ବ୍ରଜରାଜନଗର ଉପନିର୍ବାଚନ:ଆଜିଠୁ ନାମାଙ୍କନ ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ୱର,୪।୫(ବ୍ୟୁରୋ): ବ୍ରଜରାଜନଗର ବିଧାନସଭା ଉପନିର୍ବାଚନ ପାଇଁ ତାରିଖ ଘୋଷଣା ହେବା ପରେ ରାଜନୀତି ସରଗରମ ହୋଇଉଠିଛି। ଉପନିର୍ବାଚନ ଆସନ୍ତା ୩୦ରେ ହେବାକୁ ଥିବା ବେଳେ ବୁଧବାର ନାମାଙ୍କନ ପ୍ରକ୍ରିୟା ଆରମ୍ଭ ହେବ। ଏହି ନାମାଙ୍କନ ପ୍ରକ୍ରିୟା ଆସନ୍ତା ୧୧ପର୍ଯ୍ୟନ୍ତ ଚାଲିବ। ସେହିପରି ୧୨ରେ ନାମାଙ୍କନପତ୍ର ଯାଞ୍ଚ କରାଯିବ। ତେବେ ପ୍ରାର୍ଥୀମାନେ ଚାହିଁଲେ ୧୭ ତାରିଖ ପର୍ଯ୍ୟନ୍ତ ସେମାନଙ୍କ ନାମାଙ୍କନପତ୍ର ପ୍ରତ୍ୟାହାର କରିପାରିବେ।
ଅନ୍ୟପଟେ ନିର୍ବାଚନ ପାଇଁ ତିନି ପ୍ରମୁଖ ଦଳ ସେମାନଙ୍କ ପ୍ରାର୍ଥୀ ଚୟନକୁ ନେଇ ଆକାଂକ୍ଷା ଆରମ୍ଭ କରିଦେଇଛନ୍ତି। ଏଥର ୨ଲକ୍ଷ ୧୪ ହଜାର ୨୬୧ ଭୋଟର ସେମାନଙ୍କର ମତାଧିକାର ସାବ୍ୟସ୍ତ କରିବେ। ଗତ ନିର୍ବାଚନରେ ୨୫୭ଟି ବୁଥ୍‌ ଥିଲା। ତେବେ ଅଧିକ ୨୨ଟି ବୁଥ୍‌ ପ୍ରତିଷ୍ଠା ପାଇଁ ଜିଲା ପ୍ରଶାସନ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ପ୍ରସ୍ତାବ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

Top 5 Beaches of Odisha: ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ସମୁଦ୍ର କୂଳ, ପିକନିକ୍‌ ପ୍ଲାନିଂ କରୁଥିଲେ ଜାଣି ନିଅନ୍ତୁ

ପୁରୀ ଓଡ଼ିଶାର ପୂର୍ବ ଉପକୂଳରେ ଅବସ୍ଥିତ ପୁରୀ ବେଳାଭୂମି। ଜଗନ୍ନାଥ ଧାମ ନିକଟରେ ଥିବା ଏହି ବେଳାଭୂମିର ସୌନ୍ଦର୍ଯ୍ୟ ଅବଲୋକନ କରିବାକୁ ଦୈନିକ ଲକ୍ଷଲକ୍ଷ ପର୍ଯ୍ୟଟକଙ୍କ...

ଜାଣିଛନ୍ତି କି ପେଟ୍ରୋଲ-ଡିଜେଲ ବି ହୁଏ ଏକ୍ସପାରୀ, ଏତିକି ଦିନ ଯାଏ ରଖିପାରିବେ…

ଅଧିକାଂଶ ଲୋକ ବିଶ୍ୱାସ କରନ୍ତି ଯେ ଥରେ ଟ୍ୟାଙ୍କରେ ଭର୍ତ୍ତି କରି କିମ୍ୱା କ୍ୟାନରେ ସଂରକ୍ଷଣ କରିଦେଲେ, ଇନ୍ଧନ ସବୁଦିନ ପାଇଁ ରହିଥାଏ। କିନ୍ତୁ ଏହା...

ରବିବାର ଭୂଲରେ ବି କାଟନ୍ତୁନି ଚୁଟି କି କରନ୍ତୁନି ଟ୍ରିପ୍‌ ପ୍ଲାନିଂ, ନଚେତ ଜୀବନ ହୋଇଯିବ ନର୍କ!

ହିନ୍ଦୁ ଧର୍ମରେ ପ୍ରତ୍ୟେକ ଦିନ କୌଣସି ନା କୌଣସି ଦେବତାଙ୍କୁ ସମର୍ପିତ। ରବିବାର ଭଗବାନ ସୂର୍ଯ୍ୟଙ୍କୁ ସମର୍ପିତ। ଆଜି ରବିବାର। ଏହି ଦିନ ସୂର୍ଯ୍ୟଙ୍କୁ ପ୍ରାର୍ଥନା...

ଟିମ ଇଣ୍ଡିଆ ଜିତି ପାରିବନି ୨୦୨୬ ଟି-୨୦ ବିଶ୍ୱକପ? ଜାଣନ୍ତୁ ୩ ବଡ଼ କାରଣ

ନୂଆଦିଲ୍ଲୀ,୨୧।୧୨: ୨୦୨୬ ଟି୨୦ ବିଶ୍ୱକପ ଫେବୃଆରୀ ଏବଂ ମାର୍ଚ୍ଚରେ ଅନୁଷ୍ଠିତ ହେବ। ବିଶ୍ୱକପର ପ୍ରଥମ ମ୍ୟାଚ ଫେବୃଆରୀ ୭ରେ ଖେଳାଯିବ ଏବଂ ଫାଇନାଲ ମାର୍ଚ୍ଚ ୮ରେ...

ମକର ସଂକ୍ରାନ୍ତି ପୂର୍ୱରୁ ବଡ଼ ଚାକିରି ପାଇବେ ୩ରାଶି, ଶୁକ୍ରଙ୍କ ଗୋଚରରେ ମକର ରାଶିରେ ବଢିଚାଲିବ ସମ୍ପତ୍ତି!

ଶୁକ୍ରକୁ ପ୍ରେମ, ସୌନ୍ଦର୍ଯ୍ୟ, ଆକର୍ଷଣ, ବିଳାସ, ଟଙ୍କା ଏବଂ ଆନନ୍ଦର ଗ୍ରହ ଭାବରେ ବିବେଚନା କରାଯାଏ। ଜ୍ୟୋତିଷ ଶାସ୍ତ୍ରରେ, ଶୁକ୍ରର ଗୋଚରକୁ ସାଧାରଣତଃ ଶୁଭ ଏବଂ...

ଶିଷ୍ଟାଚାରର ଅଧଃପତନ

ର୍ଘବର୍ଷର ପରାଧୀନତା ଆମ ସମାଜ ତଥା ସାମାଜିକ ଆଚାର ବ୍ୟବହାର ଉପରେ ଏତେ ପ୍ରଭାବ ପକାଇଛି ଯେ, ତାହା ସ୍ୱାଧୀନତାର ଅର୍ଦ୍ଧଶତାବ୍ଦୀ ପରେ ମଧ୍ୟ ସୁଧୁରିବାର...

ନୂଆ ନଁାରେ ପୁରୁଣା କୋଠା

କଭବନ ସ୍ୱଚ୍ଛତା, ସୁଗମତା ଏବଂ ପ୍ରଶାସନ ଓ ଲୋକଙ୍କ ମଧ୍ୟରେ ଏକ ଗଭୀର ସମ୍ପର୍କର ପ୍ରତୀକ। ଏହି ପଦକ୍ଷେପ ନାଗରିକମାନଙ୍କୁ ସଶକ୍ତ, ଶାସନ ବ୍ୟବସ୍ଥାକୁ ସୁଦୃଢ଼...

ଜେଫ୍ରି ଏପ୍‌ଷ୍ଟିନ୍‌ଙ୍କ ସହ ଜଡିତ ଅତିକମରେ ୧୬ ଫାଇଲ ଗାଏବ! ଟ୍ରମ୍ପଙ୍କ ଫଟୋ ବି ୨୪ ଘଣ୍ଟାରେ ଡିଲିଟ, ଆମେରିକାରେ ହଇଚଇ

ଓ୍ବାଶଂଟନ,୨୧।୧୨: ଆମେରିକାରେ ଜେଫ୍ରି ଏପ୍‌ଷ୍ଟିନ୍‌ଙ୍କୁ ନେଇ ବିବାଦ ପୁଣି ଥରେ ଚର୍ଚ୍ଚାକୁ ଆସିଛି। ଆମେରିକାର ନ୍ୟାୟ ବିଭାଗ (DOJ)ର ସରକାରୀ ସାର୍ବଜନୀନ ୱେବସାଇଟରୁ ଏପ୍‌ଷ୍ଟିନ୍‌ ମାମଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri