ବାଲୁକା କଳାରେ ଶୁଭେଚ୍ଛା ଜଣାଇଲେ ସୁଦର୍ଶନ

ପୁରୀ ଅଫିସ,୩।୫: ପବିତ୍ର ଅକ୍ଷୟ ତୃତୀୟା ଅବସରରେ ମହାପ୍ରଭୁଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ କାର୍ଯ୍ୟର ଅନୁକୂଳ କରାଯାଏ। ତେଣୁ ଏହି ଅବସରରେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ପୁରୀ ବେଳାଭୂମିରେ ଏକ ବାଲୁକା କଳା ନିର୍ମାଣ କରି ରାଜ୍ୟବାସୀଙ୍କୁ ଅକ୍ଷୟ ତୃତୀୟା ଶୁଭେଚ୍ଛା ଜଣାଇଛନ୍ତି।
ରଥ ନିର୍ମାଣ ପାଇଁ ଅନୁକୂଳ ହେବାକୁ ଥିବା ତିନୋଟି ରଥ କାଠକୁ ସେ ବାଲୁକା କଳା ମାଧ୍ୟମରେ ପ୍ରଦର୍ଶନ କରିଥିବା ବେଳେ ଏଥିରେ ମହାପ୍ରଭୁ ଶ୍ରୀଜଗନ୍ନାଥ, ପ୍ରଭୁ ବଳଭଦ୍ର ଓ ଦେବୀ ସୁଭଦ୍ରାଙ୍କ ପ୍ରତିମାଙ୍କୁ ସ୍ଥାନ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିରଳ ଦୃଶ୍ୟ: ବଦ୍ରିଙ୍କ ହାତ ନେଇ ମୁଣ୍ଡରେ ରଖି ଆଶୀର୍ବାଦ ଲୋଡ଼ିଲେ ସୌମ୍ୟ

ହାଟଡିହୀ,୬ା୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଏବଂ ଘସିପୁରା ବିଧାନସଭା କ୍ଷେତ୍ର ପାଇଁ ହେଭିଓ୍ବେଟ୍‌ ନେତାମାନେ ନାମାଙ୍କନ ଦାଖଲ କରିଛନ୍ତି। ଘସିପୁରା ପାଇଁ ବିଜେଡି ବିଧାୟକ...

ଆଦୌ ପାଠ ପଢିନାହାନ୍ତି ୪ ପ୍ରାର୍ଥୀ, ରିପୋର୍ଟରେ ଖୁଲାସା

ଭୁବନେଶ୍ୱର,୬।୫: ଓଡ଼ିଶାରେ ଆସନ୍ତା ୧୩ ତାରିଖରେ ହେବାକୁ ଥିବା ଲୋକ ସଭା ଓ ବିଧାନସଭା ନିର୍ବାଚନରେ ମୋଟ ୨୪୩ ପ୍ରାର୍ଥୀଙ୍କ ମଧ୍ୟରୁ ୬୫ ଜଣଙ୍କ ନାଁରେ...

୪ ଦିନ ଯାଏ ରାଜ୍ୟରେ କାଳବୈଶାଖୀ ବର୍ଷା! ଆଜି ପାଇଁ ୬ ଜିଲାକୁ ୟେଲୋ ୱାର୍ନିଂ

ଭୁବନେଶ୍ୱର,୬।୫: ଆଜିଠୁ ରାଜ୍ୟବାସୀଙ୍କୁ ତାତିରୁ ସାମାନ୍ୟ ଆଶ୍ୱସ୍ତି ମିଳିପାରେ। ଏ ନେଇ ପୂବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ,...

କଂଗ୍ରେସ ଗଡ଼ରେ ବିଜେଡିର ରଣହୁଙ୍କାର: ଡବଲ ଶଙ୍ଖ ଚି଼ହ୍ନରେ ଭୋଟ ଦେବାକୁ ନିବେଦନ

ଦାରିଙ୍ଗବାଡି, ୬।୫ (ଅରୁଣ ସାହୁ ):କନ୍ଧମାକ ଜିଲା ଦାରିଙ୍ଗବାଡି ବ୍ଲକ ୧୧ ନଂ ଜିଲାପରିଷଦ ଜୋନ ଝିଞ୍ଜିରୀଗୁଡାରେ ସୋମବାର ବିଜେଡିର କର୍ମୀ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି।...

ନାମାଙ୍କନ ବେଳେ ୨ ନେତା ଓ ସମର୍ଥକ ହାତାହାତି

ପୁରୀ,୬।୫: ପୁରୀ ଉପଜିଲ୍ଲାପାଳଙ୍କ ଅଫିସରେ ଦେଖିବାକୁ ମିଳିଛି ଅଭାବନୀୟ ଘଟଣା। କଂଗ୍ରେସ ପ୍ରାର୍ଥୀ ଉମାବଲ୍ଲଭ ରଥ ଓ ଟିକେଟ କଟିଥିବା ସୁଜିତ୍ ମହାପାତ୍ର ହାତାହାତି ହୋଇଛନ୍ତି।...

ବଦ୍ରି, ଅଭିମନ୍ୟୁ, ଶମ୍ଭୁନାଥ, ସୌମ୍ୟଙ୍କ ନାମାଙ୍କନପତ୍ର ଦାଖଲ

ହାଟଡିହୀ/ସୋସୋ,୬ା୫(ଶୁଭକାନ୍ତ ନାୟକ/ସତ୍ୟବ୍ରତ ଜେନା): କେନ୍ଦୁଝର ଜିଲା ଘସିପୁରା ବିଧାନସଭା କ୍ଷେତ୍ର ପାଇଁ ବିଜେଡି ବିଧାୟକ ବଦ୍ରି ନାରାୟଣ ପାତ୍ର ଏବଂ ଆନନ୍ଦପୁର ବିଧାନସଭା କ୍ଷେତ୍ର ପାଇଁ...

ନାମାଙ୍କନପତ୍ର ଦାଖଲ କଲେ ସସ୍ମିତା

କେନ୍ଦୁଝର,୬ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ନିର୍ବାଚନ ମଣ୍ଡଳୀର ସ୍ବାଧୀନ ପ୍ରାର୍ଥିନୀ ସସ୍ମିତାରାଣୀ ସିଂହ ସୋମବାର ସ୍ଥାନୀୟ ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ତାଙ୍କର ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏକ...

Video: ମୋଦିଙ୍କ ଦୃଢ଼ୋକ୍ତି ପରେ ନବୀନଙ୍କ କାଉଣ୍ଟର: ‘ଦିନରେ ସ୍ବପ୍ନ ଦେଖୁଛି ଭାଜପା’

ଭୁବନେଶ୍ୱର,୬।୫: ଓଡ଼ିଶାରେ ଭାଜପା ସରକାର ନେଇ ପ୍ରଧାନମନ୍ତ୍ରୀଙ୍କ ଦୃଢ଼ୋକ୍ତି ପରେ ଭିଡିଓ ଜାରି କରି କାଉଣ୍ଟର କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ”ବହୁତ ଦିନ ହେଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri