ଜାତୀୟ ରାଜପଥ ନିକଟରୁ ଅଚିହ୍ନା ମୃତଦେହ ଉଦ୍ଧାର, ଅଜଣା ଗାଡି ଧକ୍କାରେ…

ବଣାଇଁ,୨୧।୪(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ଚାନ୍ଦିପୋଷ ଥାନା ଅନ୍ତର୍ଗତ ୧୪୩ ନମ୍ବର ଜାତୀୟ ରାଜପଥର ବିରିତୋଳା ନିକଟରୁ ଅଜଣା ମୃତଦେହ ଉଦ୍ଧାର କରାଯାଇଛି । ଜଣେ ଅଚିହ୍ନା ଯୁବକଙ୍କ ଶବ ପଡିଥିବା ଦେଖି ଅଞ୍ଚଳବାସୀ ଥାନାକୁ…

ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟ ଆଗରେ ଅବସରପ୍ରାପ୍ତ କର୍ମଚାରୀ ସଂଘର ବିକ୍ଷୋଭ, ପ୍ରଧାନମନ୍ତ୍ରୀ-ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ବିଡ଼ିଓଙ୍କୁ ଦାବିପତ୍ର

ଦିଗପହଣ୍ଡି,୨୧।୪(ଅଶେଷ ନାଥ ମିଶ୍ର): ଜାତୀୟ ଦାବି ଦିବସ ଅବସରରେ ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ପକ୍ଷରୁ ୧୦ ଦଫା ଦାବି ହାସଲ ପାଇଁ ମଙ୍ଗଳବାର ସ୍ଥାନୀୟ ବ୍ଲକ କାର୍ଯ୍ୟାଳୟ…

ଦିନ ଦ୍ୱିପ୍ରହରେ ବଡ଼ ଧରଣର ଲୁଟ: ବ୍ୟାଙ୍କ ସାମ୍ନାରେ ଗାଡ଼ି ଡିକି ଭାଙ୍ଗି ଏତେ ଟଙ୍କା ନେଇଗଲେ ଦୁର୍ବୃତ୍ତ

ଗଞ୍ଜାମ,୨୧।୪(ଅନାଥ ତରାଇ): ଗଞ୍ଜାମ ସହରରେ ଏକ ବଡ଼ ଧରଣର ଚୋରି ଘଟଣା ସାମ୍ନାକୁ ଆସିଛି। ସୂଚନା ଅନୁଯାୟୀ, ଗଞ୍ଜାମ ସହରରେ ଥିବା ଷ୍ଟେଟ ବ୍ୟାଙ୍କ ସମ୍ମୁଖରେ ଦିନଦ୍ୱିପ୍ରହରେ କିଛି ଦୁର୍ବୃତ୍ତ ଏକ ବାଇକର ଡିକି…

କାଳିପଲ୍ଲୀରେ କିଡ଼ନୀ ରୋଗର ଭୟାବହତା: ଚିନ୍ତାପ୍ରକଟ କରି ମୁଖ୍ୟମନ୍ତ୍ରୀଙ୍କୁ ଏହି ନିବେଦନ କଲେ ପ୍ରଦୀପ ପାଣିଗ୍ରାହୀ

ଗଞ୍ଜାମ/ଛତ୍ରପୁର,୨୧।୪(ଅନାଥ ତରାଇ/ଦିଲୀପ ସାମଲ): ଗଞ୍ଜାମ ଜିଲା କାଳିପଲ୍ଲୀ ପଞ୍ଚାୟତରେ କାୟା ବିସ୍ତାର କରିଥିବା କିଡ଼ନୀ ରୋଗର ବ୍ୟାପକତାକୁ ନେଇ ଗଭୀର ଚିନ୍ତା ପ୍ରକଟ କରିଛନ୍ତି ବ୍ରହ୍ମପୁର ଏମ୍‌ପି ପ୍ରଦୀପ କୁମାର ପାଣିଗ୍ରାହୀ। ରୋଗର ପ୍ରକୃତ…

ସିଏମ୍ ଟ୍ରଫି ଖୋଖୋ ଚାମ୍ପିୟନ୍ ହେଲେ ରାଇକିଆ ଛାତ୍ରୀ, ଛୁଟିଲା ଶୁଭେଚ୍ଛା

ରାଇକିଆ,୨୧।୪(ପ୍ରଦୀପ ବେହେରା): କନ୍ଧମାଳ ଜିଲା ଏଥଲେଟିକ୍ସ ଆସୋସିଏସନ୍ ତରଫରୁ ଆୟୋଜିତ ୧୫ବର୍ଷରୁ କମ୍ “ସିଏମ୍ ଟ୍ରଫି ୨.୦” ଜିଲାସ୍ତରୀୟ ଖୋଖୋ ପ୍ରତିଯୋଗୀତାରେ ଚାମ୍ପିୟନ୍ ହୋଇଛନ୍ତି ରାଇକିଆ ସରକାରୀ ବାଳିକା ବିଦ୍ୟାଳୟର ଛାତ୍ରୀ । ଏହି…

ନିର୍ବାଚନ କମିଶନରଙ୍କ ନୂଆ ନିୟମ, ରାତିରେ ବାଇକ ଚଳାଇବା ଉପରେ ଲାଗିଲା ବ୍ୟାନ୍

କୋଲକାତା,୨୧।୪: ବିଧାନସଭା ନିର୍ବାଚନ ପୂର୍ବରୁ ପଶ୍ଚିମବଙ୍ଗରେ ଦୁଇଚକିଆ ଯାନ ଉପରେ ନିର୍ବାଚନ କମିଶନର ବ୍ୟାନ କରିଛନ୍ତି । ଏହା ସହିତ ମୁକ୍ତ ଏବଂ ଶାନ୍ତିପୂର୍ଣ୍ଣ ମତଦାନ ସୁନିଶ୍ଚିତ କରିବା ପାଇଁ ଏହା ବାଇକ୍ ରାଲିକୁ…

ସାଇଲେଣ୍ଟ ଗେମ୍ କରିଦେଲା ଚାଇନା, ଘରୁ ବାହାରି ପାରୁନାହାନ୍ତି ତାଇଓ୍ବାନ ରାଷ୍ଟ୍ରପତି

ବେଜିଂ,୨୧।୪: ଚାଇନା ତାଇୱାନର ରାଷ୍ଟ୍ରପତି ୱିଲିୟମ୍ ଲାଇ ଚିଙ୍ଗ-ତେଙ୍କ ବିରୁଦ୍ଧରେ ଏକ ସାଇଲେଣ୍ଟ ଗେମ୍ ଖେଳିଛି। ଫଳସ୍ୱରୂପ, ରାଷ୍ଟ୍ରପତି ଲାଇ ତାଙ୍କ ଘର ଅର୍ଥାତ୍ ଦେଶ ବାହାରକୁ ଯାଇ ପାରିବେ ନାହିଁ। ତାଇୱାନ ସରକାରଙ୍କ ଜଣେ ମୁଖପାତ୍ର କହିଛନ୍ତି ଯେ, ଚାଇନା…

ରାଉ‌ରକେଲାରେ ପ୍ରୋଟୋକଲ ଭାଙ୍ଗିଲେ ରାଷ୍ଟ୍ରପତି, ଖରାକୁ ଖାତିର ନକରି…

ରାଉରକେଲା,୨୧।୪(ସଂଗୀତା ଜେନା) ଓଡ଼ିଶା ଗସ୍ତରେ ଆସିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଝାରସୁଗୁଡ଼ା ବିମାନ ବନ୍ଦରରେ ପହଞ୍ଚିବା ପରେ ରାଉରକେଲା ଅଭିମୁଖେ ଯାତ୍ରା କରିଥିଲେ । ରାଉରକେଲା ଜନଜାତି ସଂଗ୍ରହାଳୟ ଉଦ୍‌ଘାଟନୀ କାର୍ଯ୍ୟକ୍ରମସ୍ଥଳକୁ ଯିବାବେଳେ ହନୁମାନ ବଟିକା ଛକରେ ପ୍ରୋଟୋକଲ ଭାଙ୍ଗିଛନ୍ତି…

ମୋଦିଙ୍କୁ ‘ଆତଙ୍କବାଦୀ’ କହିଲେ ଖାର୍ଗେ: ବଢିଲା ବିବାଦ

ନୂଆଦିଲ୍ଲୀ,୨୧।୪: କଂଗ୍ରେସ ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଆତଙ୍କବାଦୀ ବୋଲି ଆଖ୍ୟା ଦେଇଛନ୍ତି। ଏହାକୁ ନେଇ ରାଜନୈତିକ ମହଲରେ ଏକ ବିବାଦ ସୃଷ୍ଟି କରିଛି। ଭାରତୀୟ ଜନତା ପାର୍ଟି (ଭାଜପା) ଖାର୍ଗେଙ୍କ ଏହି ବୟାନକୁ…

‘ଯୁଦ୍ଧବିରତି ଉଲ୍ଲଂଘନ କଲେ ଉପଯୁକ୍ତ ଜବାବ ଦେବୁ..’, ଆମେରିକାକୁ ଇରାନର ଚେତାବନୀ

ତେହରାନ,୨୧।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଇରାନ ଏବଂ ଆମେରିକା ମଧ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ଶାନ୍ତି ଆଲୋଚନା ପୁଣିଥରେ ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି। ଉଭୟ ପକ୍ଷ ଦ୍ୱାରା ଗ୍ରହଣ କରାଯାଇଥିବା କଠୋର ମନୋଭାବ ସୂଚାଇ ଦେଉଛି ଯେ ଏହି ଅସ୍ତ୍ରବିରତି ଅଧିକ ଦିନ…

ବାଣ ଫୁଟୁଛି

ବାଣ କଥା ଉଠିଲେ ତାମିଲନାଡୁର ବିରୁଧନଗର ଜିଲାର ଶିବକାଶୀ ସହରାଞ୍ଚଳ ମନେପଡ଼େ। ସାଧାରଣରେ ଭାରତର ୯୦ ପ୍ରତିଶତ ବାଣ ଶିବକାଶୀରେ ତିଆରି ହୋଇଥାଏ। ଅତ୍ୟଧିକ କାରଖାନା ଥିବାରୁ ବିପଦ ମଧ୍ୟ ସବୁବେଳେ ଯୋଡ଼ିହୋଇ ରହୁଛି। ୧୯ ଏପ୍ରିଲରେ ବିରୁଧନଗର ଜିଲାର କଟ୍ଟନାରପଟ୍ଟି…

୧୫ ବର୍ଷ ପରେ ପଦ ଛାଡିବେ ଟିମ କୁକ୍‌, ଆପଲର ନୂଆ ସିଇଓ ହେବେ…

ଓ୍ବାଶିଂଟନ,୨୧।୪: ବିଶ୍ୱର ସର୍ବବୃହତ ଟେକ କମ୍ପାନୀ ମଧ୍ୟରେ ସ୍ଥାନ ପାଇଥିବା ଆପଲ ୧୫ ବର୍ଷ ପରେ ଏହାର ଶୀର୍ଷ ନେତୃତ୍ୱ ପରିବର୍ତ୍ତନ କରିବାକୁ ପ୍ରସ୍ତୁତ ହେଉଛି। ଜନ ଟେରନସ (୫୦) କମ୍ପାନୀର ନୂତନ ସିଇଓ ଭାବରେ ଟିମ କୁକଙ୍କ ସ୍ଥାନରେ ଦାୟିତ୍ୱ…

ଇସଲାମାବାଦ ଶାନ୍ତି ଆଲୋଚନା ପୂର୍ବରୁ ବଡ଼ ଦାବି କଲେଣି ଟ୍ରମ୍ପ, ଜାଣନ୍ତୁ କାହାକୁ କହିଲେ ଦେଶଦ୍ରୋହୀ

ଓ୍ବାଶିଂଟନ,୨୧।୪: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋମବାର ବିରୋଧୀ ଡେମୋକ୍ରାଟିକ ପାର୍ଟି ଉପରେ ଏକ କଠୋର ଆକ୍ରମଣ ଆରମ୍ଭ କରିଥିଲେ। ଟ୍ରମ୍ପ ଅଭିଯୋଗ କରିଥିଲେ ଯେ ଯେତେବେଳେ ଆମେରିକା ଇରାନ ସହିତ ସଂଘର୍ଷର ଏକ ନିର୍ଣ୍ଣାୟକ ମୋଡ଼ରେ ଠିଆ ହୋଇଛି, ଡେମୋକ୍ରାଟମାନେ…

ଅର୍ଥନୈତିକ ସମ୍ପର୍କ ବଢ଼ାଇବାକୁ ଭାରତ, ଦକ୍ଷିଣ କୋରିଆ ରାଜି

ନୂଆଦିଲ୍ଲୀ,୨୧ା୪ (ପି.ଟି.): ଭୂରାଜନୈତିକ ଅସ୍ଥିରତା ଦୃଷ୍ଟିରୁ ବାଣିଜ୍ୟ କ୍ଷେତ୍ରରେ ବାଧା ବଢ଼ୁଥିବାବେଳେ ଭାରତ ଏବଂ ଦକ୍ଷିଣ କୋରିଆ ସେମାନଙ୍କ ବାଣିଜି୍ୟକ ଚୁକ୍ତିକୁ ଅପ୍‌ଗ୍ରେଡ କରିବା ଲାଗି ଆଲୋଚନା ପାଇଁ ସୋମବାର ସହମତ ହୋଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଦକ୍ଷିଣ କୋରିଆ…

ପୃଥିବୀରେ ବଢ଼ୁଛି କୃତ୍ରିମ ଆଲୋକ

ଓ୍ବାଶିଂଟନ,୨୧ା୪: ପୃଥିବୀ ପ୍ରତିବର୍ଷ ଉଜ୍ଜ୍ୱଳ ହେବାରେ ଲାଗିଛି। କୃତ୍ରିମ ଆଲୋକ ଯୋଗୁ ଏପରି ଘଟୁଥିବାରୁ ଏହି ପରିବର୍ତ୍ତନ ସବୁ ଭାଗରେ ସମାନ ରହି ନ ଥାଏ ବୋଲି ଏକ ଅଧ୍ୟୟନରୁ ଜଣାପଡ଼ିଛି। ତେବେ ଗବେଷକଙ୍କ ମତରେ ଏହି ଧାରା ମନ୍ଥର ନୁହେଁ।…

ବିସ୍ଫୋରକ ଶତକ ମାରି ବଡ଼ ରେକର୍ଡ କଲେ ତିଲକ ବର୍ମା: ଆଇପିଏଲ ଇତିହାସରେ…

ମୁମ୍ବାଇ,୨୦।୩: ତିଲକ ବର୍ମାଙ୍କ ବିସ୍ଫୋରକ ଶତକ ଏବଂ ନମନ ଧୀରଙ୍କ ଦୃଢ଼ ବ୍ୟାଟିଂ ବଳରେ ମୁମ୍ବାଇ ଇଣ୍ଡିଆନ୍ସ ସୋମବାର ଅନୁଷ୍ଠିତ ଗୁଜରାଟ ଟାଇଟନ୍ସ ବିପକ୍ଷ ଆଇପିଏଲ୍‌ ମ୍ୟାଚରେ ସମ୍ମାନଜନକ ସ୍କୋର କରିଛି। ତିଲକ ୧୦୧ ରନରେ ଅପରାଜିତ ରହିଥିବାବେଳେ ମୁମ୍ବାଇ ୨୦…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୧୯ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୮ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୭ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୬ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୫ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୪ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୨ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୧ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୦ ଏପ୍ରିଲ, ୨୦୨୬ )

View
Odisha: Today’s pics April 9, 2026

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଫୁରସତ

ବାଣିଜ୍ୟ

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri