ଲଣ୍ଡନରେ ପହଞ୍ଚିଲା ହନୁମାନ ଚାଳିଶା ବିବାଦ

ଲଣ୍ଡନ/ନୂଆଦିଲ୍ଲୀ,୨ ।୫: ଲଣ୍ଡନର କିଛି ହିନ୍ଦୁ ସଙ୍ଗଠନ ହନୁମାନ ଚାଳିଶା ପାଠକୁ ସମର୍ଥନ କରିଛନ୍ତି । ଏହାସହ ଦେଶର କିଛି ରାଜ୍ୟର ରାଜ୍ୟ ସରକାରଙ୍କୁ ନିନ୍ଦା କରିଛନ୍ତି । ଯେଉଁମାନେ ମହାରାଷ୍ଟ୍ରର ଏମପି ନବନୀତ ରାଣା ଓ ତାଙ୍କ ବିଧାୟକ ପତି ରବି ରାଣାଙ୍କ ସହିତ ଭକ୍ତଙ୍କୁ ଗିରଫ କରିଛନ୍ତି ତାଙ୍କୁ ମଧ୍ୟ ନିନ୍ଦା କରାଯାଇଛି । ସୋମବାର ରାଣା ଦମ୍ପତି ଓ ଅନ୍ୟମାନଙ୍କୁ ସମର୍ଥନ କରି ଲଣ୍ଡନରେ ହନୁମାନ ଚାଲିଶା ପାଠ କରାଯିବାର ଯୋଜନା କରାଯଇଛି । ଲଣ୍ଡନ ସ୍ଥିତ ସଙ୍ଗଠନ ଦ୍ୱାରା ଜାରି ପତ୍ର ଅନୁସାରେ, ରିଚ ଇଣ୍ଡିଆ ୟୁକେ ଚାପ୍ଟର ସହିତ ୟୁକେରେ ସନାତନବାସୀ ଶ୍ରୀ ହନୁମାନ ଚାଳିଶା ପଥର ସାର୍ବଜନିକପାଠ ପାଇଁ ଏକଜୁଟ ହେଉଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

‘ଟିଏମସି ଅପେକ୍ଷା ଭାଜପାକୁ ଭୋଟ୍ ଦେବା ଭଲ’ କହିଲେ ଅଧୀର ରଞ୍ଜନ ଚୌଧୁରୀ, କଂଗ୍ରେସ ଦେଲା ପ୍ରତିକ୍ରିୟା

କୋଲକାତା,୧ା୫: କଂଗ୍ରେସର ବରିଷ୍ଠ ନେତା ଆଧୀର ରଂଜନ ଚୌଧୁରୀ ବୁଧବାର ପଶ୍ଚିମବଙ୍ଗରେ ଏକ ନିର୍ବାଚନ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିବାବେଳେ ତୃଣମୂଳ କଂଗ୍ରେସକୁ ଭୋଟ୍ ଦେବା ଅପେକ୍ଷା...

ସୁପ୍ରିମକୋର୍ଟଙ୍କ ଆଦେଶ ପରେ ସିମ୍ବଲ ଲୋଡିଂ ୟୁନିଟ୍ ଗୁଡ଼ିକର ସଂରକ୍ଷଣ ପାଇଁ ନୂଆ ପ୍ରୋଟୋକଲ ଜାରି କଲେ ନିର୍ବାଚନ ଆୟୋଗ

କୋଲକାତା,୧ା୫: ଭାରତ ନିର୍ବାଚନ ଆୟୋଗ ଆଜି ସିମ୍ବଲ ଲୋଡିଂ ୟୁନିଟ୍ – ଏସଏଲୟୁ ପରିଚାଳନା ଓ ଭଣ୍ଡାରଣ ପାଇଁ ନୂଆ ପ୍ରୋଟୋକଲ ଜାରି କରିଛନ୍ତି ।...

ପାକିସ୍ତାନରେ ଅଟା କେଜି ୮୦୦ ଟଙ୍କା, ରୁଟି ୨୫ ଟଙ୍କା, ଜାଣନ୍ତୁ କାହିଁକି ସବୁ ଏତେ ମହଙ୍ଗା

ନୂଆଦିଲ୍ଲୀ,୧ା୫: ପଡୋଶୀ ଦେଶ ପାକିସ୍ତାନରେ ଖାଦ୍ୟ ସାମଗ୍ରୀ ସହିତ ବିଭିନ୍ନ ଜିନିଷର ଦାମ୍ ଆକାଶ ଛୁଆଁ ରହିଛି।ଯାହାକୁ ନେଇ ଲୋକମାନେ ସରକାରଙ୍କ ବିରୋଧରେ ଖୋଲାଖୋଲି ଭାବେ...

ସଲମାନଙ୍କ ଘର ଉପରକୁ ଗୁଳିମାଡ଼ କରିଥିବା ଅଭିଯୁକ୍ତଙ୍କ ଆତ୍ମହତ୍ୟା

ମୁମ୍ବାଇ,୧ା୫: ବି’ ଟାଉନ୍‌ର ଭାଇଜାନ ସଲମାନ ଖାନଙ୍କ ଘର ଉପରକୁ ଗୁଳିମାଡ଼ ଘଟଣାର ଏକ ବଡ଼ ଖବର ସାମ୍ନାକୁ ଆସିଛି। ସଲମାନଙ୍କ ଗାଲାକ୍ସି ଆପାର୍ଟମେଣ୍ଟ ବାହାରେ...

‘କାଲି ସୁଦ୍ଧା ରାହୁଲ ଗାନ୍ଧୀ ଆମେଠିରୁ ନିଜ ନାମ ଘୋଷଣା ନ କଲେ ଆତ୍ମହତ୍ୟା କରିବି’

ନୂଆଦିଲ୍ଲୀ,୧।୫: କଂଗ୍ରେସ ଆମେଠୀ ଆସନରୁ ଏଯାବତ ପ୍ରାର୍ଥୀ ଘୋଷଣା କରିନାହିଁ। ଏହାକୁ ନେଇ ଦଳର ନେତାଙ୍କ ସହ କର୍ମୀମାନେ ଅସନ୍ତୁଷ୍ଟ ବ୍ୟକ୍ତ କରୁଛନ୍ତି। ରାହୁଲ ଗାନ୍ଧୀ...

ଭାଜପାରେ ସାମିଲ ହେଲେ ‘ଅନୁପମା’

ନୂଆଦିଲ୍ଲୀ,୧।୫: ଲୋକପ୍ରିୟ ଅଭିନେତ୍ରୀ ରୁପାଲୀ ଗାଙ୍ଗୁଲି ଭାଜପାରେ ସାମିଲ ହୋଇଛନ୍ତି। ଦିଲ୍ଲୀ ସ୍ଥିତ ପାର୍ଟି ମୁଖ୍ୟାଳୟରେ ସେ ଭାଜପାରେ ଯୋଗ ଦେଇଛନ୍ତି। ଏହି ଅବସରରେ ଦଳର...

ଏପ୍ରିଲରେ ରେକର୍ଡ ସଂଗ୍ରହ ଜିଏସ୍‌ଟି: ୨.୧୦ ଲକ୍ଷ କୋଟିରେ ପହଞ୍ଚିଲା

ନୂଆଦିଲ୍ଲୀ,୧।୫: ଏପ୍ରିଲ ମାସରେ ଦେଶରେ ଦ୍ରବ୍ୟ ଓ ସେବା କର(ଜିଏସ୍‌ଟି) ସଂଗ୍ରହ ରେକର୍ଡ ସୃଷ୍ଟି କରିଛି। ସମସ୍ତ ରେକର୍ଡ ଭାଙ୍ଗି ଏପ୍ରିଲ ୨୦୨୪ରେ ଜିଏସ୍‌ଟି ସଂଗ୍ରହ...

ରାଏବରେଲିରୁ ପ୍ରିୟଙ୍କା, ଏଇଠୁ ଲଢିବେ ରାହୁଲ, ଆସିଲା କଂଗ୍ରେସର ପ୍ରାର୍ଥୀ ତାଲିକା!

ନୂଆଦିଲ୍ଲୀ,୧।୫: ୨୦୨୪ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ଆମେଠି ଏବଂ ରାଏବରେଲିରୁ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। କଂଗ୍ରେସର ଏହି ତାଲିକା ସୋସିଆଲ ମିଡିଆରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri