Posted inଫୁରସତ

ମା’ ଶିଶୁର ପ୍ରଥମ ଗୁରୁ

ମା’ ପ୍ରାଣୀଙ୍କଠାରୁ ଆରମ୍ଭ କରି ମଣିଷ ପର୍ଯ୍ୟନ୍ତ ସମସ୍ତଙ୍କର ଅତି ପ୍ରିୟ। ଜନ୍ମ ପରେ ଶିଶୁ ପ୍ରଥମେ ହିଁ ମା’ ସ୍ନେହର ପରଶ ପାଇଥାଏ। ମା’ ଶବ୍ଦ ସୃଜନର ଓଁକାର ଭରିଦିଏ। ସେହିପରି ମା’ ପ୍ରତିଟି ଶିଶୁର ପ୍ରଥମ ଗୁରୁ। ମା’ ଶିଶୁକୁ ସମସ୍ତ ଶିକ୍ଷାର ପ୍ରଥମ ପାହାଚରେ ପହଞ୍ଚାଇଥାଏ। ତେଣୁ ମା’ଙ୍କର ମହାନତାକୁ ହୃଦୟଙ୍ଗମ କରିବା ଲାଗି ପ୍ରତିବର୍ଷ ମେ’ ମାସ ଦ୍ୱିତୀୟ ରବିବାରକୁ ବିଶ୍ୱ ମାତୃ ଦିବସ ଭାବେ ପାଳନ କରାଯାଇଥାଏ। ଚଳିତ ବର୍ଷ ଏହା ମେ’ ୮ରେ ପାଳିତ ହେଉଛି। ୧୯୦୭ରେ ମାତୃ ଦିବସ ପାଳନ ପାଇଁ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା। ଏହି ଦିବସର ପାଳନ ଦୁଇଜଣ ବିଶିଷ୍ଟ ମହିଳା ଜୁଲିଆ ୱାର୍ଡ ହାଓ ଏବଂ ଆନ୍ନା ଜାରଭିସଙ୍କ ଦ୍ୱାରା ଆରମ୍ଭ ହୋଇଥିଲା। ସେମାନେ ଆମେରିକାରେ ମାତୃ ଦିବସର ଶୁଭାରମ୍ଭ କରିଥିଲେ। ଆମେରିକାର ରାଷ୍ଟ୍ରପତି ଉଡ୍ରୋ ୱିଲସନ ଏହି ଦିବସକୁ ୧୯୧୪ରେ ଏକ ଜାତୀୟ ଛୁଟି ଘୋଷଣା କରିଥିଲେ।
ମାତୃ ଦିବସ ହେଉଛି ଏକ ଉତ୍ସବ, ଯାହାକି ପରିବାରରେ ମାତାଙ୍କୁ ସମ୍ମାନିତ କରିବା ସହିତ ମାତୃତ୍ୱ, ମାତୃତ୍ୱ ବନ୍ଧନ ଏବଂ ସମାଜରେ ମା’ଙ୍କର ପ୍ରଭାବକୁ ସମ୍ମାନିତ କରିଥାଏ। ପ୍ରତ୍ୟେକ ମା’ଙ୍କ ପାଇଁ ଏହି ଦିବସଟି ଉତ୍ସର୍ଗୀକୃତ। କାରଣ ଜଣେ ଶିଶୁଙ୍କ ପାଇଁ ଦୁନିଆରେ ସମସ୍ତଙ୍କ ଅପେକ୍ଷା ବହୁ କାର୍ଯ୍ୟ କରିଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମେସିଙ୍କୁ ବଡ଼ ଗିଫ୍ଟ ଦେଲେ ଅନନ୍ତ ଅମ୍ବାନୀ: ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ଫୁଟବଲ କିମ୍ବଦନ୍ତୀ ଲିଓନେଲ ମେସି ଜାମନଗରର ବନତାରା ବନ୍ୟପ୍ରାଣୀ ସଂରକ୍ଷଣ କେନ୍ଦ୍ର ପରିଦର୍ଶନ କରିଥିଲେ। ମେସି ଅନନ୍ତ ଅମ୍ବାନୀଙ୍କ ଦ୍ୱାରା ପ୍ରତିଷ୍ଠିତ କେନ୍ଦ୍ରରେ ପାରମ୍ପରିକ ରୀତିନୀତିରେ...

Stokes-Archer Fight VIDEO: ବେନ୍ ଷ୍ଟୋକ୍ସ ଏବଂ ଜୋଫ୍ରା ଆର୍ଚରଙ୍କ ମଧ୍ୟରେ କାହିଁକି ହେଲା ଝଗଡ଼ା?

ନୂଆଦିଲ୍ଲୀ,୧୮।୧୨: ଅଷ୍ଟ୍ରେଲିଆ ବିପକ୍ଷରେ ଚାଲିଥିବା ଆସେସ୍ ଟେଷ୍ଟରେ ଇଂଲଣ୍ଡର ଖରାପ ପ୍ରଦର୍ଶନର ପ୍ରଭାବ ପଡ଼ିବା ଆରମ୍ଭ ହୋଇଛି । ସେଥିପାଇଁ ଇଂଲଣ୍ଡ ଅଧିନାୟକ ଏବଂ ଖେଳାଳିମାନେ...

ପାଣି ତଳେ ମହଲ: ୫୦୦ ବର୍ଷ ପରେ ଆଜିବି ରହସ୍ୟମୟ ଏହି ଐତିହ୍ୟ ସ୍ଥାନ

ମଧ୍ୟପ୍ରଦେଶର ସୁନ୍ଦର ଏବଂ ଐତିହାସିକ ସହର ମାଣ୍ଡୁରେ ଏକ ଐତିହ୍ୟ ସ୍ଥାନ ଅଛି, ଯାହା ପ୍ରଥମ ନଜରରେ ଏକ ପୋଖରୀ ପରି ଦେଖାଯାଏ। କିନ୍ତୁ ପ୍ରକୃତରେ...

କୋର୍ଟରେ ମାମଲା ଡାଏରୀ ଦାଖଲ ପାଇଁ ଲାଞ୍ଚ ନେଉଥିଲେ ଆଇଆଇସି, ଗିରଫ କଲା ଭିଜିଲାନ୍ସ

ଜୟପୁର,୧୮ା୧୨(ପବନ ପାଣିଗ୍ରାହୀ ): କୋରାପୁଟ ଦଶମନ୍ତପୁର ଆଇଆଇସି ସୁକମା ହାଁସଦାଙ୍କୁ ଜୟପୁର ଭିଜିଲାନ୍ସ ଗିରଫ କରିଛି। ଯେତେବେଳେ ସେ ଅଭିଯୁକ୍ତଙ୍କ ସମ୍ପର୍କୀୟଙ୍କଠାରୁ ୨୦ ହଜାର ଟଙ୍କା...

ଲଣ୍ଡନରେ ଜନ୍ମଦିନ ପାଳନ କରୁଛନ୍ତି ପଳାତକ ବିଜୟ ମାଲ୍ୟା, ଲଳିତ ମୋଦି ଦେଲେ ବିଶେଷ ପାର୍ଟି

ଲଣ୍ଡନ,୧୮।୧୨: ପୂର୍ବତନ ଇଣ୍ଡିଆନ ପ୍ରିମିୟର ଲିଗ (IPL) ଅଧ୍ୟକ୍ଷ ଲଳିତ ମୋଦି ଲଣ୍ଡନରେ ପଳାତକ ବ୍ୟବସାୟୀ ବିଜୟ ମାଲ୍ୟାଙ୍କ ପାଇଁ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଆୟୋଜନ...

IND vs SA 4th T20I: ଭରରତ-ସାଉଥ ଆଫ୍ରିକା ମ୍ୟାଚ ରଦ୍ଦ ହେଲେ ବୁଡ଼ିଯିବ କି ଦର୍ଶକଙ୍କ ଟିକେଟ ଟଙ୍କା? ଜାଣନ୍ତୁ କ’ଣ ରହିଛି BCCIର ନିୟମ

ନୂଆଦିଲ୍ଲୀ,୧୮।୧୨: ଲକ୍ଷ୍ନୌରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚତୁର୍ଥ ଟି-୨୦ ଅନ୍ତର୍ଜାତୀୟ ମ୍ୟାଚ ଗୋଟିଏ ବି ବଲ ଖେଳି ନଯାଇ ବାତିଲ କରାଯାଇଥିଲା। ଘନ...

ମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ୩ ବର୍ଷରେ ପୂରଣ ହେବ ୪୫ ହଜାର ଶିକ୍ଷକ ପଦବୀ

ଭୁବନେଶ୍ୱର ,୧୯।୧୨: ରାଜ୍ୟରେ ଶିକ୍ଷାକ୍ଷେତ୍ରର ବିକାଶ କରିବା ପାଇଁ ସରକାର ପ୍ରତିବଦ୍ଧତାର ସହ କାମ କରୁଛନ୍ତି। କେବଳ ପ୍ରାଥମିକ ଶିକ୍ଷା ପାଇଁ ଚଳିତବର୍ଷ ବଜେଟରେ ରେକର୍ଡ...

ମୁସଲମାନ ଦେଶରେ ବିକ୍ରି ହେଉଛି ଭାରତୀୟଙ୍କ ଅଙ୍ଗ, ଧନୀ ଲୋକଙ୍କର ହେଉଛି କିଡନୀ ପ୍ରତିରୋପଣ

ନୂଆଦିଲ୍ଲୀ,୧୮।୧୨: କେରଳରେ ପଞ୍ଜିକୃତ ଏକ ମାମଲାର ତଦନ୍ତ କରିବା ସମୟରେ, ଜାତୀୟ ତଦନ୍ତକାରୀ ସଂସ୍ଥା (NIA) ଜାଣିବାକୁ ପାଇଛି ଯେ ବେଆଇନ ଅଙ୍ଗଦାନରେ ଜଡିତ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri