ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଲା ସନରାଇଜର୍ସ

ମୁମ୍ବାଇ,୫।୫: ମୁମ୍ବାଇର ଓ୍ବାଙ୍ଖଡେ ଷ୍ଟାଡିୟମ୍‌ରେ ଗୁରୁବାର ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ର ୫୦ତମ ମ୍ୟାଚ ସନରାଇଜର୍ସ ହାଇଦ୍ରାବାଦ ଓ ଦିଲ୍ଲୀ କ୍ୟାପିଟାଲ୍ସ ମଧ୍ୟରେ ଖେଳାଯାଉଛି। ସନରାଇଜର୍ସ ହାଇଦ୍ରାବାଦ ଅଧିନାୟକ କେନ୍‌ ଓ୍ବିଲିୟମ୍‌ସନ୍‌ ଟସ୍‌ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଦିଲ୍ଲୀ କ୍ୟାପିଟାଲ୍ସ ପ୍ରଥମେ ବ୍ୟାଟିଂ କରିବ। ଦିଲ୍ଲୀ ଟିମ୍‌ରେ ୪ଟି ଓ ହାଇଦ୍ରାବାଦ ଟିମ୍‌ରେ ୩ଟି ପରିବର୍ତ୍ତନ କରାଯାଇଥିବା ଜଣାପଡ଼ିିଛି। ହାଇଦ୍ରାବାଦ ପାଇଁ ୩ ଜଣ ଖେଳାଳି ପ୍ରଥମ ମ୍ୟାଚ ଖେଳୁଛନ୍ତି। ଏହି ମ୍ୟାଚରେ କାର୍ତ୍ତିକ ତ୍ୟାଗୀ, ଶ୍ରେୟାସ ଗୋପାଲ ଏବଂ ସଚିନ ଆବୋଟ୍ଟଙ୍କୁ କେନ ୱିଲିୟମ୍‌ସନ୍‌ ସୁଯୋଗ ଦେଇଛନ୍ତି। ସେହପରି ମନଦୀପ ସିଂ, ରିପଲ ପଟେଲ, ଖଲିଲ ଅହମ୍ମଦ ଏବଂ ଏନରିଚ୍‌ ନର୍ଟେଜେ ରିଷଭ ପନ୍ତଙ୍କ ଦିଲ୍ଲୀକୁ ଫେରିଛନ୍ତି।
ସନରାଇଜର୍ସ ହାଇଦ୍ରାବାଦ: କେନ୍‌ ଓ୍ବିଲିୟମ୍‌ସନ୍‌(ଅଧିନାୟକ),ନିକୋଲାସ ପୁରନ (ଓ୍ବିକେଟ କିପର), ଅଭିଶେକ ଶର୍ମା, ରାହୁଲ ତ୍ରୀପାଠି, ଆଡେନ ମାରକ୍ରାମ, ଶଶାଙ୍କ ସିଂହ, ଶ୍ରେୟାସ ଗୋପାଲ, ଭୁବନେଶ୍ୱର କୁମାର, ସିନ୍‌ ଆବୋଟ୍ଟ, କାର୍ତ୍ତିକ ତ୍ୟାଗୀ, ଉମରାନ ମଲ୍ଲିକ।
ଦିଲ୍ଲୀ କ୍ୟାପିଟାଲ୍ସ : ରିଷଭ ପନ୍ତ(ଅଧିନାୟକ/ ଓ୍ବିକେଟ କିପର), ଡେଭିଡ ଓ୍ବାର୍ନର, ମନଦୀପ ସିଂହ, ମିଶେଲ ମାର୍ଶ, ଲଳିତ ଯାଦବ, ରୋଭମାନ ପାଓ୍ବେଲ, ରିପଲ ପଟେଲ, ଶର୍ଦ୍ଦୁଲ ଠାକୁର, କୁଲଦୀପ ଯାଦବ, ଖଲିଲ ଅହମ୍ମଦ, ଏନରିଚ୍‌ ନର୍ଟେଜେ।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri