କ୍ୟାପିଟାଲ ହସ୍ପିଟାଲ କର୍ମଚାରୀଙ୍କ ଛୁଟି ବାତିଲ

ଭୁବନେଶ୍ବର,୮।୫(ବ୍ୟୁରୋ): ବାତ୍ୟା ‘ଅସାନି’କୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ବ୍ୟାପକ ପ୍ରସ୍ତୁତି ଆରମ୍ଭ କରିଛନ୍ତି । ଏହି କ୍ରମରେ କ୍ୟାପିଟାଲ ହସ୍ପିଟାଲର କାର୍ଯ୍ୟରତ ସମସ୍ତ କର୍ମଚାରୀଙ୍କ ଛୁଟିକୁ ବାତିଲ କରାଯିବା ସହ ସମସ୍ତ ବିଭାଗକୁ ସତର୍କ କରାଯାଇଛି। ଏଥିସହ ସମ୍ପୃକ୍ତ ବିଭାଗ ଯେପରି ସେମାନଙ୍କ ଦାୟିତ୍ୱ ସଠିକ ଭାବେ ତୁଲାଇବେ ସେଥିପ୍ରତି ଦୃଷ୍ଟି ଦେବାକୁ କୁହାଯାଇଛି। ଯେ ପର୍ଯ୍ୟନ୍ତ ନିର୍ଦ୍ଦେଶ ନ ଆସିଛି ସେ ପଯର୍ର୍‌ୟନ୍ତ ଅଧିକାରୀ ଚିକିତ୍ସାଳୟ ଛାଡିପାରିବେ ନାହିଁ। ବିଜୁଳି, ପାଣିକୁ ଗୁରୁତ୍ୱ ଦିଆଯାଇଥିବାବେଳେ ଗୁରୁତର ରୋଗୀଙ୍କୁ ପ୍ରାଥମିକତା ଭିତ୍ତିରେ ଚିକିତ୍ସା ସହ ଆବଶ୍ୟକ ପରିମାଣ ଔଷଧ ଏବଂ ଆନୁଷଙ୍ଗିକ ସାମଗ୍ରୀ ଉପଲବ୍ଧ କରାଯାଇଛି । ବିଜୁଳି ଗଲେ ଯେପରି ତ୍ୱରିତ ସେବା ଯୋଗାଇ ଦେଇହେବ ସେନେଇ ଡିଜି ସେଟ ପାଇଁ ଡିଜେଲ ମହଜୁଦ ରଖାଯାଇଥିବା ନେଇ ହସ୍ପିଟାଲ ପକ୍ଷରୁ ସୂଚନା ମିଳିଛି ।


Enter your email to get our daily news in your inbox.

All Right Reserved By Dharitri.Com

‘ଧନୁ ସଂକ୍ରାନ୍ତି ପରେ ପଦ୍ମ ଫୁଟେନି’

ବରଗଡ଼,୩୦।୪(ପ୍ରେମାନନ୍ଦ ଖମାରୀ)- ସାଧାରଣ ନିର୍ବାଚନକୁ ନେଇ ଘଡ଼ିକୁ ଘୋଡ଼ା ଛୁଟୁଛି । ଏହାକୁ ନେଇ ଦଳୀୟ ନେତା, ପ୍ରାର୍ଥୀଙ୍କ ବୟାନବାଜି ସାଧାରଣରେ ଚର୍ଚ୍ଚାର ବିଷୟ ହୋଇଥିବାବେଳେ...

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୭୧ କୋଟିର ମାଲିକ

ଭୁବନେଶ୍ୱର,୩୦।୪: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ବାଚନୀ ସତ୍ୟପାଠରେ ନିଜର ସମ୍ପତ୍ତିର ତଥ୍ୟ ଦେଇଛନ୍ତି। ସେ ହେଉଛନ୍ତି ୭୧ କୋଟି ଟଙ୍କା ସମ୍ପତ୍ତିର ମାଲିକ। ତାଙ୍କ ପାଖରେ...

ବିଜେଡି ଛାଡ଼ିଲେ ଆନନ୍ଦପୁର ବିଧାୟକ ଭାଗିରଥୀ ସେଠୀ

ଆନନ୍ଦପୁର,୩୦।୪: ବିଜେଡି ଛାଡ଼ିଲେ ଆନନ୍ଦପୁର ବିଧାୟକ ଭାଗିରଥୀ ସେଠୀ। ଦଳର ପ୍ରାଥମିକ ସଦସ୍ୟ ପଦରୁ ସେ ମଙ୍ଗଳବାର ଇସ୍ତଫା ଦେଇଛନ୍ତି। ଏନେଇ ସେ ନିଜର ଇସ୍ତଫାପତ୍ର...

କାକଟପୁର ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ

ପୁରୀ,୩୦।୪: କାକଟପୁର ପାଇଁ ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ। ଦଳ କାକଟପୁରରୁ ବିଶ୍ବଭୂଷଣ ଦାସଙ୍କୁ ଟିକେଟ୍‌ ଦେଇଛି। ଭାଜପାରୁ ଟିକେଟ ନ ମିଳିବାରୁ ସେ କଂଗ୍ରେସରେ...

ହାଇକୋର୍ଟରେ କେନ୍ଦ୍ର ସରକାରଙ୍କର ୪୦ ଓକିଲ, ତଥାପି ଶୁଣାଣିରେ ଅନୁପସ୍ଥିତ

କଟକ,୩୦ା୪ (କାର୍ତ୍ତିକ ସାହୁ) ଓଡ଼ିଶା ହାଇକୋର୍ଟରେ କେନ୍ଦ୍ର ସରକାରଙ୍କ ବିରୋଧରେ ରୁଜୁ ମାମଲାର ବିଚାର ବେଳେ କେନ୍ଦ୍ର ସରକାରଙ୍କ ପକ୍ଷରୁ କେହି ସରକାରୀ ଓକିଲ ଉପସ୍ଥିତ...

୪୬ଡିଗ୍ରୀ ଉପରେ ୨ସହର, ରେକର୍ଡ ଭାଙ୍ଗିଲା ବାରିପଦା

ଭୁବନେଶ୍ୱର,୩୦।୪: ପ୍ରବଳ ଖରାରେ ଜଳୁଛି ସାରା ଓଡିଶା। ଘରୁ ବାହାରିଲେ ମୁହଁ ପୋଡି ଯାଉଛି। ମଙ୍ଗଳବାର ରାଜ୍ୟର ୨ଟି ସହର ୪୬ ଡିଗ୍ରୀ ଉପରେ ରହିଥିବାବେଳେ...

ବିଜେଡି ଛାଡ଼ିଲେ ସୁର ସେଠୀ

କାକଟପୁର,୩୦।୪: ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ କାକଟପୁର ବିଧାୟକ ସୁରେନ୍ଦ୍ର ସେଠୀ। ଦଳ ଟିକେଟ ଦେଇ ନ ଥିବାରୁ ଅସନ୍ତୁଷ୍ଟ ଥିବା ବେଳେ ମଙ୍ଗଳବାର ସେ...

ଟିକେଟ ଫେରାଇଲେ କଂଗ୍ରେସ ପ୍ରାର୍ଥୀ

କଟକ,୩୦।୪: ଟିକେଟ ଫେରାଇଲେ ଆଠଗଡ଼ ବିଧାନସଭା କଂଗ୍ରେସ ପ୍ରାର୍ଥୀ। କଂଗ୍ରେସ ପ୍ରାର୍ଥୀ ମେହବୁବ ଅହମ୍ମଦ ଖାଁ ମଙ୍ଗଳବାର ଟିକେଟ ଫେରାଇଛନ୍ତି। କଟକ ଲୋକ ସଭା ପ୍ରାର୍ଥୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri