Posted inଖେଳ

ପଞ୍ଜାବକୁ ୧୪୪ରନ୍‌ର ଟାର୍ଗେଟ

ମୁମ୍ବାଇ,୩।୫: ଚଳିତ ଆଇପିଏଲରେ ଚମତ୍କାର ପ୍ରଦର୍ଶନ କରି ଆସୁଥିବା ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଗୁଜରାଟ ଟିମ୍‌ ମଙ୍ଗଳବାର ଖେଳାଯାଉଥିବା ମ୍ୟାଚ୍‌ରେ ନିରାଶାଜନକ ପ୍ରଦର୍ଶନ କରିଛି। କେବଳ ସାଇ ସୁଦର୍ଶନକୁ ଛାଡ଼ିଦେଲେ ପଞ୍ଜାବ କିଙ୍ଗସର ବୋଲରଙ୍କ ଆଗରେ ତିଷ୍ଠି ପାରିନାହାନ୍ତି ଗୁଜରାଟ ଟାଇଟନ୍ସର ଅନ୍ୟ କୌଣସି ଖେଳାଳି। ଏଥିଯୋଗୁ ଗୁଜରାଟ ନିର୍ଦ୍ଧାରିତ ୨୦ ଓଭରରେ ୮ ଉଇକେଟ ହରାଇ କେବଳ ୧୪୩ ରନ କରିବାକୁ ସକ୍ଷମ ହୋଇଛି। ଫଳରେ ପଞ୍ଜାବକୁ ଜିତିବା ଲାଗି ୧୪୪ ରନ୍‌ର ଟାର୍ଗେଟ ମିଳିଛି। ଗୁଜରାଟ ପକ୍ଷରୁ ସାଇ ସୁଦର୍ଶନ ଏକମାତ୍ର ବ୍ୟାଟର ଭାବେ ଅପରାଜିତ ୬୪ ରନ୍‌ର ଇନିଂସ ଖେଳିଛନ୍ତି। ପଞ୍ଜାବ ପକ୍ଷରୁ ରାବାଡା ସର୍ବାଧିତ ୪ଟି ଉଇକେଟ ନେଇଥିବା ବେଳେ ଅର୍ଶଦୀପ ସିଂହ, ରିଶି ଧାୱନ ଓ ଲିଆମ ଲିଭିଙ୍ଗୱଷ୍ଟୋନ ଗୋଟିଏ ଲେଖାଏ ସଫଳତା ପାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Gold Silver Price: ୨୦ ବର୍ଷରେ ରେକର୍ଡ ଭାଙ୍ଗିଲା ରୂପା ଦର, ଆଜି ପୁଣି ବଢ଼ିଲା ସୁନା

ନୂଆଦିଲ୍ଲୀ,୧୫।୧୨: ଗତ କିଛି ଦିନ ଧରି ସୁନା ଏବଂ ରୂପା ମୂଲ୍ୟ ବୃଦ୍ଧି ପାଉଛି । ଯଦି ଦେଖାଯାଏ, ତେବେ ରୂପା ଦର ୧୨ହଜାରରୁ ୨...

ଭାଜପାର ବଡ଼ ଘୋଷଣା: ବୈଜୟନ୍ତଙ୍କୁ ମିଳିଲା ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ

ନୂଆଦିଲ୍ଲୀ,୧୫।୧୨: ଭାରତୀୟ ଜନତା ପାର୍ଟି ତାମିଲନାଡୁ ଏବଂ ଆସାମ ବିଧାନସଭା ନିର୍ବାଚନ ପାଇଁ ପ୍ରଭାରୀ ଏବଂ ସହ-ପ୍ରଭାରୀଙ୍କ ନାମ ଘୋଷଣା କରିଛି ଭାଜପା। ବାଣିଜ୍ୟ ଏବଂ...

୨ ସନ୍ତାନ ପରେ ପ୍ରେମିକାଙ୍କ ସହ ନିର୍ବନ୍ଧ କଲେ ଏହି ଅଭିନେତା

ଅଭିନେତା ଅର୍ଜୁନ ରାମପାଲ ଶେଷରେ ତାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ଚାଲିଥିବା ସମସ୍ତ କଳ୍ପନାଜଳ୍ପନାର ଅନ୍ତ ଘଟାଇଛନ୍ତି। ଫିଲ୍ମ ‘ଧୁରନ୍ଧର’ର ସଫଳତା ପରେ ସେ ଏକ...

ଫ୍ୟାଟ୍‌ଜାତୀୟ ଖାଦ୍ୟ ଅଧିକ ଖାଉଥିଲେ…

ଆମେ ସୁସ୍ଥ ରହିବା ପଛରେ ସୁଷମ ତଥା ଭିଟାମିନଯୁକ୍ତ ଖାଦ୍ୟ ଖାଇବା ଦରକାର। ହେଲେ ଏସବୁ ଖାଦ୍ୟ ସନ୍ତୁଳିତ ରହିବା ନିହାତି ଆବଶ୍ୟକ। ତେବେ ଅସନ୍ତୁଳିତ...

ସ୍କୁଟିକୁ ଧକ୍କା ଦେଲା ସଫାରୀ କାର୍, ୨ ସାଙ୍ଗଙ୍କ ମୃତ୍ୟୁ

ଧର୍ମଗଡ଼,୧୫।୧୨(ଘାସିରାମ ଜଗତ): କଳାହାଣ୍ଡି ଜିଲା ଧର୍ମଗଡ଼ ବ୍ଲକ କେବିଡ଼ି ବିଜୁ ଏକ୍ସପ୍ରେସ ଛକରୁ ସଡ଼କ ଦୁର୍ଘଟଣାର ଖବର ସାମ୍ନାକୁ ଆସିଛି । ଆଜି(ସୋମବାର) ପୂର୍ବାହ୍ନରେ ଏକ...

ନିଜ ଫର୍ମକୁ ନେଇ ଏମିତି କହିଦେଲେ ସୂର୍ଯ୍ୟକୁମାର: ରନ୍‌ କରିପାରୁନାହିଁ କିନ୍ତୁ…

ନୂଆଦିଲ୍ଲୀ,୧୫।୧୨: ବହୁତ ଦିନ ଧରି ବଡ଼ ସ୍କୋର କରିବାକୁ ସଂଘର୍ଷ କରୁଥିବା ଭାରତୀୟ ଟି-୨୦ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଦକ୍ଷିଣ ଆଫ୍ରିକା ବିପକ୍ଷରେ ତୃତୀୟ ଟି-୨୦...

ବଂଶଗତ ରୋଗ ଥାଲାସିମିଆ

ଥାଲାସିମିଆ ଏକ ବଂଶଗତ ରକ୍ତ ରୋଗ। ଏହି ରୋଗରେ ଶରୀରରେ ଅକ୍ସିଜେନ୍‌ ପରିବହନକାରୀ ହେମୋଗ୍ଲୋବିନ୍‌ର ଗଠନ ତ୍ରୁଟିପୂର୍ଣ୍ଣ ହୋଇଯାଇଥାଏ। ଏହାଫଳରେ ଦେଖାଦିଏ ‘ଆନିମିଆ’ ବା ରକ୍ତାଳ୍ପତା।...

Dhurandhar: ଫିଲ୍ମ ନିର୍ମାଣ ପାଇଁ ଲାଗିଥିଲା କେତେ ବର୍ଷ? ଜାଣନ୍ତୁ କେତେ ଟଙ୍କା ହୋଇଥିଲା ଖର୍ଚ୍ଚ

ମୁମ୍ବାଇ: ଆଦିତ୍ୟ ଧରଙ୍କ ନିର୍ଦ୍ଦେଶିତ ଚଳଚ୍ଚିତ୍ର ‘ଧୁରନ୍ଧର’ ବର୍ତ୍ତମାନ ବକ୍ସ ଅଫିସରେ ଭଲ ପ୍ରଦର୍ଶନ କରୁଛି ଏବଂ ଦର୍ଶକଙ୍କ ମଧ୍ୟରେ ଖୁବ ଚର୍ଚ୍ଚା ସୃଷ୍ଟି କରୁଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri