ହାତ ଯୋଡ଼ିଲେ ଭୋଜପୁରୀ ସୁପରଷ୍ଟାର

ନୂଆଦିଲ୍ଲୀ: ଏକ ବିବାଦକୁ ନେଇ ଚର୍ଚ୍ଚାରେ ଭୋଜପୁରୀ ସିନେମାର ସୁପରଷ୍ଟାର ଖେସାରୀ ଲାଲ ଯାଦବ। ସୋସିଆଲ ମିଡିଆରେ ତାଙ୍କ ଝିଅ ଏବଂ ସ୍ତ୍ରୀଙ୍କୁ ବଳାତ୍କାର ଧମକ ଦିଆଯାଇଛି। ଏହାକୁ ନେଇ ସେ ହାତ ଯୋଡ଼ି ଉକ୍ତ ବ୍ୟକ୍ତିଙ୍କ ଉପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ବିହାର ମୁଖ୍ୟମନ୍ତ୍ରୀଙ୍କୁ ନିବେଦନ କରିଛନ୍ତି।

ରବିବାର ନିଜ ଟୁଇଟର ଆକାଉଣ୍ଟରୁ ଜଣେ ୟୁଟ୍ୟୁବରଙ୍କ ଭିଡିଓ ଶେୟାର କରି ବିହାର ପୋଲିସକୁ ଟ୍ୟାଗ୍‌ କରିଛନ୍ତି ଖେସାରୀ। ଏଥିସହ ତାଙ୍କ ପରିବାର ସହ କିଛି ଘଟିଲେ ବିହାର ପୋଲିସ ସେଥିପାଇଁ ଦାୟୀ ରହିବେ ବୋଲି କହିଛନ୍ତି।

କହିରଖୁଛୁ, ଗୌତମ ସିଂ ନାମକ ଜଣେ ୟୁଟ୍ୟୁବର ଖେସାରୀଙ୍କୁ ଗାଳି ଦେବା ସହ ତାଙ୍କ ସ୍ତ୍ରୀ ଏବଂ ଝିଅଙ୍କୁ ବଳାତ୍କାରର ଧମକ ଦେଇଛନ୍ତି। ଏହାର ଏକ ଭିଡିଓକୁ ସେ ଶେୟାର କରିବା ସହ ବହୁତ କଷ୍ଟରେ ଥିବା କହିଛନ୍ତି। ତେବେ ତାଙ୍କ ସମର୍ଥନରେ ହଜାର ହଜାର ପ୍ରଶଂସକ ବାହାରୁଥିବା ଦେଖାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଣ୍ଡରେ ପଡ଼ିଲା ଅମୃତଭଣ୍ଡା: ଚାଲିଗଲା ମହିଳାଙ୍କ ଜୀବନ

ବାଲିଗୁଡ଼ା,୧୮ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଗୋଛାପଡ଼ା ଗ୍ରାମରେ ଗୁରୁବାର ଏକ ଅଘଟଣ ଘଟିଛି। ଅମୃତଭଣ୍ଡା ତୋଳିବା ବେଳେ ଅମୃତଭଣ୍ଡା ମୁଣ୍ଡରେ ପଡି...

ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା: ମିଳିବ ୫୧,୦୦୦ ଟଙ୍କା, ଜାଣନ୍ତୁ ଯୋଗ୍ୟତା ଓ କିପରି କରିବେ ଆବେଦନ

ଭୁବନେଶ୍ୱର,୧୮ା୧୨: ରାଜ୍ୟର ଗରିବ ଓ ଆର୍ଥିକ ଅନଗ୍ରସର ପରିବାରର ଝିଅମାନଙ୍କ ବିବାହ ପାଇଁ ଓଡ଼ିଶା ସରକାର ଏକ ବଡ଼ ଘୋଷଣା କରିଛନ୍ତି। ନୂତନ ଭାବେ ଆରମ୍ଭ...

ରାଶନ କାର୍ଡ ହିତାଧିକାରୀଙ୍କ ପାଇଁ ମନ୍ତ୍ରୀଙ୍କ ବଡ଼ ଘୋଷଣା: ନୂଆବର୍ଷରେ ମିଳିବ…

ଭୁବନେଶ୍ୱର,୧୮।୧୨: ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଗୁରୁବାର ରାଶନ କାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି। ନୂଆବର୍ଷରେ ଯୋଗ୍ୟ ହିତାଧିକାରୀଙ୍କୁ ନୂଆ...

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଚାଲିଗଲା ୩ ଜୀବନ, ୪ ଗୁରୁତର

ନୂଆପଡ଼ା/ କୋମନା,୧୭।୧୨ ( ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ବ୍ଲକ ଅଧୀନ ତିଖାଲି ଛକଠାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ...

ଇରାନରେ ବର୍ତ୍ତମାନ ସୁଦ୍ଧା ଏତିକି ଜଣ ଜୀବିତ ଅଛନ୍ତି ପରମାଣୁ ବୈଜ୍ଞାନିକ, ରିପୋର୍ଟରେ ପ୍ରକାଶ ପାଇଲା…

ତେହରାନ,୧୮ା୧୨: ୨୦୨୫ ବର୍ଷ ଇରାନ ପାଇଁ ଏକ ଝଟ୍‌କା ଥିଲା। ଗୋଟିଏ ପଟେ ଏହାର ତିନୋଟି ପ୍ରକ୍ସି ସଂଗଠନ (ହମାସ୍‌, ହେଜ୍‌ବୋଲ୍ଲା ଏବଂ ହୁଟି) ଏହି...

ଚର୍ଚ୍ଚା ଭିତରେ ମୁହଁ ଖୋଲିଲେ ମହମ୍ମଦ ମୋକିମ, କହିଲେ ଖୁବ କମ୍ ଦିନ ଭିତରେ ନିଷ୍ପତ୍ତି ଜଣାଇବି

ଭୁବନେଶ୍ବର,୧୮ା୧୨: ପୂର୍ବତନ ବିଧାୟକ ମୋକିମଙ୍କୁ କଂଗ୍ରେସ ବହିଷ୍କାର କରିବା ପରେ ଦିନକୁ ଦିନ ନୂଆନୂଆ ରାଜନୈତିକ ବୟାନବାଜି ସାମ୍ନାକୁ ଆସିଛି । କଂଗ୍ରେସର କେନ୍ଦ୍ରୀୟ ନେତା...

ରୋଗୀଙ୍କୁ ମିଳିବ ଉନ୍ନତ ସେବା

କେସିଙ୍ଗା,୧୮।୧୨(ତୁମେଶ୍ୱର ସାହୁ): ଜିଲା ସ୍ବାସ୍ଥ୍ୟ ସମିତି କଳାହାଣ୍ଡି ଆନୁକୁଲ୍ୟରେ ଏମ୍ସ ଭୁବନେଶ୍ୱର ଏବଂ ଦିଲ୍ଲୀ ଜହ୍ନ ହୋପକିନସ ୟୁନିଭର୍‌ ସିଟି(John Hopkins University) ଆନୁକୁଲ୍ୟରେ ସ୍ଥାନୀୟ...

ସୁଗ୍ରୀବଙ୍କ ରଙ୍ଗ ତୂଳୀରେ ଝଲସୁଛି ଆଦିମ ଜନଜାତି ଜୁଆଙ୍ଗଙ୍କ ଚିତ୍ରକଳା

କେନ୍ଦୁଝର (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାର ଆଦିମ ଜନଜାତି ଜୁଆଙ୍ଗମାନେ ଏବେ ସମାଜର ମୁଖ୍ୟସ୍ରୋତରେ ସାମିଲ ହୋଇ ବିଭିନ୍ନ କଳା କୌଶଳରେ ନିଜର ପରିଦର୍ଷିତା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri