ଓଡ଼ିଶା: ଆଜିର ଫଟୋ (ମେ ୩ , ୨୦୨୨)

ଶ୍ରୀକ୍ଷେତ୍ରରେ ରଥ କାଠ ଅନୁକୂଳ

ଶ୍ରୀକ୍ଷେତ୍ରରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଚନ୍ଦନ ଯାତ୍ରା ଆରମ୍ଭ

 

ଇଦ୍ ଅବସରରେ ଭୁବନେଶ୍ୱର ୟୁନିଟ-୪ ମସଜିଦରେ ସମୂହ ନମାଜ୍ ପାଠ

 

ଭୁବନେଶ୍ୱର ବରମୁଣ୍ଡା ଫାର୍ମ ମେଶିନାରି ଟେଷ୍ଟିଙ୍ଗ ଆଣ୍ଡ ଟ୍ରେନିଂ ସେଣ୍ଟରରେ ରାଜ୍ୟସ୍ତରୀୟ କୃଷକ ଦିବସରେ କୃଷି ମନ୍ତ୍ରୀ  ଅରୁଣ ସାହୁ ଚାଷଜମିରେ ଅକ୍ଷିମୁଠି ଅନୁକୂଳ କରୁଛନ୍ତି

 

ଭକ୍ତକବି ଜୟଦେବ ଗୋସ୍ୱାମୀଙ୍କ ଜୟନ୍ତୀରେ ଉତ୍କଳ ସମ୍ମିଳନୀ ପକ୍ଷରୁ ଜୟଦେବବିହାର ସ୍ଥିତ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାଞ୍ଜଳି

ଇଦ୍ ଅବସରରେ ବ୍ରହ୍ମପୁରର ଇଦଗାହ ପଡିଆରେ ସମୂହ ନମାଜ୍ ପାଠ ସହ ପରସ୍ପରକୁ ଇଦ୍ ଶୁଭେଚ୍ଛା ଜଣାଉଛନ୍ତି

 

ଅକ୍ଷୟ ତୃତୀୟାରେ କଟକ କ୍ୟାଣ୍ଟନମେଣ୍ଟ ରୋଡ଼ରେ ଥିବା ଏକ ଶୋ’ରୁମରେ ଗ୍ରାହକଙ୍କ ଭିଡ

 

 

କଟକ ସତୀଚଉରା ସ୍ଥିତ ଇଦଗାହ ଠାରେ ସମୂହ ନମାଜ ପାଠ

 

 

କଟକ ସତୀଚଉରା ସ୍ଥିତ ଇଦଗାହରେ  ପୂର୍ବତନ ବିଧାୟକ ତଥା କଟକ ଜିଲା ବିଜେଡି ସଭାପତି ଦେବାଶିଷ ସାମନ୍ତରାୟ ବାରବାଟୀ କଟକ ବିଧାୟକ ଇଞ୍ଜିନିୟର ମହମ୍ମଦ ମୋକିମଙ୍କୁ ଇଦ ଶୁଭେଚ୍ଛା ଜଣାଉଛନ୍ତି


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା: ଆଜିର ଫଟୋ (୧୭ ଡିସେମ୍ବର, ୨୦୨୫ )

ଧରିତ୍ରୀର ୫୨ତମ ଜନ୍ମ ଦିବସ ସମାରୋହ ପାଳିତ

ଓଡ଼ିଶା: ଆଜିର ଫଟୋ ( ୧୬ ଡିସେମ୍ବର, ୨୦୨୫ )

ଆଜିଠାରୁ ଶ୍ରୀମନ୍ଦିରରେ ଆରମ୍ଭ ହୋଇଛି ପହିଲିଭୋଗ ନୀତି         ବାଣୀବିହାରରେ ଉତ୍ତେଜନା, ପୋଲିସ ମୁତୟନ, ପିଲାମାନେ ନ୍ୟାୟ ପାଇଁ ଗେଟ ଆଗରେ...

ଓଡ଼ିଶା: ଆଜିର ଫଟୋ (୧୪ ଡିସେମ୍ବର, ୨୦୨୫ )

ନାୟୀକା, ବାଲେଶ୍ୱରର କଳାକାର ରବିନ୍ଦ୍ର ମଣ୍ଡପରେ ‘ନାଟ୍ୟଧାରା’ ଆୟୋଜିତ ରବିବାର ଦିନ ‘ଭକ୍ତ ଝୋଲିଆ’ ନାଟକରେ ଅଭିନୟ ପ୍ରଦର୍ଶନ କରିଥିଲେ।

ଓଡ଼ିଶା: ଆଜିର ଫଟୋ ( ୧୩ ଡିସେମ୍ବର, ୨୦୨୫ )

ଭୁବନେଶ୍ୱର ରବୀନ୍ଦ୍ର ମଣ୍ଡପରେ ଶ୍ୱେତପଦ୍ମ ପକ୍ଷରୁ ନାଟକ ‘ନାଗ ବଂଶମ’ ପରିବେଷଣ       ଓଡ଼ିଶା ହାଇକୋର୍ଟରେ ଅନୁଷ୍ଠିତ ୪ର୍ଥ ଜାତୀୟ ଲୋକ ଅଦାଲତ

ଓଡ଼ିଶା: ଆଜିର ଫଟୋ ( ୧୨ ଡିସେମ୍ବର, ୨୦୨୫ )

୧୬ତମ ଭାରତ ମୁନି ମହୋତ୍ସବ କାଲିଙ୍ଗାୟନ ତୌର୍ୟତ୍ରିକମ୍ ଦ୍ୱାରା GKCMରେ ଶୁକ୍ରବାର ଆୟୋଜିତ ହୋଇଛି ପୁରୀ ବେଳାଭୂମିରେ ବେଲ୍ ଅନୁଷ୍ଠାନ ପକ୍ଷରୁ ମହୋଦଧି ଦିବସ ପାଳନ...

ଓଡ଼ିଶା: ଆଜିର ଫଟୋ (୧୨ ଡିସେମ୍ବର, ୨୦୨୫ )

ଜିକେସିଏମରେ ଆୟୋଜିତ ୧୬ତମ ଭାରତ ମୁନି ଉତ୍ସବରେ ଅଂଶଗ୍ରହଣକାରୀମାନେ ନୃତ୍ୟ ପ୍ରଦର୍ଶନ

ଓଡ଼ିଶା: ଆଜିର ଫଟୋ ( ୧୦ ଡିସେମ୍ବର, ୨୦୨୫ )

ବାରବାଟୀ ଷ୍ଟାଡିୟମରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ବିଜୟ ହାସଲ କରିବାର ଗୋଟିଏ ଦିନ ପରେ, ଟିମ୍ ଇଣ୍ଡିଆ ଆଜି ଭୁବନେଶ୍ୱର ଛାଡିଛି      ...

ଓଡ଼ିଶା: ଆଜିର ଫଟୋ ( ୯ ଡିସେମ୍ବର, ୨୦୨୫ )

ଭାରତୀୟ କ୍ରିକେଟ ଦଳ ମହାପ୍ରଭୁଙ୍କ ଦର୍ଶନ କରି ଫେରୁଛନ୍ତି       ଜେ.ଏନ୍‌. ଇନଡୋର୍‌ ଷ୍ଟାଡିୟମ୍‌ରେ ଆରମ୍ଭ ହୋଇଥିବା ‘ଓଡିଶା ମାଷ୍ଟର୍ସ୍‌ BWF ଟୁର୍...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri