Posted inଫୁରସତ

ସଚେତନତା ହିଁ ପ୍ରକୃତ ନିଦାନ

କୌଣସି ସ୍ବାସ୍ଥ୍ୟ ସମସ୍ୟା ପୂର୍ବରୁ ଏନେଇ ସଚେତନତା ସୃଷ୍ଟି ଦ୍ୱାରା ବହୁ ଅସୁବିଧାରୁ ଦୂରେଇ ହୋଇ ରହିବା ସମ୍ଭବ ହୋଇଥାଏ। ଥାଲାସେମିଆ ଭଳି ଜିନ୍‌ଗତ ରକ୍ତ ସମସ୍ୟା ପ୍ରତି ସଚେତନତା ସୃଷ୍ଟି ଲାଗି ପ୍ରତିବର୍ଷ ମେ’ ୮ରେ ବିଶ୍ୱ ଥାଲାସେମିଆ ଦିବସ ପାଳିିତ ହୋଇଥାଏ। ଏହି ରୋଗରେ ଶରୀରରେ ଥିବା ରକ୍ତରେ ଯଥେଷ୍ଟ ହେମୋଗ୍ଲୋବିନ ସୃଷ୍ଟି କରିବାରେ ସମ୍ଭବ ହୋଇ ନଥାଏ। ଫଳସ୍ବରୂପ ଲାଲ ରକ୍ତକଣିକା ଦୁର୍ବଳ ହୋଇଯାଏ। ସାଧାରଣତଃ ଦୁଇ ପ୍ରକାରର ଥାଲାସେମିଆ ସମସ୍ୟା ରହିଛି। ଏହାକୁ ଆଲ୍‌ଫା ଏବଂ ବିଟା ଭାବେ ନାମିତ କରାଯାଇଛି। ଏହି ସମସ୍ୟା ଯୋଗୁ ରକ୍ତହୀନତା, ନିଃଶ୍ୱାସପ୍ରଶ୍ୱାସ ନେବାରେ ଅସୁବିଧା, ଅତ୍ୟଧିକ ଥକା ଏବଂ ଅନିୟମିତ ହୃଦ୍‌ସ୍ପନ୍ଦନ ହୋଇଥାଏ। ଏହି ରୋଗ ବିଷୟରେ ସଚେତନତା ସୃଷ୍ଟି କରିବା ଏବଂ ଏହାର ମୁକାବିଲା ପାଇଁ ରୋଗୀ, ସେମାନଙ୍କ ପରିବାର ଏବଂ ସ୍ବାସ୍ଥ୍ୟସେବା କର୍ମଚାରୀଙ୍କୁ ସହାୟତା କରିବା ସକାଶେ ବିଶ୍ୱ ଥାଲାସେମିଆ ଦିବସ ପାଳନର ଲକ୍ଷ୍ୟ ରଖାଯାଇଥାଏ। ୧୯୯୪ରେ ଥାଲାସେମିଆ ଇଣ୍ଟରନ୍ୟାଶନାଲ ଫେଡେରେଶନ (ଟିଆଇଏଫ୍‌) ଦ୍ୱାରା ପ୍ରତିଷ୍ଠାତା ପାନୋସ ଏଙ୍ଗଲେଜୋସଙ୍କ ପୁଅ ଜର୍ଜ ଏଙ୍ଗଲେଜୋସଙ୍କ ସ୍ମୃତିରେ ଏହି ଦିବସ ପାଳନ ପାଇଁ ନିଷ୍ପତ୍ତି ନିଆଯାଇଥିଲା। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ୱେବ୍‌ସାଇଟ ଅନୁସାରେ ପ୍ରତିବର୍ଷ ଭାରତରେ ଥାଲାସେମିଆ ସମସ୍ୟା ସହ ପ୍ରାୟ ୧୦ରୁ ୧୫ ହଜାର ଶିଶୁ ଜନ୍ମ ହୁଅନ୍ତି। ବିଶ୍ୱସ୍ତରରେ ପ୍ରତିବର୍ଷ ଏଭଳି ସମସ୍ୟା ଥିବା ପିଲାଙ୍କ ସଂଖ୍ୟା ପ୍ରାୟ ୩ ଲକ୍ଷରୁ ୫ ଲକ୍ଷ ରହିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଆଶେସ୍‌ ଖରାପ ପ୍ରଦର୍ଶନ ପରେ ମଦ ପିଇ ମାତାଲ ହେଲେ ଇଂଲଣ୍ଡ କ୍ରିକେଟର, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୩।୧୨: ଅଷ୍ଟ୍ରେଲିଆ ବିପକ୍ଷ ଆଶେସ୍ ସିରିଜ୍ ମଧ୍ୟରେ ଇଂଲଣ୍ଡ କ୍ରିକେଟ୍ ଦଳ ପାଇଁ ଏକ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଦଳର ଷ୍ଟାର୍ ବ୍ୟାଟର ବେନ୍...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

Gotra Matching for Marriage: ସମାନ ଗୋତ୍ରରେ ବିବାହ କରିବା ଶୁଭ ନା ଅଶୁଭ? ଜାଣନ୍ତୁ କ’ଣ କୁହେ…

ହିନ୍ଦୁ ଧର୍ମରେ ବିବାହ ପୂର୍ବରୁ କୁଣ୍ଡଳୀ ମିଳନ ସହିତ ଗୋତ୍ରର ପରୀକ୍ଷା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ। ଏକ ଗୋତ୍ରରେ ବିବାହକୁ ସାଧାରଣତଃ ଅଶୁଭ...

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

୨୦୨୬ ତାମିଲନାଡୁ ନିର୍ବାଚନ: ୩୦%ରୁ ଅଧିକ ଭୋଟ୍ ପାଇବା ନେଇ ବିଜୟଙ୍କ ଦାବି

ଚେନ୍ନାଇ,୨୩।୧୨: ୨୦୨୬ ତାମିଲନାଡୁ ବିଧାନସଭା ନିର୍ବାଚନକୁ ନେଇ ଏବେଠାରୁ ରାଜନୀତି ସରଗରମ ହେବାରେ ଲାଗିଛି। ସୁପରଷ୍ଟାର ବିଜୟଙ୍କ ନୂତନ ରାଜନୈତିକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’...

ମହାନଦୀ ଜଳ ବିବାଦର ସମାଧାନ ପାଇଁ ତତ୍ପରତା: ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ଅନୁଷ୍ଠିତ

ଭୁବନେଶ୍ୱର,୨୩।୧୨: ମହାନଦୀ ଜଳ ବିବାଦର ସୌହାର୍ଦ୍ଦ୍ୟପୂର୍ଣ୍ଣ ସମାଧାନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଗଠିତ ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱରସ୍ଥିତ...

ବିଜୟ ହଜାରେ ଟ୍ରଫି ଖେଳିବେ ବିରାଟ କୋହଲି, ରୋହିତ ଶର୍ମା: ପ୍ରତି ମ୍ୟାଚ୍ ପାଇଁ କେତେ ଟଙ୍କା ପାଇବେ ?

ମୁମ୍ବାଇ,୨୩।୧୨: ଭାରତୀୟ କ୍ରିକେଟର ଦୁଇ ମହାରଥୀ ବିରାଟ କୋହଲି ଏବଂ ରୋହିତ ଶର୍ମା ଚଳିତ ବିଜୟ ହଜାରେ ଟ୍ରଫିରେ ନିଜ ନିଜର ଘରୋଇ ଦଳ ପକ୍ଷରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri