ବରଗଡ଼ରେ ବିକାଶ ବାଟବଣା, ଖରାଦିନେ ରାସ୍ତାରେ ବହୁଛି ଡ୍ରେନ୍‌ ପାଣି

ବରଗଡ଼,୨୬।୪(ପ୍ରେମାନନ୍ଦ ଖମାରୀ) : ବରଗଡ଼ ସହରକୁ ବିକଶିତ କରିବା ଲକ୍ଷ୍ୟ ନେଇ ପର୍ଯ୍ୟାୟକ୍ରମେ ଜବରଦଖଲ ଉଚ୍ଛେଦ କରାଯାଉଛି। ଏହି କ୍ରମରେ କେଉଁଠି ରାସ୍ତା ପ୍ରଶସ୍ତୀକରଣ ତ ଆଉ କେଉଁଠାରେ ରାସ୍ତାପାର୍ଶ୍ୱରେ ଡ୍ରେନ୍‌ ନିର୍ମାଣ ଚାଲିଛି।…

ଜନଗଣନାରେ ନିୟୋଜିତ ୨ଜଣଙ୍କ ମୃତ୍ୟୁ

ବେତନଟୀ/ସୁନ୍ଦରଗଡ଼,୨୭।୪(ଧରଣୀଧର ମହାନ୍ତି/ଜୟନାରାୟଣ ମେଣ୍ଡୁଳି): ଜନଗଣନା କାର୍ଯ୍ୟରେ ନିୟୋଜିତ ହୋଇଥିବା ୨ଜଣଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ମୟୂରଭଞ୍ଜ ଜିଲା ବେତନଟୀ ବ୍ଲକ୍‌ ଅଧୀନ ପୁରିନ୍ଦା କଖାରୁଆ ବୈଦନାଥ ଉଚ୍ଚ ବିଦ୍ୟାଳୟର ଶିକ୍ଷକ ରାଜକପୁର ହେମ୍ବ୍ରମଙ୍କ ରବିବାର…

ମରାମତି ନାଁରେ ଖୋଳିଦେଲେ ରାସ୍ତା, ଲୋକେ ହନ୍ତସନ୍ତ

ପଦ୍ମପୁର,୨୭।୪(ପ୍ରଦୀପ୍ତ ଦାଶ): ପ୍ରତି ଓ୍ବାର୍ଡ ଓ ଘରକୁ ପାଣି ପାଇପ ବିଛାଇବା ପାଇଁ ଠିକାଦାର ରାସ୍ତାକୁ ଭାଙ୍ଗି ଦେଉଛନ୍ତି। କିନ୍ତୁ କାମ ସାରିବା ପରେ ଏହି ରାସ୍ତା ମରାମତି କଥା ଭୁଲି ଯାଉଛନ୍ତି, ଯାହାକି…

ହର୍ମୁଜ ଖୋଲିବାକୁ ପ୍ରସ୍ତୁତ ଇରାନ, ଆମେରିକାକୁ ବଦଳରେ ପଠାଇଲା ଏମିତି ପ୍ରସ୍ତାବ, ଜାଣନ୍ତୁ…

ତେହରାନ,୨୭।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଏକ ନୂତନ କୂଟନୈତିକ ବିକାଶ ଦେଖାଦେଇଛି। ଇରାନ ଆମେରିକାକୁ ଶାନ୍ତି ଚୁକ୍ତି ପାଇଁ ଏକ ନୂତନ ପ୍ରସ୍ତାବ ପ୍ରଦାନ କରିଛି, ଯେଉଁଥିରେ ହର୍ମୁଜ…

ଖରାଠୁ ବଳିଯାଉଛି ଗୁଳୁଗୁଳି ଯନ୍ତ୍ରଣା, ଏହିଦିନଠୁ ପୁଣି କାଳବୈଶାଖୀ ବର୍ଷା

ଭୁବନେଶ୍ୱର,୨୭।୪(ବନ୍ଦନା ସେଠୀ): ରାଜ୍ୟରେ ବର୍ତ୍ତମାନ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବାବେଳେ ପଶ୍ଚିମରେ ଖରାତାତି ଓ ଉପକୂଳରେ ଗୁଳୁଗୁଳି ଅନୁଭୂତ ହେଉଛି। ଗତ କିଛିଦିନ ହେବ ସାଧାରଣତଃ ଉତ୍ତର ଓ ପଶ୍ଚିମ ଓଡ଼ିଶାରେ ପାରଦ ଉପରମୁହାଁ…

Video: ଟ୍ରମ୍ପଙ୍କ ମଜା ଉଡାଇଲା ଇରାନ, ଏମିତି ଭିଡ଼ିଓ ଜାରି କଲା ଯିଏ ଦେଖିଲା କହିଲା…

ତେହରାନ,୨୭।୪: ୱାଶିଂଟନରେ ହ୍ବାଇଟ ହାଉସ କରେସପଣ୍ଡେଣ୍ଟ୍ସଙ୍କ ରାତ୍ରୀଭୋଜନ ସମୟରେ ଘଟିଥିବା ଗୁଳିକାଣ୍ଡ ଘଟଣା ପରେ, ଇରାନ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ପରିହାସ କରି ଏକ ଲେଗୋ-ଶୈଳୀର ‘ଡିସ ଟ୍ରାକ’ ଭିଡିଓ ଜାରି କରିଛି।…

ଟ୍ରମ୍ପ୍‌ଙ୍କୁ ଲକ୍ଷ୍ୟ

ମଧ୍ୟପ୍ରାଚ୍ୟ ସଙ୍କଟ ଦୂର କରିବା ଲାଗି ଇରାନ୍‌ ବୈଦେଶିକ ମନ୍ତ୍ରୀ ଅବାସ ଆରାଘାଚି ଆମେରିକୀୟ ପ୍ରତିନିଧି ଦଳ ସହ କଥାବାର୍ତ୍ତା କରିବା ପୂର୍ବରୁ ୨୫ ଏପ୍ରିଲରେ ଇସ୍‌ଲାମାବାଦ ଛାଡ଼ିଦେଇଥିଲେ। ଆମେରିକା ଶାନ୍ତି ଆଲୋଚନା ପାଇଁ ପ୍ରସ୍ତୁତ ନାହିଁ ଓ ଇରାନ୍‌ର ସାମୁଦ୍ରିକ…

ହ୍ବାଇଟ ହାଉସ ଡିନର ସୁଟିଂକୁ ନେଇ ଚମକାଇବା ଭଳି କଥା କହିଲେ ଟ୍ରମ୍ପ

ଓ୍ବାଶିଂଟନ,୨୭।୪: ହ୍ବାଇଟ ହାଉସ କରେସପଣ୍ଡେଣ୍ଟଙ୍କ ରାତ୍ରୀଭୋଜନରେ ଗୁଳିକାଣ୍ଡ ଘଟଣା ପରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସିବିଏସ ନ୍ୟୁଜକୁ ଏକ ସାକ୍ଷାତକାର ଦେଇଥିଲେ। ସେ କହିଥିଲେ ଯେ ଯେତେବେଳେ ଗୁଳିକାଣ୍ଡ ଆରମ୍ଭ ହେଲା, ସେ ଫାଷ୍ଟ ଲେଡି ଅର୍ଥାତ୍‌ ମେଲାନିଆ ଟ୍ରମ୍ପଙ୍କ…

ଇରାନ-ଆମେରିକା ଯୁଦ୍ଧ ଖୁବ ଶୀଘ୍ର ଶେଷ ହେବାର ସଙ୍କେତ ଦେଲେ ଟ୍ରମ୍ପ, କହିଲେ ସେମାନଙ୍କ ପରିସ୍ଥିତି ଖୁବ ଖରାପ…

ଓ୍ବାଶିଂଟନ,୨୭।୪: ଆମେରିକା ଏବଂ ଇରାନ ମଧ୍ୟରେ ଏପର୍ଯ୍ୟନ୍ତ କୌଣସି ଚୁକ୍ତି ହୋଇନାହିଁ। ତଥାପି, ଏହି ପରିସ୍ଥିତି ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସଙ୍କେତ ଦେଇଛନ୍ତି ଯେ ଦୁଇ ରାଷ୍ଟ୍ର ମଧ୍ୟରେ ସଂଘର୍ଷ ଶୀଘ୍ର ଶେଷ ହୋଇପାରେ। ସେ କହିଛନ୍ତି ଯେ…

ଆଇସିୟୁ ସର୍ବନିମ୍ନ ମାନ ରକ୍ଷା ଲାଗି ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୭ା୪: ସ୍ବାସ୍ଥ୍ୟସେବାକୁ ନେଇ ଇଣ୍ଟେନସିଭ୍‌ କେୟାର ୟୁନିଟ୍‌(ଆଇସିୟୁ)ର ସର୍ବନିମ୍ନ ମାନ ରକ୍ଷା ଲାଗି ସୁପ୍ରିମକୋର୍ଟ ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳକୁ ନିର୍ଦ୍ଦେଶ ଦେଇଛନ୍ତି। ଜାତୀୟ ସ୍ତରରେ ସ୍ବାସ୍ଥ୍ୟସେବା କ୍ଷେତ୍ରରେ କ୍ରିଟିକାଲ୍‌ କେୟାର ବ୍ୟବସ୍ଥାର ସୁବ୍ୟବସ୍ଥିତ ଭିତ୍ତିଭୂମିର ଉନ୍ନତି କରାଯିବା ଜରୁରୀ ବୋଲି…

ଚାଇନାରେ ଚାଞ୍ଚଲ୍ୟ, ନୃତ୍ୟ କାର୍ଯ୍ୟକ୍ରମରେ ଛାତ୍ରୀଙ୍କୁ କୁଣ୍ଢାଇ ପକାଇଲା ହ୍ୟୁମାନଏଡ୍‌ ରୋବୋ

ବେଜିଂ, ୨୭।୪(ପି.ଟି.): ଚାଇନାର ଶାନସି ପ୍ରଦେଶର ଏକ ବିଶ୍ୱବିଦ୍ୟାଳୟରେ ଆୟୋଜିତ ସାଂସ୍କୃତିକ କାର୍ଯ୍ୟକ୍ରମରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଏକ ହ୍ୟୁମାନଏଡ୍‌ ରୋବୋ (ଯନ୍ତ୍ରମଣିଷ) ନାଚୁଥିବା ସମୟରେ ହଠାତ୍‌ ଜଣେ ଛାତ୍ରୀଙ୍କ ଆଡ଼କୁ ମାଡ଼ିଆସି ତାଙ୍କୁ କୁଣ୍ଢାଇ ପକାଇଥିଲା। ଏହି…

ସକାଳୁ ସକାଳୁ ଶକ୍ତିଶାଳୀ ଭୂମିକମ୍ପ ଝଟକା, ଭୟରେ ଲୋକେ ଘରୁ…

ଟୋକିଓ,୨୭।୪: ସକାଳୁ ସକାଳୁ ଜାପାନରେ ବଡ଼ ଧରଣର ଭୂକମ୍ପ ହୋଇଛି । ଜର୍ମାନ ରିସର୍ଚ୍ଚ ସେଣ୍ଟର ଫର୍ ଜିଓସାଇନ୍ସ ରିପୋର୍ଟ କରିଛି ଯେ ସୋମବାର ଜାପାନର ହୋକାଇଡୋରେ ୬.୧ ତୀବ୍ରତାର ଭୂମିକମ୍ପ ହୋଇଥିଲା। କହିରଖୁଛୁ କି, କିଛି ଦିନ ପୂର୍ବରୁ ଏହି ଅଞ୍ଚଳରେ…

ଆମେରିକା-ଇରାନ ଶାନ୍ତି ଆଶା ମଉଳିଲା: ପ୍ରତିନିଧି ପଠାଇବା ନିଷ୍ପତ୍ତି ସ୍ଥଗିତ ରଖିଲେ ଟ୍ରମ୍ପ୍

ଇସ୍‌ଲାମାବାଦ/ଓ୍ବାଶିଂଟନ,୨୬ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ପ୍ରତିନିଧି ଭାବେ ଷ୍ଟିଭ୍‌ ଓ୍ବିଟ୍‌କଫ୍‌ ଏବଂ ଜାରେଡ କୁଶ୍‌ନେର ଇରାନ ସହ ଆଲୋଚନା ପାଇଁ ପାକିସ୍ତାନ ଗସ୍ତରେ ଯିବେନାହିଁ ବୋଲି ସେ କହିବା ପରେ ଦୁଇ ଦେଶ ମଧ୍ୟରେ ଶାନ୍ତି ସ୍ଥାପନ ଆଶା ମଉଳିଯାଇଛି।…

ଟ୍ରମ୍ପଙ୍କୁ ଆଟାକ୍‌ ନେଇ ମୁହଁ ଖୋଲିଲେ ମୋଦି, ବିଶ୍ୱରେ ଚହଳ!

ନୂଆଦିଲ୍ଲୀ,୨୬।୪: ହ଼୍ବାଇଟ ହାଉସ କରେସପଣ୍ଡେଣ୍ଟ୍ସ ଆସୋସିଏସନ ରାତ୍ରୀଭୋଜନରେ ଗୁଳିକାଣ୍ଡ ଘଟଣା ପରେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ପ୍ରତିକ୍ରିୟା ଜାରି କରିଛନ୍ତି। ଶନିବାର, ରାତ୍ରୀଭୋଜନ କାର୍ଯ୍ୟକ୍ରମ ସମୟରେ ଗୁଳି ଚାଳନା ହେବା ସମୟରେ ଆମେରିକାର ରାଷ୍ଟ୍ରପତି ଏବଂ ପ୍ରଥମ ମହିଳା ମେଲାନିଆ…

ଡିନର ପାର୍ଟିରେ ଗୁଳିମାଡ଼କୁ ନେଇ ଟ୍ରମ୍ପଙ୍କ ବଡ଼ ଖୁଲାସା, କହିଲେ ଇରାନ…

ଓ଼୍ବାଶିଂଟନ,୨୬।୪: ହ଼୍ବାଇଟ ହାଉସ କରିସପଣ୍ଡେଣ୍ଟ୍ସଙ୍କ ରାତ୍ରୀଭୋଜନ ସମୟରେ ହଠାତ ଗୁଳିମାଡ଼ ଉପରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବିବୃତ୍ତି ଜାରି କରିଛନ୍ତି। ଶାନ୍ତ ରହିବାକୁ ନିବେଦନ କରି ସେ ଅଧିକାରୀମାନଙ୍କୁ କାର୍ଯ୍ୟକ୍ରମ ଜାରି ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି। ସୋସିଆଲ ମିଡିଆରେ…

ଡିନର ପାର୍ଟିରେ ହଠାତ୍‌ ଟ୍ରମ୍ପଙ୍କୁ ଗୁଳିମାଡ଼! ଦେଖନ୍ତୁ ଭିଡିଓ

ଓ଼୍ବାଶିଂଟନ,୨୬।୪: ‘ହ଼୍ବାଇଟ ହାଉସ କରେସପଣ୍ଡେଣ୍ଟ୍ସ’ ରାତ୍ରୀଭୋଜନ ସମୟରେ ୱାଶିଂଟନ ହିଲଟନ ହୋଟେଲରେ ଗୁଳିମାଡ଼। ତେବେ ଏହି ଘଟଣା ସମୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଏବଂ ଉପରାଷ୍ଟ୍ରପତି ଜେଡି ଭାନ୍ସ ମଧ୍ୟ ହୋଟେଲରେ ଉପସ୍ଥିତ ଥିଲେ। ଉଭୟଙ୍କୁ ସୁରକ୍ଷିତ ଭାବରେ ସ୍ଥାନାନ୍ତର କରାଯାଇଛି।…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ (୨୬ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୫ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୪ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୨ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୧ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୯ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୮ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୭ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୬ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୫ ଏପ୍ରିଲ, ୨୦୨୬ )

View

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri