ରବିବାର ବାତ୍ୟା

ଭୁବନେଶ୍ୱର,୬।୫(ବ୍ୟୁରୋ): ଦକ୍ଷିଣ-ଆଣ୍ଡାମାନ ସାଗର ଏବଂ ଏହାର ପାର୍ଶ୍ୱବର୍ତ୍ତୀ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ଉତ୍ତର-ପଶ୍ଚିମ ଦିଗରେ ଗତି କରୁଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି।
ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ୭ ତାରିଖରେ ଅବପାତର ରୂପ ନେବ। ୮ତାରିଖ ସା ସୁଦ୍ଧା ଏହା ବାତ୍ୟା ରୂପ ନେବାର ଆଶଙ୍କା କରିଛି ବିଭାଗ। ଏହି ଅବପାତ ରବିବାର ବାତ୍ୟାର ରୂପ ନେଇ କ୍ରମଶଃ ଉତ୍ତର ପଶ୍ଚିମ ଦିଗକୁ ଗତି କରି ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଉତ୍ତରଆନ୍ଧ୍ର ଓ ଓଡ଼ିଶା ଉପକୂଳ ୧୦ ତାରିଖରେ ଛୁଇଁବ । ଏ ନେଇ ଭୁବନେଶ୍ୱର ପାଣିପାଗ ବିଭାଗ ସୂଚନା ଦେଇଛି । ବାତ୍ୟାକୁ ଦୃଷ୍ଟିରେ ରଖି ମତ୍ସ୍ୟଜିବୀଙ୍କୁ ସମୁଦ୍ର ଭିତରକୁ ନଯିବ ପାଇଁ ପରାମର୍ଶ ଦିଆଯାଇଛି ।

 


Enter your email to get our daily news in your inbox.

All Right Reserved By Dharitri.Com

ମାତ୍ର ୫ ଦିନରେ ଦୋଷୀଙ୍କୁ ମିଳିଲା ଦଣ୍ଡ: କୋର୍ଟଙ୍କ ରାୟଙ୍କ ଦେଖି ଲୋକେ ଆଶ୍ଚର୍ଯ୍ୟ

ଜୟପୁର,୨୫।୧୨: ରାଜସ୍ଥାନର କୋଟପୁଟଲି-ବେହରର ଜିଲାରେ ଏକ ଚୋରି ମାମଲାରେ ଅଭିଯୁକ୍ତକୁ ପାଞ୍ଚ ଦିନ ମଧ୍ୟରେ କୋର୍ଟ ଦଣ୍ଡାଦେଶ ଶୁଣାଇଛି। କୋର୍ଟ ତାଙ୍କୁ ଦୁଇ ବର୍ଷ ଜେଲଦଣ୍ଡ...

ଗୁଲୁଆଙ୍କ ପାଲଟା ଅଭିଯୋଗ: ‘ମୋତେ ଶାରୀରିକ ସମ୍ପର୍କ ରଖିବାକୁ ମନା କରିଥିଲେ ବର୍ଷା, ମୁଁ ନୁହେଁ ବରଂ ସେ… 

ଭୁବନେଶ୍ୱର,୨୫।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

ବାଂଲାଦେଶରେ ଆଉ ଜଣେ ହିନ୍ଦୁ ଯୁବକଙ୍କୁ ପିଟିପିଟି ହତ୍ୟା: ପୋଲିସର ଚାଞ୍ଚଲ୍ୟକର ଖୁଲାସା

ଢାକା,୨୫।୧୨: ବାଂଲାଦେଶରେ ଆଉ ଜଣେ ହିନ୍ଦୁ ବ୍ୟକ୍ତିଙ୍କୁ ପିଟିପିଟି ହତ୍ୟା କରାଯାଇଛି। ମୃତକଙ୍କ ନାମ ଅମୃତ ମଣ୍ଡଳ ଓରଫ ସମ୍ରାଟ। ପୋଲିସ ଦାବି କରିଛି, ରାଜବାଡ଼ିର...

ଜାତୀୟ କବାଡ଼ି ପ୍ରତିଯୋଗିତାରେ ଭାଗ ନେବେ ଓଡ଼ିଆ ପୁଅ ଶିବପ୍ରସାଦ

ଗଞ୍ଜାମ,୨୫ା୧୨(ବିଦ୍ୟାଧର ସାହୁ): ଆସନ୍ତା ୬ ତାରିଖରେ ରାଇପୁର ଭିଲାଇ ରାଜକୁମାର କଲେଜରେ ଅନୁଷ୍ଠିତ ହେବ ନ୍ୟାଶନାଲ ଇଭେଣ୍ଟ କବାଡ଼ି। ଏହି ପ୍ରତିଯୋଗିତାରେ ଖେଳିବାକୁ ଓଡ଼ିଶାର ଦୁଇ...

ଶୀତକୁ ନାହିଁ ଖାତିର, ଦାରିଙ୍ଗବାଡ଼ିରେ ବଢୁଛି ପର୍ଯ୍ୟଟକଙ୍କ ଭିଡ଼

ଦାରିଙ୍ଗବାଡ଼ି,୨୫ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ପୁଣି ବଢ଼ିଲା ଶୀତର ପ୍ରକୋପ। ବିଭିନ୍ନ ସ୍ଥାନରେ ଘନକୁହୁଡି ସହ ଶୀତ ଦ୍ବିଗୁଣିତ ହୋଇଛି। ଗୁରୁବାର ସକାଳେ...

ଗୁଲୁଆଙ୍କ ଗୁମର ଖୋଲିଦେଲେ ସ୍ତ୍ରୀ: ନୂଆ ନୂଆ ଝିଅଙ୍କୁ ଧରି….

ଭୁବନେଶ୍ୱର,୨୫।୧୨: ଓଡ଼ିଆ କମେଡିଆନ୍‌ ଗୁଲୁଆଙ୍କ ସାଂସାରିକ ଜୀବନରେ ଆସିଛି ଝଡ଼। ଜୀବନ ପ୍ରତି ବିପଦ ଥିବା ଗୁଲୁଆ ଅଭିଯୋଗ କରିବା ପରେ ତାଙ୍କ ସ୍ତ୍ରୀ ତଥା...

ଜଗନ୍ନାଥପ୍ରେମୀଙ୍କ ଭାବାବେଗକୁ ଆଘାତ…ସମୁଦ୍ରରେ ଭାସି ଆସିଲା ମହାପ୍ରଭୁଙ୍କ ବିଗ୍ରହ, ଦୟନୀୟ ଅବସ୍ଥାରେ ଉଦ୍ଧାର

ପୁରୀ ୨୫/୧୨( ଅଜିତ୍ କୁମାର ସାହୁ): ପୁଣି ମହାପ୍ରଭୁଙ୍କୁ ଅପମାନ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମୂର୍ତ୍ତି ସମୁଦ୍ରରେ ଭାସିଵାର ଦୃଶ୍ୟ ଏବେ ସୋସିଆଲ ମିଡିଆରେ ବେଶ୍ ଭାଇରାଲ...

ସର୍ବଭାରତୀୟ ନାଟକ ସମାରୋହ ଉଦ୍‌ଘାଟିତ: ଆଜି ମଞ୍ଚସ୍ଥ ହେବ ‘ମାଗୁଣିର ଶଗଡ଼’

ବଲାଙ୍ଗୀର,୨୫ା୧୨(ସୁନିଲ କୁମାର ମହାନ୍ତି): ସର୍ବଭାରତୀୟ ବହୁଭାଷୀ ନାଟକ ସମାରୋହ ମଠଖାଇ ମହୋତ୍ସବ ଗୁରୁବାର ଉଦ୍‌ଘାଟିତ ହୋଇଛି। ସକାଳେ ବଲାଙ୍ଗୀର ସହର ଉପକଣ୍ଠ ମଠଖାଇ ମନ୍ଦିରରୁ ନାଟ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri