ଭୁବନେଶ୍ୱର ଡିସିପି ଭାବେ ଦାୟିତ୍ୱ ନେଲେ ପ୍ରତୀକ ସିଂ

ଭୁବନେଶ୍ୱର,୪ା୫(ବ୍ୟୁରୋ): ଭୁବନେଶ୍ୱର ଡିସିପି ଭାବେ ଦାୟିତ୍ୱ ନେଇଛନ୍ତି ଆଇପିଏସ୍‌ ପ୍ରତୀକ ସିଂ। ୨୦୧୪ ବ୍ୟାଚ୍‌ର ଆଇପିଏସ ପ୍ରତୀକ ସିଂଙ୍କୁ ଡିସିପି ଅଫିସରେ ଅତିରିକ୍ତ ଡିସିପି, ଏସିପି ଓ ଆଇଆଇସିମାନେ ସ୍ବାଗତ କରିଥିଲେ। ଭୁବନେଶ୍ୱରରେ କାମ କରିବା ତାଙ୍କ ପାଇଁ ଚ୍ୟାଲେଞ୍ଜ ହେବ ଡିସିପି କହିଛନ୍ତି।

ରାଜଧାନୀରେ ଅପରାଧ ଓ ଅପରାଧୀ ଦମନ, ଆଇନଶୃଙ୍ଖଳା ବ୍ୟବସ୍ଥା ଉପରେ ମୁଖ୍ୟତଃ ଫୋକସ କରାଯିବ। ୫-ଟି ଅନୁସାରେ ଲୋକମାନଙ୍କୁ ସେବା ଯୋଗାଇ ଦିଆଯିବ। ଥାନାକୁ ଆସୁଥିବା ଲୋକେ କିପରି ସେମାନଙ୍କ ସମସ୍ୟାର ସମାଧାନ ପାଇପାରିବେ ସେ ଦିଗରେ ପୋଲିସ କାର୍ଯ୍ୟ କରିବ। ଅପରାଧ ରୋକିବା ପାଇଁ ସ୍ବତନ୍ତ୍ର ଯୋଜନା ରହିଥିବା କହିଛନ୍ତି ଡିସିପି।


Enter your email to get our daily news in your inbox.

All Right Reserved By Dharitri.Com

ରାଜସ୍ବ ନିରୀକ୍ଷକଙ୍କୁ ପାଠ ପଢ଼ାଇଲେ ରାଜସ୍ବ ମନ୍ତ୍ରୀ: କହିଲେ ଯମ ଅଜାଣତରେ…

ଜୟପୁର,୨୦।୧୨: ରାଜସ୍ବ ନିରୀକ୍ଷକଙ୍କୁ ପାଠ ପଢ଼ାଇଲେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ। ସେ କହିଛନ୍ତି ଯମ ଅଜାଣତରେ ମଣିଷର ମୃତ୍ୟୁ ହୁଏନି। ଏହା ସହ ସେ...

ନୋଟ୍‌ ଛାପା କାରଖାନାରେ କିପରି ପାଇବେ ଚାକିରି, ଜାଣନ୍ତୁ କେତେ ମିଳିବ ଦରମା, ଏମିତି କରନ୍ତୁ ଆବେଦନ…

ନୂଆଦିଲ୍ଲୀ,୨୦ା୧୨: ସରକାରୀ ଚାକିରି ପାଇଁ ପ୍ରସ୍ତୁତ ହେଉଥିବା ଯୁବତୀଯୁବକମାନଙ୍କ ପାଇଁ ନୋଟ୍‌ ଛାପା କାରଖାନାରେ କାମ କରିବାର ସ୍ବପ୍ନ ବିଶେଷ ଗୁରୁତ୍ୱପୂର୍ଣ୍ଣ। ଯଦି ଆପଣ ମଧ୍ୟ...

ଆଜି ପୁଣି ରାଜଧାନୀରେ ବାତିଲ ହେଲା ୧୦୦ ବିମାନ, ଏହି କାରଣରୁ…

ନୂଆଦିଲ୍ଲୀ,୨୦ା୧୨: ଶନିବାର ରାଜଧାନୀ ଦିଲ୍ଲୀରେ ପୁଣି ବହୁ ବିମାନ ବାତିଲ କରାଯାଇଛି। ତେବେ ଘନ କୁହୁଡ଼ି ପାଇଁ ଦିଲ୍ଲୀରେ ୧୦୦ରୁ ଊଦ୍ଧର୍‌ବ ବିମାନ ବାତିଲ କରାଯାଇଛି।...

ଶସ୍ତା ହେବ ଔଷଧ, କମ୍ପାନୀଗୁଡ଼ିକ ସହ ଏକ ଆଶ୍ଚର୍ଯ୍ୟଜନକ ଚୁକ୍ତି କରିଛନ୍ତି ଡୋନାଲ୍ଡ ଟ୍ରମ୍ପ

ଓ୍ବାଶିଂଟନ,୨୦।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଔଷଧ ମୂଲ୍ୟ ହ୍ରାସ ପାଇଁ ସବୁଠାରୁ ବଡ଼ ପଦକ୍ଷେପ ଘୋଷଣା କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ରୋଗୀମାନଙ୍କୁ...

ଦାମୀ କାର ଭିତରେ ସିକ୍ରେଟ୍‌ ଚ୍ୟାମ୍ବର: ପୁଷ୍ପା ଷ୍ଟାଇଲରେ ଗଞ୍ଜେଇ ଚାଲାଣ ବେଳେ ମାଡ଼ିବସିଲା…

ବଲାଙ୍ଗୀର,୨୦।୧୨:(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ୨୬ ନଂ ଜାତୀୟ ରାଜପଥରେ ପୁଷ୍ପା ଷ୍ଟାଇଲରେ ଏକ କ୍ରେଟା କାରରେ ଗଞ୍ଜେଇ ଚାଲାଣ ହେଉଥିବା ଖବର ପାଇ ମାଡ଼ିବସିଲା...

ଗୋଡ଼ି ଛାଣିଲେ ମିଳେ ପଇସା, ଆଶ୍ଚର୍ଯ୍ୟ ଲାଗିଲେ ବି…

ଯାଜପୁର ଟାଉନ, ୨୦ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ମାନବ ସମାଜରେ ସମସ୍ତେ ନିଜ ପେଟପାଟଣା ପାଇଁ କିଛି ନା କିଛି କର୍ମ କରି ଦୁଇ ପଇସା ରୋଜଗାର...

ତାହେରପୁରରେ ଲ୍ୟାଣ୍ଡ କରିପାରିଲାନି ମୋଦିଙ୍କ ହେଲିକପ୍ଟର, ହଠାତ୍….

ନୂଆଦିଲ୍ଲୀ, ୨୦।୧୨:  ଖରାପ ପାଗ ଯୋଗୁଁ ଲ୍ୟାଣ୍ଡ କରିପାରିଲାନି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ହେଲିକପ୍ଟର । ଘନ କୁହୁଡ଼ି ଯୋଗୁଁ ପଶ୍ଚିମବଙ୍ଗର ତାହେରପୁରରେ ଅବତରଣ କରିପାରିନଥିଲା।...

ପାକିସ୍ତାନକୁ କଲେ ଖୁବ ପ୍ରଶଂସା, ଟ୍ରମ୍ପଙ୍କୁ କହିଲେ ଶାନ୍ତି ଦୂତ, ରୁବିଓଙ୍କ ବୟାନକୁ ନେଇ ହେଉଛି ଖୁବ ଚର୍ଚ୍ଚା!

ଓ୍ବାଶିଂଟନ,୨୦।୧୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ବିବାଦକୁ ଉଲ୍ଲେଖ କରି ଆମେରିକାର ବୈଦେଶିକ ସଚିବ ମାର୍କୋ ରୁବିଓ କହିଛନ୍ତି ଯେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri