୋସିଆଲ ମିଡିଆ ପ୍ଲାଟଫର୍ମରେ ଲେଖିଛନ୍ତି ଏକ ‘ବଡ଼ ଝଡ଼’ ଆସୁଛି, ଏବଂ…

ମୁଁ ବି ପୁଷ୍ପା, ମୁଣ୍ଡ ନୁଆଁଇବି ନାହିଁ, କାହିଁକି ଏମିତି କହିଲେ ଏହି ଟିଏମ୍‌ସି ନେତା

କୋଲକାତା,୩୦ା୪: ପଶ୍ଚିମବଙ୍ଗର ଦକ୍ଷିଣ ୨୪ ପ୍ରଗଣା ତୃଣମୂଳ କଂଗ୍ରେସ(TMC) ପ୍ରାର୍ଥୀ ଜାହାଙ୍ଗୀର ଖାନଙ୍କ ବିରୋଧରେ ଗୁରୁତର ଅଭିଯୋଗ ଆସିଛି। ଦ୍ୱିତୀୟ ପର୍ଯ୍ୟାୟ ଭୋଟ୍‌ ପୂର୍ବରୁ ସେ ଏବଂ ତାଙ୍କ ସମର୍ଥକମାନେ ସ୍ଥାନୀୟ ଭୋଟରମାନଙ୍କୁ ଭୟଭୀତ କରିବା ସହ ସେମାନଙ୍କ ପରିଚୟପତ୍ର ଛଡ଼ାଇ…

ନିର୍ବାଚନ ଜିତିଗଲେ ବଡ଼ ରେକର୍ଡ ଭାଙ୍ଗିବେ ମମତା , ଲଗାତାର ୨୦ ବର୍ଷ ଧରି କ୍ଷମତାରେ ରହିଥିବା…

କୋଲକାତା,୩୦।୪: ପଶ୍ଚିମବଙ୍ଗ ରାଜନୀତି ବର୍ତ୍ତମାନ ଏକ ଐତିହାସିକ ମୋଡ଼ରେ ଅଛି। ଆଗାମୀ ବିଧାନସଭା ନିର୍ବାଚନରେ ହ୍ୟାଟ୍ରିକ୍‌ ବିଜୟ ପରେ ଯଦି ମମତା ବାନାର୍ଜୀ ତାଙ୍କର ଚତୁର୍ଥ କାର୍ଯ୍ୟକାଳ ଆରମ୍ଭ କରନ୍ତି, ତେବେ ଏହା ଭାରତୀୟ ଗଣତାନ୍ତ୍ରିକ ଇତିହାସରେ ଏକ ଅସାଧାରଣ ଅଧ୍ୟାୟ…

ନବୀନଙ୍କ ଦଶା ଭୋଗିବେ କି ମମତା? ଟିଏମସିରେ ଚହଳ!

କୋଲକାତା,୩୦।୪: ପଶ୍ଚିମବଙ୍ଗ ରାଜନୀତିରେ ଏବେ ନୂଆ ଚର୍ଚ୍ଚା ଜୋର ଧରିଛି। ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏଥର ଦୁଇଟି ବିଧାନସଭା ଆସନରୁ ପ୍ରତିଦ୍ୱନ୍ଦିତା କରିବାକୁ ନିଷ୍ପତ୍ତି ନେଇଥିବା ଖବର ରାଜନୈତିକ ମହଲରେ ଅନେକ ପ୍ରଶ୍ନ ଉଠାଇଛି। ସାଧାରଣତଃ ଶକ୍ତିଶାଳୀ ନେତାମାନେ ନିଜ ଗଡ଼…

ଚମକାଇଲା Exit Poll, ବଙ୍ଗରେ ୫ଗୁଣା ବଢିଯିବ କଂଗ୍ରେସ ସିଟ୍‌!

କୋଲକାତା,୩୦।୪: ପଶ୍ଚିମବଙ୍ଗରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ବୁଧବାର (୨୯ ଏପ୍ରିଲ, ୨୦୨୬) ଶେଷ ହୋଇଛି। ସମକାଳୀନ ଭାବରେ, ଏକଜିଟ ପୋଲର ଫଳାଫଳ ମଧ୍ୟ ପ୍ରକାଶ ପାଇଛି। ଏହି ସମୟରେ, ‘ପୋଲ ଡାଏରୀ’ ଦ୍ୱାରା କରାଯାଇଥିବା ଏକ ସର୍ଭେ ସୂଚାଇ ଦେଇଛି ଯେ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୨୯ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୮ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୭ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୬ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୫ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୪ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୨ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୧ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୯ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୮ ଏପ୍ରିଲ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri